ଆମ ଜିଲା ଖବର

ବାଲିଘାଟରେ ବିଧାୟକଙ୍କ ଶେଷକୃତ୍ୟ ସମ୍ପନ୍ନ

ବାଲେଶ୍ୱର ଅଫିସ,୧୮।୬-ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ଶେଷକୃତ୍ୟ ଗୁରୁବାର ବାଲିଘାଟସ୍ଥିତ ସ୍ବର୍ଗଦ୍ୱାରରେ ସମ୍ପନ୍ନ ହୋଇଛି। ସକାଳ ୬ଟା ବେଳେ ତାଙ୍କର ମରଶରୀରକୁ ବାସଭବନରୁ ଏକ ଶୋଭାଯାତ୍ରାରେ ଅଣାଯାଇ ମୋତିଗଞ୍ଜ ବଜାର, ସିନେମା ଛକଦେଇ ଭାଜପା ସଦର କାର୍ଯ୍ୟାଳୟକୁ ନିଆଯାଇଥିଲା। ପରେ…

ବିପୁଳ ପରିମାଣର ଗୁଟ୍‌କା ଜବତ:୨ ଭାଇ ଗିରଫ

ପୁରୁଷୋତ୍ତମପୁର,୧୮।୬(ଡି.ଏନ୍‌.ଏ)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ଗୁରୁବାର ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାପାଶର୍‌ବରେ ଥିବା ଏକ ତେଜରାତି ଦୋକାନ ଉପରେ ଚଢାଉ କରି ବିପୁଳ ପରିମାଣର ଗୁଟକା ଜବତ କରିଛି। ଏହି ଘଟଣାରେ ଦୁଇ ଭାଇ ଲକ୍ଷ୍ମୀ ସାହୁ ଓ ଦିବାକର ସାହୁଙ୍କୁ ଗିରଫ…

ମୋବାଇଲ ହେଲା କାଳ: ବଡ଼ ଭାଇର ଠେଙ୍ଗା ମାଡ଼ରେ ଚାଲିଗଲା ସାନ ଭାଇର ଜୀବନ

ରାୟଗଡ଼ା ଅଫିସ,୧୮।୬-ବଡ଼ ଭାଇର ଠେଙ୍ଗା ମାଡ଼ରେ ସାନ ଭାଇର ମୃତ ହୋଇଛି। ଏଭଳି ଘଟଣା ରାୟଗଡ଼ା ଜିଲା କାଶୀପୁର ଥାନା ପଣସଗୁଡ଼ା ଗ୍ରାମରେ ଗୁରୁବାର ଦେଖିବାକୁ ମିଳିଛି। ସାମାନ୍ୟ ମୋବାଇଲ ବ୍ୟବହାରକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ କଥା କଟାକଟି ହେବା…

ଗଡିବନି ବିଶ୍ୱର ସର୍ବୋଚ୍ଚ ରଥ

କେନ୍ଦୁଝର,୧୮ା୬(ସ୍ବ.ପ୍ର.)-କରୋନା କଟକଣା ପାଇଁ ଚଳିତ ବର୍ଷ ବିଶ୍ୱର ସର୍ବୋଚ୍ଚ ରଥ କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବ ଜୀଉଙ୍କ ରଥ ଗଡିବନି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ପୁରୀ ରଥଯାତ୍ରା ଉପରେ ନିଷ୍ପତି ପରେ ଜିଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଥିବା ଜଣାପଡିଛି।…

ନାମଫଳକକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ: ୪ଗୁରୁତର

ଖୋର୍ଦ୍ଧା ଅଫିସ,୧୮ା୭: ଖୋର୍ଦ୍ଧ ଜିଲା ବାଘମାରୀ ଥାନା ଅନ୍ତର୍ଗତ କୋଟପିଲା ଗ୍ରାମ ଛକରେ ଥିବା ନାମଫଳକକୁ କେନ୍ଦ୍ରକରି ଗୁରୁବାର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ କୋଟପିଲା ଗ୍ରାମର ୪ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଅରୁପ କୁମାର ଭୋଇ(୩୩), ଦିଲୀପ…

ଶକ୍ତିମନ୍ତ୍ରୀଙ୍କ ତାଗିଦ୍‌ ପରେ ମଣ୍ଡିରୁ ଉଠିଲା ଧାନ

ଜୁନାଗଡ,୧୮।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ବିଭିନ୍ନ ମଣ୍ଡିକୁ ଜୁନାଗଡ ବିଧାୟକ ତଥା ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ପରିଦର୍ଶନ କରିଛନ୍ତି। ମନ୍ତ୍ରୀ ଦିବ୍ୟଶଙ୍କର ପ୍ରଥମେ ବ୍ଲକର ଚାରବାହାଲ ପରେ ଗୌଡଛେଣ୍ଡିଆ ଓ ଚିକିଲି ମଣ୍ଡି ପରିଦର୍ଶନ କରିଥିଲେ। ସେଠାରେ ସ୍ଥାନୀୟ ଚାଷୀଙ୍କ…

ଶହୀଦଙ୍କୁ ଚନ୍ଦ୍ରକାନ୍ତଙ୍କୁ ବିଭିନ୍ନ ସଙ୍ଗଠନ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ରାଇକିଆ,୧୮ା୬(ଡ଼ି.ଏନ.ଏ)- ଚୀନ ସୈନ୍ୟଙ୍କ ସହ ସଂଘର୍ଷବେଳେ ଶହୀଦ ହୋଇଥିବା ରାଇକିଆର ଚନ୍ଦ୍ରକାନ୍ତ ପ୍ରଧାନଙ୍କୁ ସହରର ବିଭିନ୍ନ ସଙ୍ଗଠନ ତରଫରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ନାଗରିକ ମଞ୍ଚ କାର୍ଯ୍ୟାଳୟରେ ସମସ୍ତ ସଦସ୍ୟ ଯୋଗ ଦେଇ ୨ ମିନିଟ ନୀରବ ପ୍ରାର୍ଥନା କରିବା ସହ…

ଚାଇନାର ହୀନ ଆକ୍ରମଣକୁ ଦୃଢ଼ ନିନ୍ଦା

ପଟ୍ଟାମୁଣ୍ଡାଇ,୧୮ା୬(ସ୍ବ.ପ୍ର.) : ପଟ୍ଟାମୁଣ୍ଡାଇ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର କର୍ମକର୍ତ୍ତାମାନେ ଭାରତ ଉପରେ ଚାଇନାର ହୀନ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ଏନେଇ ଗୁରୁବାର ମଧ୍ୟାହ୍ନରେ ଏଥିରେ ଶହୀଦ ହୋଇଥିବା ଦୁଇ ଓଡ଼ିଆ ଯବାନଙ୍କ ପାଇଁ ପଟ୍ଟାମୁଣ୍ଡାଇ ଡାକବଙ୍ଗଳା…

ଚଳିତବର୍ଷ ବୁଗୁଡ଼ାରେ ଗଡ଼ିବନି ରଥ

ବୁଗୁଡ଼ା,୧୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ାର ଶ୍ରୀ ବଳଦେବ ମନ୍ଦିରରେ ଚଳିତ ବର୍ଷ ରଥଯାତ୍ରା ହେବ ନାହିଁ ବୋଲି ପରିଚାଳନା କମିଟିର ସଭାପତି ତଥା ତହସିଲଦାର ସଂଗ୍ରାମ କେଶରୀ ଜେନା ସୂଚନା ଦେଇଛନ୍ତି। ବର୍ତ୍ତମାନ କରୋନା ମହାମାରୀ ସଙ୍କଟରୁ ରକ୍ଷା ପାଇବା ପାଇଁ…

ଏବର୍ଷ ବଡ଼ଦାଣ୍ଡରେ ଗଡ଼ିବନି ରଥ: ଗଜପତି କହିଲେ ‘ନ୍ୟାୟାଳୟଙ୍କ ନିଷ୍ପତ୍ତିକୁ ମାନିବାକୁ ପଡ଼ିବ’

ପୁରୀ ଅଫିସ,୧୮।୬: କିଛିଦିନ ଧରି ରଥଯାତ୍ରାକୁ ନେଇ ଯେଉଁ ଆଶା ଆଶଙ୍କା ଲାଗି ରହିଥିଲା, ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ହୋଇଥିବା ଆବେଦନର ଶୁଣାଣି କରିି ଚଳିତ ବର୍ଷ ରଥଯାତ୍ରା ବନ୍ଦ ରହିବ ବୋଲି ସୁପ୍ରିମକୋର୍ଟ ଗୁରୁବାର…

ଚାଇନା ସାମଗ୍ରୀ ବର୍ଜନ ପାଇଁ ଆହ୍ବାନ, ସ୍ବଦେଶୀ ସାମଗ୍ରୀ ବିକିବାକୁ ଅନୁରୋଧ

ଭଦ୍ରକ ଅଫିସ,୧୮ା୬: ସୀମାରେ ଚାଇନା-ଭାରତ ସଂଘର୍ଷ ପରେ ଦେଶବ୍ୟାପୀ ଆଲୋଡ଼ନ ଖେଳିଯାଇଛି। ସଂଘର୍ଷରେ ଭାରତର ଯବାନମାନେ ଶହୀଦ ହେବା ପରେ ଚାଇନା ବିରୋଧରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଭଦ୍ରକ ଜିଲାରେ ଚାଇନା ସାମଗ୍ରୀ ବିକ୍ରି ଓ ବ୍ୟବହାରଠାରୁ ଦୂରେଇ…

ବାଲୁକାକଳାରେ ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ ଅଫିସ,୧୮।୬: ପୂର୍ବ ଲଦାଖ ସୀମା ଗଲ୍‌ଓ୍ବାନ୍‌ ଉପତ୍ୟକାର ପାଟ୍ରୋଲିଂ ପଏଣ୍ଟ-୧୪ରେ ସୋମବାର ବିଳମ୍ବିତ ରାତିରେ ଭାରତର ଯବାନ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ୨୦ଜଣ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ଏହି ବୀର ଯବାନମାନଙ୍କ ବଳିଦାନକୁ ଶ୍ରଦ୍ଧାଞ୍ଜଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?