ଆମ ଜିଲା ଖବର

ଗଞ୍ଜାମରେ ପୁଣି ୮ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮କୁ ବୃଦ୍ଧି

ଛତ୍ରପୁର, ୧୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯୮କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବେଲଗୁଣ୍ଠା ବ୍ଲକର ୫୧, ୫୪, ୨୩ ଓ…

ବଢ଼ିଲା ରଥଯାତ୍ରା ସମ୍ଭାବନା: ରଥ ପ୍ରତିଷ୍ଠା ପାଇଁ ଦେଉଳ ପୁରୋହିତଙ୍କୁ ଅନୁମତି

ପୁରୀ ଅଫିସ, ୧୬।୬: ମହାମାରୀ କରୋନା ଯୋଗୁ ମହାପ୍ରଭୁଙ୍କ ରଥ ବଡ଼ଦାଣ୍ଡରେ ଗଡ଼ିବ ନା ନାହିଁ ଏହାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଆସନ୍ତା ୨୩ ତାରିଖରେ ରଥଯାତ୍ରା। ମଝିିରେ ଆଉ ମାତ୍ର ୬ ଦିନ ରହିଥିବା ବେଳେ ଏ ପର୍ଯ୍ୟନ୍ତ ରାଜ୍ୟ…

ଲକ୍‌ଡାଉନ ନିୟମ ଉଲ୍ଲଂଘନ, ଗଞ୍ଜାମ, ହୁମା ଅଞ୍ଚଳର ୭ ଦୋକାନ ସିଲ୍‌

ଗଞ୍ଜାମ,୧୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏଥିପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ସା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏଥିସହ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ଯାଏ…

ପୂର୍ବ ଶତ୍ରୁତାରୁ ଅଗ୍ନିକାଣ୍ଡ: ରାତିରେ ଶୋଇଥିବା ବେଳେ ଘରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ,୧୬।୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ବାଉଦପୁର ଗାଁରେ ୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ପୂର୍ବ ଶତ୍ରୁତାରୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ଫେରାର ହୋଇଯାଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଘଟଣାର ତଦନ୍ତ…

ରଜରେ ଆମ୍ବ ଖାଇବାକୁ ନ ଦେବାରୁ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ସ୍ବାମୀ

ଭଦ୍ରକ ଅଫିସ,୧୬।୬: ରଜରେ ଆମ୍ବ ଖାଇବା ପାଇଁ ନଦେବାରୁ ସ୍ତ୍ରୀଙ୍କୁ ବାଉଁଶରେ ପିଟି ହତ୍ୟା କଲେ ନିଶାସକ୍ତ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ଧାମନଗର ଥାନା ଜଳମଣ୍ଡୁଆର ଡଜେନା ସାହି ଗ୍ରାମରେ। ସୂଚନା ଅନୁଯାୟୀ, ଦ୍ୱିତୀୟ ରଜ…

ବାଘଛାଲ, ହାଡ଼ ଜବତ ଘଟଣା: କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଜଣଙ୍କୁ ଉଠାଇ ନେଲେ ରେଞ୍ଜର

ନୟାଗଡ଼ ଅଫିସ/ରଣପୁର,୧୬।୬(ସ୍ବ.ପ୍ର.): ବାଘଛାଲ, ହାଡ଼ ଜବତ ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ଖୋର୍ଦ୍ଧା ବନଖଣ୍ଡ ରଣପୁର ରେଞ୍ଜର ବନ କର୍ମଚାରୀ ମଙ୍ଗଳବାର ନାୟଗଡ ଜିଲା ବାଉଁଶଗଡ଼ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଜଣଙ୍କୁ ଉଠାଇ ନେଇଛନ୍ତି। ଉକ୍ତ ବ୍ୟକ୍ତି ଜଣକ ୫୦ ବର୍ଷୀୟ ହୋଇଥିବା ବେଳେ…

ସଙ୍ଗରୋଧରୁ ବାହାରିବାର ୨ ଦିନ ପରେ କରୋନା ପଜିଟିଭ ଚିହ୍ନଟ: ନପଙ୍ଗ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଭଣ୍ଡାରିପୋଖରୀ, ୧୬।୬ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ସୋମବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। କୋଲକାତାରୁ ଫେରି ଜଣେ ପ୍ରବାସୀ ସଙ୍ଗରୋଧ କେନ୍ଦ୍ରରେ ରହିଥିଲେ। ସେଠାରେ ଅବଧି ଶେଷ ହେବା ପରେ ସେ…

ଅପରାହ୍ନ ୨ରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଖୋର୍ଦ୍ଧା ସବ୍‌ଡିଭିଜନ୍‌ ଶଟ୍‌ଡାଉନ: ଜୁନ୍‌ ୩୦ ଯାଏ କଟକଣା ବଳବତ୍ତର

ଖୋର୍ଦ୍ଧା ଅଫିସ,୧୬।୬ : କରୋନା ନିୟନ୍ତ୍ରଣ ପାଇଁ ଖୋର୍ଦ୍ଧା ସବ୍‌ଡିଭିଜନ୍‌ରେ ଅପରାହ୍ନ ୨ଟାରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଶର୍ଟଡାଉନ୍‌ ଘୋଷଣା କରାଯାଇଛି। ଜୁନ ୩୦ ଯାଏ ଏହି କଟକଣା ବଳବତ୍ତର ରହିବ। ଏହି ସମୟରେ ସମସ୍ତ ଦୋକାନ ବଜାର ବନ୍ଦ…

ରଜ ଖର୍ଚ୍ଚ ପାଇଁ ଟଙ୍କା ନ ଦେବାରୁ ମା’ଙ୍କୁ ଟାଙ୍ଗିଆରେ ହାଣିଲେ ପୁଅ

ରାଇସୁଆଁ,୧୬।୬(ଡି.ଏନ୍‌.ଏ.): ରଜ ପାଇଁ ଟଙ୍କା ନ ଦେବାରୁ ମା’ଙ୍କୁ ଟାଙ୍ଗିଆରେ ହାଣିଲେ ପୁଅ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୋପୀନାଥପୁର ପଞ୍ଚାୟତ ଗୋପୀନାଥପୁର ଗ୍ରାମରେ। ମିଳିଥିବା ସୂଚନାନୁଯାୟୀ, ସୁଜୁନି ବେଣ୍ଟକାର(୫୫)ଙ୍କ ପୁଅ ସୋମବାର ବିଳମ୍ବିତ…

ବରଗଡ଼ରେ ୭୬ ବର୍ଷୀୟ ବୃଦ୍ଧଙ୍କୁ କରୋନା: ସ୍ବାସ୍ଥ୍ୟାବସ୍ଥା ଗୁରୁତର; କଟାପାଲି ଗ୍ରାମକୁ କଣ୍ଟେନମେଣ୍ଟ ଘୋଷଣା

ବରଗଡ଼ ଅଫିସ, ୧୬।୬: ବରଗଡ଼ ଜିଲାରେ ମଙ୍ଗଳବାର ପୁଣି ଜଣେ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ଏବଂ ତାଙ୍କ ବୟସ ୭୬। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ…

ପରିବାରକୁ ଜୀବନରୁ ମାରିଦେବାକୁ ଉଦ୍ୟମ: ଭାତରେ ବିଷ ମିଶାଇଲେ ବାପା

ମାଲକାନଗିରି,୧୬।୬(ଡି.ଏନ୍.ଏ.): ବାପା ଭାତରେ ବିଷ ଦେବାରୁ ଗୋଟିଏ ପରିବାରର ୫ ଜଣ ସଦସ୍ୟ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କାଳିଆନାୟକଗୁଡା ଗାଁରେ। ନିଶାଗ୍ରସ୍ତ ବାପା ନର୍ସିଙ୍ଗ ମାଝି ସୋମବାର ରାତିରେ ଭାତରେ…

ପୁରୀରୁ ୧୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୭୦

ପୁରୀ ଅଫିସ, ୧୬।୬: ପୁରୀ ଜିଲାରୁ ମଙ୍ଗଳବାର ପୁଣି ୧୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୭୦ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୦୦ ଜଣ ସୁସ୍ଥ ହୋଇଥିଲା ବେଳେ ୭୦ଜଣ ବିଭିନ୍ନ କୋଭିଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?