ଆମ ଜିଲା ଖବର

କୋଭିଡ ଦାୟିତ୍ୱରେ ଥିବା ପୋଲିସକୁ ଆକ୍ରମଣ: ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ହାଟଡିହୀ, ୨୭।୪(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ସରକାରୀ ଅଧିକାରୀମାନେ ଦିନ ରାତି ଏକ କରିଦେଇଛନ୍ତି। କିନ୍ତୁ କେତେକ ଅମାନିଆଙ୍କ ପାଇଁ ପରିସ୍ଥିତି ଜଟିଳ ହେଉଛ। ଏମିତି କିଛି ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ରତକଣା ଗ୍ରାମରେ।…

ମାସ୍କ ନ ପିନ୍ଧିବାରୁ ଜରିମାନା: ୩୮ ଜଣଙ୍କଠାରୁ ୮,୫୦୦ ଟଙ୍କା ଆଦାୟ

ରାଇକିଆ,୨୭।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯)ରୁ ରକ୍ଷା ପାଇଁ ମାସ୍କ ପିନ୍ଧିବାକୁ ପ୍ରାଥମିକତା ଦିଆଯାଉଛି। ବାରମ୍ବାର ସଚେତନ କରାଯିବା ପରେ ମଧ୍ୟ କିଛି ଅମାନିଆ ଏହାକୁ ମାନୁ ନାହାନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ରାଇକିଆରେ କିଛି ଅମାନିଆ ଘରୁ ବାହାରୁଥିବା ବେଳେ ମାସ୍କ ନ…

ଲଗାଣବର୍ଷାରେ ବିଲରେ ସଢୁଛି ପନିପରିବା: ଚାଷୀଙ୍କୁ ଘାରିଛି ଋଣ ପରିଶୋଧ ଚିନ୍ତା

ରାଇସୁଆଁ,୨୭ା୪(ଡି.ଏନ୍‌.ଏ.) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପର୍ଜୁନପୁର ପଞ୍ଚାୟତ ଜଗନ୍ନାଥପୁର ଗ୍ରାମରେ କାଳବୈଶାଖୀ ଲଗାଣବର୍ଷା ଏବଂ କୁଆପଥର ମାଡ଼ରେ ଯୁବଚାଷୀମାନଙ୍କର ହେକ୍ଟର ହେକ୍ଟର ପନିପରିବା ନଷ୍ଟ ହୋଇଯାଇଛି। ଫଳରେ ଚାଷୀ ଘରୋଇ ସଂସ୍ଥା ଏବଂ ବ୍ୟାଙ୍କ ଋଣ ପରିଶୋଧ କରିବା…

ଆଖି ସାମ୍ନାରେ ପୁଅର ମୃତ୍ୟୁ ଦେଖି ଚାଲିଗଲା ମା’ଙ୍କ ଜୀବନ

ସଜନାଗଡ଼,୨୭ା୪(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଥାନା ଅଧୀନ ଗରଡିହି ପଞ୍ଚାୟତର ବାଲିଚୁଆ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ୰ ଶ୍ୟାମସୁନ୍ଦର ସିଂଙ୍କ ପୁଅ ରବୀନ୍ଦ୍ର ସିଂ ଦୀର୍ଘଦିନ ଧରି କିଡ୍‌ନୀ ରୋଗରେ ପୀଡ଼ିତ ଥାଇ ଜିଲା…

କରୋନା ସହାୟତା: ତୁରେକେଲା ବ୍ଲକର ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘ ପକ୍ଷରୁ ଦିନକର ଦରମା ଦାନ

କଣ୍ଟାବାଞ୍ଜି,୨୭।୪(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ବଲାଙ୍ଗୀର ଜିଲା ତୁରେକେଲା ବ୍ଲକର ଚୁକ୍ତି ଭିତ୍ତିକ କନିଷ୍ଠ ଶିକ୍ଷକ ସଂଘ ଓ ଗଣ ଶିକ୍ଷକ ସଂଘର ୧୪୫ଜଣ ଶିକ୍ଷକ ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ଏହି ରିଲିଫ ଟଙ୍କା…

ନୂଆଗାଁ ପଞ୍ଚାୟତ଼ରେ ବାହାର ଫେରନ୍ତାଙ୍କ ନିମନ୍ତେ ପଞ୍ଜୀକରଣ ପ୍ରକୟିୟା ଆରମ୍ଭ

ରାଇସୁଆଁ,୨୭।୪(ଡି.ଏନ୍‌.ଏ.): ମହାମାରୀ କରୋନକୁ ପ୍ରତିହତ ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ ଜାରିରହିଛି। ଏହି ସମୟରେ ବାହାର ରାଜ୍ୟକୁ କାମ ଧନ୍ଦା ପାଇଁ ଯାଇଥିବା ଶ୍ରମିକମାନେ ଫସି ରହିଛନ୍ତି। ସେମାନଙ୍କୁ ଘରକୁ ଫେରାଇ ଆଣିବାକୁ ସରକାର ପଦକ୍ଷେପ ନେଇଛନ୍ତି। ପଞ୍ଚାୟତ ସରପଞ୍ଚଙ୍କ ଜରିଆରେ…

