ଆମ ଜିଲା ଖବର

ମିଥ୍ୟା ସତ୍ୟପାଠ ପରେ ହାତଗୁଞ୍ଜା

ଯାଜପୁର ଅଫିସ/ ଧର୍ମଶାଳା,୨୮।୭(ଡି.ଏନ.ଏ.): କଥାରେ ଅଛି ଗରିବ ପାଇଁ ନୀରବ, ନୀରବ ପାଇଁ ଗରିବ। ଯାଜପୁର ଜିଲାରେ ଏଭଳି ସ୍ଥିତି ପ୍ରାୟ ଦେଖିବାକୁ ମିଳେ। ହେଲେ ଧର୍ମଶାଳା ବ୍ଲକରେ ଦୀର୍ଘଦିନ ଧରି ନୀରବ ସାଜି ରାଶନକାର୍ଡ ତାଲିକାରୁ ବାଦ୍‌ ପଡ଼ଥିବା ଗରିବ…

ଜାମିନ ଶୁଣାଣି ବେଳେ ପକ୍ଷ ରଖିବେ ବଳାତ୍କାର ପୀଡ଼ିତା

କଟକ ଅଫିସ,୨୮।୭: ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କ ନିୟମିତ ଜାମିନ ଶୁଣାଣି ବେଳେ ପୀଡ଼ିତା ନିଜେ କୋର୍ଟରେ ଉପସ୍ଥିତ ରହି ପକ୍ଷ ରଖିବେ। କୌଣସି କାରଣରୁ ସେ ଅନୁପସ୍ଥିତ ରହିଲେ, ଅଭିଯୋଗକାରୀ କିମ୍ବା ସୂଚନା ପ୍ରଦାନକାରୀଙ୍କୁ ଉପସ୍ଥିତ ରହିବାକୁ ହେବ। ପୂର୍ବରୁ ସେଥିପାଇଁ…

ଟିଟୋ ଗ୍ୟାଙ୍ଗ୍‌ର ୪ ଗିରଫ

କଟକ ଅଫିସ,୨୮।୭: ଟିଟୋ ଗ୍ୟାଙ୍ଗ୍‌ ସହ ସମ୍ପୃକ୍ତ ଥିବା ୪ ଜଣ କୁଖ୍ୟାତ ଅଭିଯୁକ୍ତଙ୍କୁ ଚାଉଳିଆଗଞ୍ଜ ଥାନା ପୋଲିସ ଗିରଫ କରିଛି। ଡକାୟତି ପାଇଁ ଯୋଜନା କରୁଥିବା ବେଳେ ପୋଲିସ ଚଢ଼ାଉ କରି ଏମାନଙ୍କୁ ଗାନ୍ଧିଛକ ନିକଟସ୍ଥ ପଡ଼ିଆରୁ ଉଠାଇ ଆଣିଥିଲା।…

ଗୁରୁତରଙ୍କୁ ନେଲାନି ଆମ୍ବୁଲାନ୍ସ: ଚାଲିଗଲା ମନୋଜଙ୍କ ଜୀବନ

ବ୍ରହ୍ମପୁର ଅଫିସ,୨୮।୭: କରୋନା ମହାମାରୀ ଭୟରେ ହଜିଯାଉଛି ମାନବିକତା। ସଂକ୍ରମଣ ଯୋଗୁ ମଣିଷ ଅଛୁଅଁା ପାଲଟିଯାଉଛି। ଏଭଳି ଅମାନବିକତା ଯୋଗୁ ସୋମବାର ଚାଲିଯାଇଛି ଜଣେ ବ୍ୟକ୍ତିଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ପୁରୁଣା ବ୍ରହ୍ମପୁରସ୍ଥିତ ପ୍ରହଲ୍ଲାଦନଗର…

ଚିଙ୍ଗୁଡ଼ି ପାଇଁ ଜୀବନ ବାଜି

କେନ୍ଦ୍ରାପଡ଼ା ଅଫିସ, ୨୮।୭ (ଜଗନ୍ନାଥ ଧଳ): ଏଭଳି କେତେକ ଜୀବିକା ରହିଛି, ଯେଉଁଥିରେ ଜୀବନ ଚାଲିଯାଉଛି। ହେଲେ ଅର୍ଥ ମୋହରେ ଲୋକେ ସେହି ପ୍ରାଣହାନି ଜୀବିକାଠାରୁ ଦୂରେଇ ପାରୁନାହାନ୍ତି। କେନ୍ଦ୍ରାପଡ଼ା ଜିଲାର କୁମ୍ଭୀର ସାଲୁବାଲୁ ହେଉଥିବା ନଦୀ ଓ ଯୋରରୁ ଚିଙ୍ଗୁଡ଼ି…

ପରିବେଶବିତ୍‌ଙ୍କ ଉଦ୍ୟମରୁ ସୁରକ୍ଷା ପାଇଲା ବରଗଛ

ବ୍ରହ୍ମପୁର ଅଫିସ,୨୮ା୭-ପରିବେଶ ସୁରକ୍ଷା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଉଛି। ବିନା କାରଣରେ ଗଛ କାଟିବାକୁ କଟକଣା ଜାରି କରାଯାଇଛି। ପରିବେଶବିତ୍‌ମାନେ ଗଛ ଲଗାଅ ଜୀବନ ବଞ୍ଚାଅ ନାରା ଦେଇ କାର୍ଯ୍ୟ କରି ଚାଲିଛନ୍ତି। ଏଭଳି କେତେଜଣ…

ବିକ୍ରି ହୋଇପାରୁନି ମିଠାମକା, ଚିନ୍ତାରେ ଚାଷୀ

ବୁଗୁଡ଼ା,୨୮ା୭(ଡି.ଏନ.ଏ.)-ଓଡ଼ିଶାରେ ମିଠାମକା ଚାଷରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାକରଡ଼ା ଗ୍ରାମର ଚାଷୀ ଏବେ ହତାଶ ହୋଇ ପଡ଼ିଛନ୍ତି। ଉତ୍ପାଦିତ ମକା ବିକ୍ରି ପାଇଁ ଯାଇପାରୁ ନ ଥିବାରୁ ଚାଷୀମାନେ ମୁଣ୍ଡରେ ହାତଦେଇ ବସି…

ଦୋକାନରେ ତାଲା, ଘରେ ବେପାର

ଅନୁଗୋଳ ଅଫିସ୍‌, ୨୮।୭ ଅନୁଗୋଳରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ପ୍ରହସନ ପାଲଟିଛି ଲକ୍‌ଡାଉନ୍‌ କଟକଣା। ସକାଳୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରଖିବାକୁ ନିର୍ଦ୍ଦେଶ ଥିଲେ ହେଁ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଦେଖାଯାଉଛି। କେତେଜଣ…

ଦୁର୍ଦ୍ଦିନରେ ୨ ହଜାର ବାଦ୍ୟକାର

ବଅଁରପାଳ, ୨୮ା୭(ଡି.ଏନ.ଏ.) କରୋନା ବ୍ୟାପିବା ପୂର୍ବରୁ ବର୍ଷ ତମାମ ହାତକୁ କାମ ଆସୁଥିଲା। ରୋଜଗାରରେ କୌଣସି ଅସୁବିଧା ହେଉ ନ ଥିଲା। ବାଦ୍ୟ, ସଙ୍ଗୀତ ପରିବେଷଣ ପାଇଁ ନୂଆ ନୂଆ ସରଞ୍ଜାମ କିଣାଯିବାଠାରୁ କର୍ମଚାରୀଙ୍କୁ ଦରମା ଦେବାଯାଏ ସବୁକିଛି ଠିକ୍‌ଠାକ୍‌ ଚାଲିଥିଲା।…

କାଳିଆ ଟଙ୍କା ଫେରାଇବାକୁ ୩,୮୧୪ ହିତାଧିକାରୀଙ୍କୁ ନୋଟିସ୍‌

ଭଦ୍ରକ ଅଫିସ, ୨୮ା୭-ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ମଧ୍ୟରୁ କାଳିଆ ଯୋଜନା ଏକ ଲୋକାଭିମୁଖୀ ତଥା କୃଷି ଓ କୃଷକ ସଶକ୍ତୀକରଣ ଯୋଜନା ଭାବେ ବେଶ୍‌ ଲୋକାଦୃତ ହୋଇଥିଲା। ହେଲେ ଏବେ ଏହି ଯୋଜନାକୁ ନେଇ ଲୋକେ ଅସନ୍ତୋଷ ବ୍ୟକ୍ତ କଲେଣି।…

ସମସ୍ତଙ୍କ ସ୍ବାବ ପରୀକ୍ଷା, ଚିକିତ୍ସା ଦାବି

ଖଇରା,୨୮।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସିପିଏମ ଆଞ୍ଚଳିକ କମିଟି ପକ୍ଷରୁ ୭ଦଫା ଦାବି ନେଇ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ଦେବେନ୍ଦ୍ର ବଳଙ୍କୁ ପ୍ରଦାନ କରାଯାଇଛି। ପ୍ରଥମେ ଏକ ଶୋଭାଯାତ୍ରା ଖଇରା ବଜାର ପରିକ୍ରମା କରି ବ୍ଲକରେ ପହଞ୍ଚତ୍ଥିଲା। ପରେ…

ଗାଡ଼ି ଛାଡିବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ : ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଟିପର ମାଲିକ

କେନ୍ଦୁଝର, ୨୮ା୭ (ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ଅଧୀନ ବାଂଶପାଳ ଫାଣ୍ଡିର ପୂର୍ବତନ ଅଧିକାରୀଙ୍କ ବିରୋଧରେ ଲାଞ୍ଚ ନେବା ଭଳି ଗୁରୁତର ଅଭିଯୋଗ ଆସିଛି। ଦୁର୍ଘଟଣା ଘଟାଇଥିବା ଏକ ଟିପ୍ପରକୁ ଛାଡିଦେବା ପାଇଁ ସେ ଗାଡ଼ି ମାଲିକ ତଥା ବାମେବାରୀ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?