ଆମ ଜିଲା ଖବର

ଧରାପଡ଼ିଲା ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗ

କଟକ ଅଫିସ,୫ା୬: ଏକ ଆନ୍ତଃଜିଲା ଲୁଟେରା ଗ୍ୟାଙ୍ଗକୁ କାବୁ କରିଛି କମିଶନରେଟ ପୋଲିସ। ରାଜ୍ୟର ବିଭିନ୍ନ ଜିଲାରେ ଏହି ଗ୍ୟାଙ୍ଗ ଅନେକ ଅପରାଧିକ କାର୍ଯ୍ୟକଳାପ ଘଟାଇଥିବା ପୋଲିସ ରେକର୍ଡରେ ରହିଛି। ଗତ ମେ ୨୭ ସକାଳେ ଏମାନେ ମାତ୍ର ୪ ଘଣ୍ଟାରେ…

ସମ୍ବର୍ଦ୍ଧନା ପରେ ସଙ୍ଗରୋଧ

କଟକ ଅଫିସ,୫ା୬: ପଶ୍ଚିମବଙ୍ଗରେ ସେଠାକାର ସରକାରଙ୍କ ଅନୁରୋଧକ୍ରମେ ବାତ୍ୟା ଅମ୍ଫନ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ଲାଗିଥିଲେ ଓଡ଼ିଶାର ଅଗ୍ନିଶମ ବାହିନୀ। ମୁଖ୍ୟ ଅଗ୍ନିଶମ ଅଧିକାରୀ ମହେଶ୍ୱର ସ୍ବାଇଁଙ୍କ ନେତୃତ୍ୱରେ ୩୭୨ ଜଣ ଅଗ୍ନିଶମ କର୍ମଚାରୀ କରୋନା ଭଳି ପ୍ରତିକୂଳ ପରିସ୍ଥିତିରେ ମଧ୍ୟ…

କିଲୋ ପିଛା ବଢ଼ିଲା ୧୦ ଟଙ୍କା

କଟକ ଅଫିସ,୫ା୬: ବଜାରରେ ଏବେ ଆଳୁ ଦର ବଢ଼ିବାରେ ଲାଗିଛି। ଦୁଇ ଦିନ ଭିତରେ କିଲୋ ପିଛା ୧୦ ଟଙ୍କା ବଢ଼ିଲାଣି। ବାତ୍ୟା ଅମ୍ଫନ ପ୍ରଭାବ ଯୋଗୁ ଦର ବଢ଼ିଥିବା ଛତ୍ରବଜାର ବ୍ୟବସାୟୀମାନେ କହୁଛନ୍ତି। କିନ୍ତୁ କେନ୍ଦ୍ର କ୍ୟାବିନେଟ ଅତ୍ୟାବଶକ ସାମଗ୍ରୀ…

କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର

କଟକ ଅଫିସ,୫ା୬: ତେର ବର୍ଷର ବାଳକ ରାଜରୋଶନ ଠାକୁର। ପଢ଼ାବହି ବଦଳରେ ତାଙ୍କ କାନ୍ଧରେ ଏବେ ୪ ପ୍ରାଣୀଙ୍କ ଗୁଜୁରାଣ ଭାର। ୨ବର୍ଷ ହେବ ନିଜ ପରିବାର ପାଇଁ ସେ ହିଁ ସାହାରା ପାଲଟିଛନ୍ତି। ବାପା ରମେଶ ଠାକୁର ଦୁଇବର୍ଷ ହେବ…

ଚାଷୀଙ୍କୁ ୪୫୦ କୋଟି କୃଷିଋଣ

କଟକ ଅଫିସ,୫ା୬: ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଶୁକ୍ରବାର ୨୦୨୦ ଖରିଫ ଚାଷ ପାଇଁ କଟକ ଜିଲା କୃଷି କାର୍ଯ୍ୟ ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଜିଲାପାଳ ଭବାନୀ ଶଙ୍କର ଚୟନୀ ଏଥିରେ ଅଧ୍ୟକ୍ଷତା କରି ସାମୂହିକ କୃଷି ଉତ୍ପାଦନର…

ବିକ୍ରି ହେଉଛି ଏକ୍ସପାଏରି ଖାଦ୍ୟ ପ୍ୟାକେଟ୍‌

କଟକ ଅଫିସ,୫ା୬: ଦୀର୍ଘ ଦୁଇ ମାସରୁ ଅଧିକ ସମୟ ଧରି ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏଥିରେ ବ୍ୟବସାୟ କ୍ଷେତ୍ର ଭୀଷଣ କ୍ଷତି ସହୁଛି। ଛୋଟ ବଡ଼ ଦୋକାନରେ ସାମଗ୍ରୀ ଷ୍ଟକ୍‌ ବଢ଼ିଯାଇଛି। କ୍ଷତିରୁ ବର୍ତ୍ତିବା ପାଇଁ ଏବେ ବ୍ୟବସାୟୀମାନେ ପୁରୁଣା…

ସୁନ୍ଦରଗଡରେ କରୋନା ଆକ୍ରାନ୍ତ ସଂଖ୍ୟା ୮୧ ଛୁଇଁଲା

ସୁନ୍ଦଋଗଡ, ୫।୬ (ଡି.ଏନ୍‌.ଏ.)-ସୁନ୍ଦରଗଡ ଜିଲାରେ ପୁଣି ୭ଜଣ (୪ ପୁରୁଷ ଓ ୩ ମହିଳା) କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୭ଜଣଙ୍କ ମଧ୍ୟରେ ୫ଜଣ ମହାରାଷ୍ଟ୍ର ଫେରନ୍ତା ରହିଛନ୍ତି। ଏମାନେ ବାଲିଶଙ୍କରା ଟିଏମସି କ୍ୱାରାଣ୍ଟାଇନରେ ରହିଥିଲେ। ଅନ୍ୟ ୨ଜଣ ଦିଲ୍ଲୀ…

ସୁବର୍ଣ୍ଣପୁରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା

ସୋନପୁର,୫।୬(ନି.ପ୍ର.)-ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶୁକ୍ରବାର ସୁବର୍ଣ୍ଣପୁରର ବିଭିନ୍ନ ମନ୍ଦିରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ପାଳିତ ହୋଇଯାଇଛି । ଏଥିପାଇଁ ସହରର ଗଡଭିତର ଜଗନ୍ନାଥ ମନ୍ଦିର, ଘୋଡାଘାଟପଡାର ଦଧିବାମନ ମନ୍ଦିର ଓ ରାୟଗୁରୁପଡାର ବୃନ୍ଦାବନବିହାରୀ ମନ୍ଦିର ଚଳଚଞ୍ଚଳ ହୋଇ ଉଠିଥିଲା । ସକାଳେ ତିନି…

‘ମହାଭାରତ : ବିଜ୍ଞାନ ଓ ମନୋବିଜ୍ଞାନ’ ଉନ୍ମୋଚିତ

ବାଲେଶ୍ୱର ଅଫିସ, ୫।୬: ଡା. ଚୌଧୁରୀ ସତ୍ୟବ୍ରତ ନନ୍ଦଙ୍କ ‘ମହାଭାରତ: ବିଜ୍ଞାନ ଓ ମନୋବିଜ୍ଞାନ’ଗ୍ରନ୍ଥ ବାଲେଶ୍ୱର ଗୋପାଳଗାଁ ସ୍ଥିତ ତାଙ୍କ ବାସଭବନରେ ଲୋକାର୍ପିତ ହୋଇଯାଇଛି। ସାମାଜିକ ଦୂରତା ବଜାୟ ସହ ଏକ ନିରାଡ଼ମ୍ବର ପରିବେଶରେ ପାଳିିତ ଏହି ଉତ୍ସବରେ ଲୋକାର୍ପଣ ଉତ୍ସବରେ…

ଆମ୍ବ ତୋଳିବା କାଳ ହେଲା: ପାଣିରେ ବୁଡି ଦୁଇ ଭଉଣୀଙ୍କ ମୃତ୍ୟୁ

ବାହାନଗା, ୫ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବ ତୋଳିବାକୁ ଯାଇ ଦୁଇ ଭଉଣୀ ପୋଖରୀରେ ବୁଡି ପ୍ରାଣ ହରାଇବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ସାହାସପୁରା…

ବିନା ଭକ୍ତରେ ପାଳନ ହେଲା ସ୍ନାନଯାତ୍ରା

ଜି.ଉଦୟଗିରି,୫ା୬(ଡି.ଏନ.ଏ.)- ଜି.ଉଦୟଗିରି ଜଗନ୍ନାଥ ମନ୍ଦିରରେ ଶୁକ୍ରବାର ସ୍ନାନପୂର୍ଣ୍ଣିମା ପାଳିତ ହୋଇଛି। ମନ୍ଦିର ପରିଚାଳନା କମିଟି ସଭାପତି ରାଜେନ୍ଦ୍ର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଓ ପୂଜକ ଅଚ୍ୟୁତ ପଣ୍ଡାଙ୍କ ସହଯୋଗରେ ଯାତ୍ରା ସମ୍ପନ୍ନ ହୋଇଥିଲା। ସ୍ନାନଯାତ୍ରା ପରେ ଠାକୁରଙ୍କୁ ହାତୀ ବେଶରେ ସଜ୍ଜିତ କରାଯାଇଥିଲା।…

୨ ଖଇନି କମ୍ପାନୀରେ ଚଢାଉ, ୩ ଗିରଫ: ୨୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ଖଇନି, ଯନ୍ତ୍ରପାତି ଜବତ

ଆସିକା,୫ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଆସିକା-ଭଞ୍ଜନଗର ମୁଖ୍ୟରାସ୍ତା ନିକଟ ଗାଙ୍ଗପୁର ଠାରେ ବେଆଇନଭାବେ ଚାଲିଥିବା ଦୁଇଟି ଖଇନି କମ୍ପାନୀ ଉପରେ ଶୁକ୍ରବାର ଗାଙ୍ଗପୁର ପୋଲିସ ଚଢାଉ କରିଥିଲା। ସେଠାରୁ ବିପୁଳ ପରିମାଣର ଖଇନି, ଖଇନି ପ୍ରସ୍ତୁତିରେ ବ୍ୟବହୃତ କଞ୍ଚାମାଲ ଓ ଯନ୍ତ୍ରପାତି ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?