ଭାଜପାର ସଭାସ୍ଥଳ ସଫେଇ କଲେ ବିଜେଡି ନେତା
ବାରିପଦା ଅଫିସ,୩୦ା୧- ମୟୂରଭଞ୍ଜ ଜିଲା ବାରିପଦା ସହରର ଐତିହାସିକ ଛଉ ପଡ଼ିଆରେ ମଙ୍ଗଳବାର ଜିଲା ଭାଜପା ପକ୍ଷରୁ ଏକ ସାଧାରଣ ସଭା ଆୟୋଜନ କରାଯାଇଥିଲା। ଏଥିରେ ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି ଯୋଗ ଦେଇଥିଲେ। ରାଜ୍ୟ ତଥା ଜିଲାର...
ଠିକାଦାରଙ୍କ କବ୍ଜାରେ ମହାବିଦ୍ୟାଳୟ ଖେଳପଡ଼ିଆ
ବାଲେଶ୍ୱର ଅଫିସ,୩୦।୧- ବାଲେଶ୍ୱର ସହର ଏଡ଼ିଏମ୍ ଛକ ସ୍ଥିତ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ ପରିସରରେ ଥିବା ଖେଳ ପଡ଼ିଆରେ ଜନୈକ ଠିକାଦାର ଅନ୍ୟତ୍ର କାର୍ଯ୍ୟ ପାଇଁ ବାଲି, ଇଟା, ଚିପ୍ସ, ସିମେଣ୍ଟ ଏପରିକି ଜେସିବି ମେଶିନ ରଖି ଖେଳ ପଡ଼ିଆକୁ...
ଦୋଷୀଙ୍କୁ ଦଣ୍ଡ ମିଳିବା ଉପରେ ଗୁରୁତ୍ୱ ଦିଅ
ଅନୁଗୋଳ ଅଫିସ୍, ୩୦।୧: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ବୁଧବାର ଦିନିକିଆ ଅନୁଗୋଳ ଗସ୍ତରେ ଆସି ଜିଲା ପୋଲିସ ମୁଖ୍ୟାଳୟରେ ଉତ୍ତର କେନ୍ଦ୍ରାଞ୍ଚଳ ରେଞ୍ଜ ଅଧିକାରୀଙ୍କ ସହ ଅପରାଧ ଓ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି। ଡିଜିପିଙ୍କ ସହ...
ବଳକା ମଧ୍ୟାହ୍ନଭୋଜନରେ ଜୀବେଦୟା
ଓଡ଼ଗଁ।,୩୦ା୬(ସ୍ବ.ପ୍ର.): ସମ୍ପ୍ରତି ସମସ୍ତ ସ୍କୁଲରେ ମଧ୍ୟାହ୍ନ ଭୋଜନ ପ୍ରଚଳନ ଥିବା ବେଳେ ପିଲାମାନେ ବଳକା ଖାଦ୍ୟକୁ ନେଇ ଏଣେତେଣେ ଫିଙ୍ଗିବା ନିତିଦିନିଆ ଘଟଣା ହୋଇଛି। ଏହି ବଳକା ମଧ୍ୟାହ୍ନ ଭୋଜନ ଜରିଆରେ ଜୀବେଦୟା କାର୍ଯ୍ୟକ୍ରମ ଗଛସାର୍ଙ୍କ ଏକ ନିଆରା ଉଦ୍ୟମ।...
ଘରେ ପଶି ସଶସ୍ତ୍ର ଡକାୟତି: ୭ ଲକ୍ଷର ସମ୍ପତ୍ତି, ନଗଦ ୨.୮୫ ଲକ୍ଷ ଲୁଟ୍
ରଣପୁର,୩୦ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାର ପାଇକସାହି ମଣିନାଗ ବାଇପାସ୍ ରାସ୍ତାରେ ଥିବା ସତ୍ୟନାରାୟଣ ସାହୁଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଡକାୟତି ହୋଇଛି। ଦୁର୍ବୃତ୍ତମାନେ ୧୨୦ଗ୍ରାମ ସୁନା ଓ ୭୦୦ଗ୍ରାମ ରୁପା ଅଳଙ୍କାର ସହିତ ନଗଦ ୨ଲକ୍ଷ ୮୫...
ଜଗତ୍ସିଂହପୁର ପୌର ପରିଷଦ: ୧୮୭ ଉଠା ଦୋକାନୀଙ୍କୁ ମିଳିଲା ଫନୀ ସହାୟତା
ଜଗତ୍ସିଂହପୁର ଅଫିସ,୩୦ା୧: ଜଗତ୍ସିଂହପୁର ପୌର ପରିଷଦ ଅଞ୍ଚଳର ବିଭିନ୍ନସ୍ଥାନରେ ଉଠାଦୋକାନ କରି ଗୁଜରାଣ ମେଣ୍ଟାଉଥିବା ଦୋକାନୀଙ୍କ ମଧ୍ୟରୁ ୧୮୭ ଜଣଙ୍କୁ ଫନୀ ସହାୟତା ରାଶି ପ୍ରଦାନ କରାଯାଇଛି। ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ ଉଠା ଦୋକାନୀ ପିଛା ୧୦ ହଜାର ଟଙ୍କା...
ଜିଲା ଆଇନସେବା ପ୍ରାଧିକରଣ କର୍ମଶାଳା
ଫୁଲବାଣୀ ଅଫିସ, ୩୦ା୧-ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ବିଭିନ୍ନ ଦିନରେ ଭିନ୍ନ ବିଷୟରେ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ସୋମବାର ଜିଲା ଆଇନ ସେବା ପ୍ରାଧିକରଣ ପରିସରରେ କିନ୍ନରମାନଙ୍କ ଅଧିକାର ନେଇ ଆଲୋଚନା ହୋଇଥିଲା। ସଦର ଏସ୍ଡିପିଓ ମହେନ୍ଦ୍ରନାଥ ମୁର୍ମୁ, ଆଇନଜୀବୀ...
କାଳିଆ ଟଙ୍କା ମିଳୁ ନ ଥିବାରୁ ବିଧାୟକଙ୍କ ଉଦ୍ବେଗ
ଛତ୍ରପୁର,୩୦ା୧(ଡି.ଏନ୍.ଏ.) -ଗଞ୍ଜାମ ଜିଲାପରିଷଦ ସାଧାରଣ ଅଧିବେଶନ ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲା ପରିଷଦ ଭବନ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପରିଷଦ ଅଧ୍ୟକ୍ଷା ସୋନମ ପଲେଇ ଅଧ୍ୟକ୍ଷତା କରିଥିଲେ। ବୈଠକ ପ୍ରାରମ୍ଭରୁ ହିଁ ଚାଷୀମାନଙ୍କୁ କାଳିଆ ଯୋଜନାରେ ଟଙ୍କା...
ମନମୋହିଲା ‘ବଡି ବିଲ୍ଡିଂ ଶୋ’ର ସୁନ୍ଦର ସ୍ବାସ୍ଥ୍ୟ ପ୍ରଦର୍ଶନ
ବ୍ରହ୍ମପୁର ଅଫିସ,୩୦ା୧-ସ୍ଥାନୀୟ ଖଲ୍ଲିକୋଟ କଲେଜ ଖେଳ ପଡିଆରେ ଚାଲିଥିବା ୭ମ ମହାନଗର ମହୋତ୍ସବର ବୁଧବାର ଥିଲା ତୃତୀୟ ସନ୍ଧ୍ୟା ା ଏହାକୁ ଭିଜିଲାନ୍ସ ଅତିରିକ୍ତ ଏସ୍ପି ଶାନ୍ତନୁ କୁମାର ପାଢୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ ା...
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି
ଖୋର୍ଦ୍ଧା ଅଫିସ,୩୦ା୧: ଖୋର୍ଦ୍ଧା ମ୍ୟୁନିସିପାଲିଟିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବାର ମୁଖ୍ୟମନ୍ତ୍ରୀ ଓ ଖୋର୍ଦ୍ଧା ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ୪ ପର୍ଯ୍ୟାୟର ଫଟୋ ଉତ୍ତୋଳନ ଓ ୪ ପର୍ଯ୍ୟାୟର...
ନିଶାବେପାରୀଙ୍କ ଘରୁ ବୋମା, ମାରାଣାସ୍ତ୍ର, ମଦ ଜବତ
ଜଟଣୀ,୩୦ା୧(ଡି.ଏନ.ଏ.): ଜଟଣୀ ଥାନା ବାଲିଛକ ମୁଣ୍ଡିଆସାହିରେ ଜଣେ ନିଶା ମାଫିଆଙ୍କ ଘର ଉପରେ ଜଟଣୀ ପୋଲିସ ମଙ୍ଗଳବାର ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ନିଶାବେପାରୀ ଖସି ଯାଇଥିଲେ। ହେଲେ ଘର ମଧ୍ୟରୁ ଖଣ୍ଡା ଆଦି ବିଭିନ୍ନ ମାରଣାସ୍ତ୍ର, ୧୧ଟି ବୋମା,...
ପଦ୍ମବେଶ ପାଇଁ ପଦ୍ମମାଳ ଦେଉଛନ୍ତି ଚିନ୍ତାମଣି
ପୁରୀ ଅଫିସ, ୩୦ା୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେବା କରିବାକୁ କାହାର ବା ଇଚ୍ଛା ନ ଥାଏ। କିନ୍ତୁ ସମସ୍ତଙ୍କୁ ସେ ସୁଯୋଗ ମିଳି ନ ଥାଏ। ହେଲେ ଯେଉଁମାନେ ଏପରି ସୁଯୋଗ ପାଇଥାନ୍ତି ସେମାନେ ନିଜକୁ ଭାଗ୍ୟବାନ ମଣିଥାନ୍ତି। ଏମିତି...
Archives


