ଆମ ଜିଲା ଖବର

କଟକଣା ମଧ୍ୟରେ ଇଦ୍‌

ଭଦ୍ରକ ଅଫିସ,୧।୮: ତ୍ୟାଗ, ବଳିଦାନ ତଥା ସମର୍ପଣର ପର୍ବ ଇଦ୍‌- ଉଲ-ଜୁହାକୁ ଚଳିତ ବର୍ଷ ଭଦ୍ରକ ସହରରେ ସମ୍ପୂର୍ଣ୍ଣ ନିରାଡ଼ମ୍ବର ସହ ପାଳନ କରାଯାଇଛି। କରୋନା କଟକଣା ଯୋଗୁ ଇଦ୍‌ଗାହ ଓ ମସ୍‌ଜିଦରେ ୫ ଜଣ ମଧ୍ୟରେ ନମାଜ ପାଠ ହୋଇଛି।…

ପୁରୀ ମୁଖ୍ୟ ଚିକିତ୍ସାଳୟ ଓଟି ସିଲ୍‌

ପୁରୀ ଅଫିସ: ୧।୮: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ଅପରେଶନ ଥିଏଟର (ଓଟିକୁ) ଶନିବାର ସିଲ୍‌ କରାଯାଇଛି। ଜଣେ ଡାକ୍ତର, ଷ୍ଟାପ ନର୍ସ ଓ ଏଏନ୍‌ଏମ କରୋନା ପଜିଟିଭ୍‌ ଚିହ୍ନଟ ପରେ ହସ୍ପିଟାଲ କର୍ତ୍ତୃପକ୍ଷ ଏହି ପଦକ୍ଷପ ନେଇଛନ୍ତି। ଓଟି ସିଲ୍‌…

ପୁଣି ଭଦ୍ରକରେ ୨୦ କରୋନା ଆକ୍ରାନ୍ତ ଚିହ୍ନଟ: ସଙ୍ଗରୋଧକୁ ବଳିଗଲା ସ୍ଥାନୀୟ ସଂକ୍ରମଣ

ଭଦ୍ରକ ଅଫିସ,୧।୮: ଭଦ୍ରକ ଜିଲାରେ ଶନିବାର ପୁଣି ୨୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨୭କୁ ବୃଦ୍ଧି ପାଇଛି। ତେବେ ଆଜିର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮ ଜଣ…

ଅମ୍ଳଜାନ ସ୍ତର କମିବା ଯୋଗୁ ଅଧିକାଂଶ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଉଛି: ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ, ୧।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମରେ ସବୁ ପ୍ରବେଶ, ପ୍ରସ୍ଥାନ ପଥ ବନ୍ଦ ରହିବ। ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ପ୍ରବେଶ ଉପରେ କଟକଣା ରହିବ। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ସୂଚନା ଦେଇଛନ୍ତି।…

ପିଆଜ ଟ୍ରକ୍‌ରେ କରୁଥିଲେ ଗଞ୍ଜେଇ ଚାଲାଣ: ଧରାପଡ଼ିବା ପରେ…

ଆର.ଉଦୟଗିରି,୧।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ପକ୍ଷରୁ ଚଢାଉ କରାଯାଇ ଶନିବାର ଏକ ୧୪ ଚକିଆ ପିଆଜ ବୋଝେଇ ଟ୍ରକ୍‌ରୁ ୧୦ କ୍ୱିଣ୍ଟାଲ ୭୫ କିଲୋ ଗଞ୍ଜେଇ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ…

୮ବର୍ଷ ହେଲା ପଲିଥିନ ତଳେ ବିପନ୍ନ ପରିବାର

ଖୋର୍ଦ୍ଧା ଅଫିସ,୧।୮:ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଗଡ଼ହଳଦିଆ ହାଟସାହି ଗ୍ରାମରେ ଅଗ୍ନିକାଣ୍ଡ ଘଟି ମନୋରଞ୍ଜନ ପୃଷ୍ଟି ଓ ପ୍ରହଲ୍ଲାଦ ବେହେରାଙ୍କ ଘର ପୋଡ଼ି ପାଉଁଶ ହୋଇଯାଇଥିଲା। ଏଥି ସହ ସମସ୍ତ ଆସବାବପତ୍ର ନଷ୍ଟ ହୋଇଯାଇଥିଲା। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏହି ବିପନ୍ନ ପରିବାରକୁ…

ପ୍ଲାଷ୍ଟିକ ବୋତଲରେ ଫୁଲବଗିଚା

ପୁରୀ ଅଫିସ, ୧।୮: ପ୍ରତି ତାଙ୍କର ଆଗ୍ରହ ଥିଲା। ଆଉ ତାଙ୍କ ହାତରେ ଗଛ ଭଲ ହୁଏ ବୋଲି ମା’ କୁହନ୍ତି। ତେଣୁ ବର୍ଷାଦିନେ ତାଙ୍କ ଘରବାଡ଼ିିରେ ଯେଉଁ ଗଛ ଲଗାଯାଏ ତାକୁ ସେ ହିଁ ଲଗାଇଥାନ୍ତି। ଏବେବି ତାଙ୍କର ଏହି…

