ଆମ ଜିଲା ଖବର

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ ଦୁର୍ଗା ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି ରହିଥିବା ଡିଜିପି ଖୁରାନିଆ ଗଣମାଧ୍ୟମକୁ କହିଛନ୍ତି। ଏଭଳି ସ୍ଥିତିରେ ରାୟଗଡ଼ା-କନ୍ଧମାଳ-କଳାହାଣ୍ଡି ସୀମାନ୍ତରେ ସୁରକ୍ଷାକର୍ମୀ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିବା ନେଇ ମନ୍ତ୍ରୀ ଗୃହରେ ତଥ୍ୟ ରଖିଛନ୍ତି। ଚଳିତ ବର୍ଷ ୫ଲକ୍ଷ ୪୬ହଜାର…

ପ୍ରସ୍ତାବିତ ମେଗା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ ଚତୁର୍ଥ ଗ୍ରାମସଭା ଅନୁଷ୍ଠିତ ହୋଇଛି। ତେବେ ଶୁକ୍ରବାର ସକାଳୁ ଚେମଣା ପଞ୍ଚାୟତର ଧନୁର୍ଜୟପୁରରେ…

୩୪ ଆଦିବାସୀଙ୍କୁ ଖଲାସ ଦାବି: ୪୮ ଘଣ୍ଟିଆ ବନ୍ଦ ଡାକରା

ବାରିପଦା,୨୦।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ତିରିଂ ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକା ଅସଦାଚରଣ ମାମଲାରେ ବହଳଦା ଠାରେ ଜାତୀୟ ରାଜପଥ ଅବରୋଧ ବେଳେ ପୋଲିସ ଓ ଗ୍ରାମବାସୀ ମୁଁହାମୁଁହି ହୋଇଥିଲେ। ଯାହାକୁ ନେଇ ବହଳଦା ତହସିଲଦାରଙ୍କ ଗାଡ଼ି ଭଙ୍ଗାରୁଜା…

ମିଲରଙ୍କ ଅସହଯୋଗରୁ ବଢୁଛି ଚାଷୀଙ୍କ ଚିନ୍ତା: ଧାନବସ୍ତା ରଖି ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୦।୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ଚାରିତରଫ ସମବାୟ ସମିତି ମଣ୍ଡିରେ ୮ହଜାର କୁଇଣ୍ଟାଲରୁ ଅଧିକ ଧାନ ପଡ଼ି ରହିଛି l ମିଲରଙ୍କ ଅସହଯୋଗରୁ ଏହି ଧାନ ପଡ଼ି ରହିଥିବାରୁ ଚାଷୀଙ୍କ ପୁଞ୍ଜିଭୂତ ଅସନ୍ତୋଷ ଆନ୍ଦୋଳନର ରୂପ ନେଇଛି l ସମିତି ଅଧୀନ…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର ଦୁର୍ଘଟଣାରେ ଅବସରପ୍ରାପ୍ତ ଧର୍ମଗଡ଼ ଏସଡିଏମଓ (ଉପ ଖଣ୍ଡ ଚିକିତ୍ସାଧିକାରୀ) ଡାକ୍ତର ହରିଶ୍ଚନ୍ଦ୍ର ପଧାନ…

ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ ପରିଚାଳନା ଆବର୍ଜନା କୁଣ୍ଡ। ଏହି ପ୍ରକଳ୍ପ ନିର୍ମାଣ କରି ଠିକାଦାର ଓ ବିଭାଗୀୟ…

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ ଓଆର୧୮ ଏ ୬୩୩୬ ନମ୍ବର୍ ବିଶିଷ୍ଟ ଏକ ଅଲ୍ଟୋ କାର ରାସ୍ତା ପାର୍ଶ୍ୱ…

ଉଚ୍ଛେଦ ଆଗରୁ ଥଇଥାନ କର: ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ରାସ୍ତା ପ୍ରଶସ୍ତୀକରଣ, ଡ୍ରେନ୍‌ ନିର୍ମାଣ ଏବଂ ଅନ୍ୟ ବିକାଶମୂଳକ ପ୍ରକଳ୍ପକୁ ଆଖି ଆଗରେ ରଖି ଏଭଳି ଉଚ୍ଛେଦ ଚାଲିଥିବା ପ୍ରଶାସନ ପକ୍ଷରୁ କୁହାଯାଉଛି। ଅନ୍ୟପଟେ ଉଚ୍ଛେଦରେ ପ୍ରଭାବିତ ହେଉଥିବା ଲୋକଙ୍କୁ…

ମା’ ସମଲେଶ୍ବରୀଙ୍କ ବ୍ରହ୍ମଚାରିଣୀ ବେଶ: ସକାଳୁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି ହୋଇଛି। ଦ୍ବିତୀୟ ଦିବସ ଶୁକ୍ରବାରରେ ଦେବୀ ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ,…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ ନେଇଛି। ଏପରିକି ରାସ୍ତାକଡ଼ ଗଛ ଓ ଇଲେକ୍ଟ୍ରି ପୋଲ ଭାଙ୍ଗି ତଳେ ପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?