ଡାକବଙ୍ଗଳା ମହିଳା ସୁଇପରଙ୍କୁ ଗଳାକାଟି ହତ୍ୟା
ବାଲେଶ୍ୱର ଅଫିସ,୧୮ା୬: ବାଲେଶ୍ୱର ଜିଲା ଜଳେଶ୍ୱର ପୌରପରିଷଦ ଅଧୀନରେ ଥିବା ପୂର୍ତ୍ତ ବିଭାଗର ଡାକବଙ୍ଗଳାର ମହିଳା ସୁଇପରଙ୍କୁ ବୁଧବାର ରାତିରେ କିଛି ଦୁର୍ବୃତ୍ତ ବଳାତ୍କାର କରିବା ସହ ଗଳାକାଟି ହତ୍ୟା କରିଥିବାର ଜଣାପଡ଼ିଛି। ମୃତକ ଜୁମୁନୀ ବିବି (୪୫) ଉକ୍ତ ଡାକବଙ୍ଗଳାରେ…
ଗଞ୍ଜାମ ଜିଲାରେ ହେବ ନାହିଁ ରଥଯାତ୍ରା: ଜନସାଧାରଣଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ
ଛତ୍ରପୁର, ୧୮।୬(ଡି.ଏନ୍.ଏ.)- ରାଜ୍ୟର ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଅଧିକ ରହିଛି। ଏହାକୁ ଦୃଷ୍ଟିରେ ରଖି ଜିଲାରେ ଚଳିତ ବର୍ଷ କୌଣସି ସ୍ଥାନରେ ରଥଯାତ୍ରା ନ କରିବାକୁ ରଥଯାତ୍ରା କମିଟିମାନେ ନିଷ୍ପତି ନେଇଛନ୍ତି। ଏଥିପାଇଁ କମିଟିମାନଙ୍କୁ ଜ଼ିଲାପାଳ ବିଜୟ ଅମୃତା…
ଭଦ୍ରକରେ ୩ କରୋନା ପଜିଟିଭ୍ ଚିହ୍ନଟ, ୧୮୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭଦ୍ରକ ଅଫିସ,୧୮ା୬: ଭଦ୍ରକ ଜିଲାରେ ଗୁରୁବାର ଆଉ ୩ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧ରେ ପହଞ୍ଚିଛି। ଏହି ଆକ୍ରାନ୍ତମାନେ ଭଣ୍ଡାରିପୋଖରୀ ବ୍ଲକର ଦୁଇଟି ସଙ୍ଗରୋଧ କେନ୍ଦ୍ରରୁ ଚି଼ହ୍ନଟ ହୋଇଛନ୍ତି। ଏମାନେ ଗୁଜରାଟ, ପଶ୍ଚିମ…
ରଥଯାତ୍ରା ପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା ଦେବେ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୬(ବ୍ୟୁରୋ): ଚଳିତବର୍ଷ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଓ ଏହାସହ ଜଡ଼ିତ ଅନ୍ୟ କାର୍ଯ୍ୟକଳାପକୁ ଅନୁମତି ଦିଆଯିବ ନାହିଁ। ଏଥିପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା କରିବେ ନାହିଁ ବୋଲି ଗୁରୁବାର ସୁପ୍ରିମକୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେ…
ବ୍ରହ୍ମଗିରି ଥାନା ମହିଳା ଏସ୍ଆଇ କରୋନା ଆକ୍ରାନ୍ତ
ପୁରୀ ଅଫିସ,୧୮ା୬ : ପୁରୀ ଜିଲା ବ୍ରହ୍ମଗିରି ଥାନାର ଜଣେ ମହିଳା ଏସ୍ଆଇ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସଂପୃକ୍ତା ଏସ୍ଆଇ କରୋନା ସଂକ୍ରମିତ ଜଣେ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ବ୍ରହ୍ମଗିରି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ପରେ ତାଙ୍କର…
ଏବର୍ଷ ରଥଯାତ୍ରା ବନ୍ଦ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୬(ବ୍ୟୁରୋ): ପୁରୀ ରଥଯାତ୍ରାକୁ ନେଇ ଲାଗି ରହିଥିବା ଅନିଶ୍ଚିତତାର ଅନ୍ତ ଘଟିଛି। ଏ ବର୍ଷ ଘୋଷଯାତ୍ରାକୁ ବନ୍ଦ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର ରାୟ ଦେଇଛନ୍ତି। ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମକୋର୍ଟରେ ଫାଇଲ୍ ହୋଇଥିବା ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ…
ଓ୍ବାର୍ଡ ସଭ୍ୟାଙ୍କୁ ମାଡ଼ ମାରିବା ଘଟଣା: କାର୍ଯ୍ୟାନୁଷ୍ଠାନ ନ ହେବା ପ୍ରତିବାଦରେ ବ୍ଲକ ସମ୍ମୁଖରେ ଧାରଣା
ପଟ୍ଟାମୁଣ୍ଡାଇ,୧୮ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଖାରୁଣି ପଞ୍ଚାୟତର ୧ ନମ୍ବର ଓ୍ବାର୍ଡସଭ୍ୟା ପଦ୍ମାବତୀ ମଳିକଙ୍କୁ ସରପଞ୍ଚଙ୍କ ସ୍ବାମୀ ପ୍ରଶାନ୍ତ ମଳିକ ମେ’ ୨୯ରେ ମାଡ଼ ମାରିଥିଲେ । ଏଥିନେଇ ପଦ୍ମାବତୀ ପଟ୍ଟାମୁଣ୍ଡାଇ ଥାନାରେ ଏତଲା ଦେଇଥିଲେ। ସେହିପରି ଜନୈକା ବୃଦ୍ଧା…
ବଣାଇ ବିଧାୟକଙ୍କ ପିଏସ୍ଓଙ୍କ ଆତ୍ମହତ୍ୟା: ସର୍ଭିସ ରିଭଲଭର୍ରୁ ନିଜକୁ କଲେ ଗୁଳି
ବଣାଇଁ, ୧୮।୬(ସ୍ବ.ପ୍ର.)- ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଲହୁଣିପଡ଼ା ଥାନା ଅନ୍ତର୍ଗତ କୁର୍ଡା ଗ୍ରାମରେ ଥିବା ନିଜ ବାସଭବନରେ ଗୁରୁବାର ସକାଳୁ ଛାତ ଉପରକୁ ଯାଇ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡିଛି। ପ୍ରାଥମିକ ତଦନ୍ତରୁ ମୃତ୍ୟୁର କାରଣ ସ୍ପଷ୍ଟ…
ଓକିଲ, ମୋହରିର, ଅଭିଯୁକ୍ତଙ୍କଠାରେ କରୋନା ପଜିଟିଭ୍: ପୁରୀ କୋର୍ଟ, ଜିଲାପାଳଙ୍କ କାର୍ଯ୍ୟାଳୟ ବିଶୋଧନ
ପୁରୀ ଅଫିସ,୧୮ା୬ : ପୁରୀ ଜିଲା ସିଭିଲ୍ କୋର୍ଟ ପରିସରରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇଛି। ବୁଧବାର କୋର୍ଟ ସମେତ ଜିଲାପାଳଙ୍କ କାର୍ଯ୍ୟାଳୟ ଏବଂ ଏହାର ଆଖପାଖ ଅଞ୍ଚଳକୁ କଣ୍ଟେନ୍ମେଣ୍ଟ୍ ଜୋନ୍ ଭାବେ…
ଗଞ୍ଜାମରେ ୧୩ କରୋନା ଯୋଦ୍ଧା ସମେତ ୫୬ ପଜିଟିଭ୍
ଛତ୍ରପୁର,୧୮ା୬(ଡି.ଏନ୍.): ଗଞ୍ଜାମ ଜିଲାରେ ଗୁରୁବାର ପୁଣି ୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିରେ ୧୩ କରୋନା ଯୋଦ୍ଧା ଅଛନ୍ତି। ଏମାନେ ସମସ୍ତେ ପଜିଟିଭ୍ଙ୍କ ସଂସ୍ପର୍ଶରେ ଆସି କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୫କୁ ବୃଦ୍ଧି…
୧୦ମାସର ଶିଶୁକୁ ଛାଡି ମା’ର ଆତ୍ମହତ୍ୟା
ରତ୍ନଗିରି,୧୮।୬(ଡ଼ି.ଏନ୍.ଏ.): ପରିସ୍ଥିତି ଓ ପରିବେଶ ବେଳେ ବେଳେ କଠୋର ନିଷ୍ପତ୍ତି ନେବାକୁ ବାଧ୍ୟ କରିଥାଏ। ଯାହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବରୀ ବ୍ଲକ ଅଧିନସ୍ଥ ରମ୍ପା ପଞ୍ଚାୟତରେ। ଉକ୍ତ ଗ୍ରାମର ୨୭ବର୍ଷୀୟ ଲିଲି ସାମଲ ନାମ୍ନୀ ଜଣେ ମହିଳା…
ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଅର୍ଜୁନ ଚରଣ ସେଠୀଙ୍କ ଏକାଦଶାହ ଉପଲକ୍ଷେ ସ୍ମୃତି ତର୍ପଣସଭା
ସଜନାଗଡ,୧୮।୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଡାକବଙ୍ଗଳା ପରିସରରେ ଗୁରୁବାର ପୂର୍ବାହ୍ନରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଅର୍ଜୁନ ଚରଣ ସେଠୀଙ୍କ ଏକାଦଶାହ ଉପଲକ୍ଷେ ସ୍ମୃତି ତର୍ପଣସଭା ଅନୁଷ୍ଠିତ ହୋଇଛି। ସ୍ବର୍ଗତ ସେଠୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କର ସ୍କୃତିଚାରଣ କରିଥିଲେ। ଏହି…

