ଆମ ଜିଲା ଖବର

ଏସଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୫ଟି ସ୍ଥାନରେ ଚାଲିଛି ତନାଘନା

ଭଞ୍ଜନଗର,୨୬/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି। ଏକା ସମୟରେ ୫ଟି ସ୍ଥାନରେ…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ, ଦୀପ, ଫୁଲ…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି କରିବା ତ ଦୂରର କଥା, ଏପର୍ଯ୍ୟନ୍ତ ସେମାନେ ଖରିଫ ଧାନ ବିକ୍ରି ପାଇଁ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ ମିଶିବା ପରେ ଜିଲା ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ରବୀନ୍ଦ୍ରଙ୍କ ସହ ତାଙ୍କୁ ସମର୍ଥନ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି ଚାଳନାରେ ଚୂଡାମଣି ଗ୍ରାମର ମାନସ ସେଠୀ ନାମକ ଜଣେ ଯୁବକ ଆହତ ହୋଇଛନ୍ତି।…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା ସହ ଏବେ ପଶୁପକ୍ଷୀଙ୍କ ପ୍ରତି ମଧ୍ୟ ସେମାନେ ନିଷ୍ଠୁର ସାଜିଛନ୍ତି। ଏହିଭଳି ଏକ…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ଦେଶ୍ୟରେ ବୁଧବାର ଭଞ୍ଜନଗର ଉପ ଜିଲାପାଳଙ୍କ ଅନୁପସ୍ଥିତିରେ ଡେପୁଟୀ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା ଦୁଇ ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ରାସ୍ତାରୁ ଉଠାଇ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟଚିକିତ୍ସାଳୟକୁ ପଠାଇଥିବାର…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର ପ୍ରଚାରିତ ହେବା ପରେ ସମଗ୍ର ଅଞ୍ଚଳରେ କୋକୁଆ ଭୟ ଖେଳିଯାଇଛି। ବିଶେଷ କରି…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ପୌର ପରିଷଦ ଅଧିନ ୱାର୍ଡ଼ ନଂ-୪ ପଠାନପଡାର ଏମଡି ସନୁ(୨୯), ଅଫରାଜ…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ ଦୀର୍ଘଦିନ ଧରି ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ମଙ୍ଗଳବାର…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା ୨୧ ଦିନ, ୧୮ ଦିନ, ୧ ୩ ଓ ୧୧ ଦିନ ଧରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri