ଆମ ଜିଲା ଖବର

ବଚସା ହେଲା କାଳ: ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କେସିଙ୍ଗା,୨୬।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ବ୍ରାହ୍ମଣୀ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁବକ ଟାଙ୍ଗିଆରେ ହାଣି ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତା ମହିଳା ହେଲେ ପୁଷ୍ପା ରାଉତ (୪୦)। ଖବରପାଇ ପୋଲିସ ପହଞ୍ଚି…

କଟକ ସହରରୁ ପୁଣି ୫୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୬।୭-କଟକ ସହରରୁ ରବିବାର ପୁଣି ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୯ ଜଣ କ୍ୱାରାଣ୍ଟାଇନ ଏବଂ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।…

ପଜିଟିଭ୍‌ ରିପୋର୍ଟ ଦେଖାଇବା ପରେ ଲୋକଙ୍କୁ ନିଅନ୍ତୁ

ପୁରୀ ଅଫିସ୍‌,୨୬।୭: ମହାମାରୀ କରୋନାକୁ ରୋକିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ପେଣ୍ଠକଟା ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ଓ୍ବାର୍ଡ ନଂ ୨୫, ୨୬, ୩୧, ୩୨ କଣ୍ଟେନମେଣ୍ଟ କଟକଣା ଲାଗୁ କରାଯାଇଛି। ମାତ୍ର ସମ୍ପୃକ୍ତ ଅଞ୍ଚଳରୁ କରୋନା ପଜିଟିଭ୍‌ଙ୍କୁ…

ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ

ଗଞ୍ଜାମ,୨୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ମହାମାରୀ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ଦୈନଦିନ ଶହ ଶହ ସଂଖ୍ୟାରେ କରୋନା ଆକ୍ରାନ୍ତ ଚି଼ହ୍ନଟ ହେଉଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତରେ ଗତ ୨୪ରୁ ଆଜି…

କେନ୍ଦୁଝରରେ ରେକର୍ଡ ଭାଙ୍ଗିଲା କରୋନା, ଆଜି ଗୋଟିଏ ଦିନରେ…

କେନ୍ଦୁଝର,୨୬ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ରବିବାର ୧୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହାକି ସବୁଦିନର ରେକର୍ଡ ଭାଙ୍ଗିଛି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୧୦ରେ ପହଞ୍ଚିଛି। ଶନିବାର ଦୁଇଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ସୁସ୍ଥସଂଖ୍ୟା ୩୯୧ ଥିବା…

ଚୌଦ୍ୱାରରେ କାର୍‌ଗିଲ ବିଜୟ ଦିବସ ପାଳିିତ

ଚୌଦ୍ୱାର,୨୭।୭(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଉଦ୍ଧାର ଫାଉଣ୍ଡେଶନ ପକ୍ଷରୁ କାର୍‌ଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ଏହି କାର୍‌ଗିଲ ବିଜୟ ଦିବସରେ ସଂଗଠନର କର୍ମକର୍ତ୍ତା କାର୍‌ଗିଲ ଯୁଦ୍ଧରେ ସହିଦ ହୋଇଥିବା ଚୌଦ୍ୱାରର ବରପୁତ୍ର ଅମର ସ୍ବର୍ଗତ…

ନିଜ ହାତରେ ଆବର୍ଜନା ସଫା କଲେ ରାଇକିଆ ବିଡିଓ

ରାଇକିଆ,୨୬।୭(ଡି.ଏନ୍‌.ଏ.)- ମହାମାରୀ କରୋନା ପାଇଁ ସବୁଠି ଲକ୍‌ ଡାଉନ୍‌, ଶଟ୍‌ଡାଉନ ଚାଲିଛି। ଏଭଳି ସମୟରେ କନ୍ଧମାଳ ଜିଲା ରାଇକିଆ ବିଡିଓ ପ୍ରବୀଣ କୁମାର ବାଣୁଆ ନିଜ ଅଞ୍ଚଳକୁ ପରିଷ୍କାର ପରିଚ୍ଛନ୍ନ କରିବା ପାଇଁ ଆଗେଇ ଆସିଛନ୍ତି। ରବିବାର ସକାଳୁ ହାତରେ କୋଦାଳ…

ଦୁଇ ଦିନରେ ମାସ୍କ ନ ପିନ୍ଧି ଗଣିଲେ ୧ ଲକ୍ଷରୁ ଅଧିକ ତଣ୍ଡ

ବ୍ରହ୍ମପୁର ଅଫିସ,୨୬।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି…

ଚୌଦ୍ୱାର ଜେଲ୍‌ରେ ପହଞ୍ଚିଲା କରୋନା: ଚିହ୍ନଟ ହେଲେ ଜଣେ ପଜିଟିଭ୍‌

ଚୌଦ୍ୱାର,୨୭।୭(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ସର୍କଲ ଜେଲରୁ ଜଣେ ଓ୍ବାର୍ଡର କରୋନା ପଜିଟିଭ୍‌ ବାହାରିଥିବା ଜଣାପଡ଼ିଛି। ଗତ ଶୁକ୍ରବାର ଜେଲର ୧୩ଜଣ କଏଦୀ ଓ ୧୨ଜଣ କର୍ମଚାରୀଙ୍କ ନମୁନା ଜିଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ନିଆଯାଇଥିଲା। ଶନିବାର ରିପୋର୍ଟ ଆସିବା ପରେ…

ଆଇଆରବିଏନ୍‌ ଷଷ୍ଠ ବାଟାଲିୟନରୁ ଜଣେ କରୋନା ପଜିଟିଭ୍‌: ୨ ଗ୍ରାମ ୭୨ଘଣ୍ଟା ଶଟଡାଉନ

ଖୋର୍ଦ୍ଧା,୨୬।୭: ଖୋର୍ଦ୍ଧା ବ୍ଳକ ଅନ୍ତର୍ଗତ ନାଲିପଡା ଅର୍ଜୁନପୁର ପଞ୍ଚାୟତ ଅନ୍ତର୍ଗତ ଆଇଆରବିଏନ୍‌ ଷଷ୍ଠ ବାଟାଲିୟନରୁ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପରେ ସରପଞ୍ଚ ଜିଲାପାଳ କ୍ଷମତା ପ୍ରୟୋଗ କରି ଶନିବାର ରାତିରୁ ୨୮ତାରିଖ ରାତି ୮ଟା ପର୍ଯ୍ୟନ୍ତ ୨ଟି ଗ୍ରାମକୁ…

ଖଟିଆରେ ବୁହାହେଲେ ରୋଗୀ

ନୟାଗଡ଼ ଅଫିସ,୨୬ା୭: ସବୁ ଦିନିଆ ରାସ୍ତାଟିଏ ନ ଥବାରୁ ୪ କିମି ପର୍ଯ୍ୟନ୍ତ ଖଟିଆରେ ଜଣେ ରୋଗୀଙ୍କୁ ବୋହି ନେବାକୁ ପଡ଼ିଛି। ଆମ୍ବୁଲାନ୍ସ କର୍ମଚାରୀ ଓ ଗାଁ ଲୋକେ ଖଟିଆରେ ନେବା ପରେ ଆମ୍ବୁଲାନ୍ସରେ ଦଶପଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଏହି ଘଟଣା…

କରୋନା ପଜିଟିଭ୍‌ ଚିହ୍ନଟ ପରେ ଜି. ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସିଲ୍‌: ସ୍କୁଲରେ ଫିବର କ୍ଲିନିକ

ଜି. ଉଦୟଗିରି,୨୬।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୨ ଜଣ ନର୍ସ ଓ ଜଣେ ଆଟେଣ୍ଡାଣ୍ଟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପରେ ସ୍ବାସ୍ଥ୍ୟକେନ୍ଦ୍ରକୁ ସିଲ୍‌ କରି ଦିଆଯାଇଛି । ତେବେ କେବଳ ଥଣ୍ଡା, କାଶ, ଜ୍ୱର ରୋଗୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?