ଆମ ଜିଲା ଖବର

୫ ମାସ ହେବ ଜାଲ ବିଛାଇଥିଲା ଏସ୍‌ଟିଏଫ୍‌: ୨ ବାଘ ଛାଲ ଜବତ, ସମିତିସଭ୍ୟ ଗିରଫ

ଭୁବନେଶ୍ୱର, ୧୪। ୬(ବ୍ୟୁରୋ)/ ନୟାଗଡ଼ ଅଫିସ/ ରଣପୁର(ସ୍ବ.ପ୍ର.): ଖୋର୍ଦ୍ଧା ବନଖଣ୍ଡ ଅନ୍ତର୍ଗତ ନୟାଗଡ଼ ଜିଲାର ରଣପୁର ରେଞ୍ଜ ଅଜାମୁଗଣ୍ଡ ଗାଁରୁ ଶୁକ୍ରବାର କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ୨ଟି ବାଘଛାଲ ଜବତ କରିଛି। ଏଥିସହ ବାଘର ହାଡ଼ ମଧ୍ୟ ମିଳିଛି। ଘଟଣାରେ ସମ୍ପୃକ୍ତ…

ତଥାପି ମଉଳିନି ଆଶା: କଠିନ ପରିଶ୍ରମ କରି ଆଗକୁ ବଢ଼ିବାକୁ ଲକ୍ଷ୍ୟ ରଖିଛନ୍ତି ଦୁଇବନ୍ଧୁ

ଭୋଗରାଇ, ୧୪।୬(ଡି.ଏନ.ଏ.)-ଚାକିରି ପଛରେ ନ ଧାଇଁ ଆମତ୍ନିର୍ଭରଶୀଳ ହେବାକୁ ସ୍ବପ୍ନ ଦେଖିଥିଲେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ହରିପୁର ଗ୍ରାମର ପ୍ରଶାନ୍ତ ତ୍ରିପାଠୀ ଓ ବାଟଗ୍ରାମ ଗ୍ରାମର ଆଲୋକ ସାହୁ। ସେମାନେ ଦୁଇ ବନ୍ଧୁ। ଭୋଗରାଇ ଗ୍ରାମ୍ୟ ଉଚ୍ଚଶିକ୍ଷା ପ୍ରତିଷ୍ଠାନରେ ସାଙ୍ଗ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମକୁ ନେଇ ଗଣ୍ଡଗୋଳ: ସରପଞ୍ଚ ଓ ବିପକ୍ଷ ଗୋଷ୍ଠୀଙ୍କ ଥାନାରେ ଏତଲା

ହିଞ୍ଜିଳିକାଟୁ,୧୩ା୬(ଡ଼ି.ଏନ୍‌.ଏ): ହିଞ୍ଜିଳିକାଟୁ ବ୍ଲକ ଖରିଡା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମକୁ ନେଇ ଉଭୟ ଗୋଷ୍ଠୀ ପକ୍ଷରୁ ଥାନାରେ ମାମଲା ହୋଇଛି। ନଂ.୧୯୬ ଓ ୧୯୭/୨୦ରେ ୨ଟି ମାମଲା ରୁଜୁ କରି ତଦନ୍ତ ଚାଲିଥିବା ଥାନା ଅଧିକାରୀ ଅଭିମନ୍ୟୁ ଦାଶ କହିଛନ୍ତି। ଖରିଡ଼ାରେ ଏକ…

