ଆମ ଜିଲା ଖବର

କଟକଣା ମାନୁନାହାନ୍ତି ବାବୁ: ପ୍ରଶାସନ ନିର୍ଦ୍ଦେଶନାମା ଉଲ୍ଲଂଘନ ଚର୍ଚ୍ଚା

ଅନୁଗୋଳ ଅଫିସ୍‌, ୧୩ା୭: କୌଣସି ହଟ୍‌ସ୍ପଟ ଜିଲା ବା ରାଜ୍ୟ ବାହାରୁ ଆସୁଥିବା ଲୋକମାନେ ବାଧ୍ୟତାମୂଳକ ଭାବେ ୧୪ ଦିନିଆ ସରକାରୀ କ୍ବାରାଣ୍ଟାଇନ୍‌ରେ ରହିବେ ବୋଲି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଶନିବାର ନିର୍ଦ୍ଦେଶନାମା (ନଂ ୩୪୧/ଆବାସିକ/୧୧ା୭ା୨୦୨୦) ଜାରି କରାଯାଇଛି। ଏହାପୂର୍ବରୁ…

ପୂର୍ତ୍ତ ରାସ୍ତାରେ ପଥଚାରୀ ହୀନସ୍ତା: ଶୁଖିଲାରେ ଧୂଳି, ବର୍ଷାରେ କାଦୁଅ

କଣିହାଁ, ୧୩ା୭(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ ମହକୁମା ହାଟ ପଡିଆଠାରୁ ପାଉଁଶ ପୋଖରୀ କଡ ଦେଇ ଯାଇଥିବା ପୂର୍ତ୍ତ ରାସ୍ତାରେ ହୀନସ୍ତା ହେଉଛନ୍ତି ପଥଚାରୀ। ତାଳଚେର ପୂର୍ତ୍ତ ବିଭାଗ ଅଧୀନରେ ଥିବା ଏହି ରାସ୍ତା ଡେରେଙ୍ଗ, କାକୁଡିଆ, ବଡଗୁଣ୍ଡୁରୀ ପଞ୍ଚାୟତ…

ପଢ଼ି ହେଉନି କାନ୍ଥ କାହାଣୀ: ନିରାଶ ହେବେ ଭକ୍ତ, ପର୍ଯ୍ୟଟକ

ପୁରୀ ଅଫିସ,୧୩।୭କେନ୍ଦ୍ର ସରକାରଙ୍କ ଆଇକନ ସିଟି ତାଲିକାରେ ସ୍ଥାନ ପାଇଛି ଓଡ଼ିଶାର ଆଧ୍ୟାତ୍ମିକ ସହର ପୁରୀ। ଏଠାରେ ରହିଛି ବହୁ ପୁରାତନ ମଠ, ମନ୍ଦିର ଓ ଧର୍ମଶାଳା। ଶ୍ରୀମନ୍ଦିର ସାଙ୍ଗକୁ ମନୋରମ ବେଳାଭୂମି ବି ଅଛି। ତେଣୁ ଦେଶ ବିଦେଶରୁ ଲକ୍ଷାଧିକ…

ପ୍ରଘଟ ହେଉଛି କରୋନା ସଂକ୍ରମିତଙ୍କ ତଥ୍ୟ

ଅନୁଗୋଳ ଅଫିସ, ୧୩ା୭: କରୋନା ସଂକ୍ରମିତଙ୍କ ପରିଚୟ ବାହାରେ ପ୍ରକାଶ ନ କରିବାକୁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। କିନ୍ତୁ ଅନୁଗୋଳ ଜିଲାରେ ଠିକ୍‌ ଭାବେ ଏହା ପାଳନ କରାଯାଉ ନ ଥିବା ଦେଖାଯାଉଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲା…

ଗଳିକନ୍ଦିରେ ଧଳାଜହର

ଢେଙ୍କାନାଳ ଅଫିସ, ୧୩।୭: ଧଳାଜହର ବ୍ୟବସାୟର ନୂଆ ଠିକଣା ପାଲଟିଛି ଢେଙ୍କାନାଳ। ଗଳିକନ୍ଦିରେ ଖୋଲାଖୋଲି ବିକ୍ରି ହେଉଛି ବ୍ରାଉନସୁଗାର। ପୋଲିସ ଏବଂ ଅବକାରୀ ବିଭାଗ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ଏପରି ବେଆଇନ ବ୍ୟବସାୟ ଧୀରେ ଧୀରେ କାୟା ବିସ୍ତାର କରି…

ଓଡ଼ିଶାରେ ପ୍ରଥମ: ଚିଲିକାରେ ମାଛ ସଂଗ୍ରହାଳୟ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚିଲିକା ସହ ଯୋଡ଼ିହୋଇଛି ଆଉଏକ ସଫଳତା। ଦୀର୍ଘଦିନର ପ୍ରତୀକ୍ଷା ପରେ ଚିଲିକା ହ୍ରଦ କୂଳରେ ନିର୍ମାଣ ହୋଇଛି ଓଡ଼ିଶାର ପ୍ରଥମ ଫିଶ୍‌ ମ୍ୟୁଜିୟମ୍‌ ବା ମାଛ ସଂଗ୍ରହାଳୟ। ଏସିଆ ମହାଦେଶର ଏହି ସର୍ବବୃହତ୍‌ ଲବଣାକ୍ତ ହ୍ରଦ ଶତାଧିକ ପ୍ରଜାତି ମାଛଙ୍କ…

ମେଡିକାଲରୁ ଶିଶୁ ମୃତଦେହ ବାଇକରେ ନେଲେ ପରିବାର ଲୋକେ

ରାଇକିଆ,୧୩ା୭(ଡି ଏ ନ ଏ)- କନ୍ଧମାଳ ଜିଲା ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଯାଇଥିବା ଜଣେ ଶିଶୁଙ୍କ ମୃତ୍ୟୁପରେ ମୃତଦେହକୁ ପରିବାର ଲୋକେ କୌଣସି ସୁବିଧା ନ ପାଇ ବାଇକରେ ଘରକୁ ଆଣିଛନ୍ତି। ପ୍ରକାଶ ଯେ, ଶୁଗଡବଡ଼ି ଗ୍ରାମର…

ଏବେ ବି ଫେରୁଛନ୍ତି ପ୍ରବାସୀ

ଭଦ୍ରକ ଅଫିସ, ୧୩ା୭: ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୯୪ ଛୁଇଁଛି। ସରକାରୀ ଭାବେ ଜିଲାରେ ଜଣଙ୍କ ମୃତ୍ୟୁ ଘଟିଥିବା ଘୋଷଣା କରାଯାଇଥିବା ବେଳେ ବେସରକାରୀ ଭାବେ ଏହା ୨ ବୋଲି କୁହାଯାଉଛି। ମୁଖ୍ୟତଃ ଭଦ୍ରକ ଜିଲାକୁ…

ମୟୂରଭଞ୍ଜ ରାଜମାତାଙ୍କ ପରଲୋକ

ବାରିପଦା ଅଫିସ,୧୩ା୭: ମୟୂରଭଞ୍ଜ ରାଜମାତା ଶ୍ରୀମତୀ ଭାରତୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓଙ୍କ ବେଲଗଡ଼ିଆ ରାଜପ୍ରାସାଦରେ ରବିବାର ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୪ବର୍ଷ ହୋଇଥିଲା। ସେ ନେପାଳ ନରେଶ ତ୍ରିଭୁବନଙ୍କ କନ୍ୟା। ୧୯୫୨ ମସିହାରେ ମୟୂରଭଞ୍ଜ ମହାରାଜା ପ୍ରତାପ ଚନ୍ଦ୍ର…

ମୁହଁମାଡ଼ି ପଡ଼ିଛି ପର୍ଯ୍ୟଟନ ଶିଳ୍ପ

ପୁରୀ ଅଫିସ,୧୩ା୭: ପୁରୀ ଜିଲାର ପର୍ଯ୍ୟଟନ ସ୍ଥଳ ହେଉ କି ବେଳାଭୂମି ସବୁଠି ଏବେ ଛାଇଯାଇଛି ନିର୍ଜନତା। କୌଣସି ଦର୍ଶନୀୟ ସ୍ଥାନରେ ପର୍ଯ୍ୟଟକଙ୍କୁ ଦେଖିବାକୁ ମିଳୁନାହିଁି କି ଶୁଣାଯାଉନି କୋଳାହଳ। ପୁରୀ ହୋଟେଲଗୁଡ଼ିକରେ ସତେଯେମିତି ଜାରି ହୋଇଛି ଅଘୋଷିତ କର୍ଫ୍ୟୁ। ପ୍ରଥମେ…

ଭଙ୍ଗା କୁଡ଼ିଆରେ ବିତୁଛି ଦିନ

ଖପ୍ରାଖୋଲ, ୧୩ା୭(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ଜଲିଆବାହାଲ ଗାଁର କୃଷ୍ଣ ଦାସ( ୭୫)। ଗାଁମୁଣ୍ଡରେ ଭଙ୍ଗା ଦଦରା ଘରେ ସ୍ତ୍ରୀ ଲକ୍ଷ୍ମୀ (୭୦) ଓ ଭିନ୍ନକ୍ଷମ ପୁଅ ରଘୁନାଥ (୪୫) ସହ ରୁହନ୍ତି। ଜମିବାଡି କିଛ଼ି…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଟ୍ୟୁଶନ ସାର୍‌ ଅଟକ

ଗୁଣପୁର,୧୨ା୭(ଡି.ଏନ୍‌.ଏ.)-ଜଣେ ୬ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଟ୍ୟୁଶନ ସାର୍‌ଙ୍କ ନାମରେ ଅଭିଯୋଗ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ ପୁଟାସିଂ ଥାନା ଅଞ୍ଚଳରେ ଘଟିଛି ଏଭଳି ଘଟଣା। ସୂଚନା ଅନୁଯାୟୀ, ଦ୍ୱିତୀୟ ଶ୍ରେଣୀରେ ଅଧ୍ୟୟନ କରୁଥିବା ବାଳିକା ଏବଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?