ଆମ ଜିଲା ଖବର

ଜଗନ୍ନାଥ ମନ୍ଦିରରେ ବିଜେ ହେଲେ ପଟିଦିଅଁ

ବାଲେଶ୍ୱର ଅଫିସ, ୬।୬- ଜଗନ୍ନାଥ ସଂସ୍କୃତିର ଅନନ୍ୟ ପରମ୍ପରା ପଟିଦିଅଁ ଅଙ୍କନ ଉତ୍ସବ ବାଲେଶ୍ୱର ଜିଲା ମଙ୍ଗଳପୁର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇ ସ୍ନାନପୂର୍ଣ୍ଣିମା ଶେଷ ହୋଇଛି। ବାଲେଶ୍ୱରୀ କଳାକେନ୍ଦ୍ର ଓ ନୋସି ଇମ୍ଫ୍ରାର ମିଳିତ ଆନୁକୂଲ୍ୟରେ ୬ଷ୍ଠ ପଟିଦିଅଁ…

ଦାଦାଙ୍କ ପରେ ପୁତୁରା କରୋନା ଆକ୍ରାନ୍ତ ଚିହ୍ନଟ, ଗ୍ରାମବାସୀ ଭୟଭୀତ

ନିରାକାରପୁର,୬ା୬(ଡି.ଏନ୍‌.ଏ.): କିଛିଦିନ ତଳେ ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ ଯାଜପୁର ଗ୍ରାମରେ ଜଣେ ଯୁବକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ତା’ର ୮ଦିନ ପରେ ତାଙ୍କ ପୁତୁରାଙ୍କ ପଜିଟିଭ୍‌ ବାହାରିବା ପରେ ଗାଁରେ କୋକୁଆ ଭୟ…

‘ରେଭେନ୍‌ଶାରେ ବାତିଲ ହେବନି ପରୀକ୍ଷା’ ଖବର ସମ୍ପର୍କିତ ସ୍ପଷ୍ଟୀକରଣ

ଭୁବନେଶ୍ୱର, ୬।୬-‘ରେଭେନ୍‌ଶାରେ ବାତିଲ୍‌ ହେବନି ପରୀକ୍ଷା’ ସମ୍ପର୍କିତ ଏକ ଖବର ଧରିତ୍ରୀରେ ୬ ଜୁନ୍‌ ଶନିବାର ଇ-ପେପରର ପୃଷ୍ଠା ୧୨ରେ ପ୍ରକାଶ ପାଇଥିଲା। ଏଥିରେ ପରୀକ୍ଷା ବାତିଲ ସମ୍ପର୍କରେ ଯେଉଁ ତଥ୍ୟ ପ୍ରଦାନ କରାଯାଇଛି, ସେଥିରେ ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ତ୍ରିଲୋଚନ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ କରୋନା ଆକ୍ରାନ୍ତ ଚିହ୍ନଟଙ୍କୁ ଛାଡ଼ିଲେନି ପ୍ରବାସୀ, ସମସ୍ତଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ଅଡ଼ିବସିଲେ

ଭଣ୍ଡାରିପୋଖରୀ,୬ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତ ମହୁରା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀମାନେ ରହୁଥିଲେ ମଧ୍ୟ କାହାର ସ୍ବାବ୍‌ ଟେଷ୍ଟ କରାଯାଉ ନ ଥିବାରୁ ପ୍ରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଭଣ୍ଡାରିପୋଖରୀ ବ୍ଲକରେ ଶନିବାର ଦୁଇଜଣ କରୋନା ପଜିଟିଭ୍‌…

ବ୍ରହ୍ମପୁରରେ ଶଟ୍‌ଡାଉନ୍‌ର ପ୍ରଭାବ: ତେଜରାତି ଦୋକାନ ସହ ପନିପରିବା ଦୋକାନ ବି ବନ୍ଦ, ଶୂନ୍‌ଶାନ ସହର ରାସ୍ତା

ବ୍ରହ୍ମପୁର ଅଫିସ,୬ା୬: କରୋନା ମୁକାବିଲା ପାଇଁ ସରକାର ଜୁନ୍‌ ୩୦ ପର୍ଯ୍ୟନ୍ତ ୧୧ଟି ଜିଲାରେ ପ୍ରତ୍ୟେକ ସପ୍ତାହର ଶନିବାର ଓ ରବିବାର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ତନ୍ମଧ୍ୟରେ ଗଞ୍ଜାମ ଜିଲା ରହିିଥିବା ବେଳେ ଶନିବାର ପ୍ରଥମ ଶଟ୍‌ଡାଉନ୍‌ର ପ୍ରଭାବ ଗଞ୍ଜାମ…

ମହିଳା ସରପଞ୍ଚଙ୍କୁ ପୋଲିସର ମାଡ଼ ପ୍ରତିବାଦରେ ସରପଞ୍ଚ ସଂଘର ଦାବିପତ୍ର: କୋଭିଡ୍‌-୧୯ରୁ ନିବୃତ୍ତ ରହିବାକୁ ଚେତାବନୀ

କେନ୍ଦୁଝର,୬ା୬(ସ୍ବ.ପ୍ର.): ସୋସୋ ଥାନା ଅନ୍ତର୍ଗତ ବଉଳା ଫାଣ୍ଡିରେ ବାଙ୍ଗୋର ପଞ୍ଚାୟତର ମହିଳା ସରପଞ୍ଚ ସୁପ୍ରଭା ରାଉତଙ୍କୁ ପୋଲିସର ମାଡ଼ ନେଇ ଓଡ଼ିଶା ତ୍ରିସ୍ତରୀୟ ପଞ୍ଚାୟତ ପରିଷଦ, ସରପଞ୍ଚ ମହାସଂଘ ପକ୍ଷରୁ ଘୋର ନିନ୍ଦା କରାଯାଇଛି। ଏନେଇ ଶନିବାର ଥାନାଧିକାରୀଙ୍କ ବିରୋଧରେ ଜିଲାପାଳଙ୍କୁ…

ଭୁଜାଲିରେ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ ୮ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

କେନ୍ଦୁଝର,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଠାକୁରଡିହି ନିକଟରେ ଜଣେ ଟ୍ରାନ୍ସପୋର୍ଟ କର୍ମଚାରୀଙ୍କୁ ଶନିବାର ଦୁର୍ବୃତ୍ତ ଭୁଜାଲିରେ ହାଣି ଆଠ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଲୁଟି ନେଇଛନ୍ତି। ଉକ୍ତ କର୍ମଚାରୀଙ୍କ ନାମ ବବଲୁ ବୋଲି ଜଣାପଡ଼ିଛି। ପୂର୍ବାହ୍ନରେ ବବ୍‌ଲୁ ଆଇଡିବିଆଇ…

ଭାଜପାର କୋଭିଡ-୧୯ ନିୟମ ଉଲ୍ଲଂଘନ ପ୍ରତିବାଦରେ ବିଜେଡିର ଦାବିପତ୍ର

ଆନନ୍ଦପୁର,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଉଳା ଫାଣ୍ଡି ସମ୍ମୁଖରେ ଗତ ୩ ତାରିଖରେ ଭାଜପା ନେତାଙ୍କ ନେତୃତ୍ୱରେ କୋଭିଡ-୧୯ ନିୟମର ଉଲ୍ଲଂଘନ କରାଯାଇ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ଏହା ବିରୋଧରେ ଶନିବାର ମଧ୍ୟାହ୍ନରେ ବିଜେଡି ପକ୍ଷରୁ ଏକ ଦାବିପତ୍ର ଆନନ୍ଦପୁର…

ଗଛ-ଗୀତା ମାଧ୍ୟମରେ ବିଦାୟ ଦେଲେ ସରପଞ୍ଚ, ଭାବବିହ୍ବଳ ହେଲେ ପ୍ରବାସୀ

ଖଇରା,୬।୬(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ନହଙ୍ଗ ପଞ୍ଚାୟତ ସରପଞ୍ଚ ରାଜଶ୍ରୀ ଦାସ ଶନିବାର ଗୀତା ଓ ଗଛ ଦେଇ ନହଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରହୁଥିବା ପ୍ରବାସୀମାନଙ୍କୁ ଭାବବିହ୍ବଳ ପରିବେଶରେ ବିଦାୟ ଜଣାଇଛନ୍ତି। ଏହି ସଙ୍ଗରୋଧ କେନ୍ଦ୍ରରେ ୧୫ଜଣ…

ପୋଲସରାର ୧୨ ପଞ୍ଚାୟତକୁ ଗଞ୍ଜାମ ଜିଲାପାଳଙ୍କ ମାରାଥନ ଗସ୍ତ, ପରଖିଲେ ସ୍ଥିତି

ପୋଲସରା,୬।୬(ଡି.ଏନ୍‌.ଏ.): କୋଭିଡ-୧୯କୁ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ପୋଲସରା ବ୍ଳକର ପ୍ରାୟ ୧୨ ପଞ୍ଚାୟତ ଗସ୍ତ କରିଛନ୍ତି। ମଥୁରା, କଳମ୍ବ, ହାତିଓଟ, ରୁମାଗଡ଼, ମନ୍ଦାର, କେନ୍ଦୁବାଡି, କଣଛାଇ, ଚିରିକିପଡାସାସନ, ମାଲତେନ୍ତୁଳିଆ ଆଦି ପଞ୍ଚାୟତ ବୁଲିଛନ୍ତି। ଏହି ଗସ୍ତ…

ଚୌଦ୍ୱାରରେ ଦୁଇ ଦିନିଆ ଶଟ୍‌ଡାଉନ୍‌ ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ, ଘରୁ ବାହାରିଲେନି ଲୋକେ

ଚୌଦ୍ୱାର,୬।୬(ଡି.ଏନ୍‌.ଏ.): କରୋନା ମହାମାରିକୁ ରୋକିବା ଦିଗରେ ରାଜ୍ୟ ସରକାର ୧୧ ଜିଲାରେ ପ୍ରତ୍ୟେକ ଶନିବାର ଓ ରବିବାର ଶଟ୍‌ଡାଉନ୍‌ ରଖିବା ପାଇଁ ଘୋଷଣା କରିଛନ୍ତି । ଏହି କ୍ରମରେ କଟକ ଜିଲା ଚୌଦ୍ୱାର ସହରରେ ସଟଡାଉନର ପ୍ରଭାବ ରେ ସାଧାରଣ ଲୋକେ…

ଖୋର୍ଦ୍ଧା ଜେଲ୍‌ରେ ବେଧଡ଼କ ଚାଲିଛି ଧଳା ଜହର କାରବାର: ଭିଡିଓ ଭାଇରାଲ

ଖୋର୍ଦ୍ଧା ଅଫିସ,୬।୬ : ଖୋର୍ଦ୍ଧା ଜେଲ ପାଲଟିଛି ଧଳା ଜହର କାରବାରର ପେଣ୍ଠସ୍ଥଳୀ। ଜେଲ କର୍ତ୍ତୃପକ୍ଷଙ୍କ ଜାଣତରେ ଚାଲିଛି ଏହି କାରବାର। ଏନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଖୋର୍ଦ୍ଧା ଜେଲ କର୍ତ୍ତୃପକ୍ଷଙ୍କ ସଂପୃୃୃକ୍ତି ନେଇ ଉଠିିିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?