ଆମ ଜିଲା ଖବର

ହାତୀ ସହ ମୁହାଁମୁହିଁ ଏଡ଼ାଇବ ମୋବାଇଲ ଆପ୍‌

ଅନୁଗୋଳ ଅଫିସ, ୧୨।୬ – ଜଙ୍ଗଲ ମଧ୍ୟରେ କ’ଣ ଘଟୁଛି, କେଉଁ ହିଂସ୍ରଜନ୍ତୁ ଜନବସତିର କେତେ ନିକଟରେ ଅଛନ୍ତି, କେଉଁଠି କାହା ପାଇଁ କିଛି ବିପଦ ଆଶଙ୍କା ରହିଛି କି ନାହିଁ, ଏହା ଏବେ ସିଧାସଳଖ ଜାଣିପାରିବେ ବନ ବିଭାଗ ଅଧିକାରୀ…

୬ ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଢେଙ୍କାନାଳ ଅଫିସ, ୧୨।୬ – ଢେଙ୍କାନାଳ ଜିଲାରେ ଚୋରା ବାଲି ଏବଂ ପଥର ବ୍ୟବସାୟୀଙ୍କ ଦୌରାତ୍ମ୍ୟ ପ୍ରଶାସନର ମୁଣ୍ଡବ୍ୟଥା ବଢ଼ାଇଛି। ଏହାକୁ ରୋକିବାରେ ପୋଲିସ ଏବଂ ତହସିଲ କର୍ତ୍ତୃପକ୍ଷ ବିଫଳ ହେବା ପରେ ଆକ୍ସନ ମୁଡ୍‌କୁ ଆସିଛି ଜିଲା ପ୍ରଶାସନ। ଅଧିକାରୀଙ୍କ…

ମଷ୍ଟରରୋଲରେ ଅନିୟମିତତା

ପରଜଙ୍ଗ, ୧୨।୬(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କନ୍ତୁରୁ ପଞ୍ଚାୟତ ଅଧୀନ ଚାନ୍ଦପୁର ଗ୍ରାମରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ବଡ଼ବନ୍ଧଠାରୁ ଭଣ୍ଡାରିପଶି ଯାଏ କରାଯାଉଥିବା ଫିଲ୍ଡ ଚ୍ୟାନେଲ…

ଉଠୁନି ଖର୍ଚ୍ଚ: କ୍ଷତି ସହୁଛନ୍ତି ବସ୍‌ ମାଲିକ

କେନ୍ଦୁଝର, ୧୨। ୬ (ସ୍ବ.ପ୍ର.)-ଯାତ୍ରୀବାହୀ ବସ୍‌ ସେବା ଆରମ୍ଭ ହୋଇଥିଲେ ମଧ୍ୟ ବସ୍‌ରେ ଯିବାକୁ ଯାତ୍ରୀ ଅମଙ୍ଗ ା କରୋନା କଟକଣା ପାଇଁ ଯାତ୍ରୀମାନେ ବସରେ ଯାତାୟାତ କରିବାକୁ ଭୟ କରୁଛନ୍ତି ା ଏଣୁ ବହୁ ଜରୁରୀ ନ ହେଲେ କେହି…

ଋଣ କରାଇ ଦେବା ନାଁରେ ଠକେଇ, ୨ ଗିରଫ

ରାଇରଙ୍ଗପୁର,୧୨ା୬(ଡି.ଏନ୍‌.ଏ.)- ଋଣ କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ପୋଲିସ ବୁଧବାର ୨ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ରାଇହରି ଗ୍ରାମର ପବିତ୍ର କୁମାର ପାତ୍ର ଏବଂ…

ଏନ୍‌ଏଚ୍‌ ମରାମତି ପାଇଁ ଜିଲାପାଳଙ୍କୁ ଦାବିପତ୍ର

ଯୋଡ଼ା, ୧୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲାର ଜୀବନ ରେଖା କୁହାଯାଉଥିବା ୫୨୦ନଂ ଜାତୀୟ ରାଜପଥର ମରାମତି ପାଇଁ ଯୋଡା ବ୍ଲକ ଅନ୍ତର୍ଗତ ୫ଟି ପଞ୍ଚାୟତର ସରପଞ୍ଚ କେନ୍ଦୁଝର ଜିଲାପାଳଙ୍କୁ ଲିଖିତ ଦାବିପତ୍ର ଦେଇଥିବା ଜଣାପଡିଛି। ଏଥିରେ ଦର୍ଶାଯାଇଛି ଯେ, ଏହି ଜାତୀୟ ରାଜପଥ…

ସୁସ୍ଥ ହୋଇ ଫେରିଲେ ପଦ୍ମଶ୍ରୀ କମଳା ପୂଜାରୀ

ଜୟପୁର ,୧୧ା୬ (ଡି.ଏନ.ଏ )- ଅସୁସ୍ଥ ହୋଇ ପ୍ରଥମେ ଜୟପୁର ପରେ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଚିକିତ୍ସାଧୀନ ଥିବା ପଦ୍ମଶ୍ରୀ କମଳା ପୂଜାରୀ ଗୁରୁବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି ା ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ…

ବାଲେଶ୍ୱରରେ ହେବ ଦେଶର ପ୍ରଥମ ପାଇଲଟ ପ୍ରୋଜେକ୍ଟ

ଭୋଗରାଇ, ୧୧ା୬(ଡ଼ି. ଏନ. ଏ. )-ମତ୍ସ୍ୟଚାଷ ଓ ମତ୍ସ୍ୟଜୀବୀଙ୍କ ସକାଶେ ଭାରତର ପ୍ରଥମ ପାଇଲଟ ପ୍ରୋଜେକ୍ଟ କେନ୍ଦ୍ରମନ୍ତ୍ରୀ ପ୍ରତାପଚନ୍ଦ୍ର ଷଡ଼ଙ୍ଗୀଙ୍କ ପ୍ରଚେଷ୍ଟାରେ ବାଲେଶ୍ୱରରେ ଖୁବ୍‌ଶୀଘ୍ର ହେବାକୁ ଯାଉଛି l ଏଥି ନିମନ୍ତେ ୨ଲକ୍ଷ ଲୋକଙ୍କୁ କର୍ମନିଯୁକ୍ତି ଯୋଗାଇ ଦିଆଯିବ। ଏନେଇ ଭୋଗରାଇ…

ବେଡ୍‌ ଛାଡ଼ି ଦୌଡ଼ି ପଳାଇଲେ ରୋଗୀ

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ରୋଗୀ ଗୁରୁବାର ହଠାତ୍‌ ବେଡ୍‌ ଛାଡ଼ି ବଜାରକୁ ଦୌଡ଼ି ପଳାଇବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ଉପସ୍ଥିତ ଥିବା ସୁରକ୍ଷା କର୍ମୀ ତାଙ୍କୁ କାବୁ କରିବା ପରେ କର୍ତ୍ତୃପକ୍ଷ…

ସୁରକ୍ଷାକର୍ମୀ ନିୟୋଜିତ କରୁନି ଠିକାସଂସ୍ଥା  

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁରକ୍ଷା କର୍ମୀ ନିୟୋଜିତ କରିବାକୁ ଏକ ଠିକାସଂସ୍ଥା ଦୁଇବର୍ଷ ତଳୁ ଟେଣ୍ଡର ନେଇଥିଲେ ବି ଏଯାଏ ଜଣକୁ ହେଲେ ନିଯୁକ୍ତି ଦେଇନାହିଁ। ଫଳରେ ନିଜ ତରଫରୁ ସୁରକ୍ଷା କର୍ମୀ ମୁତୟନ ସହ…

ଅନୁଗୋଳରେ ୬ କରୋନା ପଜିଟିଭ୍‌ ଚିହ୍ନଟ

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ଏକ ଅସ୍ଥାୟୀ ମେଡିକାଲ ସେଣ୍ଟରରୁ ଗୁରୁବାର ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ତାମିଲନାଡ଼ୁ ଫେରନ୍ତା ହୋଇଥିବାବେଳେ ବୟସ ୨୦ ରୁ ୪୪ ବର୍ଷ ମଧ୍ୟରେ ବୋଲି…

ଟ୍ରକ୍‌ ଧକ୍କାରେ ସିଆର୍‌ସିସିଙ୍କ ମୃତ୍ୟୁ : ଜଗତ୍‌ସିଂହପୁର-ମାଛଗଁା ରାସ୍ତାରେ ୧ ଘଣ୍ଟା ଯାତାୟାତ ଠପ୍‌

ବାଲିକୁଦା,୧୧ା୬(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ କନ୍ଦରପୁର-ନୂଆଗଁା ରାସ୍ତାର ଗୋପାଳପୁର ଛକଠାରୁ ୧୦୦ ମିଟର ଦୂରରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ପଥର ବୋଝେଇ ଟ୍ରକ୍‌ ବାଇକ୍‌ ଚାଳକଙ୍କ ଉପରେ ଚଢ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?