ଆମ ଜିଲା ଖବର

କର୍ମଚାରୀଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର ଚୋରି

ଯୋଡ଼ା, ୧୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ବନେଇକଳା ବସ୍ତିରେ ଭଡା ଘରେ ରହୁଥିବା ଜଣେ କମ୍ପାନୀ କର୍ମଚାରୀଙ୍କ ଘରୁ ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସୂଚନାନୁଯାୟୀ, ଏସଏମ ବର୍ମା…

ଦୁର୍ଘଟଣାରେ ୨ ଛାତ୍ରଙ୍କ ଜୀବନଗଲା

ଠାକୁରମୁଣ୍ଡା,୧୧ା୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ଟାଙ୍ଗୁରସାହି ନିକଟରେ ଗୁରୁବାର ଏକ ବାଇକ୍‌ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଠାକୁରମୁଣ୍ଡା ଥାନା ଅଧୀନ ଗୁହାଳଡିହି ଗ୍ରାମର ବାସୁଦେବ ପାଲଟାଙ୍କ ପୁଅ ସୁନୀଲ ଏବଂ ରାମ ଦାସଙ୍କ…

ଧରାପଡ଼ିଲା ଆନ୍ତଃରାଜ୍ୟ କଇଁଛ ଚୋରା ଚାଲାଣ ର଼୍ୟାକେଟ: ୪୦ କେଜି କଇଁଛ ଜବତ, ୪ ଗିରଫ

ଏମ୍‌ଭି ୭୮,୧୧ା୬(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ପଡ଼ିଆ ଓ କାଲିମେଳା ବ୍ଲକର ବିଭିନ୍ନ ସ୍ଥାନରେ କଇଁଛ ଚୋରା ଚାଲାଣ କରାଯାଉଥିବା ଅଭିଯୋଗ ହୋଇ ଆସୁଥିଲା। ଏଥିରେ ଆନ୍ତଃରାଜ୍ୟ ର଼୍ୟାକେଟ ସମ୍ପୃକ୍ତ ଥିବା ଜଣାପଡିବା ପରେ ବନ ବିଭାଗ ନଜର ରଖିଥିଲା। ଗୁରୁବାର ଚଢାଉ…

କୋଭିଡ୍‌-୧୯ ନିୟମ ଉଲ୍ଲଂଘନ: ୨ ଦୋକାନ ସିଲ

ଖୋର୍ଦ୍ଧା ଅଫିସ,୧୧ା୬ : ସାମାଜିକ ଦୂରତ୍ୱ ଏବଂ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ କରିଥିବାରୁ ଖୋର୍ଦ୍ଧା ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସହରର ଦୁଇ ଶାଢୀ ଦୋକାନକୁ ସାମୟିକ ଭାବେ ସିଲ୍‌ କରାଯାଇଛି ବୋଲି କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ କହିଛନ୍ତି।…

ଆହତ କୃଷ୍ଣସାର ଉଦ୍ଧାର, ବନବିଭାଗକୁ ହସ୍ତାନ୍ତର

ଜଗନ୍ନାଥପ୍ରସାଦ,୧୧ା୬(ଡି.ଏନ୍‌.ଏ.)- ଜଗନ୍ନାଥପ୍ରସାଦ ଭାବସର ଗ୍ରାମ ମୁଖ୍ୟରାସ୍ତା ଉପରେ ଗୁରବାର ସକାଳ ପ୍ରାୟ ୯ଟାରେ କୌଣସି ଏକ ଗାଡି ଧକ୍କାରେ ଆହତ ହୋଇ ଏକ କୃଷ୍ଣସାର ମୃଗ ପଡିଥିଲା। ଗ୍ରାମର କେତେଜଣ ଯୁବକ ଆହତ ମୃଗଟିକୁ ଉଦ୍ଧାର କରିଥିଲେ। ପରେ ପ୍ରାଣୀଧନ ବିଭାଗ…

ସଙ୍ଗରୋଧ କେନ୍ଦ୍ରରେ ଅନ୍ତେବାସୀଙ୍କ ହୋହଲ୍ଲା

ବୁଗୁଡ଼ା,୧୧ା୬(ଡି.ଏନ.ଏ)- ବୁଗୁଡ଼ା ବ୍ଲକ ଗୋଲିଆ ପଞ୍ଚାୟତସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ବୁଧବାର ରାତିରେ ନୂଆକରି ଆସିଥିବା ୧୬ଜଣ ଅନ୍ତେବାସୀ ହୋହଲ୍ଲା କରିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ସେମାନଙ୍କୁ ଅନ୍ୟଏକ ସଙ୍ଗରୋଧ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି। ଉକ୍ତ ସଙ୍ଗରୋଧ…

