ସରକାରୀ ଭ୍ରାମ୍ୟମାଣ ଆମ୍ବ ଦୋକାନରେ ପାଳନ ହେଉନି ସାମାଜିକ ଦୂରତ୍ୱ
କେନ୍ଦୁଝର,୧୧।୬(ସ୍ବ.ପ୍ର.): ସରକାରଙ୍କ ଓରମାସ ସଂସ୍ଥା ପକ୍ଷରୁ ଆରମ୍ଭ ହୋଇଛି ଭ୍ରାମ୍ୟମାଣ ଆମ୍ବ ବିକ୍ରି ବ୍ୟବସ୍ଥା। ଲୋକଙ୍କୁ ସୁଲଭ ମୂଲ୍ୟରେ ବିଭିନ୍ନ ପ୍ରକାରର ଆମ୍ବ ଯୋଗାଇ ଦିଆଯାଉଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏହି ବିକ୍ରି ଚାଲିଥିବା ଜଣାପଡ଼ିଛି। ତେବେ ଏହି ବିକ୍ରି ସମୟରେ…
ଚୋରା ବାଲିଖାଦାନ ଉପରେ ପ୍ରଶାସନର ମିଳିତ ଚଢାଉ
ସଜନାଗଡ,୧୧।୬(ଡି.ଏନ୍.ଏ): ବାଲେଶର ଜିଲା ନୀଳଗିରି ତହସିଲ ଅଧିନ କାଠପାଳ ଅଞ୍ଚଳ ସ୍ଥିତ ସୋନ ନଦୀ ଘାଟରେ ବାଲି ମାଫିଆ ସକ୍ରିୟ ହୋଇଉଠିଛନ୍ତି। ବାଲି ଚୋରାଚାଲାଣ ହେଉଥିବା ନେଇ ଖବର ପାଇବା ପରେ ନୀଳଗିରି ପ୍ରଶାସନ ବୁଧବାର ରାତିରେ ଚଢାଉ କରିଥିଲା। ଏହି…
ପୁନରୁଦ୍ଧାର ହେଉନି କଣ୍ଡସରା ନାଳ: ଦୁର୍ଦ୍ଦଶାରେ ଚାଷୀ
ରସୁଲପୁର, ୧୧।୬(ଡି.ଏନ୍.ଏ.): କୃଷି ଓ କୃଷକର ଉନ୍ନତି ଲାଗି କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା କରୁଛନ୍ତି। ଏଥିଲାଗି ବିପୁଳ ଟଙ୍କା ସରକାରୀ ତହବିଲରୁ ଖର୍ଚ୍ଚ କରାଯାଉଥିଲେ ବି କେତେକ ସ୍ଥାନରେ ଏହାର ଠିକ୍ ଭାବେ ବିନିଯୋଗ କରାଯାଉନି। ଏଥିଯୋଗୁ…
ମଉଳିଲା ରଜ ଉତ୍ସବ
କେନ୍ଦୁଝର,୧୧।୬(ସ୍ବ.ପ୍ର.): ଆଉ ଶୁଭିବ ନାହିଁ ରଜ ଗୀତ ଓ ଦୋଳିର କଟମଟ ଶବ୍ଦ। କାଂ ଭା ଦେଖିବାକୁ ମିଳିବ ଦୋଳି। କିନ୍ତୁ ପୂର୍ବଭଳି ରଜ ମହୋତ୍ସବ, ରଜ ସମାବେଶ, ମୀନା ବଜାର ଓ ରଙ୍ଗବେରଙ୍ଗ ପୋଷାକରେ ଦୋଳି ଖେଳ ଚଳିତ ଥର…
ଚିତ୍ରକୋଣ୍ଡାର ୧୮ଟି ପଞ୍ଚାୟତ ବସ୍ ସେବାରୁ ବଞ୍ଚିତ
ଚିତ୍ରକୋଣ୍ଡା,୧୧।୬(ଡି.ଏନ୍.ଏ): କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍ଡାଉନ ଘୋଷଣା ହେବା ପରେ ମାର୍ଚ୍ଚ ମାସ ୨୩ଠାରୁ ସମସ୍ତ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଥିଲା। ଫଳରେ ଲୋକଙ୍କା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଗତ କିଛି ଦିନ…
ଫୁଲୁରି ତେଲ ଲାଗି ହେଲେ ମହାପ୍ରଭୁ
ପୁରୀ ଅଫିସ,୧୧।୬: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଶ୍ରୀବିଗ୍ରହଙ୍କ ସେବାରେ ଲାଗିପଡ଼ିଛନ୍ତି। ଅଣସର ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ବୁଧବାର ଫୁଲୁରି ତେଲ ଲାଗି…
ସଡ଼କ ଦୁର୍ଘଟଣା ବୃଦ୍ଧି ନେଇ ସୁପ୍ରିମକୋର୍ଟ କମିଟି କ୍ଷୁବ୍ଧ
କଟକ ଅଫିସ,୧୧।୬: ରାଜ୍ୟରେ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ନେଇ ସଡ଼କ ସୁରକ୍ଷା ପାଇଁ ଗଠିତ ସୁପ୍ରିମ୍କୋର୍ଟ କମିଟି ଚିନ୍ତା ପ୍ରକାଶ କରିଛି। ଏହାକୁ ରୋକିବା ଦିଗରେ ରାଜ୍ୟ ସରକାର ନେଉଥିବା ପଦକ୍ଷେପ ଯଥେଷ୍ଟ ନୁହେଁ। ଦୁର୍ଘଟଣାଜନିତ ମୃତ୍ୟୁକୁ କମାଇବା ପାଇଁ…
ମହାନଦୀ ଗର୍ଭରେ ମନ୍ଦିର ଦଧିନଉତି
ନୟାଗଡ଼ ଅଫିସ,୧୧ା୬: ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗ୍ରାମ ଗୋପୀନାଥ ମନ୍ଦିର ଦଧିନଉତି ମହାନଦୀ ଗର୍ଭରେ ଠାବ ହୋଇଛି। ଭାରତୀୟ କଳା ଓ ସାଂସ୍କୃତିକ ଐତିହ୍ୟ ନ୍ୟାସ (ଇନ୍ଟାକ୍) ପକ୍ଷରୁ ମହାନଦୀ ଅବବାହିକା ଐତିହ୍ୟ ସ୍ଥଳ ପ୍ରଲେଖନ କାର୍ଯ୍ୟ ବେଳେ…
୭ ବିଚାର ବିଭାଗ ଅଧିକାରୀଙ୍କ ବଦଳି
କଟକ ଅଫିସ,୧୧।୬ : ରାଜ୍ୟରେ ବୁଧବାର ୭ଜଣ ବିଚାର ବିଭାଗ ଅଧିକାରୀଙ୍କର ବଦଳି ହୋଇଛି। ମନୀନ୍ଦ୍ର ଭୂଷଣ ସାହୁଙ୍କୁ ଭୁବନେଶ୍ୱର ଜେଏମ୍ଏଫ୍ସି ଏବଂ ପୃଥ୍ବୀରାଜ ପ୍ରଧାନଙ୍କୁ ଜେଏମ୍ଏଫ୍ସି (ଏଲ୍ଆର୍) ଭାବେ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ମାମି ବେହେରାଙ୍କୁ ବଣାଇ ଏସ୍ଡିଜେଏମ୍,…
ସ୍ନେହଲତା ଗଣବଳତ୍କାର, ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କଲା ସାବିତ୍ରୀବାଇ ଫୁଲେ ମହିଳା ସଙ୍ଗଠନ
ବଲାଙ୍ଗୀର ଅଫିସ/ଖପ୍ରାଖୋଲ, ୧୧ା୬(ଡି.ଏନ୍.ଏ.) ସ୍ନେହଲତା ଛତ୍ରିଆ ଗଣବଳତ୍କାର ଓ ହତ୍ୟା ଘଟଣାକୁ ପାଞ୍ଚ ବର୍ଷ ପୂରଛି। ହେଲେ ଅଦ୍ୟାବଧି ପୀଡିତ ପରିବାରକୁ ନ୍ୟାୟ ମିଳିନାହିଁ। ଘଟଣାର ସିବିଆ ତଦନ୍ତ ଦାବିରେ ପଶ୍ଚିମ ଓଡିଶା ସାବିତ୍ରୀବାଇ ଫୁଲେ ମହିଳା ସଙ୍ଗଠନ ପକ୍ଷରୁ ବୁଧବାର…
ଲକ୍ଡାଉନ୍ରେ ଜୀବିକା: ସଙ୍କଟରେ ଟେରାକୋଟା ଶିଳ୍ପୀ
କେନ୍ଦୁଝର,୧୧। ୬ (ସ୍ବ.ପ୍ର.)-ଜୀବନ ଜୀବିକାକୁ ଲକ୍ କରିଦେଇଛି କରୋନା ଲକ୍ଡାଉନ। ଏହି ଲକ୍ଡାଉନରେ ଜୀବିକା ହରାଇଛନ୍ତି ଘଟଗାଁ ବ୍ଲକ ବାଟହରିଚନ୍ଦନପୁର(ବଳଭଦ୍ରପୁର)ର ଟେରାକୋଟା କାରିଗର। ନିର୍ଜୀବ ମାଟିର କଣ୍ଢେଇରେ ରଙ୍ଗର ଆସ୍ତରଣ ଦେଇ ଜୀବନ୍ତ କରି ସମସ୍ତଙ୍କୁ ଲୋଭିତ କରି ଆସୁଥିବା ଏହି…
ଆଶା,ଆଶଙ୍କାରେ ଭକ୍ତ
ବାରିପଦା ଅଫିସ,୧୧ା୬- ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ମନ୍ଦିରରେ ଆଉ ୧୨ ଦିନ ପରେ ଅର୍ଥାତ୍ ୨୩ ତାରିଖରେ ହେବ ରଥଯାତ୍ରା। ମହାମାରୀ କରୋନାକୁ ନେଇ ଜୁନ୍ ୩୦ ପର୍ଯ୍ୟନ୍ତ ସମସ୍ତ ଧାର୍ମିକପୀଠସ୍ଥଳୀ…

