ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟଣା: ୪ ମାସ ପରେ ଗାଡ଼ି ଜବତ, ଡ୍ରାଇଭର ଗିରଫ
ଭଦ୍ରକ ଅଫିସ, ୧୭।୧- ଗତବର୍ଷ ସେପ୍ଟେମ୍ବର ୧୦ ତାରିଖ ସକାଳେ ଭଦ୍ରକ ନୂଆ ବସ୍ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଥିଲା। ଦ୍ରୁତଗତିରେ ନାଲି ରଙ୍ଗର ଏକ ଚାରିଚକିଆ ଗାଡ଼ି ଦୁର୍ଘଟଣା ଘଟାଇ କଟକ ଆଡ଼କୁ...
ବାଲିଗୁଡ଼ାରେ ନୂତନ ଉପଜିଲାପାଳ ଭାବେ ଯୋଗଦେଲେ ଦେବେନ୍ଦ୍ର
ବାଲିଗୁଡା, ୧୭।୧.(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡରେ ଦୀର୍ଘଦିନ ଧରି ଉପ ଜିଲାପାଳ ପଦବୀ ଖାଲି ପଡିଥିଲା। ବାଲିଗୁଡ଼ାରେ ନୂତନ ଉପଜିଲାପାଳ ଭାବେ ଶୁକ୍ରବାର ଦେବେନ୍ଦ୍ର କୁମାର ନନ୍ଦ(ଓଏଏ୍ସ)ଦାୟିତ୍ୱ ଗ୍ରହଣ କରିଛନ୍ତିି l ଏହା ପୂର୍ବରୁ ସେ ସମ୍ବଲପୁର ମ୍ୟୁନିସିପାଲିଟିରେ...
ଦୈତାରୀରେ ଦନ୍ତା ଆତଙ୍କ: ଘର ଭାଙ୍ଗିଲା, ଆକ୍ରମଣରେ ସିଆଇଏସ୍ଏଫ୍ ଯବାନ ଗୁରୁତର
କେନ୍ଦୁଝର,୧୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୈତାରୀ ଖଣି ଅଞ୍ଚଳରେ ପ୍ରଥମେ ବାଘ ପରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ହାତୀ ଉପଦ୍ରବରେ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ବେଳେ ଜଣେ ସିଆଇଏସ୍ଏଫ୍ ଯବାନ ଗୁରୁତର ଆହତ ହୋଇଛନ୍ତି। ଯବାନଜଣକ...
ମାଲକାନଗିରି ଜିଲା ଗସ୍ତକରି ଲୋକଙ୍କ ସମସ୍ୟା ବୁଝିଲେ ଏମ୍ପି
କୋରୁକୋଣ୍ଡା,୧୭।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦକୁ ଏମ୍ପି ରମେଶ ଚନ୍ଦ୍ର ମାଝି ଶୁକ୍ରବାର ଗ୍ରସ୍ତ କରିଛନ୍ତି। ଏହି ଅବସରରେ ସେ ବାଲିମେଳା ନଗର ବିଜେଡି ପକ୍ଷରୁ ଆୟୋଜିତ ଏକ କର୍ମୀ ସମ୍ମିଳନୀରରେ ଯୋଗ ଦେଇଥିଲେ। ପରେ ଶ୍ରୀ...
୩୧ ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଉଦ୍ଯାପିତ
ବ୍ରହ୍ମପୁର ଅଫିସ, ୧୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଟ୍ରାଫିକ୍ ପୋଲିସ ଓ ଜିଲା ସଡ଼କ ସୁରକ୍ଷା ସମିତି ପକ୍ଷରୁ ୩୧ ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଗତ୧୧ ତାରିଖଠାରୁ ବ୍ରହ୍ମପୁର ଟ୍ରାଫିକ୍ ପୋଲିସ ଓ...
ଧାନ ବସ୍ତା ରଖି ମଣ୍ଡିରେ ଧାରଣା ଦେଲେ ଚାଷୀ
ଜଗତ୍ସିଂହପୁର ଅଫିସ,୧୭।୧: ଜଗତ୍ସିଂହପୁର ସଭାମୂଳ ଧାନମଣ୍ଡିରେ ଶୁକ୍ରବାର ଚାଷୀ ଧାରଣା ଦେଇଛନ୍ତି। ଧାନ ସଂଗ୍ରହ ପାଇଁ ୩୦ ଜଣ ଚାଷୀଙ୍କୁ ବାରଣ କରାଯିବାରୁ ସେମାନେ ଧାନ ବସ୍ତା ରଖି ଧାରଣାରେ ବସିଛନ୍ତି। ଯେ ପର୍ଯ୍ୟନ୍ତ ସେମାନଙ୍କ ଧାନ ଗ୍ରହଣ କରା...
