ହାତୀ ଉପଦ୍ରବରୁ ବଢୁଛି କ୍ଷୟକ୍ଷତି
ଚମ୍ପୁଆ,୨୩ା୧(ଡି.ଏନ.ଏ)- ଚମ୍ପୁଆ ରେଞ୍ଜ ଅଧୀନରେ ରହିଥିବା ବାଲିବନ୍ଧ, ବାମେବାରି, ଚମ୍ପୁଆ, ଉଖୁଣ୍ଡା ଓ ଯୋଡା ଅଞ୍ଚଳରେ ବର୍ଷ ସାରା ହାତୀ ଉପଦ୍ରବ ଲାଗି ରହିଥିବା ବେଳେ ବନ ବିଭାଗ କେବଳ ସରକାରୀ ସହାୟତା ପ୍ରଦାନ କରି ନିଜ କର୍ତ୍ତବ୍ୟ ସମ୍ପାଦନ...
ବନ୍ଧୁକ ଲଗାଇ ୪. ୭୦ ଲକ୍ଷ ଟଙ୍କା ଲୁଟ୍
ଗୋପ,୨୩ା୧(ଡିଏନ୍ଏ): ଗୋପ-ଚାରିଛକ ରାସ୍ତାର ଚମ୍ପାଳ କାଦୁଆ ନଦୀ ପୋଲ ପାଖରେ ବୁଧବାର ରାତି ପ୍ରାୟ ୯ଟାବେଳେ ଏକ ଟ୍ରକ୍ରୁ ୫ଜଣ ଦୁର୍ବୃତ୍ତ ୪ଲକ୍ଷ ୭୦ହଜାର ଟଙ୍କା ଲୁଟିନେଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, କୋଣାର୍କର ବଡ଼ ବ୍ୟବସାୟୀ କୈଳାସ ସାହୁଙ୍କ...
ମଠରୁ ପୁଅବେଶଧାରୀ ନାବାଳିକା ଉଦ୍ଧାର
ପୁରୀ ଅଫିସ, ୨୩ା୧: ଘରୁ ବିମୁଖ ହୋଇ ଭୁବନେଶ୍ୱରର ଉଚ୍ଚଶିକ୍ଷିତ ଯୁବକ ଗିରିଜା ଶଙ୍କର ମିଶ୍ର ଗତ କିଛି ବର୍ଷ ଧରି ଶ୍ରୀକ୍ଷେତ୍ରକୁ ଚାଲିଆସି ଭିକ୍ଷାବୃତ୍ତି କରିବା ଘଟଣାର ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଏଭଳି ଏକ...
ବାଲିଯାତ୍ରା ପଡ଼ିଆରେ ସମାଜର ସାଂସ୍କୃତିକ ସମାରୋହ
କଟକ ଅଫିସ, ୨୩ା୧: ‘ସମାଜ’ର ସାଂସ୍କୃତିକ ସମାରୋହ ଦ୍ୱିତୀୟ ସନ୍ଧ୍ୟା ବୁଧବାର ଉପର ବାଲିଯାତ୍ରା ପଡ଼ିିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗଦେଇ କହିଥିଲେ, ସମାଜ ବିଗତ ଶହେ ବର୍ଷ...
ନେସ୍କୋ ଡେପୁଟି ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ
ରାଇରଙ୍ଗପୁର,୨୩ା୧(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ନେସ୍କୋ ବିଦ୍ୟୁତ୍ ଡିଭିଜନର ଡେପୁଟି ମ୍ୟାନେଜର ଇଂ.ସୁର କୁମାର ଟୁଡୁଙ୍କ ବୁଧବାର ପୂର୍ବାହ୍ନରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାଇରଙ୍ଗପୁର ସ୍ଥିତ ଭଡ଼ା ଘରେ ସେ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ବିଭାଗୀୟ କର୍ମଚାରୀମାନେ...
ସରିଲା କୁନ୍ଦୁଳିଆ ମହୋତ୍ସବ
ବିଶୋଇ,୨୩ା୧(ଡ଼ି.ଏନ୍.ଏ.)- ବିଶୋଇ ଅଞ୍ଚଳର କୁନ୍ଦୁଳିଆଠାରେ ଦିଗବିଜୟ ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୩୧ ତମ ବାର୍ଷିକ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ‘କୁନ୍ଦୁଳିଆ ମହୋତ୍ସବ- ୨୦୨୦’ ଉଦ୍ଯାପିତ ହୋଇଯାଇଛି। ୩ ଦିନିଆ ଏହି ମହୋତ୍ସବର ଉଦ୍ଯାପନୀ ଦିବସରେ ପରିବେଷଣ ହୋଇଥିବା...
୫ ଶ୍ରେଣୀକୁ ୮୦ ଛାତ୍ରୀଛାତ୍ର, ୨ ଶିକ୍ଷକ
ଜଳେଶ୍ୱର,୨୩।୧(ସ୍ବ.ପ୍ର.)-ସରକାର ଶିକ୍ଷାର ମାନ ବଢ଼ାଇବା ପାଇଁ ବିଭିନ୍ନ ଯୋଜନା କରୁଥିବା ବେଳେ ବାସ୍ତବ କ୍ଷେତ୍ରରେ ତାହା ଦେଖିବାକୁ ମିଳୁନାହିଁ। ବାଲେଶ୍ୱର ଜିଲାର ଜଳେଶ୍ୱର ଗୋଷ୍ଠୀ ଶିକ୍ଷା ଅଧୀନ ଖୁଆଡ଼ ପଞ୍ଚାୟତ ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଯୋଗୁ ଗ୍ରାମବାସୀ...
ରସୁଲପୁର ପଞ୍ଚାୟତ ସମିତିର ୬ଷ୍ଠ ସାଧାରଣ ବୈଠକ: ଯୋଗଦେଲେନି ବିଧାୟକ, ଏମ୍ପି
ରସୁଲପୁର,୨୩ା୧(ଡି.ଏନ୍.ଏ.): ବିଧାୟକ ଓ ମନ୍ତ୍ରୀମାନେ ଗାଁକୁ ଯିବେ। ଲୋକଙ୍କ ସମସ୍ୟା ବୁଝିବେ। ଗାଁରେ ରାତି କାଟିବେ। ସରକାରୀ ଯୋଜନା ଠିକ୍ ଭାବେ କାର୍ଯ୍ୟ ହେଉଛି କି ନାହିଁ ସେଥିପ୍ରତି ଧ୍ୟାନ ଦେବେ। ସରକାରଙ୍କ ନୂଆ ଯୋଜନା ୫-ଟି ଓ ମୋ...
ପୋଷ୍ୟ ସନ୍ତାନ ଗ୍ରହଣ କଲେ କେରଳ ଦମ୍ପତି
ବାଲେଶ୍ୱର ଅଫିସ, ୨୩।୧- ବାଲେଶ୍ୱର ଶିଶୁ ମଙ୍ଗଳ କମିଟିର ୪ ବର୍ଷର କନ୍ୟାସନ୍ତାନକୁ ବୁଧବାର କେରଳର କେ.ବି. ସୁବାସ ଓ ରୀତା ସୁବାସ ନାମ୍ନୀ ଦମ୍ପତି ପୋଷ୍ୟ ସନ୍ତାନ ରୂପେ ଗ୍ରହଣ କରିଛନ୍ତି। ଉକ୍ତ ଦମ୍ପତି ୩ବର୍ଷ ପୂର୍ବରୁ ଏକ...
ଜାଲ ଟିକଟ ବିକ୍ରି ଅଭିଯୋଗରେ ୨ ଗିରଫ
ବାଲେଶ୍ୱର ଅଫିସ,୨୩।୧-ଜାଲ ଟିକଟ ବିକ୍ରି କରୁଥିବା ଅଭିଯୋଗରେ ରେଲୱେ ଡିଭିଜନାଲ ଟାସ୍କଫୋର୍ସ ଟିମ୍ ୨ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସୋର ଅଞ୍ଚଳର ଜଗନ୍ନାଥ ଦାସ ଓ ରେଳ ବିଭାଗର ଆର୍ଏମ୍ଏସ୍୍ କର୍ମଚାରୀ ହେମନ୍ତ ପୃଷ୍ଟି ରେଳ ଟିକଟକୁ କଳାବଜାରୀ...
ଦିଶା ବୈଠକ: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଗୁରୁତ୍ୱ
ନୟାଗଡ଼ ଅଫିସ/ଗଣିଆ (ଡି.ଏନ୍.ଏ.),୨୩ା୧: ନୟାଗଡ଼ ଜିଲା ଗଣିଆ ବ୍ଲକ ଛାମୁଣ୍ଡିଆ ଡାକବଙ୍ଗଳାଠାରେ ବୁଧବାର ଡିଷ୍ଟ୍ରିକ୍ଟ ଡେଭଲପ୍ମେଣ୍ଟ କୋ ଅର୍ଡ଼ିନେସନ୍ ଆଣ୍ଡ ମନିଟରିଂ କମିଟି (ଦିଶା) ବୈଠକ ଅନୁଷ୍ଠିତ ହୋଇଯାଇଛି। ବର୍ଷ ଆରମ୍ଭରୁ ଏହି ବୈଠକ ହୋଇଥିବାରୁ ଜିଲା ଗ୍ରାମ୍ୟ ଉନ୍ନୟନ...
ମିଳିନି ବୁଲ୍ବୁଲ୍ କ୍ଷୟକ୍ଷତି ସହାୟତା
ଭଦ୍ରକ ଅଫିସ, ୨୩।୧-ଭଦ୍ରକ ଜିଲାରେ ଖରିଫ୍ ଧାନ ଅମଳ ସରିବାକୁ ବସିଲାଣି। ହେଲେ ଏଯାଏ ବୁଲ୍ବୁଲ୍ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିଲାନି ଇନ୍ପୁଟ୍ ସବ୍ସିଡି। ଯାହାକୁ ନେଇ କ୍ଷତିଗ୍ରସ୍ତ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଫଳରେ ପ୍ରତି...
Archives


