ଆମ ଜିଲା ଖବର

ବାଘ ଆକ୍ରମଣରେ ବଳଦ ମୃତ, ଲୋକେ ଆତଙ୍କିତ

ରାଇରଙ୍ଗପୁର,୨୪ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ଡିଭିଜନ ବିଶୋଇ ରେଞ୍ଜ ସରଗଡ଼ା ରିଜର୍ଭ ଜଙ୍ଗଲରେ ବାଘ ଆକ୍ରମଣରେ ଏକ ବଳଦର ମୃତ୍ୟୁ ଘଟିଛି। ଗ୍ରାମପାର୍ଶ୍ୱ ଜଙ୍ଗଲରେ ବାଘର ଉପସ୍ଥିତି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଖବରପାଇ ସରଗଡ଼ା ବନ ବିଭାଗ...

କାର୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକୋ

ଚିତ୍ରଡା,୨୪ା୧(ଡି.ଏନ୍‌.ଏ.)- କାର୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ପ୍ରତିବାଦରେ ମୟୂରଭଞ୍ଜ ଜିଲା ସଦର ଥାନା ଅନ୍ତର୍ଗତ ବାଘୁଆଶୋଳ ଛକରେ ଗୁରୁବାର ରାସ୍ତାରୋକୋ କରାଯାଇଥିଲା। ବାଘୁଆଶୋଳ ଏବଂ ନିଚୁଆପଦା ଗ୍ରାମବାସୀ ପୂର୍ବାହ୍ନ ୧୦ଟାରୁ କ୍ଷତିପୂରଣ ଦାବିରେ ରାସ୍ତାରେ ମୃତଦେହ ରଖି ବସି...

ଭଞ୍ଜସେନାର ପ୍ରତିଷ୍ଠା ଦିବସ

ବାରିପଦା ଅଫିସ,୨୪ା୧- ମୟୂରଭଞ୍ଜ ଜିଲାର ଅଣରାଜନୈତିକ ଯୁବଛାତ୍ର ସଂଗଠନ ଭଞ୍ଜସେନାର ୨୨ତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ସେନାର ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ସକାଳେ ମଧୁବନ ସ୍ଥିତ ମା ଭୈରବୀ ମନ୍ଦିରରେ ସମସ୍ତ କର୍ମକର୍ତ୍ତା ପୂଜାର୍ଚ୍ଚନା କରିଥିଲେ।...

ନେତାଜୀ ଜୟନ୍ତୀରେ ଗଣଦୌଡ଼

ଖଇରା, ୨୪।୧(ଡି.ଏନ.ଏ.)-ନେତାଜୀ ଜୟନ୍ତୀ ଉପଲକ୍ଷେ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ବଜାରରେ ଗୁରୁବାର ଗଣଦୌଡ ଆୟୋଜନ କରାଯାଇଥିଲା। ଏଥିରେ ଖଇରା ବ୍ଲକର ୩୭ ପଞ୍ଚାୟତର ସହସ୍ରାଧିକ ଯୁବକ ସାମିଲ ହୋଇଥିଲେ। ଖଇରା ରନ ଲେଖାଥିବା ପୋଷାକ ପିନ୍ଧି...

ପ୍ରତିଶ୍ରୁତିରେ ଅଟକିଛି ରାସ୍ତା ନିର୍ମାଣ

ଝୁମ୍ପୁରା, ୨୪।୧ (ଡି.ଏନ.ଏ.) – କେନ୍ଦୁଝର ଜିଲାର ପଳାଶପଙ୍ଗା (ସ୍ପଞ୍ଜ ଆଇରନ ଛକ) ଠାରୁ ବାମେବାରୀ ପର୍ଯ୍ୟନ୍ତ କିଡ୍‌କୋ ରାସ୍ତା ପାଲଟିଛି ମରଣଯନ୍ତା। ଦୁର୍ଘଟଣାପ୍ରବଣ ରାସ୍ତା ଭାବେ ମଧ୍ୟ କିଡ୍‌କୋ ରାସ୍ତାର ଜିଲାରେ ନାଁ ରହିଛି। ୨୦ ନଂ ଜାତୀୟ...

କ୍ଷତିପୂରଣ ପ୍ରତିଶ୍ରୁତି ପରେ ହେଲା ଶବ ଦାହ

ରୂପ୍‌ସା/ବସ୍ତା/ଲଙ୍ଗଳେଶ୍ୱର, ୨୩।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅନ୍ତର୍ଗତ ଆଳୁମେଦା ଗ୍ରାମର ଯୁବକ ନୀଳକଣ୍ଠ ବେହେରା (୩୫) ବୁଧବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଥିଲା। ସେ ବିଲରେ ଧାନ ତଳି ପକାଇବା ପାଇଁ କାଦୁଅ...

ଧାନ ବୋଝେଇ ଟ୍ରକ୍‌କୁ ୫୮,୦୪୦ ଟଙ୍କା ଜରିମାନା

ତିହିଡ଼ି,୨୩।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ସୟା ପଞ୍ଚାୟତ ନିଶ୍ଚିନ୍ତପୁର ସମବାୟ ସମିତିରୁ ଧାନ ବୋଝେଇ କରି ଯାଉଥିବା ଏକ ଟ୍ରକ୍‌କୁ ଆଂଚଳିକ ପରିବହନ କାର୍ୟାଳୟ(ଆରଟିଓ) ପକ୍ଷରୁ ୫୮, ୦୪୦ ଟଙ୍କା ଜରିମାନା କରାଯାଇଛି। ଟ୍ରକ୍‌ର କାଗଜପତ୍ର ଠିକ୍‌ ନ...

କୁହିଡ଼ି ପାଇଁ କାର୍‌ ଓଲଟି ୬ ଆହତ

କୋଦଳା,୨୩ା୧(ଡି.ଏନ.ଏ.)-କୋଦଳା ଖଲ୍ଲିକୋଟ ରାସ୍ତା ଖରଖରୀ ପୋଲ ନିକଟରେ ଗୁରୁବାର ଭୋର୍‌ରେ ଏକ କାର କୁହୁଡି ଯୋଗୁ ଓଲଟି ପଡ଼ିବାରୁ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ପି.ଗୋପାଳ (୨୩)ଙ୍କ ଅବସ୍ଥା...

ଅଟୋ-କାର ଧକ୍କା: ଜଣେ ମୃତ, ୪ ଆହତ

କୁକୁଡାଖଣ୍ଡି,୨୩ା୧(ଡି.ଏନ.ଏ.)-ସଦର ଥାନା ଅନ୍ତର୍ଗତ ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତା ଆମ୍ବଗଡ ନିକଟରେ ବୁଧବାର ମଧ୍ୟରାତିରେ ଏକ ଅଟୋ ଓ କାର ମୁହଁ।ମୁହିଁ ଧକ୍କା ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅଟୋ ଡ୍ରାଇଭର ଗୌତମୀ ଗ୍ରାମର କାମନା ସ୍ବାଇଁ(୪୦)। ଗୌତମୀର ଗୋଟିଏ...

ବେଆଇନ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ମୃତଦେହ ରଖି ଧାରଣା ଦେଲେ ପରିବାର

ବସ୍ତା,୨୩।୧(ଡି.ଏନ.ଏ)- ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ଆଳୁମେଦା ଗ୍ରାମର ଜଣେ ଯୁବକ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ମୃତକ ହେଲେ ଜୁଆରୀ ଗ୍ରାମର ନୀଳକଣ୍ଠ ବେହେରା(୩୮)। ସୂଚନାନୁଯାୟୀ, ଗ୍ରାମର ଜଣେ ବ୍ୟକ୍ତି ବେଆଇନ ଭାବେ ନିଜର ସେଚ...

ସାବିତ୍ରୀ ରଥ ହେବେ ହାଇକୋର୍ଟ ବିଚାରପତି

କଟକ ଅଫିସ,୨୩।୧: ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ ସାବିତ୍ରୀ ରଥ। ସୁପ୍ରିମକୋର୍ଟ କଲେଜିୟମ ମିଟିଂରେ ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି। ଏବେ ସେ ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରୁଛନ୍ତି। ତେବେ ସାବିତ୍ରୀଙ୍କ ନିଯୁକ୍ତି ନେଇ ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ...

ଚିଲିକା ଉପକୂଳ ବେଆଇନ ମାଛଘେରି ଭଙ୍ଗା କାର୍ଯ୍ୟ ଆରମ୍ଭ

ଖୋର୍ଦ୍ଧା ଅଫିସ,୨୩।୧: ଖୋର୍ଦ୍ଧା କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ଚିଲିକା ଉପକୂଳରେ ଥିବା ବେଆଇନ ମାଛ ଘେରି ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି। ଖୋର୍ଦ୍ଧା ଉପଜିଲାପାଳଙ୍କ ନେତୃତ୍ୱରେ ଘେରି ଭଙ୍ଗାଯାଉଛି। ଏଥିପାଇଁ ଘଟଣାସ୍ଥଳରେ ଟାଙ୍ଗୀ, ଚିଲିକା, ଖୋର୍ଦ୍ଧା ତହସିଲଦାରଙ୍କ ସମେତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri