ଆମ ଜିଲା ଖବର

ଖୋର୍ଦ୍ଧାରେ ୭୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଖୋର୍ଦ୍ଧା ଅଫିସ,୨୫ା୭: ଖୋର୍ଦ୍ଧା ଜିଲାରେ ବିଏମ୍‌ସିକୁ ବାଦ୍‌ ଦେଇ ରବିବାର ୨୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ହୋମ୍‌ କ୍ବାରାଣ୍ଟାଇନ୍‌ରୁ ୧୦, ଡାଇରେକ୍ଟ କଣ୍ଟାକ୍ଟ ୧୦ ଏବଂ ଟିଏମ୍‌ସିରୁ ୬ଜଣ ରହିଛନ୍ତି। ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୨୦ରେ ପହଞ୍ଚିଛି।…

ସୁସ୍ଥ ହୋଇ ଘରକୁ ଫେରିଲେ କରୋନା ଆକ୍ରାନ୍ତ ଦମ୍ପତି

ଗଞ୍ଜାମ,୨୬ା୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳିଜଗନ୍ନାଥପୁର ଗ୍ରାମର ସ୍ତ୍ରୀ ସ୍ବାମୀ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇ ଶିତଳାପଲ୍ଲୀ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ବର୍ତ୍ତମାନ ଏହି ଦମ୍ପତି ସୁସ୍ଥ ହୋଇ ଘରକୁ ଫେରିଥିବା କାଇଁଚପୁର ପଞ୍ଚାୟତ ସରପଞ୍ଚ ଜି.ସନ୍ତୋଷ ରେଡ୍ଡୀ…

ବରଗଡ଼ରେ ୭ କରୋନା ପଜିଟିଭ୍‌ ଚିହ୍ନଟ: ସମସ୍ତେ ସ୍ଥାନୀୟ ଆକ୍ରାନ୍ତ

ବରଗଡ଼ ଅଫିସ,୨୬।୭: ବରଗଡ଼ ଜିଲାରେ ରବିବାର ପୁଣି ୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣ ବରପାଲି ବ୍ଲକ ଅନ୍ତର୍ଗତ ଟିଙ୍ଗିପାଲି ଗ୍ରାମର ହୋଇଥିବା ବେଳେ ଅନ୍ୟ ୨ଜଣ ବରଗଡ଼ ପୌର ପରିଷଦ ଅଧୀନ…

ବିକ୍ରି ହୋଇ ପାରୁଛି ମଦ, ଖୋଲୁନି ଦୁଗ୍ଧ ଉତ୍ପାଦକ ସମିତି: ରାସ୍ତାରେ କ୍ଷୀର ଢାଳିଲେ ଚାଷୀ

ବରଗଡ଼ ଅଫିସ,୨୬।୭: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କେତେବେଳେ ଲକ୍‌ଡାଉନ ତ ଆଉ କେତେବେଳେ ଶଟଡାଉନ କଟକଣା ଲାଗୁ ହେଉଛି। ଏଭଳି ସ୍ଥିତିରେ ବିଭିନ୍ନ ଲୋକଙ୍କ ରୋଜଗାର ପନ୍ଥା ସମ୍ପୂର୍ଣ୍ଣ ଠପ୍‌ ହୋଇ ଯାଇଛି। ଏପରିକି ଏଥିରୁ ମଧ୍ୟ ବାଦ୍‌…

ଗଜବାହାଲ ପଞ୍ଚାୟତ ୨ ଦିନ ଶଟ୍‌ଡାଉନ

କର୍ଲାମୁଣ୍ଡା,୨୬।୭(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତକୁ ରବିବାର ସକାଳଠାରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ୨ ଦିନ ଶଟ୍‌ଡାଉନ ଘୋଷଣା କରାଯାଇଛି। ପଞ୍ଚାୟତ ନିକଟସ୍ଥ ପଡ଼ୋଶୀ ବଲାଙ୍ଗୀର ଜିଲାର ଏକ ଗାଁରୁ ଜଣେ ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।…

ପୁଣି ପୋଲିସ-ମାଓବାଦୀ ମୁହାଁମୁହିଁ

କୋରୁକୋଣ୍ଡା,୨୫ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ପୁଣି ପୋଲିସ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ବାଭିମାନ ଅଞ୍ଚଳର ପଣସପୁଟ ଅଞ୍ଚଳରେ ଗୁଳିବିନିମୟ ଚାଲୁଥିବା ସୂଚନା ମିଳିଛି। ମାଲକାନଗିରି ଏସ୍‌ଓଜି, ଡିଭିଏଫ୍‌ ଓ ଆନ୍ଧ୍ର ଗ୍ରେହଣ୍ଡଙ୍କ ମିଳିତ ସର୍ଚ୍ଚ ଅପରେଶନ ବେଳେ ମାଓବାଦୀଙ୍କ ସହ…

ପ୍ଲାଜ୍‌ମା ଦେଲେ ୨ ପୋଲିସ କର୍ମଚାରୀ

କଟକ ଅଫିସ,୨୬।୭: ଓଡ଼ିଶା ପୋଲିସର ଆଉ ଦୁଇଜଣ କର୍ମଚାରୀ ଶନିବାର ପ୍ଲାଜ୍‌ମା ଦାନ କରିଛନ୍ତି। ସେମାନେ ହେଲେ ଓଏସ୍‌ଏପି ତୃତୀୟ ବାଟାଲିଅନର ସିପାହି ତରୁଣ କୁମାର ଦାସ ଏବଂ ଓଏସ୍‌ଏପି ପ୍ରଥମ ଆଇଆର୍‌ ବାଟାଲିଅନର କନଷ୍ଟେବଳ ଟୁକୁନା ପ୍ରଧାନ। ଉଭୟ କଟକ…

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଲା

ଭଦ୍ରକ ଅଫିସ,୨୫ା୭: ଭଦ୍ରକ ଜିଲାରେ ରବିବାର ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଛି। ଆଜି ଚିହ୍ନଟ ଆକ୍ରାନ୍ତମାନଙ୍କ ମଧ୍ୟରେ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୫ ଜଣ ସ୍ଥାନୀୟ…

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁ ସିଲ୍‌

ପୁରୀ ଅଫିସ,୨୬।୭: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ କରୋନା। ହସ୍ପିଟାଲର ଆଇସିୟୁରେ ଚିକିତ୍ସିତ ହେଉଥିବା ଜଣେ ରୋଗୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଆଇସିୟୁକୁ ସାମୟିକଭାବେ ବନ୍ଦ କରି ଦିଆଯାଇଛି । ସମ୍ପୃକ୍ତ ରୋଗୀଙ୍କୁ କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିବାବେଳେ…

ରେଭେନ୍‌ଶା କ୍ୟାମ୍ପସରେ କରୋନା

କଟକ ଅଫିସ,୨୬।୭: ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଜଗନ୍ନାଥ ଛାତ୍ରାବାସରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ପୁଅ ଶନିବାର କରୋନା ଆକ୍ରାନ୍ତ ହୋଇଛନ୍ତି। ଯୁବକ ଜଣଙ୍କ ହାୱଡା ମୋର୍ଟସଠାରେ ଥିବା ଏକ ପେଟ୍ରୋଲ ପମ୍ପରେ କାର୍ଯ୍ୟ କରୁଥିଲେ। ତାଙ୍କର ସ୍ବାବ୍‌ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ…

ମାସକରେ ଆଳୁ କେଜି ପିଛା ବଢ଼ିଛି ୧୫, ପିଆଜ ୧୦ ଟଙ୍କା

କଟକ ଅଫିସ,୨୬।୭: ଆଳୁ ଓ ପିଆଜ ଦର ଗତ କିଛି ସପ୍ତାହ ଭିତରେ ବଢ଼ିବାରେ ଲାଗିଛି। ମାସକ ଭିତରେ ଆଳୁ ଦର କେଜି ପିଛା ୧୫ ଟଙ୍କା ଓ ପିଆଜ ଦର ୧୦ ଟଙ୍କା ବଢ଼ି ସାରିଲାଣି। ଖୁଚୁରା ବେପାର ଓ…

ଅଯୋଧ୍ୟାରେ ରାମମନ୍ଦିର ପାଇଁ ଭୂମି ପୂଜା : କୋଣାର୍କରୁ ଗଲା ଜଳ, ମାଟି

କୋଣାର୍କ,୨୬।୭(ଡି.ଏନ.ଏ.) : ଅଯୋଧ୍ୟାରେ ଅଗଷ୍ଟ ୫ରେ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ। ଏହାର ଭୂମି ପୂଜା ପାଇଁ କୋଣାର୍କରୁ ପବିତ୍ର ତୀର୍ଥ ଜଳ ଓ ମାଟି ସଂଗ୍ରହ କରାଯାଇଛି। ବିଶ୍ୱ ହିନ୍ଦୁ ପରିଷଦ କୋଣାର୍କ ଶାଖା ପକ୍ଷରୁ କୋରିୟର ଯୋଗେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?