ପ୍ରମାଣପତ୍ର ଥାଇ ମିଳୁନି ଆବାସ, ଭତ୍ତା
କୁନ୍ଦୁରା,୩୦।୧(ଡି.ଏନ୍.ଏ.) ଶହେ ପ୍ରତିଶତ ଭିନ୍ନକ୍ଷମ ବୋଲି ପ୍ରଶାସନ ପ୍ରମାଣପତ୍ର ଦେଇଛନ୍ତି। କିନ୍ତୁ ଏହା ସତ୍ତ୍ୱେ ଗୋରୀମଣିଙ୍କୁ ମିଳୁନି ଭତ୍ତା। ତାଙ୍କ ପରିବାରକୁ ଆବାସ ଯୋଜନାରେ ସାମିଲ କରାଯାଉ ନାହିଁ। ଅଭାବରେ ବୁଡ଼ି ଜରାଜୀର୍ଣ୍ଣ ଘରେ ପଡ଼ିରରହିଛନ୍ତି ଗୋରୀମଣି ଓ ତାଙ୍କ ପରିବାର।...
ଆଖଣ୍ଡଳମଣିଙ୍କ ଜାଗର ମହୋତ୍ସବ ପ୍ରସ୍ତୁତି
ଭଦ୍ରକ ଅଫିସ,୩୦।୧ – ଭଦ୍ରକ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ବୁଧବାର ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ଜାଗର ମହୋତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ଫେବୃୟାରୀ ୨୧ରେ ଥିବା ମହାଶିବରାତ୍ରି ପାଇଁ...
ଏଟିଏମ୍ରୁ ବାହାରୁଛି ଜାଲ୍ ନୋଟ୍
ଜୟପୁର,୩୦।୧(ନି.ପ୍ର./ଡି.ଏନ୍.ଏ.) ଏଟିଏମ୍ରୁ ନକଲି ନୋଟ୍ ବାହାରୁଛି। ଜୟପୁର ଟାଉନ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଜଣେ ହିତାଧିକାରୀ। କୋରାପୁଟ ଜିଲା ଜୟପୁର ଏମ୍ଜି ରୋଡଠାରେ ଥିବା ବ୍ୟାଙ୍କ ଅଫ ଇଣ୍ଡିଆର ଏଟିଏମ୍ରେ ଭୁପତି ସାହି ବାସିନ୍ଦା ହିତେଶ୍ୱର ଦାସ ବୁଧବାର ୩...
ଅଧୁରା କାର୍ଯ୍ୟର ସମ୍ପୂର୍ଣ୍ଣ ବିଲ୍
ନବରଙ୍ଗପୁର/ତେନ୍ତୁଳିଖୁଣ୍ଟି, ୩୦ା୧(ବି.ପ୍ର./ଡି.ଏନ.ଏ.) ସରକାରୀ କଳରୁ ବ୍ୟାପକ ଅନୁଦାନ ଭିତ୍ତିଭୂମି ବିକାଶ ନାଁରେ ଖର୍ଚ୍ଚ ହେଉଛି। ତେବେ ତଦାରଖ ଓ ଅନୁଧ୍ୟାନ କରାଯାଉ ନ ଥିବାରୁ କାର୍ଯ୍ୟଗୁଡିକ ଠିକ ଭାବେ ହେଉ ନାହିଁ। ଫଳରେ ଜନସାଧାରଣ ଏହାର ସୁବିଧା ପାଇ ପାରୁ...
ପାଠ, ପରିବାର ପାଇଁ ପେଟ୍ରୋଲ ପମ୍ପରେ ଚାକିରି ସହ ଟ୍ରାଫିକ ଷ୍ଟୁଡେଣ୍ଟ ଭଲ୍ୟୁଣ୍ଟିୟର
ଜୟପୁର,୩୦।୧(ଡି.ଏନ୍.ଏ.) ଅର୍ଥର ଅଭାବ ଥିଲା, ତା’ ସାଙ୍ଗକୁ ପରିବାରର ଗୁଜୁରାଣ ଚିନ୍ତା। ଘରର କେଉଁ ପୁରୁଷ ମୁଣ୍ଡକୁ ନୁହେଁ, ବରଂ ୨ ଜଣ କିଶୋରୀଙ୍କୁ ଘାରିଥିଲା ଏହି ଚିନ୍ତା। ପାଠପଢ଼ା ସେଠି ଅପହଞ୍ଚ ସ୍ବପ୍ନ ଥିଲା। କିନ୍ତୁ ଅନୁସୂଚିତ ଜାତି ଓ...
କିରିକୁଟି ବିଦ୍ୟାଳୟରେ ବଢୁଛି ସମସ୍ୟା
ଦାରିଙ୍ଗବାଡ଼ି,୩୦।୧(ଡି.ଏନ୍.ଏ.)-ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦିନକୁ ଦିନ ସମସ୍ୟା ବଢ଼ୁଛି। କିରିକୁଟି ଗ୍ରାମ ମଧ୍ୟରେ ଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଶ୍ରେଣୀଗୃହ ଅଭାବ ରହିଛି। ନବମ ଓ ଦଶମ ଶ୍ରେଣୀ ପିଲାଙ୍କ...
ପାରାଦୀପରେ କାଉ ମଡ଼କ ଜାରି, ବାର୍ଡ ଫ୍ଲୁ ସନ୍ଦେହ
ପାରାଦୀପ, ୩୦ା୧(ସ୍ବ.ପ୍ର.): ପାରାଦୀପରେ ଗତ ଜାନୁୟାରୀ ୩ରୁ କାଉମଡ଼କ ଜାରି ରହିଥିଲେ ସୁଦ୍ଧା ଏ କ୍ଷେତ୍ରରେ କୌଣସି ଆଖିଦୃଶିଆ ପଦକ୍ଷେପ ନିଆଯାଉନାହିଁ। ଏପରି କି ପ୍ରାଣୀଧନ ଚିକିତ୍ସା ବିଭାଗ ପକ୍ଷରୁ ଗତ ୪ ତାରିଖରୁ କାଉର ଲାଳ ନମୁନା ପରୀକ୍ଷା...
‘ସାମ୍ବାଦିକତାରେ ବିଘଟନ ସୃଷ୍ଟି ହୋଇଛି’
ବ୍ରହ୍ମପୁର ଅଫିସ,୩୦ା୧: ସାମ୍ବାଦିକତାରେ ବର୍ତ୍ତମାନ ବିଘଟନ ସୃଷ୍ଟି ହୋଇଛି। ଏହା ୨୦୨୦ ପରଠାରୁ ଅତ୍ୟନ୍ତ ଗୁରୁତର ରୂପ ନେବାକୁ ଯାଉଛି। ଏହି ପରିବର୍ତ୍ତିତ ପରିବେଶ ଓ ବିଘଟନ ସାମ୍ବାଦିକତାର ଗୁଣାମତ୍କ ବିକାଶରେ ଏକ ବଡ଼ ସମସ୍ୟା ସୃଷ୍ଟି କରିଛି। ତେଣୁ...
ବହୁଜନ କ୍ରାନ୍ତି ମୋର୍ଚ୍ଚା ରାଷ୍ଟ୍ରୀୟ ସଂଯୋଜକଙ୍କ ନାଁରେ ଏତଲା
ବାରିପଦା ଅଫିସ,୩୦ା୧- ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ସଚେତନ କରିବା ପାଇଁ ପ୍ରଚାରପତ୍ର ବଣ୍ଟା ଯାଇଥିଲା। ତେବେ ଏହି ପ୍ରଚାରପତ୍ରରେ ବ୍ରାହ୍ମଣମାନଙ୍କୁ ଅପମାନିତ କରାଯାଇଥିବା ବାରିପଦା ବ୍ରାହ୍ମଣ ସମାଜ...
ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ତତ୍ପର ଆନନ୍ଦପୁର
ଆନନ୍ଦପୁର, ୩୦।୧(ସ୍ବ.ପ୍ର.)- ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ ପାଇଁ ଆନନ୍ଦପୁର ସହର ବେଶ୍ ତତ୍ପର ହୋଇଉଠିଛି। ଆନନ୍ଦପୁରର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ବଳଭଦ୍ର ନାରାୟଣ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍ ଜୁବିଲି ଚଳିତ...
ପରେଡ୍ରେ ଅଣଛାତ୍ର ଟ୍ରଫି ହାତେଇବା ଘଟଣା: ତଦନ୍ତ ଆଦେଶ ଦେଲେ ଜିଲାପାଳ
ବାଲେଶ୍ୱର ଅଫିସ,୩୦।୧- ବାଲେଶ୍ୱରରେ ଜିଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ଧୁମ୍ଧାମ୍ରେ ପାଳିତ ହୋଇଥିବାବେଳେ ପରେଡ଼ରେ କେତେକ ଅଣଛାତ୍ର ଟ୍ରଫି ନେବା ଘଟଣା ସମ୍ପର୍କରେ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏହା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଦୃଷ୍ଟିକୁ ଆସିବା ପରେ ଏହି...
ଭିତ୍ତିଭୂମି ଅବ୍ୟବସ୍ଥା, ଖୋଲାରେ ପଡ଼ିରହିଛି ଧାନ
ବାସୁଦେବପୁର, ୩୦।୧(ଡି.ଏନ.ଏ.)-ଭଦ୍ରକ ଜିଲାର ବାସୁଦେବପୁର କୃଷିପ୍ରଧାନ ବ୍ଲକ। ବ୍ଲକରେ ମୋଟ ୩୪ ଶହ ହେକ୍ଟର ଚାଷଜମିରୁ ୩୨ ଶହ ହେକ୍ଟର ଜମିରେ ଧାନ ଚାଷ ଚଳିତ ଖରିଫ ଋତୁରେ ହୋଇଥିଲା। ଚାଷୀମାନଙ୍କର ବଳକା ଧାନକୁ ସମବାୟ ସମିତି ମାଧ୍ୟମରେ ବିକ୍ରି...
Archives