ସଡ଼କ ସୁରକ୍ଷା ସପ୍ତାହ ଉଦ୍ଯାପିତ, ପୁରୀ ଜିଲାକୁ ଦୁର୍ଘଟଣାମୁକ୍ତ କରିବା ଲାଗି ଆହ୍ବାନ
ପୁରୀ ଅଫିସ,୧୭।୧: ପୌର ସଦନଠାରେ ଶୁକ୍ରବାର ୩୧ତମ ସଡକ ସୁରକ୍ଷା ସପ୍ତାହ ଉଦ୍ଯାପନୀ ଦିବସ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ପରିବହନ ଅଧିକାରୀ ସମୀର କୁମାର ଦଳାଇଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ଅତିରିକ୍ତ ଜିଲାପାଳ ପ୍ରଦୀପ ସାହୁ ମୁଖ୍ୟ ଅତିଥି,...
ବଚସା ନେଲା ଜୀବନ: ମାଡ଼ ମାରି ପୋଖରୀରେ ଫିଙ୍ଗିଦେଲେ ଦୁର୍ବୃତ୍ତ; ଜଣେ ମୃତ, ଜଣେ ଗୁରୁତର
ବାରିପଦା ଅଫିସ,୧୭।୧- ସାମାନ୍ୟ ବଚସାରୁ ଦୁଇ ଜଣଙ୍କୁ ଆକ୍ରମଣ କରି ପୋଖରୀରେ ଫିଙ୍ଗିଦେଲେ। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ନୂଆଗାଁରେ।...
ବେଆଇନ ସ୍କୁଲ ପାଚେରି ନିର୍ମାଣ ପ୍ରତିବାଦରେ ଗ୍ରାମବାସୀଙ୍କ ଧାରଣା
ତିହିଡ଼ି,୧୭।୧(ଡି.ଏନ୍.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅଧୀନ ବିଦ୍ୟାଧରପୁର ଗ୍ରାମବାସୀ ଶୁକ୍ରବାର ମଧ୍ୟାହ୍ନରେ ବ୍ଲକ କାର୍ଯ୍ୟାଳୟ ପରିସରରେ ଧାରଣା ଦେଇଥିଲେ। ବିଦ୍ୟାଧରପୁର ପ୍ରାଥମିକ ସ୍କୁଲ ପାଚେରି ନିର୍ମାଣ ବେଆଇନ ଭାବେ କରାଯାଉଥିବାରୁ ଏହାର ପ୍ରତିବାଦରେ ସେମାନେ ଏହି...
କୁହୁଡ଼ି ଯୋଗୁ ସମୁଦ୍ରରେ ଫସିରହିଥିବା ଲଞ୍ଚ ଉଦ୍ଧାର
ରାଜନଗର,୧୭।୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ତାଳଚୁଆ ଫେରିଘାଟରୁ ଚାନ୍ଦବାଲି ଯାଉଥିବା ଏକ ସରକାରୀ ଯାତ୍ରୀବାହୀ ଲଞ୍ଚ ଘନ କୁହୁଡ଼ି ଯୋଗୁ ମଝି ସମୁଦ୍ରରେ ଫସିରହିଥିଲା। ଖବର ପାଇ ଧାମରା ସାମୁଦ୍ରିକ ଥାନାର କର୍ମଚାରୀ ଏବଂ ଏକ ସ୍ପିଡ୍ ବୋଟ ଉଦ୍ଧାର କରିବା...
ମହାନଦୀ ଜଳରେ ଭାସୁଛି ନବଜାତ ଶିଶୁପୁତ୍ରର ମୃତଦେହ
ଭାପୁର,୧୭।୧(ଡି.ଏନ୍.ଏ.): ନୟାଗଡ଼ ଜିଲା ଫତେଗଡ଼ ଥାନା କରବର ପଞ୍ଚାୟତ ନଣ୍ଡାବର ଗ୍ରାମ ନିକଟ ମହାନଦୀର ଘାଟତୁଠରେ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ରର ମୃତଦେହ ଭାସୁଥିବା ଦେଖାଯାଇଛି। ଏହା ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ଫତେଗଡ଼ ଥାନା ଏସ୍ଆଇ ନିରଞ୍ଜନ...
ଭିଜିଲାନ୍ସ ଜାଲରେ ଭବାନୀପାଟଣା ପୂର୍ବତନ ବିଜେଡି ବିଧାୟକ
ଭବାନୀପାଟଣା,୧୭।୧(ଡି.ଏନ୍.ଏ.): ଭିଜିଲାନ୍ସ ଜାଲରେ ଭବାନୀପାଟଣାର ପୂର୍ବତନ ବିଜେଡି ବିଧାୟକ ଅନାମ ନାୟକ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳେ ଅନାମଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଅନାମଙ୍କ ଭବାନୀପାଟଣା ନକଟିଗୁଡ଼ା ବାସଭବନ, ମଦନପୁର ରାମପୁରରେ ଥିବା ଏକ...
Archives


