ଆମ ଜିଲା ଖବର

ବହଳଦା ବ୍ଲକରେ ପ୍ରଥମ କରୋନା ରୋଗୀ ଚି଼ହ୍ନଟ

ବହଳଦା,୬।୬(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ବହଳଦା ବ୍ଲକରେ ପ୍ରଥମ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତ ଜଣଙ୍କ ଶଶ ଗାଁ ର ଜଣେ ୨୩ବର୍ଷୀୟା ବିବାହିତା ମହିଳା ବୋଲି ଜଣାପଡିଛି। ଗତ ମେ ୯ ତାରିଖରେ ମହିଳା ଜଣକ ସ୍ବାସ୍ଥ୍ୟ ଖରାପ୍‌…

ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲା ନିଶାଶକ୍ତ ସ୍ବାମୀ

କେନ୍ଦୁଝର,୬।୬(ସ୍ବ.ପ୍ର.): କେନ୍ଦୁଝର ସହର ସାନ୍ତରାପୁର ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାଶକ୍ତ ସ୍ବାମୀ ଆକ୍ରମଣରେ ସ୍ତ୍ରୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟକର ସୃଷ୍ଟି କରିଛି। ସୂଚନାଯୋଗ୍ୟ, ସାନ୍ତରାପୁର ସାହିରେ ରହୁଥିବା ବାବୁଲି ପ୍ରଧାନ…

କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶତକ ଛୁଇଁଲା ପୁରୀ

ପୁରୀ ଅଫିସ, ୬।୬: କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଶନିବାର ପୁରୀ ଜିଲା ଶତକ ଛୁଇଁଛି। ପୂର୍ବରୁ ଜିଲାର ୯୯ଜଣ ଏହି ମହାମାରୀ ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ବେଳେ ଶନିବାର ଆଉ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ କରୋନା…

ପୁରୀ ସହରରେ ଆଜି ଲାଗୁ ହେବନି ଶଟ୍‌ଡାଉନ୍‌

ପୁରୀ ଅଫିସ, ୬।୬: ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହା ମଧ୍ୟରେ ପୁରୀ ସହର ରହିଛି। କିନ୍ତୁ ଶନିବାର ପୁରୀ ସହର ପାଇଁ ଶଡ୍‌ଡାଉନ୍‌ ଲାଗୁ…

CORONAVIRUS UPDATE: ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ୧୩୭କୁ ବୃଦ୍ଧି

ଭଦ୍ରକ ଅଫିସ,୬।୬: ଭଦ୍ରକ ଜିଲାରେ ଶନିବାର ସକାଳେ ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ସମସ୍ତ ଗୁଜରାଟ ଫେରନ୍ତା ହୋଇଥିବା ବେଳେ ସେମାନେ…

ଶ୍ରୀମନ୍ଦିର ଅଣସର ଘରେ ପଟିଦିଅଁ ପୂଜା ଆରମ୍ଭ

ପୁରୀ ଅଫିସ, ୬।୫: ସ୍ନାନ ମଣ୍ଡପରେ ୧୦୮ଗଡୁ ଜଳରେ ସ୍ନାନ ଯୋଗୁ ଦାରୁବ୍ରହ୍ମ। ଅସୁସ୍ଥ ହୋଇପଡିଛନ୍ତି। ଶ୍ରୀମନ୍ଦିର ଅଣସର ଘରେ ପ୍ରଭୁଙ୍କ ଗୁପ୍ତସେବା ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ଶନିବାରଠାରୁ ପଟିଦିଅଁଙ୍କ ପୂଜା ମଧ୍ୟ ଆରମ୍ଭ ହୋଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ନାରାୟଣ…

ଖାଁ ଖାଁ ଅଲାରନାଥ ପୀଠ, ଶୁଭୁନି ଭକ୍ତଙ୍କ ଗହଳି

ବ୍ରହ୍ମଗିରି, ୬।୬(ଡି.ଏନ୍‌.ଏ): ସ୍ନାନ ପୂର୍ଣ୍ଣିମାରେ କାଳିଆ ସାନ୍ତ ଭାଇ ଭଉଣୀଙ୍କ ସହିତ ମହାସ୍ନାନ କରି ଜ୍ବରରେ ପଡି ଅଣସର ପିଣ୍ଡିରେ ଗୁପ୍ତ ସେବା ପାଉଛନ୍ତି। ଏହି ସମୟରେ ଆଉ ଏକ ଲୀଳା କ୍ଷେତ୍ର ପାଲଟିଛି ବ୍ରହ୍ମଗିରିର ଅଲାରନାଥ ପୀଠ। ୧୪ ଦିନ…

ଡିଜିଟାଲ ପ୍ଲାଟଫର୍ମରେ ଯୋଡ଼ି ହେବେ ପାଞ୍ଚ ହଜାର କାର୍ଯ୍ୟକର୍ତ୍ତା

କେନ୍ଦୁଝର,୬।୬(ସ୍ବ.ପ୍ର.): କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୋଦି ସରକାରଙ୍କ ଦିତୀୟ ପାଳିର ଏକ ବର୍ଷ ପୂର୍ତ୍ତି ଶାସନର ସଫଳତା ଓ ଯୋଜନା ସମ୍ପର୍କରେ ଆସନ୍ତା ୮ ତାରିଖ ୩ଟା ୩୦ ମିନିଟ ସମୟରେ ଦେଶବାସୀଙ୍କୁ ଉଦ୍‌ବୋଧନ ଦେବେ। ଏହି ବିଶାଳ ଡିଜିଟାଲ…

ୟୁକାଲିପଟାସ ଜଙ୍ଗଲରୁ ନବଜାତ ଶିଶୁ ଉଦ୍ଧାର

ରାଇସୁଆଁ (ଡି.ଏନ୍‌.ଏ.)/କେନ୍ଦୁଝର (ସ୍ବ.ପ୍ର.),୬।୬: କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପୋଟଳ ଗ୍ରାମ ନିକଟ ଏକ ୟୁକାଲିପଟାସ ଜଙ୍ଗଲରୁ ପରିତ୍ୟକ୍ତ ସ୍ଥାନରୁ ଶନିବାର ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। ସ୍ଥାନୀୟ ଲୋକ ଶିଶୁଟିକୁ ଉଦ୍ଧାର କରି କେନ୍ଦୁଝର ଜିଲା ମୁଖ୍ୟ…

ଗଞ୍ଜାମ ସହରରେ ଶଟ୍‌ଡାଉନ୍‌ ପ୍ରଭାବ

ଗଞ୍ଜାମ,୬।୬(ଡି.ଏନ୍‌.ଏ.): ଦେଶ ଓ ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟା କମିବାର ନା ଧରୁନି। ପ୍ରାୟ ୩ମାସରୁ ଊର୍ଦ୍ଧ୍ୱ ହେବ ସାରା ବିଶ୍ୱ ଏଥିରେ ଘାଣ୍ଟି ହୋଇଗଲାଣି। ବିଶେଷ କରି ଗଞ୍ଜାମ ଜିଲାରେ ଏହାର…

ଭିସା ଷ୍ଟିଲ୍‌କୁ ସୁରକ୍ଷା ଦେଉଛି ଏସ୍‌ପିସିବି

ଯାଜପୁର ଅଫିସ୍‌/ଯାଜପୁର ଟାଉନ (ଡି.ଏନ୍‌.ଏ), ୬।୬: କଳିଙ୍ଗନଗର ଭିସା ଷ୍ଟିଲ୍‌ କାରଖାନା ବର୍ଜ୍ୟଜଳରେ ସାଇନାଇଡ, ଫେନଲ, ହେକ୍ସାଭାଲେଣ୍ଟ କ୍ରୋମିୟମ ଆବଶ୍ୟକତାଠାରୁ ଅଧିକ ରହିଛି ବୋଲି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ଲାବୋରେଟୋରି ରିପୋର୍ଟରୁ ପ୍ରମାଣିତ ହୋଇସାରିଛି। ହେଲେ ଏସ୍‌ପିସିବି କର୍ତ୍ତୃପକ୍ଷ ମୋଟା…

‘ଅମ୍ଫନ୍‌’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍‌.ଏ.)/ଜଗତ୍‌ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍‌’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ୪ଟି ଜିଲା ପରିଦର୍ଶନ ଶେଷ କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?