୯ ଜେଲରେ କ୍ଷମତାଠୁ ଅଧିକ କଏଦୀ

କଟକ ଅଫିସ,୧।୮: ଜେଲ୍‌ରେ କରୋନା ସଂକ୍ରମଣ ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚ କ୍ଷମତାସମ୍ପନ୍ନ କମିଟିର ବୈଠକ ଭିଡିଓ କନଫରେନ୍ସରେ ଆୟୋଜିତ ହୋଇଛି। ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ ରହିବା, ଜେଲ୍‌ରେ ସଙ୍ଗରୋଧ କେନ୍ଦ୍ର, କୋଭିଡ୍‌ କେୟାର ସେଣ୍ଟର କରାଯିବା, ନୂଆ…

ପାରାଦୀପ-ହରିଦାସପୁର ରେଳପଥ: ଗଡ଼ିଲା ମାଲବାହୀ ଟ୍ରେନ୍‌

ପାରାଦୀପ(ସ୍ବ.ପ୍ର.)/କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ/ମହାକାଳପଡ଼ା (ଡି.ଏନ୍‌.ଏ),୧।୮: ଦୀର୍ଘ ୨୧ ବର୍ଷର ପ୍ରତୀକ୍ଷା ପରେ ଶୁକ୍ରବାର ପ୍ରଥମ କରି ପାରାଦୀପ-ହରିଦାସପୁର ରେଳପଥରେ ମାଲବାହୀ ଟ୍ରେନ୍‌ ଚଳାଚଳ ହୋଇଛି। ପାରାଦୀପରୁ ୫୨୮୨ ଟନ୍‌ କୋଇଲା ବୋଝେଇ ଏକ ଟ୍ରେନ୍‌ (ନଂ-ଏମଇ/ଏଚଏସ୍‌ପିଜି ୨୨)କୁ ପରୀକ୍ଷାମୂଳକ ଭାବେ ରାଉରକେଲା ଅଭିମୁଖେ…

ଶିଶୁଭବନରେ କରୋନା ଆକ୍ରାନ୍ତ ମୃତଦେହ ନେଇ ମା’-ବାପା ଫେରାର

କଟକ ଅଫିସ,୧।୮: କରୋନା ଆକ୍ରାନ୍ତ ଶିଶୁର ହସ୍ପିଟାଲରେ ମୃତ୍ୟୁ ହେବା ପରେ ତାକୁ ଧରି ମା’ ବାପା ସେଠାରୁ ଫେରାର ହୋଇଯାଇଛନ୍ତି। କଟକସ୍ଥିତ ଶିଶୁଭବନରେ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଣ୍ଟିଜେନ୍‌ ଟେଷ୍ଟ ରିପୋର୍ଟରେ ଉଭୟ ମା’-ଶିଶୁ ପଜିଟିଭ…

ପିପିଇ କିଟ୍‌ ନ ଥିବାରୁ ଚିକିତ୍ସା କଲେନି, ଚାଲିଗଲା ଜୀବନ

ବ୍ରହ୍ମପୁର ଅଫିସ,୧।୮: ଗଞ୍ଜାମ ଜିଲାରେ ପୁଣି ଜଣେ ରୋଗୀଙ୍କ ଚିକିତ୍ସାରେ ଅବହେଳା କରାଯାଇଥିବା ଅଭିଯୋଗ ଆସିଛି। ପିପିଇ କିଟ ନ ଥିବା ଦର୍ଶାଇ ଶୁକ୍ରବାର ବ୍ରହ୍ମପୁରସ୍ଥିତ ହୋମିଓପାଥି କଲେଜ କୋଭିଡ୍‌ କେୟାର ସେଣ୍ଟରରେ ଚିକିତ୍ସାରେ ବିଳମ୍ବ କରାଯିବାରୁ ରୋଗୀଙ୍କ ମୃତ୍ୟୁ ଘଟିଥିବା…

ପୂରଣ ହେଉନି ୧୬ ବର୍ଷର ‘ସୁରେଶ୍ୱରୀ’ ଆଶା

ବଇଣ୍ଡା, ୧ା୮ – ୨୦୦୪ରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପର ଭୂମିପୂଜା ପରେ ଅନୁଗୋଳ ଜିଲା କିଶୋରନଗର ବ୍ଲକର ୬ ପଞ୍ଚାୟତର ଚାଷୀଙ୍କ ମନରେ ନୂଆ ଆଶା ସଞ୍ଚାର ହୋଇଥିଲା। ସେମାନଙ୍କ ୧୦ ହଜାର ଏକର ଜମିକୁ ଜଳସେଚନର ସୁବିଧା ମିଳିବା ସମ୍ଭାବନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?