ଆମ ଜିଲା ଖବର

ହେଡ୍‌କ୍ୱାର୍ଟର ଛାଡିବା ମହଙ୍ଗା ପଡିଲା, ୮୭ ଶିକ୍ଷକଙ୍କୁ କାରଣଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୧ା୫ (ଡି.ଏନ.ଏ)- କରୋନା ପାଇଁ ଲକ୍‌ଡାଉନ ଘୋଷଣା ପରେ ବିଦ୍ୟାଳୟ ଛୁଟି ହୋଇଥିଲେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ହେଡ୍‌କ୍ୱାର୍ଟର ଛାଡି ନ ଯିବାକୁ ସରକାରୀ ନିର୍ଦ୍ଦେଶ ରହିଥିଲା। ତେବେ ଦାରିଙ୍ଗବାଡିର ଶତାଧିକ ଶିକ୍ଷୟିତ୍ରୀ ଶିକ୍ଷକ ଘରକୁ ପଳାଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭…

ପ୍ରବାସୀ ଓଡ଼ିଆଙ୍କୁ ନେଇ ପୁଣି ବାହାରିଲା ବସ୍‌: ସୁରଟରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୧ା୫ (ଡି.ଏନ.ଏ)-ଗୁଜୁରାଟର ସୁରଟ ଜିଲା ପ୍ରଶାସନ ଅନୁମତିକ୍ରମେ ସେଠାରୁ ଓଡ଼ିଆମାନେ ବସ୍‌ ଯୋଗେ ଗଞ୍ଜାମ ଜିଲାକୁ ନିଜ ଖର୍ଚ୍ଚରେ ଫେରୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୨୮ ଜଣଙ୍କୁ ନେଇ ଆସିଥିବା ୪ଟି ବସ୍‌ ସୋମବାର ବିଳମ୍ବିତ ରାତିରେ ଗଞ୍ଜାମରେ ପହଞ୍ଚିବାର ଅଛି। ଅନ୍ୟପକ୍ଷରେ…

ଖଣିଜ ପରିବହନ ଉପରେ ଗୁରୁତ୍ୱ ଦିଅ: ଜିଲାପାଳ

ଯୋଡ଼ା,୧ା୫ (ଡି.ଏନ୍‌.ଏ.)-ଖଣିଜ ପରିବହନକୁ ସୁଚାରୁରୂପେ କରିବା ନେଇ କେନ୍ଦୁଝର ଜିଲା ଯୋଡା ପୌରପାଳିକା ସଭାଗୃହଠାରେ ଗୁରୁବାର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳ ଆଶିଷ ଠାକରେ, ଏସ୍‌ପି ମିତ୍ରଭାନୁ ମହାପାତ୍ର ଉପସ୍ଥିତ ଥିଲେ। ପ୍ରଥମ ପର୍ଯ୍ୟାୟ ବୈଠକରେ ଯୋଡା ଖଣିମଣ୍ଡଳ…

ଗଳାବାଟ ଦେଇ ପାର୍‌ ହେଉଛନ୍ତି ଶ୍ରମିକ

ଚମ୍ପୁଆ,୧ା୫ (ଡି.ଏନ୍‌.ଏ.)- କରୋନା ମହାମାରୀର ମୁକାବିଲା ପାଇଁ କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳରେ ସବୁସ୍ତରରେ ସତର୍କତା ମୂଳକ ପଦକ୍ଷେପ ନିଆ ଯାଉଛି। ଜିଲା ତଥା ରାଜ୍ୟବାହାରୁ ଆସୁଥିବା ଲୋକଙ୍କ ସମେତ ଦୂରଦୂରାନ୍ତରୁ ସାଇକେଲରେ ଆସୁଥିବା ଶ୍ରମିକଙ୍କୁ ପୋଲିସ ଓ ପ୍ରଶାସନ ଧରି…

ମୁମ୍ବାଇରୁ ସାଇକେଲ୍‌ରେ ମୟୂରଭଞ୍ଜ: ୧୦ ଦିନରେ୧୬ଶହ କି.ମି. ଆସିଲେ ଯୁବକ

ଉଦଳା,୧ା୫(ଡି.ଏନ୍‌.ଏ.)- ମୁମ୍ବାଇରୁ ମୟୂରଭଞ୍ଜ ଦୀର୍ଘ ୧୬ ଶହ କି.ମି. ଯାତ୍ରା। ମୟୂରଭଞ୍ଜ ଜିଲାର ଦିବ୍ୟରଞ୍ଜନ ଲେଙ୍କା ନାମକ ଜଣେ ଯୁବକ ସାଇକେଲ ଚଲାଇ ୧୦ଦିନରେ ଆସି ନିଜ ଗଁା ପାଖରେ ପହଞ୍ଚିଛନ୍ତି। ଆସିବା ବେଳେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିଲେ ମଧ୍ୟ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କାର ସହାୟତା

ବାରିପଦା ଅଫିସ,୧ା୫ – ମହାମାରୀ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ବାରିପଦା ଡ଼ିଲର ମୟୂରଭଞ୍ଜ ଏଣ୍ଟରପ୍ରାଇଜସ୍‌ ପକ୍ଷରୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ମ୍ୟାନେଜିଙ୍ଗ ପାର୍ଟନର ସନନ୍ଦ କୁମାର ଦାସ…

ସହାୟତା ଦାବି କଲେ ସେବାୟତ

ବାରିପଦା ଅଫିସ,୧ା୫- ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ମହାପ୍ରଭୁ ବିଜେ ମନ୍ଦିରର ସେବାୟତମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ ନିମନ୍ତେ ଜିଲାପାଳଙ୍କଠାରେ ଦାବି କରାଯାଇଛି। ସେବାୟତମାନେ ଗୁରୁବାର ଏ ନେଇ ବାରିପଦା ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ସେମାନେ ଦାବି କରିଛନ୍ତିି ଯେ,…

କଟକରୁ ଫେରୁଥିବା ଶ୍ରମିକ ଠାକୁରମୁଣ୍ଡାରୁ ଉଦ୍ଧାର

ଠାକୁରମୁଣ୍ଡା,୧ା୫(ଡି.ଏନ୍‌.ଏ.)-କଟକ ସିଡିଏ ଅଞ୍ଚଳରେ ରହି ଶ୍ରମିକ ଭାବରେ କାମ କରୁଥିବା ଜଣେ ୨୭ ବର୍ଷୀୟ ଆଦିବାସୀ ଯୁବକ ଲକ୍‌ଡାଉନରେ ଫସି ରହି ଶେଷରେ ଚାଲି ଚାଲି ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାରେ ପହଞ୍ଚିଛନ୍ତି। ୩ ଦିନ କାଳ ଦୀର୍ଘ ୧୫୦ କି.ମି ବାଟ…

ଘରକୁ ଫେରିବେ ଯାଜପୁରର ୬୨ ଶ୍ରମିକ

ଜଳେଶ୍ୱର, ୧ା୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର କ୍ୱାରାଣ୍ଟାଇନ ସେଣ୍ଟରରେ ୩୦ଦିନ ଧରି ରହିଥିବା ଯାଜପୁର ଅଞ୍ଚଳର ୬୨ଶ୍ରମିକ ଆଗାମୀ ଦୁଇ ଦିନ ମଧ୍ୟରେ ଘରକୁ ଫେରିଯିବେ। ଏ ସମ୍ପର୍କରେ ଗୁରୁବାର ବାଲେଶ୍ୱର ଜିଲା ଦାୟିତ୍ୱରେ ଥିବା ପ୍ରମୁଖ ସଚିବ ମଧୁସୂଦନ ପାଢ଼ୀ ସୂଚନା…

ରମଜାନ ମାସରେ ଖାଦ୍ୟ ବାଣ୍ଟୁଛନ୍ତି ୨୦ ମୁସ୍‌ଲିମ୍‌ ଯୁବକ

କଟକ ଅଫିସ,୩୦ା୪: ମୁସଲମାନ ସମ୍ପ୍ରଦାୟଙ୍କ ପାଇଁ ପବିତ୍ର ମାସ ରମ୍‌ଜାନ୍‌। ଏହି ମାସଟିକୁ ସେମାନେ ବର୍ଷ ତମାମ ଅପେକ୍ଷା କରିଥାନ୍ତି। ଦାନ ଓ ପୂଣ୍ୟ ମାସ ରମଜାନ। ନିଷ୍ଠାର ସହ ଉପବାସ ବ୍ରତ ପାଳନ କରି ଆଲ୍ଲାଙ୍କୁ ପ୍ରାର୍ଥନା କରାଯାଇଥାଏ। ସୂର୍ଯ୍ୟୋଦୟ…

ଗରିବଙ୍କୁ ରାଶନ ସାମଗ୍ରୀ ବାଣ୍ଟିଲେ ଅରିନ୍ଦମ

କଟକ ଅଫିସ,୩୦।୪: କରୋନାକୁ ନେଇ ଉପୁଜିଥିବା ସ୍ଥିତିକୁ ଦୃଷ୍ଟିରେ ରଖି ଗରିବ ଅସହାୟ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି ଚଳଚ୍ଚିତ୍ର ଅଭିନେତା ତଥା ବିଜେଡି ନେତା ଅରିନ୍ଦମ ରାୟ। କଟକ ମହାନଗର ନିଗମ (ସିଏମ୍‌ସି) ଅନ୍ତର୍ଗତ ୧୯ ନଂ ୱାର୍ଡରେ ରହୁଥିବା…

ରାଶନ ଦୋକାନରୁ ବିପୁଳ ପରିମାଣରେ ଗୁଟ୍‌ଖା ଜବତ

ଚିକିଟି,୩୦ା୪(ଡି.ଏନ.ଏ.)- କେ.ନୂଆଗାଁ ପୋଲିସ ଚିକିଟି ବଜାରସ୍ଥିତ ଏକ ରାଶନ ଦୋକାନରେ ଗୁରୁବାର ସକାଳେ ଚଢାଉ କରି ବିପୁଳ ପରିମାଣରେ ଗୁଟ୍‌ଖା ଜବତ କରିଛି। ଏନେଇ ତଦନ୍ତ ଚାଲିଥିବା ଏବଂ କାହାରିକୁ ଗିରଫ କରାଯାଇ ନ ଥିବା ଥାନା ଅଧିକାରୀ ମାଧବନନ୍ଦ ନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri