ଆମ ଜିଲା ଖବର

ଛେଣ୍ଡିପଦାରେ ୨୪ ହାତୀ: ଭାଙ୍ଗିଲେ ଘର, ନଷ୍ଟ କଲେ କଦଳୀ ଫସଲ

ଛେଣ୍ଡିପଦା,୨୩।୭(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ବୁଧବାର ବିଳମ୍ବିତ ରାତିରେ ଶିମିଳିପାଳ ପଞ୍ଚାୟତ ଚରାକାନି ଗାଁରେ ୨୪ ହାତୀ ପଶି ଲକ୍ଷ ଲକ୍ଷ ଟଙ୍କାର କଦଳୀ ଫସଲ ନଷ୍ଟ କରିବା ସହ…

ଜୟପୁର ଚିଲ୍‌ଡ୍ରେନ୍ସ ହୋମ୍‌ରେ ନାବାଳକଙ୍କ ଆତ୍ମହତ୍ୟା

ଜୟପୁର,୨୩ା୭(ଡି.ଏନ.ଏ./ନି.ପ୍ର.)-କୋରାପୁଟ ଜିଲା ଜୟପୁରସ୍ଥିତ ସରକାରୀ ଚିଲ୍‌ଡ୍ରେନ୍ସ ହୋମ୍‌ (ଶିଶୁ ଯତ୍ନ ଭବନ)ରେ ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଜଗନ୍ନାଥ ପରଜା(୧୨)। ସେ ବାଥ୍‌ରୁମ୍‌ର ସ୍କାଇଲାଇଟରେ ଗାମୁଛା ବାନ୍ଧି ବେକରେ ଲଗାଇ ଆତ୍ମହତ୍ୟା କରିଛନ୍ତି। ଅନ୍ୟ ଅନ୍ତେବାସୀ ତାଙ୍କୁ ଦେଖି…

କରୋନାରେ ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ, ୨୩।୭-ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ରୁ ଅବସର ନେବା ପରେ ଜଣେ ସହକାରୀ ଯନ୍ତ୍ରୀ କରୋନା ପରିଚାଳନା କାର୍ଯ୍ୟରେ ନିୟୋଜିତ ଥିଲେ। ଗୁରୁବାର ତାଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେ ହେଲେ କୈଳାସ ଚନ୍ଦ୍ର ନାୟକ। ଚିକିତ୍ସାଧୀନ ଅବସ୍ଥାରେ…

ଦିଗପହଣ୍ଡିରେ ଆଉ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଗଲା ଅନ୍ତିମ ସତ୍କାର

ଦିଗପହଣ୍ଡି,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଜଣେ କରୋନା ଯୋଦ୍ଧା (ସହକାରୀ ଶିକ୍ଷକ)ଙ୍କ ମୃତ୍ୟୁ ଘଟଣାକୁ ସପ୍ତାହେ ହୋଇଥିବା ବେଳେ ଏବେ ଆଉ ଜଣେ ଯୋଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ଏସ. ଏ. ନରସିଂହ…

୪ ନାଲ୍‌କୋ କର୍ମଚାରୀଙ୍କୁ କରୋନା

ବଅଁରପାଳ,୨୩ା୭(ଡି.ଏନ୍‌.ଏ.): ନାଲ୍‌କୋ କଲୋନୀ ଅଞ୍ଚଳରେ ପୂର୍ବରୁ କରୋନାରୁ ଜଣେ ଡିଜିଏମଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସହ ମିଳାମିଶା କରିଥିବା ୨୪୧ ଜଣଙ୍କର ସ୍ବାବ୍‌ ନମୁନା ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୬ ଜଣଙ୍କର ପଜିଟିଭ୍‌ ବାହାରିଥିଲା। ପୁନଶ୍ଚ ଗତ ୧୯…

ଏମ୍‌କେସିଜି ଶିଶୁରୋଗ ଚିକିତ୍ସା ୱାର୍ଡରେ ଖୋଲିବ କୋଭିଡ୍‌ ହେଲ୍‌ଥ ସେଣ୍ଟର

ଛତ୍ରପୁର, ୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏମାନଙ୍କ ଚିକିତ୍ସା ପାଇଁ ଅତିରିକ୍ତ କୋଭିଡ୍‌ ହସ୍ପିଟାଲ ଓ ସ୍ବାସ୍ଥ୍ୟ ସେଣ୍ଟରର ଆବଶ୍ୟକତା ପଡୁଛି। ତେଣୁ ବ୍ରହ୍ମପୁରସ୍ଥିତ ଏମ୍‌କେସିଜିର ଶିଶୁରୋଗ ଚିକିତ୍ସା ୱାର୍ଡରେ…

ପୁରୁଷୋତ୍ତମପୁର ଏନ୍‌ଏସିର ଏହି ୭ ୱାର୍ଡରେ ୧୪୪ ଧାରା ଜାରି

ପୁରୁଷୋତ୍ତମପୁର,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଏଥିରେ ପୁରୁଷୋତ୍ତମପୁର ଏନଏସି୍‌ର ୱାର୍ଡ ନଂ.୧ କନକାସାହ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଟି. ବିଜୟଲକ୍ଷ୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ବିଭିନ୍ନ ୱାର୍ଡରୁ ୩୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ…

କରୋନା ଭୟ: ଛତ୍ରପୁର ସବ୍‌ଜେଲରେ ହେବ ଯାଞ୍ଚ

ଛତ୍ରପୁର, ୨୩।୭(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଛତ୍ରପୁର ସବଜେଲ୍‌କୁ ପ୍ରଶାସନିକ ଓ ସ୍ବାସ୍ଥ୍ୟ ଅଧିକାରୀ ପରିଦର୍ଶନ କରିଛନ୍ତି। ଅନ୍ତେବାସୀଙ୍କ କରୋନା ଲକ୍ଷଣ ଅଛି କି ନାହିଁ ସେନେଇ ଗୁରୁବାର ଟିମ୍‌ ଅନୁଧ୍ୟାନ କରିବା ସହ ଯାଞ୍ଚ କରିଥିବା ଜଣାପଡ଼ିଛି। ଜେଲରେ ଥିବା ୧୩୦…

ବଢୁଛି ସଂଖ୍ୟା: କଟକରୁ ଆଉ ୩୪ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୩।୭: କଟକ ସହରରେ ଗୁରୁବାର ୩୪ ନୂୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୫ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୨୧ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌, ୮ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଦୂଆ ଆକ୍ରାନ୍ତଙ୍କୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ…

ଗଞ୍ଜାମରେ ପ୍ଲାଜମା ଥେରାପି ସଫଳ, ସୁସ୍ଥ ହେଉଛନ୍ତି କରୋନା ଆକ୍ରାନ୍ତ: ଜିଲାପାଳ

ଛତ୍ରପୁର,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିସ୍ଥିତ ଟାଟା କୋଭିଡ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହୋଇଯାଇଛି। ଏଥିରୁ ସୁଫଳ ମିଳୁଛି। ପ୍ଲାଜମା ଥେରାପିରୁ କରୋନା ଆକ୍ରାନ୍ତ ସୁସ୍ଥ ହେଉଛନ୍ତି। ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ଭିଡିଓ ବାର୍ତ୍ତାରେ ଏସମ୍ପର୍କରେ…

ଜାଣନ୍ତୁ କାହିଁକି ବଢ଼ୁଛି ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଛତ୍ରପୁର,୨୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସପ୍ତାହକ ମଧ୍ୟରେ ୨୦୩୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରେ ଜିଲାରେ ଆଜିର ୫୪୦ ପଜିଟିଭ୍‌ ରହିଛନ୍ତି। ଯାହା ଏଯାବତ୍‌ ଦିନକରେ ସର୍ବାଧିକ ବୋଲି ଜଣାପଡ଼ିଛି। ଅପରପକ୍ଷରେ ଗଞ୍ଜାମ ଜିଲାରେ ଘରକୁ ଘର ଯାଇ…

ଏସବୁ ଜିଲାରୁ ଝାରସୁଗୁଡ଼ା ଗଲେ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ

ଝାରସୁଗୁଡ଼ା ଅଫିସ,୨୩।୭: ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ନେବା ସତ୍ତ୍ୱେ ଏହା ଥମିବାର ନାଁ ନେଉନାହିଁ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ପ୍ରଶାସନ ମଧ୍ୟ କଡ଼ା ଆଭିମୁଖ୍ୟ ଗ୍ରହଣ କରୁଛି। ବାହାର ଜିଲାରୁ ଆସୁଥିବା ଲୋକଙ୍କ ଯୋଗୁ ଝାରସୁଗଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?