ଆମ ଜିଲା ଖବର

ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବଡ଼ଚଣା ଗସ୍ତ: ଅନୁପସ୍ଥିତ ଥିବାରୁ ୧୦ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ଚଣ୍ଡିଖୋଲ,୨୧।୧(ଡି.ଏନ୍‌.ଏ.): ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଅଚାନକ ବଡ଼ଚଣା ଗସ୍ତରେ ଆସି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଓ ବଡ଼ଚଣା ବାଳିକା ଉଚ୍ଚ ବିଦ୍ୟାଳୟକୁ ତନଖି କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନ ୧୦.୨୦ରେ ମନ୍ତ୍ରୀ ପହଞ୍ଚିବା ସମୟରେ ବ୍ଲକ ଶିକ୍ଷାଧିକାରୀଙ୍କ...

କୂଅକୁ ଠେଲି ଦାଦାଙ୍କୁ ହତ୍ୟା ଅଭିଯୋଗ, ପୁତୁରା ଅଟକ

ବଲାଙ୍ଗୀର ଅଫିସ, ୨୧।୧- ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଚୁଲିଫୁଙ୍କା ଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ସମ୍ପର୍କୀୟ କାକାଙ୍କୁ କୂଅ ଭିତରକୁ ଠେଲି ପୁତୁରା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗାଁର ଜଗଦାନନ୍ଦ ବେହେରା ମଙ୍ଗଳବାର ତାଙ୍କ କ୍ଷେତରେ...

ବିଭିନ୍ନ ଦାବି ନେଇ ଏଲଆଇସିର ଏଜେଣ୍ଟଙ୍କ ଧାରଣା

ରାୟଗଡ଼ା ଅଫିସ,୨୧।୧: ରାୟଗଡ଼ାର କସ୍ତୁରୀନଗରଠାରେ ଥିବା ଏଲଆଇସିର ମୁଖ୍ୟଶାଖାରେ ଏଲଆଇସିର ଏଜେଣ୍ଟଙ୍କ ପକ୍ଷରୁ ଲାଇଫ ଇନସ୍ୟୁରାନ୍ସ ଅଫ ଫେଡ଼େରେଶନ ଅଫ ଇଣ୍ଡିଆର ନିର୍ଦ୍ଦେଶ କ୍ରମେ ଏଲଆଇସିର ଏଜେଣ୍ଟମାନେ ରାୟଗଡ଼ା ଶାଖା ବିଭାଗ ପକ୍ଷରୁ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଧାରଣା ଦେଇଛନ୍ତି।...

ପିଏମ୍‌ଏୱାଇ ଯୋଜନାରେ ସମସ୍ତଙ୍କୁ ଘର ପ୍ରଦାନ ପାଇଁ ସିଏଚସି କେନ୍ଦ୍ରର ଶୁଭାରମ୍ଭ

ମାଲକାନଗିରି,୨୧।୧(ଡି.ଏନ.ଏ): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ଏମ.ଭି-୪୩ ଗ୍ରାମରେ ଜିଲାର ସମସ୍ତ ଗରିବଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ସହରାଞ୍ଚଳର ସମସ୍ତଙ୍କ ପାଇଁ ଘର ପ୍ରଦାନ ଲାଗି ଏକ ଗ୍ରାହକ ସେବାକେନ୍ଦ୍ରର ଶୁଭାରମ୍ଭ ହୋଇଛି। ଏହାକୁ ମାଲକାନଗିରି ବିଧାୟକ...

ଔଷଧ ଦୋକାନ ଉପରେ ଚଢ଼ାଉ

ରାୟଗଡ଼ା ଅଫିସ,୨୧।୧-ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ସହରର ସମସ୍ତ ଔଷଧ ଦୋକାନ ଉପରେ ଚଢ଼ାଉ କରାଯାଇଛି। ଡ୍ରଗ୍ସ ଇନ୍‌ସପେକ୍ଟର ପ୍ରିୟରଞ୍ଜନ ନାୟକଙ୍କ ନେତୃତ୍ୱରେ ଏବଂ ସ୍ଥାନୀୟ ପୋଲିସର ମିଳିତ ଉଦ୍ୟମରେ ଏହି ଚଢ଼ାଉ କରାଯାଇଥିଲା। ସହରରେ...

ନାଗରିକତା ସଂଶୋଧନ ଅଧିନିୟମ ଜନଜାଗରଣ ଯାତ୍ରା

କେନ୍ଦୁଝର,୨୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଭାଜପା ପକ୍ଷରୁ ନାଗରିକତା ସଂଶୋଧନ ଅଧିନିୟମ(ସିଏଏ) ଜନଜାଗରଣ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ଏମପି ରୁଦ୍ର ନାରାୟଣ ପାଣି ଯୋଗଦେଇ ଏହି ଐତିହାସିକ ବିଲକୁ ସମର୍ଥନ କରିବାକୁ ନିବେଦନ କରିଥିଲେ। ବିରୋଧୀମାନେ ଅଯଥାରେ...

ମହିଳା ମାଓବାଦୀଙ୍କ ଆମତ୍ସମର୍ପଣ

ମାଲକାନଗିରି, ୨୧।୧(ଡି.ଏନ.ଏ)-ମାଲକାନଗିରି ଜିଲା ପୋଲିସ କାର୍ଯ୍ୟାଳୟଠାରେ ଆରକ୍ଷୀ ଅଧୀକ୍ଷକ ରିଷିକେଶ ଡି. ଖିଲାରୀଙ୍କ ନିକଟରେ ମଙ୍ଗଳବାର ଜଣେ ମହିଳା ମାଓବାଦୀ ଆମତ୍ସମର୍ପଣ କରିଛି। ସେ ହେଲେ ଆଡମେ ମାଡ଼କାମି। ତାଙ୍କ ଘର ମାଥିଲି ଥାନା ଅନ୍ତର୍ଗତ କମାରପାଲ୍ଲୀ ଗ୍ରାମରେ ବୋଲି...

ଦୁର୍ଘଟଣାରେ ମୃତକ ପରିବାରକୁ କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଜି. ଉଦୟଗିରି, ୨୧ା୧( ଡି.ଏନ୍‌.ଏ.): ବୋଲେରୋ ଓ ଅଟୋ ଧକ୍କାରେ ସୋମବାର କନ୍ଧମାଳ ଜିଲା ଜି. ଉଦୟଗିରିର ନିଳିମା ମଲ୍ଲିକଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ମଙ୍ଗଳବାର ଜି. ଉଦୟଗିରି ନିକଟସ୍ଥ ନନ୍ଦଗିରିଠାରେ ରାଜ୍ୟ ରାଜପଥକୁ ଅଞ୍ଚଳବାସୀ...

ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ: ଅଧ୍ୟାପକଙ୍କୁ କୋର୍ଟଚାଲାଣ

କଣ୍ଟାପଡା,୨୧।୧(ଡି.ଏନ୍‌.ଏ.): ଟ୍ୟୁଶନ ଲାଗି କୋଚିଂ ସେଣ୍ଟରକୁ ଯାଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଓଲଟପୁର ପୋଲିସ ଜଣେ ଅଧ୍ୟାପକଙ୍କୁ ଗିରଫକରି ମଙ୍ଗଳବାର କୋର୍ଟଚାଲାଣ କରିଛି। ଗିରଫ ଅଧ୍ୟାପକ ହେଲେ କଟକ ଜିଲ୍ଲା ଅଡଶପୁର ଉଦୟନାଥ ମହାବିଦ୍ୟାଳୟ ବାଣିଜ୍ୟ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବରଗଡ଼ରେ ହେବ କ୍ୟାନ୍‌ସର ହସ୍ପିଟାଲ

ବରଗଡ ଅଫିସ,୨୧।୧- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବରଗଡ ଗସ୍ତରେ ଆସି ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା(ଖେଦାପାଲି) ନିକଟରେ ନିର୍ମିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା, ବିଜ୍ଞାନ କେନ୍ଦ୍ର ଉଦଘାଟନ କରିଛନ୍ତି। ଏହାସହିତ ଜିଲାର ଅନ୍ୟ କେତେକ ପ୍ରକଳ୍ପର ଉଦଘାଟନ...

ବିଦ୍ୟୁତ୍‌ ବିଲ୍‌ ଦେଇଥିବା ଭିକ୍ଷୁକଙ୍କୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ୍‌,୨୧।୧: ବକେୟା ବିଦ୍ୟୁତ୍‌ ବିଲ୍‌ ପଇଠ କରି ନ ଥିବା ଉପଭୋକ୍ତା ଉପରେ ସେସୁ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ବିଦ୍ୟୁତ ବିଲ୍‌ ପଇଠ ଲାଗି ସେସୁ କାର୍ଯ୍ୟାଳୟରେ ଲୋକଙ୍କ ଭିଡ ଦେଖିବାକୁ ମିଳିଛି। ବିଲ୍‌ ପଇଠ କରି...

୩ ଜିଲାର ସହରାଞ୍ଚଳ ଉନ୍ନୟନ ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

ଛତ୍ରପୁର, ୨୧।୧(ଡି.ଏନ୍‌.ଏ.): ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଜିଲାରେ ଥିବା ସହରାଞ୍ଚଳଗୁଡ଼ିକରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ଏକ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁର ସ୍ଥିତ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟ ଗୃହ ନିର୍ମାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri