ଆମ ଜିଲା ଖବର

ଗଞ୍ଜାମରେ ୧୦ କରୋନା ଯୋଦ୍ଧା ସମେତ ୩୮ ପଜିଟିଭ୍‌

ଛତ୍ରପୁର,୨୧ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ରବିବାର ପୁଣି ୩୮ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏଥିରେ ୧୦ ଜଣ କରୋନା ଯୋଦ୍ଧା, ୮ ଜଣ ଅନ୍ୟ ରାଜ୍ୟ ଫେରନ୍ତା ଓ ୨୦ ଜଣ ପୂର୍ବ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଛନ୍ତି। ଫଳରେ…

ଗଞ୍ଜାମ ସହରରେ ମାଲାମାଲ ଅସାଧୁ ବ୍ୟବସାୟୀ: ଦୋକାନ ଆଗରେ ତାଲା, ଭିତରେ ଖୋଲା

ଗଞ୍ଜାମ,୨୧।୬(ଡି.ଏନ୍‌.ଏ.):ମହାମାରୀ କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ସଟ୍‌ଡାଉନ୍‌ରେ ଫାଇଦା ଉଠଉଛନ୍ତି ଗଞ୍ଜାମ ସହରର କିଛି ଅସାଧୁ ବ୍ୟବସାୟୀ l ଦେକାନ ଆଗରେ ତାଲା ପଡ଼ିଥିଲେ ହେଁ ମାଲିକମାନେ ଭିତରେ ଭିତରେ ବିଭିନ୍ନ ଜିନିଷ ଚଢ଼ା ଦରରେ ବିକ୍ରି କରି…

ଚାଇନା ଆପ୍‌କୁ ନା, ବିକଳ୍ପ ଚାହୁଁଛନ୍ତି ଯୁବପିଢ଼ି

କଟକ ଅଫିସ,୨୧।୬: କିଛିଦିନ ହେଲା ଭାରତ ଓ ଚାଇନା ଭିତରେ ଲାଗିରହିଥିବା ତିକ୍ତତା ଓ କରୋନା ସଂକ୍ରମଣ ଭୟ ଯୋଗୁ ଚାଇନା ଓ ସେଠାକାର ଉତ୍ପାଦିତ ଦ୍ରବ୍ୟ ପ୍ରତି ବିମୁଖ ହୋଇଛନ୍ତି ଭାରତୀୟ। କରୋନା ମହାମାରୀର ଆତଙ୍କ ସମୟରେ ଦେଶର ପ୍ରଧାନମନ୍ତ୍ରୀ…

କନ୍ଧମାଳର ଗୌରବ: ପ୍ରଥମ ଫ୍ଲାଇଂ ଅଫିସର ହେଲେ ସାଇପ୍ରଣିତା

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଭଳି ପଛୁଆ ଜିଲାକୁ ସାରା ଦେଶରେ ପରିଚିତ କରାଇଛନ୍ତି ଅଞ୍ଚଳର ଜଣେ ଝିଅ। ଏହି ଜିଲାର ଝିଅ କୌଣସି ଗୁଣରେ କମ୍‌ ନୁହନ୍ତି ବୋଲି ସେ ପ୍ରମାଣ କରି ଦେଖାଇଛନ୍ତି। ପ୍ରତିରକ୍ଷା କ୍ଷେତ୍ରରେ ଜିଲାରୁ ପ୍ରଥମ…

ଦୁର୍ଘଟଣା ଉଜାଡ଼ି ଦେଲା ସୁନାର ସଂସାର: ସ୍ବାମୀଙ୍କ ଚିକିତ୍ସା ପାଇଁ ସ୍ତ୍ରୀଙ୍କ ଆକୁଳ ନିବେଦନ

ଉଦଳା, ୨୧ା୬(ଡି.ଏନ୍‌.ଏ.)-ସବୁଦିନ ପରି ସେଦିନ ମଧ୍ୟ ସିଏ କାମରେ ଯାଇଥିଲେ। ସନ୍ଧ୍ୟା ହେଲା ବେଳକୁ ସ୍ତ୍ରୀ ଏବଂ ଛୋଟ ଝିଅ ଚାହିଁ ରହିଥିଲେ ଫେରିବା ବାଟକୁ। ହେଲେ ଆସିଲା ତାଙ୍କୁ ଦୁର୍ଘଟଣା ଖବର। ଦୁର୍ଘଟଣା ଖବର ପାଇବା ପରେ ପୁରା ପରିବାର…

ଝାଲିଆଗୋଛା ପରେ ବାରୁଡ଼ା ହେଲା କଣ୍ଟେନ୍‌ମେଣ୍ଟ ଜୋନ୍‌

ଭଞ୍ଜନଗର,୨୧।୬(ଡି.ଏନ୍‌.ଏ.)- ଲୋକେ ସାମାଜିକ ଦୁରତ୍ୱ ବଜାୟ ନରଖିବା, ମାସ୍କ ବ୍ୟବହାର ନକରିବା, ନିୟମିତ ସଫା ନରହିବା ହେତୁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ସୁଦ୍ଧା ଭଞ୍ଜନଗର ବ୍ଲକର ବିଭିନ୍ନ ଗ୍ରାମରୁ ୧୦ ବ୍ୟବସାୟୀ କରୋନା ପଜିଟିଭ୍‌ ଚିହ୍ନଟ…

କୋଭିଡ୍‌ କେୟାର ସେଣ୍ଟରରେ ଜୀବନ ହାରିଲେ ଯୁବକ

ବାଲିଗୁଡା,୨୧ା୬(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ବଡଗାଁସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ହୋଇଥିବା ଅସ୍ଥାୟୀ କୋଭିଡ୍‌ କେୟାର ସେଣ୍ଟରରେ ଜଣେ ହାଇଦ୍ରାବାଦ ଫେରନ୍ତା ପ୍ରବାସୀ ଓଡ଼ିଆ ଶନିବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ତୁମୁଡିବନ୍ଧ ଥାନା ବୁଦୁଲିପଦର ଗାଁର ସମ୍ପୂର୍ଣ୍ଣ ମାଝି…

ସ୍ବାସ୍ଥ୍ୟ ବିଭାଗ ପ୍ରକଳ୍ପରେ କନ୍ଧମାଳକୁ ସ୍କଚ୍‌ ଆୱାର୍ଡ

ଫୁଲବାଣୀ ଅଫିସ, ୨୧ା୬-କନ୍ଧମାଳ ଜିଲା ସ୍ବାସ୍ଥ୍ୟ ବିଭାଗର ପ୍ରକଳ୍ପ ମର୍ଯ୍ୟାଦାଜନକ ସ୍କଚ୍‌ ଆୱାର୍ଡ ପାଇବାକୁ ବିବେଚିତ ହୋଇଛି। ସିଲ୍‌ଭର ବିଭାଗରେ ଜିଲାକୁ ଏହି ପୁରସ୍କାର ମିଳିବ। ଫାଇନାଲ ରାଉଣ୍ଡରେ ଦେଶର ବିଭିନ୍ନ ରାଜ୍ୟରୁ ୩୪ ପ୍ରକଳ୍ପ ସ୍ଥାନିତ ହୋଇଥିଲା। ପ୍ଲାଟିନମ୍‌, ଗୋଲ୍ଡ…

ଶ୍ରମିକ ରୂପେ ୨ ଛାତ୍ରଙ୍କୁ କାର୍ଯ୍ୟରେ ଲଗାଇଛନ୍ତି ଶିକ୍ଷକ

ଏମ୍‌ଭି-୭୯,୨୧ା୬(ଡି.ଏନ.ଏ.)-ସରକାର ଗରିବ ପିଲାଙ୍କ ପାଠପଢ଼ା ପାଇଁ ମାଗଣା ଖାତା, ବହି, ସିଲଟ, ଖାଦ୍ୟ, ରହିବା ପାଇଁ ହଷ୍ଟେଲ ସୁବିଧା କରିଛନ୍ତି। କେତେକ କ୍ଷେତ୍ରରେ ଶିଶୁଶ୍ରମିକମାନଙ୍କୁ ଉଦ୍ଧାର କରାଯାଇ ହଷ୍ଟେଲରେ ରଖି ଶିକ୍ଷାଦାନ ବ୍ୟବସ୍ଥା କରାଯାଉଛି। ଏଥିପାଇଁ ଏକ ସ୍ବତନ୍ତ୍ର ସ୍କାଡ୍‌ ମଧ୍ୟ…

ପୋତି ହୋଇପଡୁଛି କେନାଲ: ଚାଷ ଜମିକୁ ମାଡ଼ୁନି ପାଣି

ଚମ୍ପୁଆ, ୨୦ା୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଏନଏସି ଅନ୍ତର୍ଗତ ୨ ନଂ. ୱାର୍ଡ ପାଞ୍ଚପୋଖରିଆଠାରେ କେନାଲ ପୋତି ହୋଇପଡିଥିବାରୁ ଚାଷଜମିକୁ ପାଣି ମାଡିପାରୁନାହିଁ। ଏପରିକି ପାଣି ରହୁଥିବା ପୋଖରୀରୁ ପଙ୍କ ଉଦ୍ଧାର କରାଯାଉ ନ ଥିବାରୁ ବର୍ଷାଜଳ ଠିକ୍‌ ଭାବେ ଗଚ୍ଛିତ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା: ପୁରୀ ରଥଯାତ୍ରାକୁ ଅନୁମତି ଦିଆଯାଉ

ଭୁବନେଶ୍ୱର,୨୦।୬(ବ୍ୟୁରୋ)- ପୁରୀର ଶ୍ରୀ ଜଗନ୍ନାଥ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ନ କରିବା ପାଇଁ ସୁପ୍ରିମ କୋର୍ଟ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର କୋର୍ଟଙ୍କ ଆଦେଶକୁ ପାଳନ କରିବାକୁ ଜୁନ ୧୮ ତାରିଖରେ ଅନୁଷ୍ଠିତ ସ୍ବତନ୍ତ୍ର କ୍ୟାବିନେଟ ବୈଠକରେ ଅନୁମୋଦନ…

ଛତିଶଗଡ଼ ଖୋଲିଲା ୪ ବ୍ୟାରେଜ: ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର ବୃଦ୍ଧି

ସମ୍ବଲପୁର,୨୦।୬(ବ୍ୟୁରୋ)-ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରେ କିଛିଦିନ ହେବ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଡ୍ୟାମ୍‌ ଉପରମୁଣ୍ଡରେ ଦୁଇଦିନ ଭିତରେ ୨୪.୯୮ ଓ ୮.୩୪ ମିମି ବର୍ଷା ରେକର୍ଡ କରାଯାଇଛି । ଏହାସହ ଜୁନ ୧୬ରୁ ଛତିଶଗଡ଼ର ୪ଟି ବ୍ୟାରେଜ ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?