ଆମ ଜିଲା ଖବର

ଚାଷୀଙ୍କ ସମସ୍ୟା ସମାଧାନ ଦାବି: ଗଞ୍ଜାମ ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୧୦।୬(ଡି.ଏନ୍‌.ଏ): ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲା ଅତିରିକ୍ତ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କୁ ବୁଧବାର ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ମୁଖ୍ୟ ଦାବି ଗୁଡିକ ମଧ୍ୟରେ ଗତ ଖରିଫ ଋତୁରେ…

ନୟାଗଡ଼ ଜିଲାରେ ୪ କରୋନା ପଜିଟିଭ୍‌: ୩ ସାହି କଣ୍ଟେନମେଣ୍ଟ, ୩ ସାହି ବଫର ଜୋନ୍‌ ଘୋଷଣା

ନୟାଗଡ଼ ଅଫିସ,୧୦।୬: ନୟାଗଡ଼ ଜିଲାରେ ବୁଧବାର ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ମଧ୍ୟଖଣ୍ଡ କ୍ବାରାଣ୍ଟାଇନ ସେଣ୍ଟରରୁ ୨, ଦଶପଲ୍ଲା କ୍ବାରାଣ୍ଟାଇନ ସେଣ୍ଟରରୁ ୧ ଓ ନୟାଗଡ଼ ବ୍ଲକ ଲେଙ୍କୁଡ଼ିପଡ଼ା କ୍ବାରାଣ୍ଟାଇନ ସେଣ୍ଟରରୁ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।…

ରଥଯାତ୍ରାକୁ ନେଇ ଆଶଙ୍କା ଦୂର ହେଉ

ପୁରୀ ଅଫିସ, ୧୦।୬: ଆସନ୍ତା ୨୩ ତାରିଖରେ ରଥଯାତ୍ରା। କିନ୍ତୁ ଏ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କିଛି ସ୍ପଷ୍ଟ କରାଯାଇ ନାହିଁ। ରଥଯାତ୍ରା ଆୟୋଜନକୁ ନେଇ ସମସ୍ତେ ଏବେ ଦ୍ୱନ୍ଦ୍ୱରେ ରହିଛନ୍ତି। ରଥଯାତ୍ରାକୁ ନେଇ ଆଶା ଆଶଙ୍କା ଲାଗି ରହିଛି। ସରକାର…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପାଟଣାଗଡ଼ ଡିଏଫ୍‌ଓ

ପାଟଣାଗଡ଼, ୧୦।୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ କେନ୍ଦୁପତ୍ର ଡିଏଫ୍‌ଓ ପ୍ରଣବ ମହାନ୍ତି ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ତାଙ୍କୁ ଗିରଫ କରାଯାଇଛି। ପ୍ରକାଶ ଯେ, ଡିଏଫ୍‌ଓ ମହାନ୍ତି ଡେପୁଟି ରେଞ୍ଜର ଚିତ୍ତରଞ୍ଜନ ଦେହୁରୀଙ୍କ ଦ୍ୱାରା…

ମଣ୍ଡିରୁ ଧାନ ନ ଉଠିବାରୁ ଅଭିନବ ପ୍ରତିବାଦ: ଜିଲାପାଳଙ୍କ ଅଫିସ ସମ୍ମୁଖରେ ଚାଷୀ ଖାଇଲେ ପଖାଳ

ବରଗଡ଼ ଅଫିସ,୧୦।୬: ବରଗଡ଼ ଜିଲାରେ ଧାନ କିଣାବିକାରେ ଅବ୍ୟବସ୍ଥା ଲାଗି ରହିଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହାର ପ୍ରତିବାଦରେ ବୁଧବାର ଚାଷୀ ଘରୁ ପଖାଳ ଧରି ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣାରେ ବସିବା ସହିତ ଧାନ…

ବରଗଡ଼ରେ ପୁଣି ୨ ନୂଆ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୦।୬: ବରଗଡ଼ ଜିଲାରେ ପୁଣି ୨ଜଣ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ ବିଜେପୁର ବ୍ଲକ ଅନ୍ତର୍ଗତ ବାନ୍ଦୁପାଲି କଣ୍ଟେନମେଣ୍ଟ ଜୋନ୍‌ ଅଞ୍ଚଳର ହୋଇଥିବା ବେଳେ ତାମିଲନାଡୁ ଫେରନ୍ତା ବୋଲି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା…

ଖୋର୍ଦ୍ଧାରେ ୮କରୋନା ପଜିଟିଭ ଚିହ୍ନଟ

ଖୋର୍ଦ୍ଧା ଅଫିସ,୧୦।୬: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କୁ ନେଇ ଏହି ସଂଖ୍ୟା ବଢ଼ୁଥିବା ବେଳେ ବୁଧବାର ଖୋର୍ଦ୍ଧା ଉପଖଣ୍ଡରେ ୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ବାଲୁଗାଁରୁ ୫, ଟାଙ୍ଗି…

୨୦୦ ଲିଟର ଦେଶୀ ମଦ ସହ ଅଟୋ ଜବତ, ଜଣେ ଗିରଫ

ଭଦ୍ରକ ଅଫିସ,୧୦।୬: ଭଦ୍ରକ ଟାଉନ ଥାନା ଅନ୍ତର୍ଗତ ଡାହାଣୀଗଡ଼ିଆ ଛକ ଅଂଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଚରମ୍ପା ଆଡୁ ବାଇପାସ ଆଡକୁ ଆସୁଥିବା ଏକ ଯାତ୍ରୀବାହୀ ଅଟୋରୁ(ଓଆର-୨୨ଏଫ୍‌-୯୨୩୭) ୨୦୦ ଲିଟର ଚୋରା ଦେଶୀ ମଦ ଜବତ ହୋଇଛି। ଭଦ୍ରକ ଡାହାଣିଗାଡ଼ିଆ ଛକ…

ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୧ ଛୁଇଁଲା

ଭଦ୍ରକ ଅଫିସ,୧୦।୬: ବୁଧବାର ଭଦ୍ରକ ଜିଲାରୁ ଜଣେ ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଚି଼ହ୍ନଟ ଜଣକ କୋଲକତା ଫେରନ୍ତା ଓ ସେ ସଙ୍ଗରୋଧ କେନ୍ଦ୍ରରୁ ଚି଼ହ୍ନଟ ହୋଇଥିବା କୁହାଯାଇଛି। ଜିଲାରେ ଏବେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୧ରେ ପହଞ୍ଚିଛି।

କାନ୍ତକବିଙ୍କ ସ୍ମୃତି ରକ୍ଷା ପାଇଁ ପଦକ୍ଷେପ ନିଆଯିବ: ପର୍ଯ୍ୟଟନ ମନ୍ତ୍ରୀ

ଭଦ୍ରକ ଅଫିସ,୧୦।୬: କାନ୍ତକବି ଲଷ୍ମୀକାନ୍ତ ମହାପାତ୍ର ସ୍ମୃତି ରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏମ୍‌ପି ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କ ସହ…

ପୁରୀରୁ ୭ ନୂଆ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୧୫

ପୁରୀ ଅଫିସ, ୧୦।୬: ପୁରୀ ଜିଲାରୁ ପୁଣି ୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବୁଧବାର ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ ପଜିଟିଭ ସଂଖ୍ୟା ୧୧୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୭ ଜଣ ସୁସ୍ଥ ହୋଇଥିଲା ବେଳେ ୨୮ଜଣ…

ଜି ଉଦୟଗିରିରେ ନୂତନ ଆଇଆଇସି ଭାବେ ଦାୟିତ୍ୱ ଗ୍ରହଣକଲେ ନରେଶ କୁମାର ସାହୁ

ଜି ଉଦୟଗିରି, ୧୦।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରି ଥାନାରେ ନୂତନ ଆଇଆଇସି ଭାବେ ନରେଶ କୁମାର ସାହୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଫୁଲବାଣୀ ଟାଉନ ଥାନା ଆଇଆଇସି ଭାବେ ଅବସ୍ଥାପିତ ଥିଲେ। ଦାୟିତ୍ୱ ଗ୍ରହଣପରେ ସେ ଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?