ଆମ ଜିଲା ଖବର

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ମକ୍‌ଡ୍ରିଲ

ବାଙ୍ଗିରିପୋଷି,୨୦ା୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ପରିସରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ସ୍ଥାନୀୟ ଅଗ୍ନିଶମ ବିଭାଗ ପକ୍ଷରୁ ଏକ ମକ୍‌ଡ୍ରିଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅଗ୍ନିଶମ ସେବା ବିଭାଗର ହାବିଲଦାର ପରମେଶ୍ୱର ମହାନ୍ତଙ୍କ ନେତୃତ୍ୱରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବିପର୍ଯ୍ୟୟ…

ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ: ୩୦୫୪.୬୯ କୋଟି ଋଣ ଯୋଗାଣ ଲକ୍ଷ୍ୟ

ବାରିପଦା ଅଫିସ,୨୦ା୬- ମୟୂରଭଞ୍ଜ ଜିଲା ଅଗ୍ରଣୀ ବ୍ୟାଙ୍କ୍‌ ତରଫରୁ ୧୭୬ତମ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସ୍ବଧା ଦେବୀ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ୨୦୨୦-୨୧ ଆର୍ଥିକ ବର୍ଷ ଋଣ ଯୋଜନାରେ…

ଭୁଶୁଡ଼ିଥିବା ପୋଲର ସ୍ଥିତି ଦେଖିଲେ ଅଧିକାରୀ

ବାଲେଶ୍ୱର ଅଫିସ, ୨୦।୬- ବାଲେଶ୍ୱର ଜିଲା ରେମୁଣା ବ୍ଲକ ତୁଣ୍ଡୁରା ପଞ୍ଚାୟତରେ କୋଷ୍ଟ କେନାଲ ଉପରେ ଥିବା ୪୫ବର୍ଷର ପୁରୁଣା ପାଦଚଲା ପୋଲ ଗତ ୧୭ ତାରିଖରେ ଭୁଶୁଡ଼ି ପଡ଼ିଥିଲା। ଏହି ପୋଲ ଉପରେ ପ୍ରାୟ ୩ହଜାର ଲୋକ ନିର୍ଭର କରୁଥିବାରୁ…

୩୦୫୪.୬୯ କୋଟି ଋଣ ଯୋଗାଣ ଲକ୍ଷ୍ୟ

ବାରିପଦା ଅଫିସ,୨୦ା୬- ମୟୂରଭଞ୍ଜ ଜିଲା ଅଗ୍ରଣୀ ବ୍ୟାଙ୍କ୍‌ ତରଫରୁ ୧୭୬ତମ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ସ୍ବଧା ଦେବୀ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ୨୦୨୦-୨୧ ଆର୍ଥିକ ବର୍ଷ ଋଣ ଯୋଜନାରେ…

ଶହୀଦ ନନ୍ଦୁରାମଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି: ପୈତୃକ ଗ୍ରାମରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ

ବାରିପଦା ଅଫିସ/ରାଇରଙ୍ଗପୁର,୨୦ା୬(ଡି.ଏନ୍‌.ଏ.)- ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଓଡ଼ିଆ ଯବାନ ଶହୀଦ ନନ୍ଦୁରାମ ସୋରେନ୍‌ଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶୁକ୍ରବାର ସକାଳେ ମୟୂରଭଞ୍ଜ ଜିଲା ବିଜତଳା ବ୍ଲକ ବଡ଼ଚମ୍ପାଉଦାସ୍ଥିତ ପୈତୃକ ଗ୍ରାମରେ ଶୋକାକୁଳ ପରିବେଶରେ ପଞ୍ଚଭୂତରେ ଲୀନ ହୋଇଛି ଶହୀଦଙ୍କ ମରଶରୀର। ଅନ୍ତିମ…

ଭୁଶୁଡ଼ିଥିବା ପୋଲର ସ୍ଥିତି ଦେଖିଲେ ଅଧିକାରୀ

ବାଲେଶ୍ୱର ଅଫିସ, ୨୦।୬- ବାଲେଶ୍ୱର ଜିଲା ରେମୁଣା ବ୍ଲକ ତୁଣ୍ଡୁରା ପଞ୍ଚାୟତରେ କୋଷ୍ଟ କେନାଲ ଉପରେ ଥିବା ୪୫ବର୍ଷର ପୁରୁଣା ପାଦଚଲା ପୋଲ ଗତ ୧୭ ତାରିଖରେ ଭୁଶୁଡ଼ି ପଡ଼ିଥିଲା। ଏହି ପୋଲ ଉପରେ ପ୍ରାୟ ୩ହଜାର ଲୋକ ନିର୍ଭର କରୁଥିବାରୁ…

ମହାନଦୀ ପାରି ହେବାବେଳେ ବୁଡି ଗଲା ଡଙ୍ଗା: ପହଁରି ପହଁରି କୂଳରେ ଲାଗିଲେ ଶ୍ରମିକ

ମହାକାଳପଡା,୧୯।୬(ଡି.ଏନ୍‌.ଏ)-କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ରାମନଗର ପିତାପାଟ ନିକଟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ମହାନଦୀ ପାରି ହୋଇ ପାରାଦୀପକୁ କାମ କରିବାକୁ ଯାଉଥିବାବେଳେ ଏକ ଡଙ୍ଗା ବୁଡି ଯାଇଛି। ଫଳରେ ଉକ୍ତ ଡଙ୍ଗାରେ ଥିବା ୫ଜଣ ଶ୍ରମିକ ଅଳ୍ପକେ…

ଗୁରୁବେଡାରେ ୨ ହାତୀ ମୃତ୍ୟୁ ଘଟଣା: ୩ ଅଭିଯୁକ୍ତ ଗିରଫ, ମିଳୁନି ହାତୀ ଦାନ୍ତ

ବଡ଼ବିଲ/ଯୋଡ଼ା,୧୯।୬(ଡି.ଏନ୍‌.ଏ/ସ୍ବ.ପ୍ର)-କେନ୍ଦୁଝର ଜିଲା ଚମ୍ପୁଆ ଫରେଷ୍ଟ ରେଞ୍ଜର ଗୁରୁବେଡା ବୈତରଣୀ(ଖ)ସଂରକ୍ଷିତ ଜଙ୍ଗଲରେ୨ ହାତୀଙ୍କ ମୃତ୍ୟୁ ଘଟଣାରେ ଶୁକ୍ରବାର ୩ ଅଭିଯୁକ୍ତ ବନବିଭାଗ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହାପରେ ବିନବିଭାଗ ସେମାନଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଗୁରୁବେଡା ଭୋଳବେ ଗ୍ରାମର ଶ୍ରୀଧର…

ଶେରଗଡ଼ ଥାନାର ୪ ପୋଲିସ କର୍ମଚାରୀଙ୍କୁ କରୋନା: ଟୁଇଟ୍‌ କରି ସୂଚନା ଦେଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନ ଶେରଗଡ଼ ଥାନାର ୪ଜଣ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ଶୁକ୍ରବାର ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏଥିସହ ସେମାନଙ୍କର ଆଶୁ…

ମାଲକାନଗିରି ଜିଲାରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି

ମାଲକାନଗିର,୧୯।୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶୁକ୍ରବାର ଆଉ ଏକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି ପାଇଛି। ଚିହ୍ନଟ ଜଣକ ମାଲକାନଗିରି ବ୍ଲକ ଗୌଡଗୁଡା ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାପଡିଛି। ସେ…

ମାଣିତରା ପଞ୍ଚାୟତର ୪ ଗ୍ରାମକୁ ଶଟ୍‌ଡାଉନ ଘୋଷଣା କଲେ ସରପଞ୍ଚ: ଜୁନ୍‌ ୨୪ ଯାଏ ରହିବ ବଳବତ୍ତର

ବୁଗୁଡା,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମାଣିତରା ପଞ୍ଚାୟତର ୪ ଗ୍ରାମକୁ ଜିଲାପାଳ କ୍ଷମତା ପ୍ରଯୋଗ କରି ସରପଞ୍ଚ ଶାନ୍ତିଲତା ନାୟକ ଶଟ୍‌ଡାଉନ ଘୋଷଣା କରିଛନ୍ତି। ମାଣିତରା ପଞ୍ଚାୟତ ଅନ୍ତର୍ଗତ ମକରାପଲୀର ଏକ ଘରୋଇ ସଙ୍ଗରୋଧ କେନ୍ଦ୍ରରେ ଜଣେ କରୋନା…

ଗଞ୍ଜାମ ଜିଲାପାଳଙ୍କ ଅଚାନକ ପୁରୁଷୋତ୍ତମପୁର ଗସ୍ତ: ନିର୍ମାଣାଧୀନ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ରର ଅନିୟମିତତା ନେଇ କଲେ ଦାଗିଦ୍‌

ପୁରୁଷୋତ୍ତମପୁର,୧୯ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶୁକ୍ରବାର ଅଚାନକ ପୁରୁଷୋତ୍ତମପୁର ଗସ୍ତରେ ଆସି ଏନ୍‌ଏସି ପକ୍ଷରୁ ବର୍ଜବସ୍ତୁ ପରିଚାଳନା କେନ୍ଦ୍ର (ଏମ୍‌ସିସି ଓ ଏମ୍‌ଆର୍‌ଏଫ୍‌)ର ଚାଲିଥିବା ନିର୍ମାଣାଧୀନ କାର୍ଯ୍ୟ ବୁଲି ଦେଖିଥିଲେ। ମାତ୍ର ଏହି କାର୍ଯ୍ୟ ଠିକ୍‌ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?