ଶ୍ରୀଅଲାରନାଥଙ୍କ ପୀଠରେ ମକର ନୀତି ସମ୍ପନ୍ନ
ବ୍ରହ୍ମଗିରି,୧୬ା୧(ଡି.ଏନ୍.ଏ.): ପବିତ୍ର ମକର ସଂକ୍ରାନ୍ତିରେ ବୁଧବାର ଶ୍ରୀଅଲାରନାଥଙ୍କ ପୀଠରେ ସ୍ବତନ୍ତ୍ର ମକର ନୀତି ଅନୁଷ୍ଠିତ ହୋଇଛି। ଭୋର ୪ଟାରୁ ମନ୍ଦିର ଦ୍ୱାର ଖୋଲାଯାଇ ମଙ୍ଗଳ ଆଳତି, ଅବକାଶ, ତୁଳସୀ ଚନ୍ଦନ ଲାଗି, ବଲ୍ଲଭ ନୀତି ହେବାପରେ ସ୍ବତନ୍ତ୍ର ଭାବେ ପହିଲି...
ଆଦିବାସୀ ସାଂସ୍କୃତିକ କାର୍ଯ୍ୟକ୍ରମରେ କନ୍ଧମାଳ ପ୍ରଥମ
ଫୁଲବାଣୀ ଅଫିସ, ୧୬ା୧-କୋଚିନ୍ଠାରେ ଚାଲିଥିବା ୧୨ତମ ଜାତୀୟସ୍ତରୀୟ ଆଦିବାସୀଙ୍କ ଭାବ ଆଦାନପ୍ରଦାନ କାର୍ଯ୍ୟକ୍ରମରେ କନ୍ଧମାଳ ଜିଲାକୁ ସଫଳତା ମିଳିଛି ା ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଚକାପାଦ ବ୍ଲକ କରୁକାସ୍କା ଗ୍ରାମର ନୀଳଚକ୍ର ଯୁବକ ସଂଘର କଳାକାରମାନେ ସେମାନଙ୍କ କଳା...
ପୂର୍ବତନ ବାଚସ୍ପତି ଚିନ୍ତାମଣିଙ୍କ ପ୍ରସ୍ତାବ: ବଂଶଧାରାକୁ ସଂଯୋଗୀକରଣ ହେଉ ଋଷିକୁଲ୍ୟା ନଦୀ
ବ୍ରହ୍ମପୁର ଅଫିସ,୧୬ା୧-ଗଜପତି ଜିଲା ବଂଶଧାରା ଓ ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀ ସଂଯୋଗୀକରଣ କରାଯାଉ। ଏହାଦ୍ୱାରା ଦୁଇ ନଦୀ ବନ୍ୟା ନିୟନ୍ତ୍ରଣରେ ସହାୟକ ହେବ ଏବଂ ଗ୍ରୀଷ୍ମ ଓ ଶୀତଋତୁରେ ଶୁଷ୍କ ହୋଇଯାଉଥିବା ଋଷିକୁଲ୍ୟା ଚିରସ୍ରୋତା ହୋଇପାରିବ। କେବଳ ସେତିକି...
ବୈଷୟିକ ଜ୍ଞାନକୌଶଳରେ ଶିକ୍ଷାଦାନ ପାଇଁ ପ୍ରୟାସ
ଧରାକୋଟ,୧୬ା୧(ଡି.ଏନ.ଏ.)-ଶିକ୍ଷାର ଗୁଣାତ୍ମକ ବିକାଶ ପାଇଁ ସରକାର ବିଭିନ୍ନ ପଦକ୍ଷେପ ହାତକୁ ନେଇଛନ୍ତି। ହେଲେ ଧରାକୋଟ ବ୍ଲକର ମୁଣ୍ଡମରାଇସ୍ଥିତ ପୁରାତନ ବାଳିକା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୂର୍ଯ୍ୟନାରାୟଣ ସାହୁ ପିଲାଙ୍କୁ ପାଠ ପଢ଼ାଇବା ପାଇଁ ଏକ ଭିନ୍ନ ପଦକ୍ଷେପ ଆପଣେଇଛନ୍ତି।...
ଟିକ୍ଟକ୍ ଶୁଟିଂ ବେଳେ ଦୁର୍ଘଟଣା : ଭିଣୋଇ ମୃତ, ଶାଳକ ଗୁରୁତର
ବ୍ରହ୍ମପୁର ଅଫିସ,୧୬ା୧-୧୬ନଂ. ଜାତୀୟ ରାଜପଥ ଖଜୁରିଆ ବାଇପାସ ନିକଟରେ ବୁଧବାର ସନ୍ଧ୍ୟାରେ ଟିକ୍ଟକ୍ ଶୁଟିଂ କରୁଥିବା ବେଳେ ଦୁର୍ଘଟଣା ଘଟିଛି। ବାଇକ୍ରେ ବସି ୨ ଜଣ ଯୁବକ ଟିକ୍ଟକ୍ ଶୁଟିଂ କରୁଥିବା ବେଳେ ଟ୍ରକ୍ ଧକ୍କାରେ ଭିଣୋଇ (ବାଇକ୍ ଚାଳକ)ଙ୍କ...
ସୁନ୍ଦର ଧାରା ଖଣ୍ଡାଧାର
କେନ୍ଦୁଝର, ୧୬ା୧ (ସ୍ବ.ପ୍ର.)-କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲା ସୀମାନ୍ତରେ ରହିଛି ମାଲାଙ୍ଗଟୋଲି ପର୍ବତମାଳା । ଏହି ପର୍ବତମାଳାରେ ଉଚ୍ଚ ମାନର ଖଣିଜସମ୍ପଦ ଗଚ୍ଛିତ ଥିବାବେଳେ ଏହା ହେଉଛି ପ୍ରକୃତିର ଗନ୍ତାଘର । ଏହି ପାହାଡ଼ରେ ରହିଛି ଏକାଧିକ ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ...
ଜଗତ୍ସିଂହପୁର ମକର ମେଳା ଆରମ୍ଭ
ଜଗତ୍ସିଂହପୁର ଅଫିସ, ୧୬।୧: ଜଗତ୍ସିଂହପୁରରର ପ୍ରସିଦ୍ଧ ମକର ମେଳା ସ୍ବତନ୍ତ୍ର। ପ୍ରତିବର୍ଷ ଭଳି ଚଳିତବର୍ଷ ମକର ସଂକ୍ରାନ୍ତୀ ଅବସରରେ ବୁଧବାରଠାରୁ ସୋମନାଥ ହାଟ ପଡ଼ିଆଠାରେ ଏହି ମେଳା ଆରମ୍ଭ ହୋଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ପଡ଼ିଆଠାରେ ପୁସ୍ତକ ମେଳା ଓ...
ଏକବିଂଶତମ ଜଗତ୍ସିଂହପୁର ପୁସ୍ତକ ମେଳା ଉଦ୍ଘାଟିତ, ଗୀତା ପଠନ ଶ୍ରେଷ୍ଠ ଅଭ୍ୟାସ: ରାଜ୍ୟପାଳ
ଜଗତ୍ସିଂହପୁର ଅଫିସ୍, ୧୬।୧: ସାରା ବିଶ୍ୱରେ ୪ ପ୍ରକାର ପୁସ୍ତକ ପ୍ରକାଶ ପାଉଛି। ସେଗୁଡିକ ବିଶେଷକରି ପରିଚାଳନା, ସମ୍ବନ୍ଧ, ବନ୍ଧୁତ୍ୱର ଗୁଣାତ୍ମକ ବିକାଶ ଓ ଆତ୍ମବିକାଶ ଉପରେ ଆଧାରିତ ବୋଲି ବୁଧବାର ଏକବିଂଶତମ ଜଗତ୍ସିଂହପୁର ପୁସ୍ତକ ମେଳା ଉଦ୍ଘାଟନୀ ଅବସରରେ...
ଖୋଲା ସ୍ଥାନରେ ପୋଡ଼ାଯାଉଛି ବର୍ଜ୍ୟବସ୍ତୁ
ଯାଜପୁର ଅଫିସ,୧୬ା୧: କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ଦ୍ୱାରା ରାଜ୍ୟରେ ଡାକ୍ତରୀ ଜୈବ ଆବର୍ଜନା(ବାୟୋ ମେଡିକାଲ ୱେଷ୍ଟ) ପରିଚାଳନାର ଉନ୍ନତି ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଏଥିପାଇଁ ଯାଜପୁର ଜିଲାରେ ମେଡିଆରା ଆଡ୍ ପ୍ରାଇଭେଟ ଲିଃ ଓ ସାନି...
ଏଏନ୍ଏମ୍ ସେଣ୍ଟର ପାଲଟିଛି ଧାନ ଗୋଦାମ
ତିହିଡ଼ି,୧୬।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ବାରୋ ପଞ୍ଚାୟତରେ ଥିବା ଏଏନ୍ଏମ୍ ସେଣ୍ଟର ଧାନଗୋଦାମ ପାଲଟିଛି। ଏହାକୁ ନେଇ ପଞ୍ଚାୟତବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସେମାନେ ବୁଧବାର ଏ ସମ୍ପର୍କରେ ଜିଲାପାଳଙ୍କ ନିକଟକୁ ଅଭିଯୋଗ ପଠାଇବା ସହ ଜିଲା...
୩ଟି ପର୍ଯ୍ୟାୟରେ ହେବ ବିଦ୍ୟୁତ୍ କାଟ: ୪୪ ହଜାର ଉପଭୋକ୍ତାଙ୍କ ୫୨ କୋଟି ଟଙ୍କା ବକେୟା
ନୟାଗଡ଼ ଅଫିସ,୧୬।୧: ନୟାଗଡ଼ ଜିଲା ସେସୁ ପକ୍ଷରୁ ଗୁରୁବାରଠାରୁ ବକେୟା ବିଲ୍ ଥିବା ବିଦ୍ୟୁତ୍ ଉପଭୋକ୍ତାଙ୍କର ବିଦ୍ୟୁତ୍ କାଟ କରାଯିବ। ୩ଟି ପର୍ଯ୍ୟାୟରେ ବିଦ୍ୟୁତ୍ କାଟ ହେବ। ପ୍ରଥମ ପର୍ଯ୍ୟାୟରେ ବିଦ୍ୟୁତ୍ ବିଲ୍ର ବକେୟା ଟଙ୍କା ଦେଇ ନ ଥିବା...
ଶ୍ରୀମନ୍ଦିର ହେରିଟେଜ କରିଡ଼ର: ସରିଲା ପ୍ରସ୍ତାବ ଗ୍ରହଣ ଅବଧି
ପୁରୀ ଅଫିସ,୧୬ା୧: ପୁରୀ ଶ୍ରୀମନ୍ଦିର ହେରିଟେଜ କରିଡ଼ର। ଏହାର ଚିଠା ଡିଜାଇନ ଗତ ମାସ ୩୦ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଥିଲେ। ଏହି ନକ୍ସାରେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ନବକଳେବର ରୂପ ଦେଖିବାକୁ ମିଳିଥିଲା। ଏଥିରେ ଥିଲା ଆଖି ଝଲସାଇ...
Archives