ସଫେଇ କାର୍ଯ୍ୟ ସାରି ଘରକୁ ଫେରୁଥିବା ବେଳେ ସାଇକେଲରୁ ପଡ଼ି କର୍ମଚାରୀଙ୍କ ଜୀବନ ଗଲା

କୃଷ୍ଣପ୍ରସାଦ,୨୭ା୪(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସିଅଣ୍ଡି ପଞ୍ଚାୟତରେ ଜଣେ ସଫେଇ କରୋନା ଯୋଦ୍ଧାଙ୍କ କାର୍ଯ୍ୟରତ ସମୟରେ ମୃତ୍ୟୁ ଘଟିଥିବା ଜଣାଯାଇଛି। ତାଙ୍କ ନାମ ଶରତ ନାୟକ। ସେ ସିଅଣ୍ଡି ଗ୍ରାମରେ ସଫେଇ କାର୍ଯ୍ୟ ସାରି ନିଜ ଗ୍ରାମ କହ୍ନେଇପୁରକୁ ଫେରୁଥିଲେ…

ଅଚାନକ ବ୍ଲକର ସମସ୍ତ ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ: ପରିବେଶ ସଫାସୁତରା ରଖିବାକୁ ଦେଲେ ପରାମର୍ଶ

ଶେରଗଡ଼,୨୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ସୋମବାର ଭୋର୍‌ରୁ ଶେରଗଡ଼ ବ୍ଲକ ଗସ୍ତ କରି ପ୍ରଥମେ ଗୋବିନ୍ଦପୁର ଉଚ୍ଚ ବିଦ୍ୟାଳୟ, ଧନନ୍ତ୍ରରସ୍ଥିତ ନାଥେଶ୍ୱର ଉଚ୍ଚ ବିଦ୍ୟାଳୟରେ ହୋଇଥିବା ଆଇସୋଲେଶନ କେନ୍ଦ୍ର ତଦାରଖ କରିଥିଲେ। ସେଠାରେ ପାଇଖାନା ଠିକ ନ ଥିବା…

ପାପଡ଼ାହାଣ୍ଡିରେ କାଳବୈଶାଖୀ ତାଣ୍ଡବ: ଉଡ଼ାଇନେଲା ଘର ଛପର, ଭାଙ୍ଗିଲା ଗଛ

ପାପଡ଼ାହାଣ୍ଡି, ୨୭।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ରବିବାର କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ ବିଶେଷଭାବେ ପ୍ରଭାବିତ ହୋଇଛି ଜଟାବାଲ ପଞ୍ଚାୟତ। ପଞ୍ଚାୟତର ବାରିଗୁଡ଼ା, କୃଷ୍ଣଗୁଡ଼ା, ଝାରମୁଣ୍ଡା ଓ ଆଦିବାସୀଗୁଡା ଅଞ୍ଚଳର ବହୁ ଘରର ଚାଳ ଛପର ଉଡ଼ିଯାଇଥିବା ବେଳେ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୪, ୮୩,୪୪୧ ଟଙ୍କା ପ୍ରଦାନ କଲା ଶେରଗଡ଼ ବ୍ଲକ ଶିକ୍ଷକ ସଂଘ

ଶେରଗଡ଼,୨୭ା୪(ଡି.ଏନ୍‌.ଏ.) : କରୋନା ମହାମାରୀ ପାଇଁ ସମସ୍ତେ ସହାୟତାର ହାତ ବଢ଼ାଉଥିବା ବେଳେ ଶେରଗଡ଼ ଶିକ୍ଷକମାନେ ମଧ୍ୟ ଗୋଟିଏ ଦିନର ଦରମା ପ୍ରଦାନ କରିଛନ୍ତି। ଶେରଗଡ଼ ବ୍ଲକ ଶିକ୍ଷକ ସଂଘ ପକ୍ଷରୁ ରାଜ୍ୟ କୋଭିଡ୍‌ ଫଣ୍ଡ୍‌କୁ ୪ଲକ୍ଷ ୮୩ ହଜାର ୪୪୧ଟଙ୍କା…

ଲକ୍‌ଡାଉନ କଟକଣା ଉଲ୍ଲଂଘନ: ଜୁଆ ଖେଳି ୬ ଗିରଫ, ୫ ହଜାର ଜବତ

ପୁରୁଷୋତ୍ତମପୁର, ୨୭।୪(ଡି.ଏନ୍‌.ଏ.): ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଗଞ୍ଜାମ ଜିଲାରେ ଏହାକୁ ଉଲ୍ଲଂଘନ କରାଯାଇଛି। ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ପକ୍ଷରୁ ରବିବାର ରାତ୍ରରେ ଚଢ଼ାଉ କରାଯାଇ ୬ ଜଣଙ୍କୁ…

ଦୋକାନରୁ ଔଷଧ କିଣାରୁ ମିଳୁଛି ତଥ୍ୟ: ୮୧ ଜଣଙ୍କଠାରେ ଶ୍ୱାସକ୍ରିୟା ସମସ୍ୟା, ଫ୍ଲୁ ଥିବା ସ୍ପଷ୍ଟ

ଛତ୍ରପୁର, ୨୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ସବୁ ଘରୋଇ ଔଷଧ ଦୋକାନୀ ସେମାନଙ୍କ ଦୋକାନରୁ ଔଷଧ କିଣୁଥିବା ଲୋକଙ୍କ ତଥ୍ୟ ଦୈନିକ ଡ୍ରଗ ଇନ୍ସପେକ୍ଟରଙ୍କୁ ଦେବା ବାଧ୍ୟତାମୂଳକ ରହିଛି। ତେବେ ଗତ ତିନିଦିନରେ ଜିଲାର ୪୮୮ ଦୋକାନରୁ ୭ ହଜାର ୭୪୨ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri