ମିଛ ଖବରରେ ଅଙ୍କୁଶ ଲଗାଇବ ମାର୍ଗଦର୍ଶିକା
ଢେଙ୍କାନାଳ ଅଫିସ, ୨୫।୪ – ସମ୍ପ୍ରତି ମିଛ, ତ୍ରୁଟିପୂର୍ଣ୍ଣ ଖବର ଭୟଙ୍କର ବିପଦ ଭାବେ ଉଭା ହୋଇଛି। ସୋସିଆଲ ମିଡିଆର ବହୁଳ ପ୍ରଚଳନ ଏପରି ମିଛ ଖବରର ବାହାକ ସାଜିଛି। ଏପରି ମିଥ୍ୟା ଖବର ରୋକିବାକୁ ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ…
କାଳବୈଶାଖୀ: ଭାଙ୍ଗିଲା ଗଛ, ଟାଓ୍ବାର
ଅନୁଗୋଳ ଅଫିସ/କଣିହଁ।/ ଭୁବନ,୨୫ା୪(ଡି.ଏନ.ଏ.) – ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ସମୟରେ ବଜ୍ରପାତ ଯୋଗୁ ୨ଜଣଙ୍କ ଜୀବନ ହାନି ହୋଇଛି। ସେମାନେ ହେଲେ ଅନୁଗୋଳ ବ୍ଲକ ବାଳୁଅକଟା ଗାଁର ନାରାୟଣ ସାହୁ…
ମିଳିଲା ଚୋରା କାରବାର ଚେର
ଅନୁଗୋଳ ଅଫିସ,୨୫ା୪ – ଲକ୍ଡାଉନ୍ ଯୋଗୁ ଅନୁଗୋଳ ସହରର ସମସ୍ତ ମଦ ଦୋକାନ ବନ୍ଦ ଥିଲେ ବି କିଛିଦିନ ହେଲା ଚଢ଼ା ଦରରେ ଚାଲିଥିଲା ଚୋରା କାରବାର। ଏ ନେଇ ଗତ ୨୧ ତାରିଖରେ ‘ଦୋକାନରେ ତାଲା, ଚୋରାରେ ଖୋଲାମେଲା’ ଖବର…
ଆମ୍ବୁଲାନ୍ସରେ ପାସେଞ୍ଜର ବୋହି ଅଡୁଆରେ ଚାଳକ
ପାଟଣା, ୨୫ା୪(ସ୍ବ.ପ୍ର.)-ସାରାଦେଶ କରୋନା ପାଇଁ ଲକ୍ଡାଉନ ଥିବା ବେଳେ କେତେକ ଲୋକ ଗଳାବାଟ ଦେଇ ଆଇନ ଉଲ୍ଲଂଘନ କରିବାକୁ ପଛାଉନାହାନ୍ତି। କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ଗ୍ରାମର ଜଣେ ଘରୋଇ ଆମ୍ବୁଲାନ୍ସ ଚାଳକ ଗୁରୁବାର ସାରେ ଲକ୍ଡାଉନକୁ ଉଲ୍ଲଂଘନ କରି…
ଆରଡ଼ିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଆରଡି,୨୫ା୪(ଡି.ଏନ୍.ଏ.)- ଭଦ୍ରକ ଜିଲାର ଆରଡି ପୀଠ ସମେତ ଏହାର ଆଖପାଖ ଅଞ୍ଚଳରେ ୬୦ ଘଣ୍ଟିିଆ ଶଟ୍ଡାଉନ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛିା ଗୁରୁବାର ଆରଡି ଫାଣ୍ଡି ପୋଲିସ ଆରଡି, ନାନ୍ଦପୁର, ଓଳଗ, ସୁନ୍ଦରପୁର ଆଦି ପଞ୍ଚାୟତର ବିଭିନ୍ନ ଛକ ଜାଗା ଓ ଗାଁରେ…
ସବୁଆଡେ ଖଁ। ଖଁ।
ଭଦ୍ରକ ଅଫିସ, ୨୫ା୪- ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବାରୁ ସବୁ ସ୍ତରରେ ଚିନ୍ତା ବଢିଛି। ଜିଲାବାସୀ ଏକ ପ୍ରକାର ଭୟ ଓ ଆତଙ୍କ ମଧ୍ୟରେ କାଳାତିପାତ କରୁଛନ୍ତି। ଶୁକ୍ରବାର ଏକାଦିନେ ୫ ପଜିଟିଭ ଚିହ୍ନଟ ହେବା ପରେ…
କୁଟରା ମାଂସ ଜବତ: ୩ ଶିକାରୀ ଗିରଫ
ଠାକୁରମୁଣ୍ଡା,୨୫ା୪(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅନ୍ତର୍ଗତ ବାଲିଘାଟ ସଂରକ୍ଷିତ ଜଙ୍ଗଲର କମ୍ପାର୍ମେଣ୍ଟ ନଂ. ୧୨ ତଳବନ୍ଧ ନାଳ ନିକଟରୁ ଗୁରବାର ରାତିରେ ବନ ବିଭାଗ ୩ ଶିକାରୀଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୧ କେ.ଜି କୁଟୁରା…
ଚୋରକୁ ପିଟି ହତ୍ୟା , ୫ଗିରଫ
ବାରିପଦା ଅଫିସ/ବେତନଟୀ,୨୫ା୪(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବେତନଟୀ ଥାନା ଦହିକୁଟି ପଞ୍ଚାୟତ ଅନ୍ତର୍ଗତ ଖମାରି ଗ୍ରାମର କେତେକ ଲୋକଙ୍କ ମାଡ଼ରେ ଜଣେ ଚୋରର ମୃତ୍ୟୁ ଘଟିଛି। ଏନେଇ ପୋଲିସ ଏକ ମାମଲା(ନଂ.୯୫/୨୦୨୦) ରୁଜୁ କରି ୫ ଜଣଙ୍କୁ ଗିରଫ କରିଛି। ମୃତକ ହେଲେ…
ପରିତ୍ୟକ୍ତ ଘରେ ରହୁଥିବା ଦମ୍ପତି ଗାଁକୁ ଫେରିଲେ
ଲଖନପୁର,୨୫ା୪(ଡି.ଏନ୍.ଏ.)-ଦାୟିତ୍ୱରେ ଥିବା ଅଧିକାରୀଙ୍କ ଅବହେଳା ପାଇଁ କେତେକ ସ୍ଥାନରେ କରୋନା ସନ୍ଦିଗ୍ଧ ବ୍ୟକ୍ତିମାନେ ସରକାରୀ ସୁବିଧା ସୁଯୋଗରୁ ବଞ୍ଚତ୍ତ ହେଉଛନ୍ତି । ଏଥିସହିତ ସେମାନେ ଗ୍ରାମବାସୀଙ୍କ ନିର୍ଯାତନାର ଶିକାର ହେଉଛନ୍ତି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଝାରସୁଗୁଡ଼ା…
କରୋନା ଯୁଦ୍ଧରେ ଆଉ ଜଣେ ଯୋଦ୍ଧାଙ୍କ କାହାଣୀ
ଦେବଗଡ଼,୨୫ା୪(ଡି.ଏନ.ଏ.) ଗତ ଜାନୁୟାରୀ ୨୯ରେ ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଆହତ ହୋଇଥିବା ମହିଳା କନ୍ଷ୍ଟେବଳ ସଂଯୁକ୍ତା ପାତ୍ର ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ନାହାନ୍ତି। ତଥାପି କରୋନା ମୁକାବିଲାରେ ତାଙ୍କ ସହକର୍ମୀମାନେ କାମରେ ଲାଗିଥିବାରୁ ଏହି…
ଲକ୍ଡାଉନ ଯୋଗୁ ଉଜୁଡିଲା ପରିବା ଚାଷ
ବୌଦ୍ଧ,୨୫ା୪(ସ୍ବ.ପ୍ର.)- ଶିଳ୍ପବିହୀନ ବୌଦ୍ଧ ଏକ କୃଷି ପ୍ରଧାନ ଜିଲା । ଏଠାକାର ୮୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରିଥାଆନ୍ତି । ଜିଲାରେ ଧାନ ଓ ପନିପରିବା ଚାଷ ଲୋକଙ୍କ ମୁଖ୍ୟ ଆୟକାରୀ ଫସଲ । ସେମାନେ ଚାଷରୁ ହିଁ…
ବେଣୁବାବା ମଠ ମହନ୍ତଙ୍କ ଦେହାନ୍ତ
ବରଗଡ଼ ଅଫିସ୍,୨୫।୪ ବରଗଡ଼ ଜୀରନଦୀ କୂଳ ଅମ୍ବାପାଲିରେ ରହିଥିବା ବେଣୁବାବା ମଠର ମହନ୍ତ ହରିଚରଣ ଦାସଙ୍କ ଶୁକ୍ରବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ ହୋଇଥିଲା । ସେ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।…
Archives


