ମୁକୁଳା ପଡ଼ିଛି ବାଲେଶ୍ୱର-ବାସୁଦେବପୁର ସଲ୍ଟ ରୋଡ୍: ଫାଇଦା ନେଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା
ବାହାନଗା, ୨୩ା୪(ଡି.ଏନ୍.ଏ.)-କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଲକଡାଉନ୍ ଘୋଷଣା କରିଛନ୍ତି। ସମସ୍ତ ସୀମାନ୍ତକୁ ସିଲ୍ କରାଯାଇଛି। ଏବେ ରାଜ୍ୟ ବାହାରେ କାମ କରୁଥିବା ଓଡିଆ ଲୋକମାନେ ଚାଲି ଚାଲି , ସାଇକେଲ ଓ କାର ଭଡା…
ବିଲରେ ପଚୁଛି ପରିବା, ଋଣ ଶୁଝିବା ଚିନ୍ତାରେ ଚାଷୀ
ବାଲିଗୁଡା,୨୩ା୪(ଡି.ଏନ୍.ଏ.)- ପରିବାର ଚାଷୀଙ୍କ ଉପରେ କରୋନା ମାଡ। ଗଛରେ ପଚିଗଲାଣି ବାଇଗଣ, ବିଲାତି। ପୋଟଳ ଜମିରେ ପାଚି ହଳଦିଆ ପଡିଥିବାବେଳେ, କଦଳୀ ଗଛରେ ପାକଳ ହୋଇଗଲାଣି। ବେପାରୀ ଆସୁ ନଥିବାରୁ ବିକ୍ରି ହୋଇପାରୁନାହିଁ। ଋଣ କରି ପରିବା ଓ କଦଳୀ ଚାଷ…
୩୬୦ ଲିଟର ମଦ ଜବତ, ୪ ଗିରଫ
ଢେଙ୍କାନାଳ ଅଫିସ, ୨୩।୪: ଢେଙ୍କାନାଳ ଜିଲା ଅବକାରୀ ମୋବାଇଲ ସ୍କ୍ବାଡ୍ ପକ୍ଷରୁ ବୁଧବାର ଭୋର ସମୟରେ ସଦର ଥାନା ବେଲଟିକିରି, କାଙ୍କଡ଼ପାଳ ଏବଂ ସିମିଳିଆ ଅଞ୍ଚଳରେ ଚଢ଼ାଉ କରାଯାଇ ୩୬୦ ଲିଟର ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ୪ଜଣଙ୍କୁ ଗିରଫ…
ରାଶନ କାର୍ଡ଼ରେ ନଅଶହ ଟଙ୍କା ଦେବା ଘଟଣା: ଜିଆର୍ଏସ୍ଙ୍କୁ ବହିଷ୍କାର କଲେ ଜିଲାପାଳ
ପାତ୍ରପୁର, ୨୩ା୪(ଡି.ଏନ୍.ଏ.)- ସରକାର ଲକ୍ଡାଉନରେ ଲାଗି ରାଶନକାର୍ଡଧାରୀଙ୍କୁ ହଜାରେ ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ହେଲେ ପାତ୍ରପୁର ବ୍ଲକ ବରଙ୍ଗ ପଞ୍ଚାୟତରେ ହଜାରେ ଟଙ୍କା ବଦଳରେ ହିତାଧିକାରୀଙ୍କୁ ନଅ ଶହ ଟଙ୍କା ପ୍ରଦାନ କରାଯାଉଥିବା ଭିଡ଼ିଓ ଭାଇରଲ୍ ହୋଇଥିଲା। ଏନେଇ ତହସିଲଦାର…
ସାଇକେଲରେ ପଶ୍ଚିମବଙ୍ଗ ଫେରୁଥିବା ୪ ଶ୍ରମିକ କ୍ୱାରାଣ୍ଟାଇନରେ
ପୁରୁଷୋତ୍ତମପୁର,୨୩ା୪(ଡି.ଏନ୍.ଏ.)- ପଶ୍ଚିମବଙ୍ଗ ବିଭୂପୁରମ ଜିଲାାର ୪ଜଣ ଶ୍ରମିକ ୨ ମାସ ହେଲା ଆସି ଗଞ୍ଜାମ ଜିଲା ହିଞ୍ଜିଳିରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ମାତ୍ର ଲକ୍ଡାଉନ ଯୋଗୁ କାମଧନ୍ଦା ବନ୍ଦ ହୋଇଯିବାପରେ ଏମାନେ ବହୁ କଷ୍ଟରେ ରହୁଥିଲେ। ଶେଷରେ ସାଇକେଲ ଯୋଗେ…
ସହାୟତା ଦାବି କଲା ଡ୍ରାଇଭର ସଂଘ
ବେଲପଡା, ୨୩ା୪(ଡି.ଏନ.ଏ.) କରୋନା ପାଇଁ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସହୟତାର ହାତ ବଢାଉଛନ୍ତି। ଏପରିସ୍ଥଳେ କାମ ହରାଇ ଆର୍ଥିକ ଦୁର୍ଗତି ଦେଇ ମଧ୍ୟରେ ଦିନ କାଟୁଥିବା ଡ୍ରାଇଭରମାନଙ୍କୁ ସହାୟତା ଯୋଗାଇ ଦେବାକୁ ଦାବି କରିଛି ବଲାଙ୍ଗୀର ଜିଲା ବେଲପଡା…
ଉଦ୍ଘାଟିତ ହେଲା ଝାରସୁଗୁଡ଼ା କୋଭିଡ୍ ହସ୍ପିିଟାଲ
ଝାରସୁଗୁଡ଼ା ଅଫିସ,୨୩ା୪-ଝାରସୁଗୁଡା ସହର ମଙ୍ଗଳବଜାରସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟଠାରେ ବୁଧବାର କୋଭିଡ୍ ହସ୍ପିଟାଲ ଉଦ୍ଘାଟିତ ହୋଇଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏହି ହସ୍ପିଟାଲକୁ ଉଦ୍ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବରଗଡ ଏମ୍ପି ସୁରେଶ ପୁଜାରୀ, ବ୍ରଜରାଜନଗର ବିଧାୟକ କିଶୋର…
ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ବଜାର ସ୍ଥାପନ
ସୁୁନ୍ଦରଗଡ, ୨୩ା୪ (ଡି.ଏନ୍.ଏ.)-ଚାଷୀମାନଙ୍କ ଉତ୍ପାଦିତ ବଳକା କୃଷିଜାତ ଦ୍ରବ୍ୟକୁ ଠିକ ଭାବେ ବିକ୍ରି କରିବା ସହିତ ଚାଷୀ ଏବଂ ବ୍ୟବସାୟୀମାନଙ୍କ ହିତକୁ ଦୃଷ୍ଟିରେ ରଖି ନିୟନ୍ତ୍ରିତ ବଜାର କମିଟି ସର୍ଗିପାଲି ତରଫରୁ ସୁନ୍ଦରଗଡ଼ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜଳ ବିଭାଜିକା…
ନଡିଆଗଛ ଉପୁଡ଼ି ଘର ଭାଙ୍ଗିଲା
ଖଇରା, ୨୩।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଚ୍ୟୁତପୁର ପଞ୍ଚାୟତ ଅଧୀନ ଓହଡ ଗ୍ରାମର ଜମ୍ବୁବତୀ ସାହୁଙ୍କ ଝାଟିମାଟି ଘର ଉପରେ ଏକ ନଡିଆ ଗଛ ଉପୁଡି ପଡିବାରୁ ତାଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ବୁଧବାର ଗଣ୍ଡିବେଡ ରାଜସ୍ବ ନିରୀକ୍ଷକ ମିନାରାଣୀ ଶିଅଳ…
ସହର ସାନିଟାଇଜ୍ରେ ପଶିଲା ପଲିଟିକ୍ସ
ଅନୁଗୋଳ ଅଫିସ, ୨୩।୪: କରୋନା ଭୂତାଣୁ ରୋକିବାକୁ ଅନୁଗୋଳ ପୌରାଞ୍ଚଳରେ ଚାଲିଥିବା ସାନିଟାଇଜ୍ ପ୍ରକ୍ରିୟାରେ ଏବେ ପଲିଟିକ୍ସ ପଶିଯାଇଛି। ବୁଧବାର ଏହି କାର୍ଯ୍ୟକୁ ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ବନ୍ଦ କରାଇବା ପରେ ଏପରି ଅଭିଯୋଗ ପଦାକୁ ଆସିଛି। ନଗର…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଦାନ
ବଇଣ୍ଡା, ୨୩ା୪(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡାଠାରେ ଥିବା ରାସ୍ତା ଓ ଗୃହ ନିର୍ମାଣ ସଂସ୍ଥାର ବିଭାଗୀୟ ଅଧିକାରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ଦାନ କରାଯାଇଛି। ଏସ୍ଡିଓ ଦାମୋଦର କୈବର୍ତ୍ତ, କନିଷ୍ଠଯନ୍ତ୍ରୀ…
ରିଲିଫ ପାଣ୍ଠିକୁ ସହାୟତା କଲେ ବିଜେଡି କର୍ମୀ
ଖଇରା, ୨୩।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ୩୭ପଞ୍ଚାୟତର ବିଜେଡି କର୍ମୀଙ୍କ ପକ୍ଷରୁ ୫ଲକ୍ଷ ୬୩୦ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି ା ବୁଧବାର ଖଇରା ଦଳୀୟ କାର୍ଯ୍ୟାଳୟରେ କର୍ମୀ ମାନେ ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ଜରିଆରେ…
Archives