୧୩ ମଧ୍ୟରାତ୍ରରୁ ବାଲି ହରଚଣ୍ଡୀ ପୀଠରେ ୧୪୪ ଧାରା

ବ୍ରହ୍ମଗିରି,୧୧।୬(ଡି.ଏନ.ଏ.)- ଦିନ କେଇଟା ପରେ ଓଡ଼ିଶାର ଗଣ ପର୍ବ ରଜ ଉତ୍ସବ। ଏହି ଉତ୍ସବକୁ ନେଇ ପ୍ରତିଟି ଶକ୍ତି ପୀଠ ହୋଇଥାଏ ଚଳଚଞ୍ଚଳ। ଏହି ଶକ୍ତପୀଠଗୁଡ଼ିକ ମଧ୍ୟରୁ ବ୍ରହ୍ମଗିରି ବାଲି ହରଚଣ୍ଡୀ ପୀଠ ଅନ୍ୟତମ। ଉକ୍ତ ପୀଠରେ ୪ ଦିନ ଧରି…

ଝାରସୁଗୁଡାରେ ଦମ୍ପତିଙ୍କୁ କରୋନା

ଝାରସୁଗୁଡା ଅଫିସ,୧୧ା୬-ଝାରସୁଗୁଡା ଜିଲା ବ୍ରଜରାଜନଗର ଅଞ୍ଚଳରୁ ଗୁରୁବାର ଆଉ ୨ କରୋନା ରୋଗୀ (ଦମ୍ପତି) ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି। ଜିଲାପାଳଙ୍କ ଦାୟିତ୍ୱରେ ଥିବା ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ତପିରାମ ମାଝୀଙ୍କ…

ନାବାଳିକାଙ୍କୁ ଧମକ ଦେଇ ଯୁବକ ଗିରଫ

ଯୋଡ଼ା,୧୧।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ପୋଲିସ ସୂଚନାନୁଯାୟୀ, ଜୁରୁଡି ଅଞ୍ଚଳର ରବିନ ମହାନ୍ତ ନାମକ ଜଣେ ଯୁବକ ଜଣେ ନାବାଳିକାଙ୍କୁ ଫୋନ୍‌ ମାଧ୍ୟମରେ ହଇରାଣ ହରକତ…

ଖାଇବାକୁ ମିଳୁନି, ଋଣ ଅସୁଲ ହେଉଛି  

ସମ୍ବଲପୁର, ୧୧।୬ (ବ୍ୟୁରୋ)-ସରକାର ବ୍ୟାଙ୍କ ଓ ମାଇକ୍ରୋ ଫାଇନାନ୍ସ କମ୍ପାନୀ ଗୁଡିକର ଋଣ ଅସୁଲ କରିବା ଉପରେ ରୋକ୍‌ ଲଗାଇଛନ୍ତି। ହେଲେ ମାଇକ୍ରୋ ଫାଇନାନ୍ସ କମ୍ପାନୀ ଗୁଡିକ ନିର୍ଦ୍ଦେଶ ପାଳନ ନ କରି ମହିଳାମାନଙ୍କ ଠାରୁ ଋଣ ଅସୁଲ କରୁଛନ୍ତି ।…

କିଟ୍‌ କିଣା ଦୁର୍ନୀତିକୁ ନେଇ ଦାବିପତ୍ର ପ୍ରଦାନ

କେନ୍ଦୁଝର, ୧୧।୬ (ସ୍ବ.ପ୍ର./ଡି.ଏନ.ଏ.)-କରୋନା ସମୟରେ କିଟ୍‌ କିଣାରେ ହୋଇଥିବା ଦୁର୍ନୀତି ପ୍ରତିବାଦରେ କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ ଜରିଆରେ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲଙ୍କୁ ଏକ ୬ ଦଫା ଦାବିପତ୍ର ଗୁରୁବାର ପ୍ରଦାନ କରାଯାଇଛି। ଏହି ଅବସରରେ ଅନୁଷ୍ଠିତ ଖବରଦାତା…

୨୦ ଦିନ ହେଲା ଶଙ୍କରା ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ପ୍ୟାକ୍ସରେ ତାଲା

ବିନିକା,୧୧ା୬(ଡି.ଏନ୍‌.ଏ.)-ବିନିକା ବ୍ଲକର ଶଙ୍କରା ଧାନମଣ୍ଡିଠାରେ ଗତ ୨୦ ଦିନ ହେଲା ୭ ହଜାର ପ୍ୟାକେଟ୍‌ ଧାନ ବିକ୍ରି ପାଇଁ ଖୋଲା ଆକାଶ ତଳେ ପଡି ରହିଛି ା ଧାନ କିପରି ବିକ୍ରି ହେବ ସେ ନେଇ କୌଣସି ପଦକ୍ଷେପ ନିଆ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?