ଆମ ଜିଲା ଖବର

ପରିବାରକୁ ଜୀବନରୁ ମାରିଦେବାକୁ ଉଦ୍ୟମ: ଭାତରେ ବିଷ ମିଶାଇଲେ ବାପା

ମାଲକାନଗିରି,୧୬।୬(ଡି.ଏନ୍.ଏ.): ବାପା ଭାତରେ ବିଷ ଦେବାରୁ ଗୋଟିଏ ପରିବାରର ୫ ଜଣ ସଦସ୍ୟ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କାଳିଆନାୟକଗୁଡା ଗାଁରେ। ନିଶାଗ୍ରସ୍ତ ବାପା ନର୍ସିଙ୍ଗ ମାଝି ସୋମବାର ରାତିରେ ଭାତରେ…

ପୁରୀରୁ ୧୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୭୦

ପୁରୀ ଅଫିସ, ୧୬।୬: ପୁରୀ ଜିଲାରୁ ମଙ୍ଗଳବାର ପୁଣି ୧୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୭୦ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୧୦୦ ଜଣ ସୁସ୍ଥ ହୋଇଥିଲା ବେଳେ ୭୦ଜଣ ବିଭିନ୍ନ କୋଭିଡ୍‌…

ଶିଳ୍ପକୁ ଜମି ଦେବାକୁ ତତ୍ପର, ଗରିବଙ୍କୁ ଅବହେଳା

ଯାଜପୁର ଅଫିସ,୧୬।୬: ଯାଜପୁର ଜିଲାରେ ପ୍ରବାସୀ ନିର୍ମାଣ ଶ୍ରମିକଙ୍କ ପାଇଁ ଚାନ୍ଦମାଠାରେ ୫୦ ଶଯ୍ୟା ବିଶିଷ୍ଟ ଭଡ଼ାଘର କମ୍ପ୍ଲେକ୍ସ(ଆର୍‌ଏଚ୍‌ସି) ନିର୍ମାଣ ପ୍ରସ୍ତାବ ୩ ବର୍ଷ ହେଲା ଜମି ଅଭାବରୁ ଅଟକିଛି। ଫଳରେ ପ୍ରବାସୀ ନିର୍ମାଣ ଶ୍ରମିକ ଘର ନ ପାଇ ହନ୍ତସନ୍ତ…

ବରାହ ମହାନ୍ତିଙ୍କ ପରଲୋକ

କଟକ ଅଫିସ,୧୬।୬: ଦୂରଦର୍ଶନ ଭୁବନେଶ୍ୱରର ପୂର୍ବତନ ନିର୍ଦ୍ଦେଶକ ବରାହ ମହାନ୍ତିଙ୍କ ସୋମବାର ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। କଟକ ତୁଳସୀପୁରସ୍ଥିତ ବାସଭବନରେ ପହଞ୍ଚତ୍ ଅନେକ…

ଶ୍ରୀମନ୍ଦିରରେ ପହଞ୍ଚିଲା ଦଶମୂଳ

ପୁରୀ ଅଫିସ,୧୬।୬: ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦିରେ ୧୦୮ ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ଚାଲିଛି ଦାରୁଦିଅଁଙ୍କ ଗୁପ୍ତ ସେବା। ଶ୍ରୀଅଙ୍ଗ ସେବକ ଦଇତାପତି ସେବାରେ ଲାଗିଛନ୍ତି। ଫୁଲୁରି ତେଲ ଏବଂ ଓଷୁଅ ଲାଗି…

ନନ୍ଦନକାନନରେ କଳାବାଘ ବୁଲିବା ପ୍ରଚାର ଗୁଜବ

ବାରଙ୍ଗ,୧୬।୬(ଡି.ଏନ୍‌.ଏ.)- କରୋନା ଲାଗି ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବନ୍ଦ ରହିଛି। ଶୂନଶାନ ହୋଇଯାଇଛି ନନ୍ଦନକାନନ ରାସ୍ତା। ନା ଆସୁଛନ୍ତି ପର୍ଯ୍ୟଟକ ନା ଶୁଭୁଛି ସେମାନଙ୍କ ଗହଳି। ଏହି ନିସ୍ତବ୍ଧ ମଧ୍ୟରେ ସୋମବାର ନନ୍ଦନକାନନ ପୁଣି ଚର୍ଚ୍ଚାକୁ ଆସିଛି। ସକାଳେ ୯ନଂ ଫାଟକ…

ଇଏ କି ଶାଳଗ୍ରାମ

ପୁରୀ ଅଫିସ,୧୬।୬: ସନାତନ ପରମ୍ପରାରେ ଶାଳଗ୍ରାମଙ୍କୁ ସ୍ବୟଂ ବିଷ୍ଣୁଙ୍କ ସ୍ବରୂପ ଭାବେ ଉପାସନା କରାଯାଇଥାଏ। ବର୍ତ୍ତମାନ ପ୍ରକୃତ ଶାଳଗ୍ରାମ ପ୍ରାୟତଃ ଆଉ ମିଳୁନାହିଁ। ଶ୍ରୀମନ୍ଦିରରେ ଚିତ୍ରିତ ଶାଳଗ୍ରାମ ଉପାସନାର ପରମ୍ପରା ନ ଥିବାବେଳେ ହ୍ବାଟ୍ସଆପ୍‌ ଓ ଫେସ୍‌ବୁକ୍‌ ଭଳି ସୋସିଆଲ୍‌ ମିଡିଆରେ…

ରେଳସାଇଡିଂରୁ ମିଳିଥିବା ଆର୍ଥତ୍କ ସହାୟତା ରାଶି ହଡପ ଅଭିଯୋଗ: ସରପଞ୍ଚଙ୍କୁ ଘେରିଲେ ଗ୍ରାମବାସୀ

ଯୋଡା, ୧୬ା୬(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଜଲହରି ଗ୍ରାମପଞ୍ଚାୟତରେ ଥିବା ଏସେଲ ଖଣି କମ୍ପାନୀର ଆପାହାତୁ ରେଳସାଇଡିଂରୁ ମିଳିଥିବା ଆର୍ଥତ୍କ ସହାୟତା ରାଶିକୁ ହଡପ କରାଯାଇଥିବା ଅଭିଯୋଗ କରି ସ୍ଥାନୀୟ ଜଲହରି ଅଞ୍ଚଳବାସୀ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚଙ୍କୁ ଘେରିଥିଲେ। ଜଲହରି ପଞ୍ଚାୟତର…

‘ବନ୍ଦେ ଉକତ୍ଳ ଜନନୀ’ ସଙ୍ଗୀତ ପ୍ରତିଯୋଗିତା

ବାଙ୍ଗିରିପୋଷି,୧୬ା୬(ଡି.ଏନ୍‌.ଏ.)- ‘ଗାଁକୁ ଫେରିଚାଲ’ ସାମାଜିକ ଅନୁଷ୍ଠାନ ପକ୍ଷରୁ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ନିଶ୍ଚିନ୍ତା ପଞ୍ଚାୟତର ହେମଚନ୍ଦ୍ରପୁର (ଶୁଣ୍ଡିସାହି) ଗ୍ରାମରେ ବନ୍ଦେ ଉକତ୍ଳ ଜନନୀ ପ୍ରାଦେଶିକ ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସଂଗଠକ ନବ କୁମାର ମାଇତିଙ୍କ ପ୍ରଚେଷ୍ଠାରେ ଅନୁଷ୍ଠିତ…

ରାଜସ୍ବ ନିରୀକ୍ଷକଙ୍କୁ ଆକ୍ରମଣ, ଥାନାରେ ମାମଲା

ବାରିପଦା ଅଫିସ,୧୬ା୬- ମୟୂରଭଞ୍ଜ ଜିଲା ବାରିପଦା ତହସିଲ ଅଧୀନ ଆରଆଇ-୩ର ରାଜସ୍ବ ନିରୀକ୍ଷକ ତନ୍ମୟ ରଞ୍ଜନ ସାହୁଙ୍କୁ ଆକ୍ରମଣ କରାଯାଇଥିତ୍ବା ନେଇ ସୋମବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ରବିବାର ଅପରାହ୍ନରେ ରାଜସ୍ବ ନିରୀକ୍ଷକ ସାହୁ ଦେବେନ୍ଦ୍ରପୁରଠାରେ…

ବଜ୍ରପାତରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

ବାରିପଦା ଅଫିସ/ରାଇରଙ୍ଗପୁର,୧୬ା୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ପଢିଆ ଗ୍ରାମ ନିକଟରେ ସୋମବାର ବଜ୍ରପାତରେ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଝାରପୋଖରିଆ ଥାନା ଅଧୀନ ପାନ୍ଧଡା ଗ୍ରାମର ଅଜୟ କୁମାର ଗୋଚ୍ଛାୟତ।…

କଟକଣା ଭିତରେ ରଜ ପାଳନ

ଖଇରା, ୧୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ରଜ କଟକଣା ମଧ୍ୟରେ ପାଳନ କରାଯାଉଛି ା ଝିଅମାନେ ସାମାଜିକ କଟକଣା ମଧ୍ୟରେ ଦୋଳି ଖେଳୁଥିବା ବେଳେ ଅଳତା ମେହେନ୍ଦିରେ ସଜେଇ ହେଉଥିବାର ଦେଖିବାକୁ ମିଳୁଛି ା ଲୋମାନେ ଘରେ ପିଠାପଣାର ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?