ଅପହରଣ କରି ୩ଲକ୍ଷ ଦାବି, ଅପହର୍ତ୍ତାଙ୍କୁ ଉଦ୍ଧାର କଲା ପୋଲିସ

ଜଗନ୍ନାଥପ୍ରସାଦ,୧୩ା୬(ଡି.ଏନ୍‌.ଏ.)- ଜଗନ୍ନାଥ ପ୍ରସାଦ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ଅପହରଣ କରି ୩ ଲକ୍ଷ ଟଙ୍କା ଦାବି କରିଥିଲେ ଅପହରଣକାରୀ। ପୋଲିସ ଅପହରଣକାରୀଙ୍କ ଉଦ୍ୟମକୁ ପଣ୍ଡ କରିବା ସହ ଅପହର୍ତ୍ତାଙ୍କୁ ଉଦ୍ଧାର କରିଛି।୧୧ ତାରିଖ ସକାଳେ ପଞ୍ଚଭୂତି ଗ୍ରାମ ବେଗୁନିଆର ଶଙ୍କର…

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭଙ୍ଗାରୁଜା  

ପୁରୀ ଅଫିସ,୧୩ା୬: ଭୁଲ୍‌ ଇଞ୍ଜେକ୍ସନ ଦେବା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ଅଭିଯୋଗକୁ ନେଇ ପୁରୀ ମୁଖ୍ୟ ଚିକିତ୍ସାଳୟରେ ଶନିବାର ଭଙ୍ଗାରୁଜା ହୋଇଛି। ରୋଗୀଙ୍କ ସମ୍ପର୍କୀୟମାନେ ହଠାତ୍‌ ଏଭଳି ମୃତ୍ୟୁକୁ ଗ୍ରହଣ ନ କରିପାରି ହୋହଲ୍ଲା କରିବା ସହ ଦୋଷୀ ଡାକ୍ତରଙ୍କ…

ହୋମ୍‌ କ୍ୱାରାଣ୍ଟାଇନରେ ୧୪ ପୋଲିସ କର୍ମଚାରୀ  

ବ୍ରହ୍ମଗିରି,୧୩ା୬(ଡି.ଏନ.ଏ): ବ୍ରହ୍ମଗିରି ଅଞ୍ଚଳରୁ ଶନିବାର ଜଣେ ଅଭିଯୁକ୍ତ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଫଳରେ ବ୍ରହ୍ମଗିରି ଥାନାଧିକାରୀଙ୍କ ସମେତ ୧୪ଜଣ କର୍ମଚାରୀ ହୋମ କ୍ୱାରାଣ୍ଟାଇନରେ ରହିଥିବା ଆଡିସ୍‌ନାଲ ଏସପି ଅରୁଣ ଜେନା ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ଏହି ଥାନା ଅନ୍ତର୍ଗତ…

ଜନଧନ ଟଙ୍କା ପାଇଁ ଖଟିଆରେ ଟଣା ହେଲେ ଶତାୟୁ ମହିଳା

ନୂଆପଡ଼ା ଅଫିସ,୧୩ା୬-ଜନଧନ ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଜଣେ ଶତାୟୁ ମହିଳାଙ୍କୁ ଖଟିଆରେ ଶୁଆଇ ଟାଣି ଟାଣି ବ୍ୟାଙ୍କ ସମ୍ମୁଖକୁ ଅଣାଯିବା ଘଟଣା ଏଠାରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି ା ନୂଆପଡା ଜିଲା ଖଡିଆଳ ବ୍ଲକ ବରଗାଁ ରାସ୍ତାରେ ଏହି ଦୃଶ୍ୟ…

ଭାଜପାରେ ମିଶିବା ପ୍ରଚାରକୁ ଜାମଦା ବ୍ଳକ ଉପାଧ୍ୟକ୍ଷଙ୍କ ଖଣ୍ଡନ

ବାରିପଦା ଅଫିସ, ୧୩ା୬-ମୟୂରଭଞ୍ଜ ଜିଲା ଜାମଦା ବ୍ଲକ ଉପାଧ୍ୟକ୍ଷ ସାଗରାମ ମୁର୍ମୁ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହାକୁ ସାଗରାମ ମୁର୍ମୁ ଖଣ୍ଡନ କରିଛନ୍ତି। ସେ ବିଧାୟକଙ୍କୁ ଭେଟିବାକୁ ଯାଇଥିବା ବେଳେ ଭାଜପା ଏହାକୁ ମିଶିବା ଘଟଣା କହି…

