ଆମ ଜିଲା ଖବର

ଭଦ୍ରକରେ ୧୮୬ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୨୦।୬: ଭଦ୍ରକ ଜିଲାରେ ଶନିବାର ପୁଣି ୫ କରୋନା ପଜିଟଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୬ରେ ପହଞ୍ଚିଛି। ସେଥିମଧ୍ୟରୁ ୧୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମାତ୍ର ୧୮ଜଣ ଚିକିତ୍ସାଧିନ…

ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲରୁ ଏକ ମାଖନା ହାତୀର ମୃତଦେହ ଠାବ

ଛେଣ୍ଡିପଦା,୨୦।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲର ଗୁଡିମରାଠାରେ ଶନିବାର ଏକ ମାଖନା ହାତୀର ଗଳିତ ମୃତଦେହ ଉଦ୍ଧାର ହୋଇଛି। ହାତୀଟି ପ୍ରାୟ ୪-୫ ଦିନ ତଳେ ମରିପଡ଼ିିଥିବା ଜଣାପଡ଼ିଛି। ମୃତ ହାତୀଟି ମଖନା ହାତୀ ବୋଲି…

ଶଟ୍‌ଡାଉନ୍‌ରେ ଚାଲିଥିବା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ବନ୍ଦ କଲେ ତହସିଲଦାର

ଗଞ୍ଜାମ,୨୦।୬(ଡି.ଏନ୍‌.ଏ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରୁ ସାନ ବଜାର ଯାଏ ଉନ୍ନତିକରଣ ପାଇଁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲୁ ରହିଛି। ବର୍ତ୍ତମାନ କରୋନା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଶନିବାର ଓ ରବିବାର ଦୁଇ ଦିନ ଧରି ରାଜ୍ୟରେ ଶଟ୍‌ଡାଉନ୍‌…

ଚିତ୍ରକୋଣ୍ଡାରେ ପ୍ରାକ୍‌ ପ୍ରସ୍ତୁତି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କାର୍ଯ୍ୟକ୍ରମ ଅନୁଷ୍ଠିତ

ଚିତ୍ରକୋଣ୍ଡା,୨୦।୬: ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଚିତ୍ରକୋଣ୍ଡା ସ୍ପିଲବାଇ ଲଞ୍ଚ ଘାଟଠାରେ ଶନିବାର ମାଲକାନଗିରି ଜିଲା ପ୍ରଶାସନ ପକ୍ଷରୁ ବ୍ଲକ ସ୍ତରୀୟ ପ୍ରାକ୍‌ ପ୍ରସ୍ତୁତି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଚିତ୍ରକୋଣ୍ଡା ବ୍ଲକ, ଥାନା ଓ ତହସିଲର ମିଳିତ…

୭୮ଘଣ୍ଟା କୋଟସାହି ପଞ୍ଚାୟତ ଶଟ୍‌ଡାଉନ

ଟାଙ୍ଗୀ(କଟକ)୨୦ା୬(ଡି.ଏନ୍‌.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକର ୪ର୍ଥ କରୋନା ପଜିଟିଭ ଆକ୍ରାନ୍ତ କୋଟସାହି ପଞ୍ଚାୟତ ଟାଙ୍ଗୀ ଗ୍ରାମରେ ଶୁକ୍ରବାର ଚିହ୍ନଟ ହୋଇଛି। ଆକ୍ରାନ୍ତଙ୍କ ବୟସ ୪୫ ବର୍ଷ ହୋଇଥିବାବେଳେ ଘର କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ନୂଆପଡ଼ା ଅଞ୍ଚଳର। ତେବେ ଗୋଷ୍ଠୀ ସଂକ୍ରମଣକୁ ଦୃଷ୍ଟିରେ…

ଖପୁରିଆ ଆଇଟିଆଇ ପ୍ରସ୍ତୁତ କଲା ମଲ୍ଟି ଷ୍ଟେଶନ ହ୍ୟାଣ୍ଡ ସାନିଟାଇଜର

କଟକ ଅଫିସ୍‌,୨୦ା୬: ସ୍ବଦେଶୀ ବୈଷୟିକ ଜ୍ଞାନ କୌଶଳ ଓ ସମ୍ବଳକୁ ଆଧାର କରି ରାଜ୍ୟରେ କରୋନା ମୁକାବିଲା ପାଇଁ ନୂତନ ଉଦ୍ଭାବନ ଜାରି ରଖିଛି। କଟକ ଖପୁରିଆସ୍ଥିତ ସରକାରୀ ଆଇଟିଆଇ। ଲକ୍‌ଡାଉନ୍‌ ସମୟରେ ଲଗାତାର ଭାବେ ଅନେକ ନୂତନ ଉଦ୍ଭାବନ କରି…

ପୁଣି ସୁସ୍ଥ ହେଲେ ଏନ୍‌ଡିଆରଏଫ୍‌ର ୩୬ ଯବାନ

ନରାଜ,୨୦ା୬ (ଡି.ଏନ.ଏ.): କଟକ ମୁଣ୍ଡଳୀସ୍ଥିତ ତୃତୀୟ ବାଟାଲିୟନ ଏନ୍‌ଡିଆରଏଫ୍‌ର ୫୧ ଯବାନ କରୋନାରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁବାର ୧୩ଜଣ ସୁସ୍ଥ ହୋଇ ଫେରିଥିବାବେଳେ ଶୁକ୍ରବାର ପୁଣି ୩୬ ଯବାନ ସୁସ୍ଥ ହୋଇ ଫେରିଛନ୍ତି। ଯବାନମାନେ ଭୁବନେଶ୍ୱରସ୍ଥିତି କୋଭିଡ ହସ୍ପିଟାଲରେ…

ପୁରୀ ବନ୍ଦ ପ୍ରଭାବ ଶୂନ୍ୟ

ପୁରୀ ଅଫିସ,୨୦ା୬: ରଥଯାତ୍ରା ଆୟୋଜନ ଦାବିରେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ ଏବଂ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ୬ଘଣ୍ଟିଆ ଶାନ୍ତିପୂର୍ଣ୍ଣ ପୁରୀ ବନ୍ଦ ଡାକରା ଦିଆଯାଇଥିଲା। ହେଲେ ଏହି ବନ୍ଦ ପ୍ରଭାବ ଶୂନ୍ୟ ରହିଥିବା ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ ହାତଗଣତି କେତୋଟି…

ଦୂରଦର୍ଶିତାପୂର୍ଣ୍ଣ ନିର୍ଣ୍ଣୟ ହେବା ଆବଶ୍ୟକ

ପୁରୀ ଅଫିସ,୨୦ା୬: ଏଥର ବଡ଼ଦାଣ୍ଡରେ ଗଡ଼ିବନି ରଥ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ରଥଯାତ୍ରାକୁ ବନ୍ଦ କରିଛନ୍ତି ସୁପ୍ରିମ୍‌କୋର୍ଟ। ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନିଷ୍ପତ୍ତି ପରେ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଭକ୍ତ, ସେବାୟତ କେହି…

ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ

ପୁରୀ ଅଫିସ,୨୦ା୬: ସୂର୍ଯ୍ୟୋପରାଗ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ଚନ୍ଦ୍ରଗ୍ରହଣ ହେଉ ଅବା ସୂର୍ଯ୍ୟୋପରାଗ ସ୍ପର୍ଶ ସମୟରେ କୌଣସି ଦେବଦେବୀ ମନ୍ଦିରରେ ଦେବନୀତି କରାଯାଏ ନାହିଁ। ଶ୍ରୀମନ୍ଦିରରେ କିନ୍ତୁ ଏହାର ବ୍ୟତିକ୍ରମ ଦେଖିବାକୁ ମିଳେ। ଯେହେତୁ…

ବିଗିଡ଼ିଯାଇଛି ଟ୍ରକ୍‌ ବ୍ୟବସାୟ

ବଅଁରପାଳ,୨୦ା୬(ଡି.ଏନ.ଏ.) – କରୋନା କଟକଣା ପୂର୍ବରୁ ଠିକ୍‌ଠାକ୍‌ ଚାଲିଥିଲା ବ୍ୟବସାୟ। ଟ୍ରକ୍‌ଗୁଡ଼ିକୁ ନିୟମିତ ଲୋଡ୍‌ ମିଳୁଥିବା ବେଳେ ମାସିକ ରୋଜଗାର ମଧ୍ୟ ମନ୍ଦ ନ ଥିଲା। ଋଣ କିସ୍ତି ସହ ଚାଳକ, ହେଲପରଙ୍କୁ ଦରମା ଦେବାରେ ଅସୁବିଧା ହେଉ ନ ଥିଲା।…

୧୪ ଗୋରୁ ସହ ଭ୍ୟାନ୍‌ ଜବତ

ଭଦ୍ରକ ଅଫିସ, ୨୦ା୬- ଭଦ୍ରକ ଜିଲା ଚରମ୍ପା ବରାଳପୋଖରୀ ଅଞ୍ଚଳରୁ ଶୁକ୍ରବାର ବେଆଇନ ଗୋଚାଲାଣ ବେଳେ ଟାଉନ ଥାନା ପୋଲିସ ୧୪ଟି ଗୋରୁ ସହ ଏକ ପିକଅପ୍‌ ଭ୍ୟାନ୍‌ ଜବତ କରିଛି। ବଜରଙ୍ଗ ଦଳର କର୍ମୀମାନେ ପହଞ୍ଚି ଏହି ଗୋରୁ ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?