ଆମ ଜିଲା ଖବର

ପ୍ରଯୁକ୍ତିବିଦ୍ୟା ସୃଜନଶୀଳତାର ବିକଳ୍ପ ହୋଇପାରିବନି

ଢେଙ୍କାନାଳ ଅଫିସ, ୨୩।୧ – ପ୍ରଯୁକ୍ତିବିଦ୍ୟା କେବେହେଲେ ସୃଜନଶୀଳତାର ବିକଳ୍ପ ହୋଇପାରିବ ନାହିଁ। ଦିନକୁ ଦିନ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ହେଉଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବୈଷୟିକ ଜ୍ଞାନକୌଶଳକୁ ଆଉପାଦେ ଆଗେଇ ନେଇଛି। ଏସବୁ ସତ୍ତ୍ୱେ ଲୋକଙ୍କ ଭିତରେ ଥିବା...

ବିଖଣ୍ଡିତ ଚଲାପଥ ସଂଯୋଗ ଉପରେ ଗୁରୁତ୍ୱ

ଅନୁଗୋଳ ସହର,୨୩।୧ – ସେଭ୍‌ ଏଲିଫ୍ୟାଣ୍ଟ ଫାଉଣ୍ଡେଶନ ଟ୍ରଷ୍ଟ ଆନୁକୂଲ୍ୟରେ ଓଡ଼ିଶା ପରିବେଶ ସମିତି ଓ ଓଡ଼ିଶା ସରକାରଙ୍କ ଜଙ୍ଗଲ ବିଭାଗ ସହଯୋଗରେ ଚାଲିଥିବା ହାତୀ ଚଲାପଥ ପଦଯାତ୍ରା ବୁଧବାର ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ଟିକରପଡ଼ାଠାରେ ଉଦ୍‌ଯାପିତ ହୋଇଯାଇଛି।...

୮ମ ଜିଲା ମହୋତ୍ସବ ପାଇଁ ସଜବାଜ

ଅନୁଗୋଳ ଅଫିସ, ୨୩।୧ – ଅଷ୍ଟମ ଜିଲା ମହୋତ୍ସବ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ମଶାଲ ଶୋଭାଯାତ୍ରା ଚଳିତ ମାସ ୩୦ ତାରିଖରେ ଅନୁଷ୍ଠିତ ହେବ। ଏହି ଶୋଭାଯାତ୍ରାର ସୁପରିଚାଳନା ପାଇଁ ବୁଧବାର ଏକ ପ୍ରସ୍ତୁତି...

ପରକୀୟା ପ୍ରୀତିରୁ ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୨୩ା୧- ସଦର ଥାନା ସୁକୁଣ୍ଡା ମଶାଣିପଦର ସାହିରେ ବୁଧବାର ପରକୀୟା ପ୍ରୀତିରୁ ଏକ ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ପ୍ରଫୁଲ୍ଲ ସାହୁ (୩୨)। ପୋଲିସ ମୃତ ପ୍ରଫୁଲ୍ଲଙ୍କ ଦାଦା ପୁଅ ଭାଇ ମହେନ୍ଦ୍ରଙ୍କ ଅଭିଯୋଗ କ୍ରମେ ଏକ ହତ୍ୟା...

ଅପରିଚିତ ଶିଶୁପୁତ୍ରଙ୍କୁ ରଖିବା ନେଇ ଥାନାରେ ଅଭିଯୋଗ

ଗୋପାଳପୁର,୨୩ା୧- ଆୟୁର୍ବେଦିକ କ୍ଲିନିକ୍‌ କରିଥିବା ଜଣେ ଡାକ୍ତର ଏକ ଅପରିଚିତ ଶିଶୁକୁ ସନ୍ଦେହଜନକ ଭାବେ ରଖିଥିବା ନେଇ ଗୋଳନ୍ଥରା ଥାନାରେ ବୁଧବାର ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ସମ୍ପୃକ୍ତ ଡାକ୍ତରଙ୍କ ସହ ୨ ମହିଳାଙ୍କୁ ଅଟକ ରଖି ପଚରାଉଚରା...

ସିଂହଳା ଗ୍ରାମରେ ହାତୀପଲଙ୍କ ଉପଦ୍ରବ

ଗୋପାଳପୁର,୨୩ା୧- ଗୋଳନ୍ଥରା ଥାନା ଅଞ୍ଚଳର ଗୋବିନ୍ଦ ନଗର, କୃଷ୍ଣନଗର, ଏରେଣ୍ଡା, ଭାଲିଆଗଡ଼, ଗୋବିନ୍ଦନଗର, ରାଧାମୋହନପୁର, ଝିଙ୍କିପଦର ଆଦି ଗ୍ରାମରେ ଗତ ୧୫ ଦିନ ହେଲା ହାତୀପଲ ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ବନ ବିଭାଗ ହାତୀ ଘଉଡ଼ାଇବାକୁ ଉଦ୍ୟମ କରି ନାକେଦମ...

ନୀଳକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ସଇଁତଲା, ୨୩।୧ (ଡି.ଏନ୍‌.ଏ.)-  ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ସଦର ପଁଚେତ୍‌ ଅଧୀନ କର୍ଲାବାହାଲି ଗଁାର ନୀଳ ନାଏକ(୬୦)। ସେ ଆଏଜ୍‌କେ ୨୫ ବଛର ହେଲା ଗଁାନୁ ଖଁଡ଼େ ଦୂରେ ଥିବାର ଜଂଗଲ ତରେ ରହୁଥିବାର ବାବ୍‌ଦେ ଗଲା ୧୬...

ଭିନ୍ନକ୍ଷମ ଦୁବରାଜ ପାଖରେ ପହଞ୍ଚିଲା ପ୍ରଶାସନ

ଚମ୍ପୁଆ, ୨୩ା୧(ଡି.ଏନ.ଏ)-ଚମ୍ପୁଆ ଏନଏସି ଅନ୍ତର୍ଗତ ୧୩ନଂ ୱାର୍ଡର ଚନ୍ଦ୍ରଶେଖରପୁର ନୁଆଗାଁଠାରେ ଦୀର୍ଘ ଦିନ ହେବ ଫାଇଲେରିଆ ରୋଗରେ ପିଡିତ ହୋଇ ଭିନ୍ନକ୍ଷମ ହୋଇଥିବା ଦୁବରାଜ ମୁଣ୍ଡାଙ୍କ ପାଖରେ ବୁଧବାର ଚମ୍ପୁଆ ଉପଜିଲାପାଳ ପ୍ରତାପ ପ୍ରିତିମୟ ପହଞ୍ଚିଥିବା ଜଣାଯାଇଛି। ଦୀର୍ଘ ଦିନରୁ...

ହାତୀ ଉପଦ୍ରବରୁ ବଢୁଛି କ୍ଷୟକ୍ଷତି

ଚମ୍ପୁଆ,୨୩ା୧(ଡି.ଏନ.ଏ)- ଚମ୍ପୁଆ ରେଞ୍ଜ ଅଧୀନରେ ରହିଥିବା ବାଲିବନ୍ଧ, ବାମେବାରି, ଚମ୍ପୁଆ, ଉଖୁଣ୍ଡା ଓ ଯୋଡା ଅଞ୍ଚଳରେ ବର୍ଷ ସାରା ହାତୀ ଉପଦ୍ରବ ଲାଗି ରହିଥିବା ବେଳେ ବନ ବିଭାଗ କେବଳ ସରକାରୀ ସହାୟତା ପ୍ରଦାନ କରି ନିଜ କର୍ତ୍ତବ୍ୟ ସମ୍ପାଦନ...

ବନ୍ଧୁକ ଲଗାଇ ୪. ୭୦ ଲକ୍ଷ ଟଙ୍କା ଲୁଟ୍‌

ଗୋପ,୨୩ା୧(ଡିଏନ୍‌ଏ): ଗୋପ-ଚାରିଛକ ରାସ୍ତାର ଚମ୍ପାଳ କାଦୁଆ ନଦୀ ପୋଲ ପାଖରେ ବୁଧବାର ରାତି ପ୍ରାୟ ୯ଟାବେଳେ ଏକ ଟ୍ରକ୍‌ରୁ ୫ଜଣ ଦୁର୍ବୃତ୍ତ ୪ଲକ୍ଷ ୭୦ହଜାର ଟଙ୍କା ଲୁଟିନେଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, କୋଣାର୍କର ବଡ଼ ବ୍ୟବସାୟୀ କୈଳାସ ସାହୁଙ୍କ...

ମଠରୁ ପୁଅବେଶଧାରୀ ନାବାଳିକା ଉଦ୍ଧାର

ପୁରୀ ଅଫିସ, ୨୩ା୧: ଘରୁ ବିମୁଖ ହୋଇ ଭୁବନେଶ୍ୱରର ଉଚ୍ଚଶିକ୍ଷିତ ଯୁବକ ଗିରିଜା ଶଙ୍କର ମିଶ୍ର ଗତ କିଛି ବର୍ଷ ଧରି ଶ୍ରୀକ୍ଷେତ୍ରକୁ ଚାଲିଆସି ଭିକ୍ଷାବୃତ୍ତି କରିବା ଘଟଣାର ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଏଭଳି ଏକ...

ବାଲିଯାତ୍ରା ପଡ଼ିଆରେ ସମାଜର ସାଂସ୍କୃତିକ ସମାରୋହ

କଟକ ଅଫିସ, ୨୩ା୧: ‘ସମାଜ’ର ସାଂସ୍କୃତିକ ସମାରୋହ ଦ୍ୱିତୀୟ ସନ୍ଧ୍ୟା ବୁଧବାର ଉପର ବାଲିଯାତ୍ରା ପଡ଼ିିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗଦେଇ କହିଥିଲେ, ସମାଜ ବିଗତ ଶହେ ବର୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri