ଆମ ଜିଲା ଖବର

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧଳାପଥର ଏଏସ୍‌ଆଇ

ଖୋର୍ଦ୍ଧା ଅଫିସ,୧୧ା୭ : ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଧଳାପଥର ଏଏସ୍‌ଆଇ ଅଶୋକ କୁମାର ପଣ୍ଡା ଲାଞ୍ଚ ନେବା ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ଜମିଜମା ଘଟଣାରେ ରଫାଦଫା ଲାଗି ସେ ୨୦ହଜାର ଟଙ୍କା ଲାଞ୍ଚ ନେଉଥିଲେ। ପ୍ରକାଶ…

ମାସ୍କ କିଣାବିକା ଦୁର୍ନୀତି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଖୋର୍ଦ୍ଧା ଅଫିସ,୧୧ା୬: ରାଜ୍ୟରେ କରୋନା ଭୂତାଣୁ କାୟା ବିସ୍ତାର କରିବାରେ ଲାଗିଛି। କରୋନା ମୁକାବିଲା ପରିବର୍ତ୍ତେ ରାଜ୍ୟରେ ମାସ୍କ କିଣାବିକା ଦୁର୍ନୀତି ଚାଲିଛି। ଏହାର ପ୍ରତିବାଦରେ ଗୁରୁବାର ଖୋର୍ଦ୍ଧା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

ରାଉରକେଲାରେ ମୃତଦେହ ଶୋଭାଯାତ୍ରାରେ ସାମିଲ ହେବା ଘଟଣା: ୫ଶହ ଲୋକଙ୍କ ନାମରେ ମାମଲା ରୁଜୁ କଲା ପୋଲିସ

ରାଉରକେଲା ଅଫିସ,୧୧।୬: ଗତ ୮ ତାରିଖରେ ରାଉରକେଲା ରେଲଓ୍ବେ କଲୋନିରେ ଏକ ହତ୍ୟାକାଣ୍ଡ ଘଟିଥିଲା। ମୃତକଙ୍କ ମୃତଦେହ ଶୋଭାଯାତ୍ରାରେ ୫ଶହରୁ ଅଧିକ ଲୋକ ସାମିଲ ହୋଇଥିଲେ। ମାସ୍କ ନ ପିନ୍ଧି, ସାମାଜିକ ଦୂରତ୍ୱ ନ ମାନି ଶୋଭାଯାତ୍ରାରେ ଲୋକମାନେ ଯାଇଥିଲେ। ଏହାକୁ…

ବାଲିଗୁଡ଼ାରେ ମୂର୍ତ୍ତି ଭାଙ୍ଗିବା ଘଟଣା: ତାତିଲା ବରଗଡ଼ ଡୁମାଲ ସେନା

ବରଗଡ଼ ଅଫିସ,୧୧ା୬: କନ୍ଧମାଳ ଜିଲା ବାଲିଗୁଡ଼ାରେ ସ୍ଥାପିତ ଡୁମାଲ ଜାତିର ଅଧିଷ୍ଠାତ୍ରୀ ଦେବୀ ମା’ ମାହେଶରୀଙ୍କ ମୂର୍ତ୍ତିକୁ କିଛିଦିନ ତଳେ ଦୁର୍ବୃତ୍ତମାନେ ଭାଙ୍ଗି ଦେଇଛନ୍ତି। ଏହି ଘଟଣା ଡୁମାଲ ସମାଜର ଲୋକଙ୍କ ଭାବାବେଗକୁ ଗଭୀର ଆଘାତ ଦେଇଛି। ଏପରିକି ଉକ୍ତ ମୂର୍ତ୍ତି…

ଚୌଦ୍ୱାର-କଟକ ବସ୍‌ ଚଳାଚଳ ଦାବି କଲେ ଲୋକେ

ଚୌଦ୍ୱାର,୧୧ା୬(ଡି.ଏନ୍‌.ଏ.): କରୋନା ମହାମାରୀ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା ହେବା ପରେ ଗତ ମାର୍ଚ୍ଚ ୨୩ରୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଫଳରେ ଯାତାୟାତ ପାଇଁ ଲୋକେ ନାହିଁ ନ ଥିବା ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଗତ…

ଖୁଣ୍ଟ ଅଛି, ମିଟର ବସିଛି, ଅନ୍ଧାରରେ ଗ୍ରାମବାସୀ

କେନ୍ଦୁଝର,୧୧ା୬(ସ୍ବ.ପ୍ର.): ଉପଯୁକ୍ତ ତଦାରଖ ଅଭାବରୁ କେନ୍ଦୁଝର ଜିଲାର ବହୁ ଗ୍ରାମରେ ବିଦ୍ୟୁତ୍‌ ଖୁଣ୍ଟ ପଡ଼ିଛି, ଘରେ ମିଟର ଓ ପାଇପ ଲଗାଯାଇଛି କିନ୍ତୁ ଲୋକମାନେ ବର୍ଷବର୍ଷ ଧରି ଅନ୍ଧାରରେ ରହୁଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ହରିଚନ୍ଦନପୁର ବ୍ଲକ ପୀଠଗୋଳା ଗ୍ରାମ…

ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ସାବିତ୍ରୀ ରଥ

କଟକ ଅଫିସ,୧୧।୬- ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ସାବିତ୍ରୀ ରଥ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍‌ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ଅବସରରେ ଅନ୍ୟ ବିଚାରପତି ଏବଂ…

ଦିନକ ପରେ ବଦଳିଲା ନିର୍ଦ୍ଦେଶ: ହେବନାହିଁ ଡିଏଲ୍‌/ଏଲ୍‌ଏଲ୍‌ ଟେଷ୍ଟ; ଆର୍‌ଟିଓ୍‌କୁ ନ ଯିବାକୁ ପରାମର୍ଶ

କଟକ ଅଫିସ,୧୧।୬- କରୋନା ସଂକ୍ରମଣ ଯୋଗୁ ମାର୍ଚ୍ଚ ୧୮ ତାରିଖ ପରଠାରୁ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟିଂ ବନ୍ଦ ରହିଛି। ଏହାକୁ ପୁନଃ ଚାଲୁ କରିବା ପାଇଁ ବୁଧବାର ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ପକ୍ଷରୁ ଘୋଷଣା କରାଯାଇଥିଲା। ହେଲେ ଗୁରୁବାର ଏହାକୁ…

ମାସ୍କ କିଣା ଦୁର୍ନୀତିର ତଦନ୍ତ ଦାବି କଲା କଂଗ୍ରେସ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଛତ୍ରପୁର,୧୧ା୬(ଡି.ଏନ୍‌.ଏ.): ଓଡ଼ିଶାରେ କରୋନା ମହାମାରୀ ବେଳେ ମାସ୍କ କିଣା ନେଇ ଦୁର୍ନୀତି ହୋଇଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି। ଏହାର ତଦନ୍ତ ପାଇଁ କଂଗ୍ରେସ ଦାବି କରିଛି। ପ୍ରଦେଶ କଂଗ୍ରେସ କମିଟିର ଡାକରାରେ ଗୁରୁବାର ଗଞ୍ଜାମ ଜିଲା କଂଗ୍ରେସ କମିଟି ପକ୍ଷରୁ…

ଝାଟିପିଟିଆ ଗ୍ରାମରେ ଦିଗପହଣ୍ଡି ପୋଲିସର ଚଢ଼ାଉ: ଦେଶୀ ମଦ ଜବତ, ଜଣେ ଗିରଫ

ଦିଗପହଣ୍ଡି,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଝାଟିପିଟିଆ ଗ୍ରାମରେ ବେଆଇନ ଭାବେ ମଦ ବିକ୍ରି କରାଯାଉଥିବା ଅଭିଯୋଗରେ ଶନିବାର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଗ୍ରାମର ଭଲା ସାହୁ। ସୂଚନାନୁଯାୟୀ, ଥାନା ଏସ୍‌ଆଇ ମଧୁସ୍ମିତା…

ଇପିଏଫ୍‌ ପେନସନ୍‌ ଭୋଗୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର

କଟକ ଅଫିସ,୧୧।୬: ଓଡ଼ିଶାରେ ଥିବା ୧ଲକ୍ଷ ୬୨ହଜାର ଇପିଏଫ୍‌ ପେନସନ୍‌ ଭୋଗୀ ଘୋର ଆର୍ଥିକ ଅଭାବ ଅନାଟନ ମଧ୍ୟରେ ଦିନ କାଟୁଛନ୍ତି। ବିନା ମହଙ୍ଗାଭତ୍ତାରେ ମାସିକ ମାତ୍ର ୩୦୦ରୁ ୩୦୦୦ଟଙ୍କା ମଧ୍ୟରେ ପେନସନ୍‌ ପାଉଥିବା ଏହି ବରିଷ୍ଠ ନାଗରିକମାନେ କେନ୍ଦ୍ର ସରକାରଙ୍କ…

ଦିଲ୍ଲୀ ଫେରନ୍ତା ପୁଅକୁ ସରପଞ୍ଚ ମା’ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଘଟଣା: ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌

ଭବାନୀପାଟଣା,୧୧ା୬(ସ୍ବ.ପ୍ର.) : କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସରପଞ୍ଚ ନନ୍ଦିତା ସାହୁ ଦିଲ୍ଲୀ ଫେରନ୍ତା ପୁଅକୁ ଘରକୁ ନ ନେଇ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇ୍‌ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?