ଆମ ଜିଲା ଖବର

ଘରୋଇ ସଙ୍ଗରୋଧରେ ଥିବା ଯୁବକଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ, ମୋବାଇଲ ଫୋନ ଜବତ

ବ୍ରହ୍ମପୁର ଅଫିସ,୧୯ା୬- ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୂଆ ବସ୍‌ଷ୍ଟାଣ୍ଡ ପଛପଟେ ଲିଙ୍ଗରାଜ ନଗରରେ ଥିବା ଏକ ଆପାର୍ଟମେଣ୍ଟରେ ଘରୋଇ ସଙ୍ଗରୋଧରେ ଥିବା ଜଣେ ଯୁବକ ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ହାର୍ଦ୍ଦିକ ପଟ୍ଟନାୟକ (୨୩)। ଯୁବକ ଜଣଙ୍କ ବେକରେ…

ସୂଚନା ଫଳକରେ ସ୍ବର୍ଗତଙ୍କ ନଁ।, ନମ୍ବର

ବଅଁରପାଳ, ୧୯ା୬(ଡି.ଏନ.ଏ.) ଅନୁଗୋଳ ଜିଲା ନାଲ୍‌କୋ ଟାଉନଶିପ୍‌ ଥାନାକୁ ମଡେଲ ବା ଆଦର୍ଶ ଥାନା କରାଯାଇଛି। ହେଲେ ଏହା କେମିତିକା ଆଦର୍ଶ ହୋଇପାରିଛି ତାହା ଥାନାର ସୂଚନା ଫଳକକୁ ଦେଖି ଅଭିଯୋଗକାରୀମାନେ ଜାଣିପାରୁଛନ୍ତି। ଥାନା କାନ୍ଥରେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲଗାଯାଇଥିବା ସୂଚନା…

ବିଡୋ ପଞ୍ଚାୟତରେ ୩୨.୨୭ ଲକ୍ଷର ଦୁର୍ନୀତି

ଓଡ଼ାପଡ଼ା, ୧୯ା୬(ଡି.ଏନ.ଏ.) ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବିଡୋ ପଞ୍ଚାୟତରେ ବଡ଼ଧରଣର ଦୁର୍ନୀତି ହୋଇଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ସରପଞ୍ଚ ଭଗବାନ ସାହୁଙ୍କୁ ଗୁରୁବାର ଗିରଫ କରାଯାଇଛି। ଏଥିପୂର୍ବରୁ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସୁକାନ୍ତ ନାୟକଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଥିବା…

ଲଘୁଖଣିଜ ଚାଲାଣ ରୋକିବ ଟେକ୍ନୋଲୋଜି

ଢେଙ୍କାନାଳ ଅଫିସ, ୧୯।୬ ଢେଙ୍କାନାଳ ଜିଲାରେ ବୃଦ୍ଧି ପାଉଥିବା ବାଲି, ପଥର ଭଳି ଲଘୁ ଖଣିଜ ଚୋରା ଚାଲାଣ ରୋକିବାକୁ ଟେକ୍ନୋଲୋଜିର ସହାୟତା ନେବ ପ୍ରଶାସନ। ଏଥିଲାଗି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଏପରି ବେଆଇନ କାର୍ଯ୍ୟ କରୁଥିବା ଅଭିଯୁକ୍ତଙ୍କୁ ସାବାଡ଼ କରିବାକୁ…

ବସ୍‌କୁ ଯାତ୍ରୀ ଅଭାବ

ଅନୁଗୋଳ ଅଫିସ, ୧୯ା୬ ଲକ୍‌ଡାଉନ ବେଳେ ଯାତ୍ରୀ ପରିବହନ ସେବା ଚାଲୁ କରିବା ନେଇ ବିଭିନ୍ନ ଆଡ଼ୁ ଦାବି ଉଠୁଥିଲା। ସମୟ ସୁବିଧା ଦେଖି ସରକାର କଟକଣା କୋହଳ କଲେ ଓ ବସ୍‌ ସେବାକୁ ଅନୁମତି ଦେଲେ। ହେଲେ ଏବେ ବସ୍‌କୁ…

ରୋଜଗାର ହରାଇଛନ୍ତି ଉଠା ଦୋକାନୀ, ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ

ବରଗଡ଼ ଅଫିସ୍‌,୧୯।୬- କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ହୋଇଛି । ଏଥିରେ ଉଠା ଦୋକାନୀମାନେ ନିଜର ରୋଜଗାର ହରାଇଛନ୍ତି । ମାତ୍ର ପ୍ରଶାସନିକ ଅବହେଳା ଯୋଗୁ ସେମାନେ ସରକାରୀ ସହାୟତାରୁ ବଞ୍ଚିତ ହୋଇଛନ୍ତି। ଏଭଳି ଅଭିଯୋଗ ନେଇ…

ଗତବନ୍ୟାରେ ଘର ଭାଙ୍ଗିଥିଲା, ସହାୟତା ମିଳିନି

ଦେଓଗାଁ,୧୯ା୬(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ରାମଚନ୍ଦ୍ରପୁର ଆରଆଇ ସର୍କଲ ଅନ୍ତର୍ଗତ ଖଲିଆପାଲିର ମନ୍ଦାର ମଲ୍ଲିକ(୪୬)। ଗତବନ୍ୟାରେ ତାଙ୍କ ମାଟିଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା। ସେହିଦିନଠାରୁ ପ୍ରାୟ ୧୦ମାସ ହେଲା ତିନି ପିଲାଙ୍କୁ ଧରି ମନ୍ଦାର ସେହି ଘରେ ରହୁଛନ୍ତି। ୨ବର୍ଷ…

ଶୋଇଥିବା ବେଳେ ପୁଅକୁ ହାଣି ହତ୍ୟାକଲେ ମା’

ଖଲ୍ଲିକୋଟ,୧୮ା୬(ଡି.ଏନ.ଏ)- ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଚିକିଲି ପଞ୍ଚାୟତ ଗୋପପୁର ଗ୍ରାମରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଶୋଇଥିବାବେଳେ ପୁଅକୁ ହତ୍ୟା କରି ବାଡ଼ିପଟେ ପୋତି ଦେଇଛନ୍ତି ମା’। ଗୁରୁବାର ଅପରାହ୍ନରେ ପୋଲିସ ମାଟିଖୋଳି ମୃତଦେହ ଜବତ କରିବା…

ବର୍ଷାରେ ଭାସିଗଲା ବାଉଁଶ ପୋଲ: ୨ ବ୍ଲକକୁ ଯୋଗାଯାଗ ବିଚ୍ଛିନ୍ନ

ରାଉରକେଲା ଅଫିସ,୧୮ା୬-ସୁନ୍ଦରଗଡ଼ ଜିଲା କୁଅଁାରମୁଣ୍ଡା ଓ ନୂଆଗଁା ବ୍ଲକ ସହ ରାଉରକେଲା ସହରକୁ ଯୋଡୁଥିବା ଅନ୍ୟତମ ଯୋଗାଯୋଗ ମାଧ୍ୟମ ବାଉଁଶ ପୋଲ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗୁରୁବାର ସକାଳେ ଭାସିଯାଇଛି। ପୋଲ ମଝି ଅଂଶରୁ ଏକ ବଡ଼ ଖଣ୍ଡ ଭାସି…

ତୋଟାରୁ ନରକଙ୍କାଳ ଉଦ୍ଧାର: ସଙ୍ଗରୋଧ କେନ୍ଦ୍ରରୁ ଫେରାର୍‌ ବ୍ୟକ୍ତି ସନ୍ଦେହ

ଆସିକା,୧୮ା୬(ଡି.ଏନ୍‌.ଏ.)- ବେଲଗୁଣ୍ଠା ବ୍ଲକ ଗାଙ୍ଗପୁର ଥାନା ବେଣିପଲ୍ଲି ଗ୍ରାମ ନିକଟରେ ଥିବା ଏକ ତୋଟାରୁ ଗୁରୁବାର ନରକଙ୍କାଳ ଉଦ୍ଧାର ହୋଇଛି। ଘଟଣା ସ୍ଥଳରେ ପଡିଥିବା ପୋଷାକରୁ ଏହା ସଙ୍ଗରୋଧ କେନ୍ଦ୍ରରୁ ଖସି ପଳାଇଥିବା ଜଣେ ବ୍ୟକ୍ତିଙ୍କର ବୋଲି ସନ୍ଦେହ କରାଯାଉଛି। ତାଙ୍କ…

ମୃତ୍ୟୁର ଦିନକ ପରେ ରିପୋର୍ଟ ଆସିଲା ପଜିଟିଭ୍‌

ପୋଲସରା,୧୮ା୬(ଡି.ଏନ.ଏ.)-ଗଞ୍ଜାମ ଜିଲା ପୋଲସରା ବ୍ଲକ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ମୃତ୍ୟୁର ଦିନକ ପରେ ସେ କରୋନାରେ ଆକ୍ରାନ୍ତ ହୋଇଥିବା ରିପୋର୍ଟ ଆସିଛି। ମୃତକଙ୍କ ପରିବାର ସମେତ ମୃତଦେହ ସଂସ୍କାର କରିଥିବା ଲୋକେ ସଂକ୍ରମିତ ହୋଇଛନ୍ତି କି ନାହିଁ ସେ ସମ୍ପର୍କରେ ସ୍ଥାନୀୟ…

ଖଟିଆରେ ବୁହା ହେଲେ ରୋଗୀ

ଠାକୁରମୁଣ୍ଡା, ୧୮।୬(ଡି.ଏନ.ଏ.)-ଖଟିଆରେ ବୁହାହେଲା ରୋଗୀ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି, ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ପଞ୍ଚାୟତର ଅଶନବଣି ଗାଁରେ। ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ୨ କି.ମି ରାସ୍ତା ଖାଲ ଖମା ସହିତ କାଦୁଅ ହୋଇଥିବାରୁ ଆମ୍ବୁଲାନ୍ସ ଆସିପାରିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?