ଆମ ଜିଲା ଖବର

ବାଲୁକା କଳାରେ ରକ୍ଷାବନ୍ଧନର ଶୁଭେଚ୍ଛା ଜଣାଇଲେ କେନ୍ଦୁଝରର ନିଶିକାନ୍ତ

କେନ୍ଦୁଝର, ୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଟିକରପଡ଼ା ଗ୍ରାମର ନିଶିକାନ୍ତ ବେହେରା ପବିତ୍ର ରକ୍ଷାବନ୍ଧନ ଅବସରରେ ବାଲୁକା କଳା ମାଧ୍ୟମରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଶିକାନ୍ତ ନିଜ ଘର ନିକଟରେ ବାଲିରେ ଦେଇଥିବା ଭାଇ ଓ ଭଉଣୀ ମଧ୍ୟରେ ଥିବା…

ବାଟ ହୁଡ଼ିପାରେ ଖରିଫ ଚାଷ

ଖୋର୍ଦ୍ଧା ଅଫିସ, ୩।୮ଖୋର୍ଦ୍ଧା ଜିଲାରେ ପ୍ରାୟ ଦୁଇମାସ ହେଲା ବର୍ଷା ନାହିଁ। ଚାଷଜମି ଫାଟି ଆଁ କଲାଣି। ଏଥର ଖରିଫ ଚାଷ ବାଟ ହୁଡ଼ିପାରେ ବୋଲି ଆଶଙ୍କା ସୃଷ୍ଟି ହେଲାଣି। ତେଣୁ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ,…

ପାନପୋଷ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କରୋନା: ୨ ଦିନ ପାଇଁ ହେଲା ବନ୍ଦ

ରାଉରକେଲା ଅଫିସ,୩ା୮: ରାଉରକେଲା ସହରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସରକାରୀ କାର୍ଯ୍ୟାଳୟ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ । ପାନପୋଷ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଉପଜିଲାପାଳ ବିଶ୍ୱଜିତ ମହାପାତ୍ରଙ୍କ…

‘ଜମି, ଗାଁ ନିଅ, ଆମକୁ ବିସ୍ଥାପିତ କର’

ଯାଜପୁର ଅଫିସ,୩ା୮: ଜିଲାରେ ସିମେଣ୍ଟ କାରଖାନା ପ୍ରତିଷ୍ଠା ପରେ ପ୍ରଦୂଷଣ ମାତ୍ରା ଅଧିକ ହୋଇଛି। ସୁକିନ୍ଦା ରେଲୱେ ସାଇଡିଂରେ ସିମେଣ୍ଟ କାରଖାନା ପାଇଁ ଉଦ୍ଦିଷ୍ଟ କଞ୍ଚମାଲ ଜିପସମ୍‌ ଅନଲୋଡିଂ ଆଖପାଖ ଅଞ୍ଚଳବାସୀଙ୍କ ଜୀବନକୁ ଦୁର୍ବିସହ କରିଛି। ଏହିମର୍ମରେ ଅଞ୍ଚଳବାସୀ ନ୍ୟାଶନାଲ ଗ୍ରୀନ୍‌…

ଶହୀଦ ସ୍ମୃତିପୀଠକୁ ଅଣଦେଖା

ବରୀ,୩ା୮: ସ୍ବାଧୀନତା ସଂଗ୍ରାମରେ ଯାଜପୁର ଜିଲା ବରୀ ବ୍ଲକର ଅବଦାନ ସ୍ବର୍ଣ୍ଣିମ ଇତିହାସରେ ସ୍ବତନ୍ତ୍ର ସ୍ଥାନ ପାଇଛି। ୧୯୪୨ମସିହାରେ ମହାତ୍ମା ଗାନ୍ଧୀଙ୍କ ଭାରତ ଛାଡ଼ ଆନ୍ଦୋଳନ ଡାକରାରେ ସାମିଲ ହୋଇଥିବା ଏଠାକାର ସଂଗ୍ରାମୀମାନଙ୍କ ମଧ୍ୟରୁ ଗହ୍ମାପୂର୍ଣ୍ଣମୀ ତିଥିରେ ୪ଜଣ ଶ୍ରୀରାମପୁର ଗ୍ରାମର…

ସକାଳ ୬ରୁ ଅପରାହ୍ନ ୫ ଦୋକାନ ଖୋଲା

ଖୋର୍ଦ୍ଧା ଅଫିସ,୩।୮ ଖୋର୍ଦ୍ଧା, ଜଟଣୀ ପୌର ପରିଷଦ ଏବଂ ବାଣପୁର ଓ ବାଲୁଗାଁ ଏନଏସିର ବ୍ୟବସାୟୀ ସଂଘ ସହିତ ରବିବାର ଜିଲାପାଳ ଶୀତାଂଶୁ କୁମାର ରାଉତ ଭିଡିଓ କନ୍‌ଫରେନ୍ସରେ ଆଲୋଚନା କରିଛନ୍ତି। କୋଭିଡ୍‌ ଗାଇଡ୍‌ଲାଇନକୁ ମାନି ବ୍ୟବସାୟ କରିବାକୁ ଜିଲାପାଳ ପରାମର୍ଶ…

କଟକରେ ଦୈନିକ ୩ ଘଣ୍ଟା ଖୋଲିବ କୋର୍ଟ

କଟକ ଅଫିସ,୩ା୮: କଟକ ଜିଲାରେ ଲକ୍‌ଡାଉନ ଜାରି ରହିଥିବା ବେଳେ ପୂର୍ବ ଅପେକ୍ଷା କେତେକ କଟକଣା କୋହଳ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜିଲାରେ କୋର୍ଟଗୁଡ଼ିକ କାର୍ଯ୍ୟ କରିବା ନେଇ ଜିଲା ଜଜ୍‌ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାର ସମସ୍ତ କୋର୍ଟ ପୂର୍ବାହ୍ନ…

ଆତ୍ମହତ୍ୟା ଧମକ ଦେଇ କରୁଥିଲେ ବ୍ଲାକମେଲିଂ

ଢେଙ୍କାନାଳ ଅଫିସ, ୩।୮: ଢେଙ୍କାନାଳ ପୌରାଞ୍ଚଳର ୧୫ନଂ. ଓ୍ବାର୍ଡରେ ଥିବା ଏକ ଗେଷ୍ଟହାଉସ୍‌ରେ ଅନୈତିକ କାର୍ଯ୍ୟ ହେଉଥିବା ମାମଲାରେ ପୋଲିସକୁ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି। ବାହାରୁ ଯୁବତୀଙ୍କୁ ଆଣି ଗେଷ୍ଟହାଉସ୍‌ରେ ରଖି ଦେହ ବ୍ୟବସାୟ କରାଯାଉଥିଲା। ଗେଷ୍ଟ ହାଉସ୍‌ ମାଲିକଙ୍କ…

୭ ବିଷୟକୁ ଜଣେ ଶିକ୍ଷୟିତ୍ରୀ

ବଅଁରପାଳ,୩ା୮(ଡି.ଏନ.ଏ.) ୧୯୮୫ରେ ସ୍କୁଲ ସ୍ଥାପନ ବେଳେ ନିଯୁକ୍ତି ପାଇଥିଲେ ୭ ଶିକ୍ଷକ। ହେଲେ ୩୫ ବର୍ଷ ପରେ ନବମ ଓ ଦଶମ ଶ୍ରେଣୀର ୭ ବିଷୟ ପଢ଼ାଇବାକୁ ବିଦ୍ୟାଳୟରେ ଅଛନ୍ତି ମାତ୍ର ଜଣେ ଶିକ୍ଷୟିତ୍ରୀ। ଏପରି ସରକାରୀ ଅବହେଳାର ଶିକାର ହୋଇଛି…

ଡ୍ରପ୍‌ବକ୍ସରେ ମାମଲା ଗ୍ରହଣ କରିବେ ହାଇକୋର୍ଟ: ୨୧ ଯାଏ ସୀମିତ ରହିବ କୋର୍ଟ କାର୍ଯ୍ୟ

କଟକ ଅଫିସ,୩।୮: ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନ ପରଠୁ ହାଇକୋର୍ଟରେ ଇ-ଫାଇଲିଂ ବ୍ୟବସ୍ଥା ସହ ଅଫ୍‌ଲାଇନ୍‌ରେ ମାମଲା ଦାଖଲ ବନ୍ଦ ରହିଛି। ଅନ୍‌ଲକ୍‌ ୩ରେ କେତେକ କଟକଣା କୋହଳ ହେବା ପରେ ହାଇକୋର୍ଟରେ ମାମଲା ଦାଖଲ ପ୍ରକ୍ରିୟାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏଥର…

ସକାଳ ୭ରୁ ୨ଟା ଯାଏ ବ୍ୟବସାୟ

ଅନୁଗୋଳ ଅଫିସ୍‌, ୩।୮: ସଂକ୍ରମଣ ରୋକିବାକୁ ସରକାରଙ୍କ ନିର୍ଦ୍ଦେଶନାମା ନେଇ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ଜାରି କରାଯାଇଛି। ଏଥିରେ ସରକାରୀ ନିର୍ଦ୍ଦେଶର ଅନୁପାଳନ କରିବାକୁ ଜିଲାବାସୀଙ୍କୁ ସେ ଅନୁରୋଧ କରିଛନ୍ତି। ଜିଲାରେ ସକାଳ ୭ଟାରୁ…

ପକ୍ଷୀଙ୍କ ପାଇଁ ବସା

କେନ୍ଦୁଝର, ୩।୮(ଡି.ଏନ.ଏ.)- ପୃଥିବୀରେ ବାସ କରିବାର ଅଧିକାର କେବଳ ମଣିଷର ନୁହେଁ ସମସ୍ତ ଜୀବଙ୍କର ରହିଛି। ନିଜକୁ ସବୁବେଳେ ଶ୍ରେଷ୍ଠ ଭାବେ ଘୋଷଣା କରୁଥିବା ମଣିଷର ନିଜ ଜାଣତରେ ହେଉ ବା ଅଜାଣତରେ ଅନେକ ସରଳ ଜୀବଙ୍କୁ ଶେଷ କରୁଛି ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?