ଜିଲାପାଳଙ୍କ ଆବସିକ କାର୍ଯ୍ୟାଳୟରୁ ସାପ ଉଦ୍ଧାର

ବାରିପଦା ଅଫିସ, ୧୩ା୬-ମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଆବାସିକ କାର୍ଯ୍ୟାଳୟ ପରିସରରୁ ଶୁକ୍ରବାର ସନ୍ଧ୍ୟାରେ ଏକ ବିରଳ ତମ୍ବାମୁଣ୍ଡିଆ ଟ୍ରିଙ୍କେଟ ପ୍ରଜାତିର ବିରାଟକାୟ ସାପ ଉଦ୍ଧାର କରାଯାଇଛି। ସନ୍ଧ୍ୟାରେ କର୍ମଚାରୀମାନେ କାର୍ଯ୍ୟାଳୟରେ ସାପକୁ ଦେଖି ସ୍ନେକ ହେଲ୍ପଲାଇନକୁ ଖବର ଦେଇଥିଲେ। କିଛି…

ଆଲୋଚନା ପରେ ବ୍ୟବସାୟୀଙ୍କ ଧାରଣା ପ୍ରତ୍ୟାହୃତ

ରାଇରଙ୍ଗପୁର, ୧୩।୬(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସହରାଞ୍ଚଳ ଦୈନିକ ପରିବା ମାର୍କେଟଠାରେ ମନମୁଖୀ ମହାସୁଲ ଆଦାୟକୁ କେନ୍ଦ୍ର କରି ଗତ ୩ ଦିନ ହେଲା ବ୍ୟବସାୟୀଙ୍କ ପକ୍ଷରୁ ଗଣଧାରଣା ଦିଆଯାଇଥିଲା। ସେଥିଲାଗି ସ୍ଥାନୀୟବାସୀ ଗତ ଗୁରୁବାର ଠାରୁ ଶନିବାର ୩ଦିନ ପନିପରିବା ପାଇଁ…

ଫିକା ପଡ଼ିଲା ଭୂଧାରଚଣ୍ଡୀଙ୍କ ପୀଠରେ ରଜ : ବିନା ଭକ୍ତରେ ଅନୁଷ୍ଠିତ ହେବ ନିଆଁପାଟ, ଉଡ଼ା ପର୍ବ

ସଜନାଗଡ଼, ୧୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବଜାରଠାରୁ ୫ କି.ମି. ଦୂର ସଜନାଗଡ଼ ଗ୍ରାମର ଆମ୍ରକୁଞ୍ଜ ମଧ୍ୟରେ ପ୍ରତିଷ୍ଠିତ ଦେବୀ ମା’ ଭୂଧାର ଚଣ୍ଡୀଙ୍କ ପୀଠରେ କାହିଁ କେଉଁ ଆବହମାନ କାଳରୁ ରଜ ସଂକ୍ରାନ୍ତିରେ ଉଡ଼ା ଯାତ୍ରା ପାଳିତ ହୋଇଆସୁଛି। ଏହି ଉଡ଼ା…

ଧୂଳିଧୂଆଁରେ ଅତିଷ୍ଠ ଅଞ୍ଚଳବାସୀ

ଯୋଡ଼ା, ୧୩।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳର ଏକାଧିକ ଖଣି ଥିବା ଜୁରୁଡି ଅଞ୍ଚଳବାସୀ ଧୂଳିଧୂଆଁରେ ଅତିଷ୍ଠ ହୋଇପଡିଥିବା ବେଳେ ଖାଦ୍ୟପଦାର୍ଥରେ ଧୂଳି ଜମି ଯାଉଥିବା ଅଭିଯୋଗ ହୋଇଛି। ଏଠାରେ ବିଭିନ୍ନ ଖଣି କମ୍ପାନୀ ଖଣିଜ ଉତ୍ତୋଳନ ଓ ପରିବହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?