ଆମ ଜିଲା ଖବର

ପରଦା କଳାର ସହର ଧଳାପଥର

ଖୋର୍ଦ୍ଧା ଅଫିସ,୧୭ା୬: ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଧଳାପଥର ପରଦା କଳାର ସହର ଭାବେ ପରିଚିତ। ଘର ସାଜସଜ୍ଜାଠାରୁ ଅଫିସ ଆଦି ସ୍ଥାନରେ ପରଦା ଲାଗିଥାଏ। ଦୀର୍ଘ ବର୍ଷ ପୂର୍ବେ ହସ୍ତତନ୍ତରେ ଏହି କଳାକୁ ଧଳାପଥର ଅଞ୍ଚଳର ଉଦୟନାଥ ସାହୁ ଅତି…

ଶହୀଦ ଯବାନଙ୍କ ପାଇଁ ମହାପ୍ରଭୁଙ୍କ ନିକଟରେ ଦୀପଦାନ

ପୁରୀ ଅଫିସ, ୧୭।୬: ଲଦାଖ ସୀମାରେ ଭାରତ-ଚାଇନା ସେନା ମଧ୍ୟରେ ସଂଘର୍ଷ ଘଟି ୨ ଓଡ଼ିଆଙ୍କ ସମେତ ୨୦ ଯବାନ ଶହୀଦ ହୋଇଛନ୍ତି। ଭାରତ ମାତାର ସୁରକ୍ଷା ପାଇଁ ଶହୀଦ ହୋଇଥିବା ବୀର ଯବାନଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ ପୁରୀବାସୀଙ୍କ…

ହାତୀର ମୃତଦେହ ଉଦ୍ଧାର: ଦେହରେ ଲାଗିଛି ଗୁଳି

ବୌଦ୍ଧ,୧୭।୬(ଡି.ଏନ୍‌.ଏ.): ବୌଦ୍ଧ ବନଖଣ୍ଡ ମାଧପୁର ରେଞ୍ଜର ମୁଣ୍ଡେଶ୍ୱର ସଂରକ୍ଷିତ ଜଙ୍ଗଲର ଗୁଟୁଣିମାଟୁ ନାଳ ନିକଟରେ ଏକ ଦନ୍ତା ହାତୀର ମୃତଦେହ ବୁଧବାର ଦେଖିବାକୁ ମିଳଛି। ସକାଳେ ତଳଗାଁର କେତେକ ମହିଳା ଛତୁ ତୋଳିବାକୁ ଜଙ୍ଗଲକୁ ଯାଇଥିବା ବେଳେ ହତୀର ମୃତଦେହ ଦେଖିବାକୁ…

ବରଗଡ଼ରୁ ୧୧ କରୋନା ପଜିଟିଭ ଚିହ୍ନଟ: ଅଛନ୍ତି ୨ ସେନା କର୍ମଚାରୀ, ଗର୍ଭବତୀ

ବରଗଡ଼ ଅଫିସ, ୧୭।୬: ବରଗଡ଼ ଜିଲାରୁ ବୁଧବାର ପୁଣି ୧୧ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଭଟଲି ବ୍ଲକ ଅନ୍ତର୍ଗତ ନଳାଚୂଆଂରୁ ୩ଜଣ ଚିହ୍ନଟ ହୋଇଥିବା ବେଳେ ବଡ଼ମାଳରୁ ୨, ବେହେରାପାଲିର ୧, ବରଗଡ଼…

ଚିନ୍ତା ବଢ଼ାଉଛନ୍ତି ଝିଣ୍ଟିକା ପ୍ରଜାତିର କୀଟ: ପଙ୍ଗପାଳ ସନ୍ଦେହରେ ସ୍ଥାନୀୟ ବାସିନ୍ଦା ଭୟଭୀତ

ମହାକାଳପଡ଼ା,୧୭ା୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀ ପାର୍ଶ୍ୱବର୍ତ୍ତୀ ପିତାପାଟ ଗାଁର ବିଭିନ୍ନ ଗଛରେ ଝିଣ୍ଟିକା ପ୍ରଜାତିର କୀଟଗୁଡ଼ିକ ଗଛପତ୍ର ଖାଇ ନଷ୍ଟ କରୁଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତେବେ ଏହି କୀଟ ପଙ୍ଗପାଳ ବୋଲି ଲୋକେ…

ଗୋଷ୍ଠୀ ସଂକ୍ରମଣ ଭୟ: ଗଞ୍ଜାମ ମିନି ଷ୍ଟାଡିୟମରେ ଖୋଲିବ ମାଛ, ମାଂସ ଦୋକାନ

ଗଞ୍ଜାମ,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଏ ନେଇ ପ୍ରଶାସନର ଚିନ୍ତାବଢ଼ୁଛି । କରୋନା ସମ୍ପର୍କିତ ଏକ ବୈଠକ ମଙ୍ଗଳବାର ଏନ୍‌ଏସି କନ୍‌ଫରେନ୍ସ ହଲରେ ଅନୁଷ୍ଠିତ ହୋଇଥିଲା । ତହସିଲଦାର ଅବନୀ କୁମାରଙ୍କ ସାହୁ ଅଧ୍ୟକ୍ଷତାରେ…

ଶୌଚ ହେବାକୁ ଯାଇ ହାତୀ ଆକ୍ରମଣର ଶିକାର ହେଲେ ମହିଳା, ଡାକ୍ତରଖାନାରେ ଭର୍ତ୍ତି

ପାଟଣା,୧୭ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ସଂରକ୍ଷିତ ଜଙ୍ଗଲରେ ବୁଧବାର ଭୋର୍‌ରୁ ଜଣେ ୬୦ ବର୍ଷୀୟା ମହିଳା ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ମହିଳା ଜଣକ ଶୌଚ ହେବାକୁ ଜଙ୍ଗଲକୁ ଯାଇଥିବା ବେଳେ ଦନ୍ତାହାତୀ ଆକ୍ରମଣର…

ବିରୂପା ନଦୀରୁ ମୃତ କୁମ୍ଭୀର ଉଦ୍ଧାର

ଚୌଦାର,୧୭।୬(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ବିରୂପା ନଦୀ ବନିକା ଗ୍ରାମ ପାର୍ଶ୍ୱରୁ ବୁଧବାର ସକାଳେ ଏକ ମୃତ କୁମ୍ଭୀର ଉଦ୍ଧାର ହୋଇଛି। ଏହା ମାଇ କୁମ୍ଭୀର ହୋଇଥିବା ବେଳେ ୪ ବର୍ଷର ହେବ ବୋଲି ଜଣାପଡ଼ିଛି। କୁମ୍ଭୀରର ଲମ୍ବ ୪ରୁ ୫…

କରୋନା ପାଇଁ ପୁରୀ କୋର୍ଟ ବନ୍ଦ

ପୁରୀ ଅଫିସ, ୧୭।୬: ପୁରୀ ଜିଲାରୁ ବୁଧବାର ୧୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପୁରୀ କୋର୍ଟର ଜଣେ ଓକିଲ ଏବଂ ଜଣେ ମୋହରିର ଥିବା ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯାଇଛି। ପୁରୀ କୋର୍ଟକୁ…

ଲୋକଙ୍କୁ କରାଉଥିଲେ କରୋନା ସଚେତନ, ନିଜେ ହୋଇଗଲେ କରୋନା ରୋଗୀ; ବ୍ରହ୍ମଗିରି ଗାଁ ୪୮ ଘଣ୍ଟା ପାଇଁ ଶଟ୍‌ଡାଉନ୍

ବ୍ରହ୍ମଗିରି,୧୭ା୬(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ଜଣେ ବରିଷ୍ଠ ଆଇନଜୀବୀଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ବୁଧବାର ବ୍ରହ୍ମଗିରି ଗାଁକୁ ୪୮ ଘଣ୍ଟା ପାଇଁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସରପଞ୍ଚ । ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଆଇନଜୀବୀ…

ପୁରୀରୁ ପୁଣି ୧୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮ ଛୁଇଁଲା

ପୁରୀ ଅଫିସ, ୧୭।୬: ପୁରୀ ଜିଲାରୁ ବୁଧବାର ପୁଣି ୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ ସଂଖ୍ୟା ୧୮୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୦୩ ଜଣ ସୁସ୍ଥ ହୋଇଥିବା ବେଳେ ୮୫ଜଣ…

ସଙ୍ଗରୋଧ କେନ୍ଦ୍ରରୁ ଚୋରି ଘଟଣା: ୩ କୋର୍ଟ ଚାଲାଣ, ଚୋରି ସାମଗ୍ରୀ ଉଦ୍ଧାର

ଭଦ୍ରକ ଅଫିସ,୧୭ା୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ତୋରଣପଦା ସଙ୍ଗରୋଧ କେନ୍ଦ୍ରରୁ ଚଳିତ ମାସ ୫ ତାରିଖ ରାତିରେ କବାଟ ଭାଙ୍ଗି ଚୋରି ହୋଇଥିଲା। ସଙ୍ଗରୋଧ କେନ୍ଦ୍ରରେ ଥିବା ଇନ୍‌ଭର୍ଟର, ବ୍ୟାଟେରୀ, ଆକ୍ୱାଗାର୍ଡ ପରି କିଛି ସାମଗ୍ରୀ ଚୋରି ହୋଇଥିଲା ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?