ବହିରେ ସ୍ଥାନ ପାଇଲା ଝୁଲିମାଙ୍କ କାହାଣୀ
ଫୁଲବାଣୀ ଅଫିସ, ୨୮ା୧- କନ୍ଧମାଳ ଜିଲା ବାନ୍ଦୁଡ଼ି ଗାଁର ଭି-ଆୱାଡ୍ ବିଜେତା ଝୁଲିମା ମଲ୍ଲିକଙ୍କୁ ନେଇ ପୁଣି ସାରା ଦେଶରେ ଚର୍ଚ୍ଚା ା ରାଜସ୍ଥାନ ଜୟପୁରରେ ଚାଲିଥିବା ଜୟପୁର ଲିଟେରାସି ଫେଷ୍ଟିଭାଲ୍ରେ ଉନ୍ମୋଚିତ ପୁସ୍ତକ ‘ଉଇ ଆର ଦି ଚାମ୍ପିୟନ୍ସ୍’ରେ...
ରଣବା ପଞ୍ଚାୟତରେ ଉଡ଼ିଲାନି ଜାତୀୟ ପତାକା : ମାଓବାଦୀ ନାଁରେ ବିଦ୍ୟାଳୟରୁ ମିଳିଥିଲା ଧମକପୂର୍ଣ୍ଣ ଚିଠି
ରାଇକିଆ,୨୮ା୧(ଡ଼ି.ଏନ.ଏ.)-କନ୍ଧମାଳ ଜିଲା ରାଇକିଆ ବ୍ଲକ ରଣବା ପଞ୍ଚାୟତ କାର୍ଯ୍ୟାଳୟ ସମେତ ଅନେକ ବିଦ୍ୟାଳୟରେ ରବିବାର ସାଧାରଣତନ୍ତ୍ର ଦିବସରେ ଜାତୀୟ ପତାକା ଉତ୍ତୋଳନ କରାଯାଇପାରିନି। ଶନିବାର ରଣବା ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଓବାଦୀଙ୍କ ନାଁରେ ଏକ ଧମକପୂର୍ଣ୍ଣ ଚିଠି ମରାଯାଇଥିଲା...
ଛାତ୍ରୀଙ୍କୁ ଅସଦାଚରଣ ଘଟଣା, ଅଭିଯୁକ୍ତ ଗିରଫ
ବ୍ରହ୍ମପୁର ଅଫିସ,୨୮ା୧-ଜଣେ ସ୍କୁଲ ଛାତ୍ରୀଙ୍କୁ ଅସଦାଚରଣ ଓ ଏହାର ପ୍ରତିବାଦ କରିବାରୁ ପୀଡିତାଙ୍କ ମା’ଙ୍କୁ ଧମକଚମକ ଅଭିଯୋଗରେ ଟାଉନ ଥାନା ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଟାଉନ ଥାନା ଅନ୍ତର୍ଗତ ଲୋଚାପଡା ଲକ୍ଷ୍ମୀନଗରର ଚିଣ୍ଟୁ ସେଠୀ (୨୨)।...
ଜିଲାପାଳଙ୍କ ଅଫିସ ଘେରିଲେ ଆଦିବାସୀ
ଛତ୍ରପୁର,୨୮ା୧(ଡି.ଏନ.ଏ)-ଗଞ୍ଜାମ ଜିଲାର ବିଭିନ୍ନ ଆଦିବାସୀ ସଙ୍ଗଠନ ୭ ଦଫା ଦାବି ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଆଦିବାସୀ ଓ ପାରମ୍ପରିକ ବନବାସୀଙ୍କୁ ଜମି ଓ ଜଙ୍ଗଲ ଅଧିକାର, ଆଦିବାସୀ ଅଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟସେବା, ପିଇବା ପାଣି, ଜଳସେଚନ,...
ଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ ଘଟଣା,ମାମଲା ରୁଜୁ କଲା ପୋଲିସ
ଦିଗପହଣ୍ଡି,୨୭।୧(ଡି.ଏନ୍.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କ କାଠ ଫାଳିଆ ମାଡ଼ରେ ୭ମ ଶ୍ରେଣୀ ଛାତ୍ର ଟି. ସୁଜିତ୍ କୁମାର ପାତ୍ର ଆହାତ ହୋଇଥିଲେ। ଛାତ୍ରଙ୍କ ବାପା ଟି.କପିଳାସ ପାତ୍ରଙ୍କ ଏତଲାକୁ ଭିତ୍ତି...
ବସ୍ତାନି ବୋଝ: ଗଣଶିକ୍ଷା ବିଭାଗକୁ ରିପୋର୍ଟ ତଲବ; ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ
କଟକ ଅଫିସ,୨୭।୧: ଶିଶୁ କାନ୍ଧରେ ବହିବସ୍ତାନି ବୋଝକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ସୋମବାର ଆବେଦନକାରୀ ଆଡଭୋକେଟ କହ୍ନେୟାଲାଲ ଶର୍ମା ସତ୍ୟପାଠ ଦାଖଲ କରିଛନ୍ତି। ସତ୍ୟପାଠରେ ଶର୍ମା ଉଲ୍ଲେଖ କରିଛନ୍ତି ଯେ, ବସ୍ତାନି ବୋଝକୁ ହାଲୁକା କରିବା ପାଇଁ...
ଆନ୍ଦୋଳନରୁ ଓହରିଲେ ୪ ବାର୍ ଆସୋସିଏଶନ
କଟକ ଅଫିସ,୨୭।୧: ପଶ୍ଚିମ ଓଡ଼ିଶାର ୪ ବାର୍ ଆସୋସିଏଶନ ବିଧିବଦ୍ଧ ଭାବେ କାର୍ଯ୍ୟବନ୍ଦ ଆନ୍ଦୋଳନରୁ ଓହରିଯାଇଛନ୍ତି। ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ସୋନପୁର ବାର୍ ଆସୋସିଏଶନ, ବିନିକା ବାର୍ ଆସୋସିଏଶନ, ବୀରମହାରାଜପୁର ବାର୍ ଆସୋସିଏଶନ...
ରାଜ୍ୟସ୍ତରୀୟ ଆଦିବାସୀ ମେଳାରେ ମୁନିବର ସମ୍ବର୍ଦ୍ଧିତ
ଚମ୍ପୁଆ,୨୭।୧(ଡି.ଏନ.ଏ)-କଣ୍ଢେଇ ନାଚର ପ୍ରତିଭା ପାଇଁ ଚମ୍ପୁଆ ବ୍ଲକ ଅଧୀନ ରଙ୍ଗାମାଟିଆ ପଞ୍ଚାୟତ ଟିଆଁସପଶି ଗ୍ରାମର ମୁନିବର ସିଂ ସମ୍ବର୍ଦ୍ଧିତ ହୋଇଛନ୍ତି। ଭୁବନେଶ୍ୱରଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁନିବରଙ୍କୁ ଉପଢୋକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ...
୫ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ: ୩ ଗିରଫ
ଜଳେଶ୍ୱର,୨୭।୧((ଡି.ଏନ.ଏ./ସ୍ବ.ପ୍ର)-ଆନ୍ତଃରାଜ୍ୟ ବ୍ରାଉନ୍ସୁଗାର କାରବାରର ପେଣ୍ଠସ୍ଥଳି ପାଲଟିଛି ଜଳେଶ୍ୱର। ଏହି ଅଞ୍ଚଳରେ ବିଭିନ୍ନ ସମୟରେ ଏସ୍ଟିଏଫ, ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଲକ୍ଷ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ କରାଯାଇଛି। ରବିବାର ଭୋର ସମୟରେ ଜଳେଶ୍ୱର ଆଇଆଇସି...
ଅଟୋ-କାର ଧକ୍କା: ଜଣେ ମୃତ, ୧୫ ଆହତ
ଢେଙ୍କିକୋଟ,୨୭ା୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥ ବରବେଡ଼ା ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଗୋଟିଏ କାର ଅଟୋକୁ ଧକ୍କା ଦେବା ଫଳରେ ଅଟୋଟି ଜାତୀୟ ରାଜପଥରୁ ୩୦ ଫୁଟ...
ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଆନନ୍ଦପୁର,୨୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥ କଡ଼ରେ ଥିବା ନାହାଗୁଣା ଗ୍ରାମ ନିକଟରେ ସୋମବାର ଜଣେ ଘରୋଇ ଫାଇନାନ୍ସ କର୍ମଚାରୀଙ୍କୁ ଆକ୍ରମଣ କରି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଫାଇନାନ୍ସ କର୍ମଚାରୀ...
ଧାନକିଣାରେ ଅନିୟମିତତା: ସେବା ସମବାୟ ସମିତିରେ ତାଲା ପକାଇଲେ ଚାଷୀ
ଆନନ୍ଦପୁର,୨୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଯୋଗାଣ ବିଭାଗ ଅଧୀନ ଖାଳିଆମେଣ୍ଟା ସେବା ସମବାୟ ସମିତିରେ ଧାନକିଣାରେ ହୋଇଥିବା ଅନିୟମିତତା ଘଟଣା ବିରୋଧରେ ସୋମବାର ଚାଷୀମାନେ ସମବାୟ ସମିତିରେ ତାଲା ପକାଇ ଦେଇଛନ୍ତି। ଏହି ସମବାୟ ସମିତି ଅଧୀନ କେତେକ...
Archives


