ପିକ୍ନିକ୍ ବସ୍କୁ ଧକ୍କା ଦେଲା ଗୋରୁ ବୋଝେଇ ଟ୍ରକ୍: ୭ ଗୁରୁତର
ଜଳେଶ୍ବର,୨୦।୧(ଡି.ଏନ.ଏ): ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ନନ୍ଦିକା ଛକ ନିକଟରେ ଏକ ପିକନିକ୍ ବସ୍କୁ ଧକ୍କା ଦେଇଛି ଗୋରୁ ବୋଝେଇ ଟ୍ରକ୍। ଏହି ଦୁର୍ଘଟଣାରେ ୭ ଜଣ ପର୍ଯ୍ୟଟକ ଗୁରୁତର ଆହତ ହୋଇଛନ୍ତି।...
ଘରକୁ ଫେରିଲେ ଇଞ୍ଜିନିୟର ଭିକାରି
ପୁରୀ ଅଫିସ/ଭୁବନେଶ୍ୱର,୨୦।୧(ବ୍ୟୁରୋ): ଘରୁ ବିମୁଖ ହୋଇ ଶ୍ରୀକ୍ଷେତ୍ରକୁ ଚାଲି ଆସିଥିଲେ। ଜଣେ ଉଚ୍ଚଶିକ୍ଷିତ ହୋଇ ମଧ୍ୟ କୌଣସି କାମଧନ୍ଦା ପାଇ ନ ଥିଲେ। କିଛିଦିନ ଏଣେତେଣେ ବୁଲିବା ପରେ ବଡ଼ଦାଣ୍ଡରେ ଭିକ୍ଷାବୃତ୍ତିକୁ ଗ୍ରହଣ କରିନେଇଥିଲେ। ଭକ୍ତଙ୍କଠାରୁ ଯାହାକିଛି ମିଳୁଥିଲା ତାହାକୁ...
ମଠଖାଇ ମହୋତ୍ସବ ଉଦ୍ଘାଟିତ
ବଲାଙ୍ଗୀର ଅଫିସ,୨୦ା୧ : ସର୍ବଭାରତୀୟସ୍ତରୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବ ରବିବାର ଉଦ୍ଘାଟିତ ହୋଇଛି ା ମଠଖାଇ ମହୋତ୍ସବ କମିଟି ଅଧ୍ୟକ୍ଷ ବିଧାୟକ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସନ୍ଧ୍ୟା ସଭାରେ ମୁଖ୍ୟଅତିଥି ଭାବେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ...
ଜଳିଗଲା ୧୧ ଏକର ଆଖୁ ଫସଲ
ଢେଙ୍କାନାଳ ଅଫିସ, ୨୦।୧: ଢେଙ୍କାନାଳ ସଦର ଥାନା ଭୋଜଦେଈପୁର ଗ୍ରାମ ଶିବ ମନ୍ଦିର ନିକଟ ଆଖୁ ଜମିରେ ରବିବାର ଅପରାହ୍ନ ୪ଟାରେ ଅଗ୍ନିକାଣ୍ଡ ଘଟି ପ୍ରାୟ ୧୧ଏକର ଫସଲ ପୋଡ଼ିଯାଇଛି। ଏଥିରେ ବିନୋଦିନୀ ଖିଲାର, ସସ୍ମିତା ନନ୍ଦ, କୁମୁଦିନୀ ମଲ୍ଲିକ, ଅବନ୍ତୀ...
ଦିବ୍ୟାଙ୍ଗ ପୁଓର ଚିକିଛା ସାହାଯ୍ ଆଶ୍ରେ ମା’ବାପ୍
ଲାଠୋର, ୨୦।୧ (ଡି.ଏନ୍.ଏ)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ସଦର ଗଁାର ଗୋବର୍ଦ୍ଧନ ପୁଟେଲକଁର ପୁଓ ଈଶ୍ୱର ପୁଟେଲ(୧୨)। ସେ ଜନ୍ମୁ ଦିବ୍ୟାଙ୍ଗ ଆଏ। ଆଏଜ୍କେ ୧୨ ବଛର ହେଲା ସେ ଉଚ ଚିକିଛା ଅଭାବୁ ଖଟେ ପଡ଼ି ରହିଥିବାର...
ଆଈବୁଢ଼ିର ହାତେ ୩ ଛେଉଁଡ୍ ଛୁଆକର ଭବିଷତ୍
ପର୍ଲା, ୨୦।୧ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲ ଛଞ୍ଚାଣବାହାଲି ପଁଚେତ୍ ଅଧୀନ ବେହେରାଗୁଡ଼ା ଗଁାର ସୁବାସ ଦୋରୁଆନ(୪୫)କଁର ଶୁକୁରବାର ମୁର୍ତୁ ହେଇଥିଲାବେଲେ ତାକର ୩ ଝି’ପୁଓ ବେସାହାରା ହେଇଯାଇଛନ୍। ଏନ୍ତାଥି ମା’ବାପ୍ ଛେଉଁଡ୍ ୩ ଭାଇବହେନ୍କର...
ସମାଜ ସଂସ୍କାରରେ ବରିଷ୍ଠ ନାଗରିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଅମରପାଲି, ୨୦।୧(ଡି.ଏନ.ଏ.) ସଂପ୍ରତି ସମାଜ ସଙ୍କୁଚିତ ହେବାରେ ଲାଗିଛି। ପରିବାରର ସଜ୍ଞା ଆମ ପରିବାର ନୁହେଁ, ମୋ ପରିବାରରେ ସୀମିତି ରହୁଛି। ବରିଷ୍ଠ ନାଗରିକଙ୍କୁ ପରିବାରର ବୋଝ ବୋଲି କୁହାଯାଉଛି। ଅନେକ ବରିଷ୍ଠ ନାଗରିକ ଏବେ ଅବହେଳିତ। ମାତ୍ର ମନେରଖିବା...
କ୍ୟାଣ୍ଡେଲ ନୁହେଁ ମଶାଲ ହିଁ ଆଣିବ ବିପ୍ଳବ
ବଲାଙ୍ଗୀର ଅଫିସ, ୨୦ା୧: ସର୍ବଭାତୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବ ଉଦ୍ଘାଟନୀ ସନ୍ଧ୍ୟାରେ ଢ଼େଙ୍କାନାଳର ଅଲଟରନେଟିଭ୍ ରିଦିମ୍ ଥିଏଟର ପକ୍ଷରୁ ଦିନେଶ ଦାସଙ୍କ ରଚିତ ଓ ନିର୍ଦ୍ଦେଶିତ ନାଟକ ପୁନଶ୍ଚ ସତ୍ୟାଗ୍ରହ ମଞ୍ଚସ୍ଥ ହୋଇଛି ା ସ୍ବାର୍ଥବାଦୀ ମଣିଷମାନଙ୍କୁ...
ନାଁ ଧନମତି, ଦାରିଦ୍ର୍ୟ-ଦୁଃଖ ଆଜନ୍ମ
ବୈପାରୀଗୁଡ଼ା,୨୦ା୧(ଡି.ଏନ୍.ଏ.) ନାଁ ତାଙ୍କର ଧନମତି। କିନ୍ତୁ ଦୁଃଖ ଓ ଦାରିଦ୍ର୍ୟ ତାଙ୍କର ଆଜନ୍ମ। ବୈପାରୀଗୁଡ଼ା ବ୍ଲକ ଚେରକା ପଞ୍ଚାୟତ ସିନ୍ଧିଗାଁ ନିକଟସ୍ଥ ଭେଜାପଦର ଗ୍ରାମର ଧନମତି ଗୌଡ଼ (୬୩)ଙ୍କ ଜୀବନ ହେଉଛି ଅତ୍ୟନ୍ତ ଦୁଃଖପୂର୍ଣ୍ଣ ଅଧ୍ୟାୟ। ଦିନ ମଜୁରିଆ ପରିବାରରେ...
ସମସ୍ୟାରେ ଅଟକିଛି ବାରିଝୋଲା ବିକାଶ
ରାୟଗଡ଼ା ଅଫିସ, ୨୦ା୧- ରାୟଗଡ଼ା ଜିଲା ସଦର ବ୍ଲକ୍ ହାଲୁଆ ପଞ୍ଚାୟତ ବାରିଝୋଲା ଗାଁରେ ଅନେକ ସମସ୍ୟା ଲାଗି ରହିଛି। ଦୀର୍ଘ ଦିନ ହେଲା ଶିକ୍ଷା, ସ୍ବାସ୍ଥ୍ୟ ଓ ପାନୀୟ ଜଳର ସମସ୍ୟା ରହିଥିଲେ ମଧ୍ୟ ତାହାର ସମାଧାନ ପାଇଁ...
ବଦଳିବ ଯାଉଁଳିପୋଖରୀ ମଠ ରୂପରେଖ
ଢେଙ୍କାନାଳ ଅଫିସ, ୨୦।୧: ବଦଳିବ ଐତିହ୍ୟସମ୍ପନ୍ନ ଯାଉଁଳିପୋଖରୀ ମଠର ରୂପରେଖ। ଏହାର ଉନ୍ନତୀକରଣ ଲାଗି ଆରମ୍ଭ ହୋଇଛି ପ୍ରୟାସ। ଏ ନେଇ ରବିବାର ମଠାଧୀଶ ମହନ୍ତ ମୋହନଦାସଜୀ ମହାରାଜଙ୍କ ପୌରୋହିତ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଏମ୍ପି...
ଶହେଦିନ ପରେ ବି ମିଳୁନି ସନ୍ଧାନ
ଆଠମଲ୍ଲିକ,୨୦ା୧(ଡି.ଏନ.ଏ.) ଆଠମଲ୍ଲିକ ଥାନା ଡିଗିପଦର ଗ୍ରାମର ଅଙ୍ଗନୱାଡି ସହାୟିକା ବାଲି ପ୍ରଧାନ ନିଖୋଜ ହେବାର ଶହେଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଏଯାଏ ତାଙ୍କର ସନ୍ଧାନ ପାଇପାରି ନାହିଁ। ଏହାକୁ ନେଇ ଗ୍ରାମର ଆଞ୍ଚଳିକ ମହିଳା ସୁରକ୍ଷା କମିଟି ଅସନ୍ତୋଷ ପ୍ରକାଶ କରିବା...
Archives


