ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକଙ୍କ ବନାଞ୍ଚଳ ପରିଦର୍ଶନ
ବୁଗୁଡ଼ା,୫ା୬(ଡି.ଏନ.ଏ.)- ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆରସିସିଏଫ) ପ୍ରଶାନ୍ତ କୁମାର ମିଶ୍ର ଶୁକ୍ରବାର ବୁଗୁଡ଼ା ବନାଞ୍ଚଳ ପରିଦର୍ଶନ କରିଛନ୍ତି। ବାଲିପଦର ଏବଂ ଠଣାପଲ୍ଲୀ ବନରକ୍ଷୀଙ୍କ ସରକାରୀ କାର୍ଯ୍ୟାଳୟ ତଥା କ୍ବାର୍ଟରକୁ ନୂତନ ଭାବେ ଉଦ୍ଘାଟନ କରିଥିଲେ। ଏଥିସହ ବନ ସଂରକ୍ଷକ…
ବନ୍ଦ ହେବ ଧରାକୋଟଗଡ ରଥଯାତ୍ରା
ଧରାକୋଟ,୫ା୬(ଡି.ଏନ.ଏ.)- ଧରାକୋଟଗଡ଼ର ରଥଯାତ୍ରା ଚଳିତ ବର୍ଷ ହେବନାହିଁ। ଆସନ୍ତା ୨୩ ତାରିଖରେ ହେବାକୁ ଥିବା ଗୁଣ୍ଡିଚା ଯାତ୍ରା କରୋନା ମହାମାରୀ ଯୋଗୁ ବନ୍ଦ କରାଯାଇଥିବା ଦେବୋତ୍ତର ଗୁମାସ୍ତା ଅଶୋକ କୁମାର ଗୌଡ କହିଛନ୍ତି। ଶୁକ୍ରବାର ଜଗନ୍ନାଥ ମନ୍ଦିର ପରିସରରେ ଥିବା ସ୍ନାନ…
ଚାରା ରୋପଣ କରି ପାଳିଲେ ବିଶ୍ୱ ପରିବେଶ ଦିବସ
ଶେରଗଡ଼,୫ା୬(ଡି.ଏନ.ଏ.)- ଶେରଗଡ଼ ବ୍ଲକ ପିତ୍ତଳ ଉଚ୍ଚ ବିଦ୍ୟାଳୟ ପରିସରରେ ବିଶ୍ୱ ପରିବେଶ ଦିବସ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ଆସିକା ବନଖଣ୍ଡ ପକ୍ଷରୁ ଲୋକମାନଙ୍କୁ ଚାରା ରୋପଣ ଓ ପରିବେଶ ସଫା ରଖିବା, ଗଛ କାଟିବା ବନ୍ଦ କରିବା, ପାଖ ଜଙ୍ଗଲର ସୁରକ୍ଷା…
ରାଶନ ସାମଗ୍ରୀ ପ୍ରଦାନରେ ଅନିୟମିତତା ଅଭିଯୋଗ
ରସୁଲପୁର, ୫।୬ (ଡି.ଏନ୍.ଏ.)-କରୋନା ପାଇଁ ରାଶନକାର୍ଡଧାରୀଙ୍କୁ ୯୦ ଦିନର ରାଶନ ଆଗୁଆ ପ୍ରଦାନ କରିବାକୁ କେନ୍ଦ୍ର ସରକାର ଗତ ମାର୍ଚ୍ଚରେ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକ୍ରମେ ରସୁଲପୁର ବ୍ଲକ ଅଞ୍ଚଳର ହିତାଧିକାରୀମାନଙ୍କୁ ଡିଲରମାନେ ଚାଉଳ ଓ ଗହମ ପ୍ରଦାନ କରିଥିବା ବେଳେ…
ଯାଜପୁରରେ ହେବ ନାଟ୍ୟମଣ୍ଡପ: ସଂସ୍କୃତି ମନ୍ତ୍ରୀ ବ୍ୟାସସରୋବର ଉନ୍ନତୀକୁ ସବୁଜ ସଙ୍କେତ
ଯାଜପୁର ଅଫିସ, ୫।୬-ଯାଜପୁରରେ ଏକ ନାଟ୍ୟ ମଣ୍ଡପ କରାଯିବ ବୋଲି ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଗୁରୁବାର ସର୍କିଟ୍ ହାଉସ୍ଠାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ମନ୍ତ୍ରୀ ପାଣିଗ୍ରାହୀ ଯୋଗଦେଇ ନାଟ୍ୟମଣ୍ଡପ ଲାଗି ସ୍ଥାନ ଚୟନ…
ବନ୍ଧୁକ ଦେଖାଇ ୬୦ହଜାର ଲୁଟ୍
ସୁକିନ୍ଦା, ୫।୬ (ଡି.ଏନ୍.ଏ.)-ଯାଜପୁର ଜିଲା ସୁକିନ୍ଦା କ୍ରୋମ୍ ଉପାତ୍ୟାକାକୁ ସଂଯୋଗ କରୁଥିବା ଟମକା-ମଙ୍ଗଳପୁର ରାସ୍ତାରେ ଶୁକ୍ରବାର ଦିନ ଦ୍ୱିପ୍ରହରରେ ଲୁଟେରାମାନେ ବନ୍ଧୁକ ଦେଖାଇ ଫାର୍ମା କମ୍ପାନୀର ଦୁଇ କର୍ମଚାରୀଙ୍କଠାରୁ ନଗଦ ୬୦ହଜାର ଟଙ୍କା ଓ ଅନ୍ୟାନ୍ୟ ସାମଗ୍ରୀ ଲୁଟି ନେଇଛନ୍ତି। ଖବରପାଇ…
କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ସ୍ବତନ୍ତ୍ର ପୋଷ୍ଟାଲ କଭର ଉନ୍ମୋଚିତ
ବଲାଙ୍ଗୀର ଅଫିସ, ୫ା୬-ବଲାଙ୍ଗୀର ମୁଖ୍ୟ ଡାକଘର ପରିସରରେ ଶୁକ୍ରବାର ଭାରତୀୟ ଡାକବିଭାଗ ପକ୍ଷରୁ ଏକ କମନ୍ ସର୍ଭିସ ସେଣ୍ଟର ଉଦ୍ଘାଟନ କରାଯାଇଛି ା ବଲାଙ୍ଗୀର ପୋଷ୍ଟାଲ ସୁପରିଣ୍ଟେଣ୍ଡେଣ୍ଟ ଦେବୀ ପ୍ରସାଦ ନାୟକ ଏହି କମନ୍ ସର୍ଭିସ ସେଣ୍ଟରର ଉଦ୍ଘାଟନ କରିଥିଲେ ା…
କୋଭିଡ ପରିଚାଳନା କାର୍ଯ୍ୟକ୍ରମର ସମୀକ୍ଷା
ବଲାଙ୍ଗୀର ଅଫିସ, ୫ା୬-ବଲାଙ୍ଗୀର ଜିଲା କୋଭିଡ-୧୯ ପର୍ଯ୍ୟବେକ୍ଷକ ସୁଶୀଲ କୁମାର ଲୋହାନୀ ଶୁକ୍ରବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ବିଭିନ୍ନ ବ୍ଳକର କ୍ୱାରାଣ୍ଟାଇନ୍ ସେଣ୍ଟର ପରିଦର୍ଶନ କରିବା ସହ କୋଭିଡ ପରିଚାଳନା କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ଜିଲାରେ ଚାଲିଥିବା ଶ୍ରମଭିତ୍ତିିକ କାର୍ଯ୍ୟକ୍ରମର…
ଗଞ୍ଜାମ ଜିଲାରେ ପୁଣି ୩୫ କରୋନା ଆକ୍ରାନ୍ତ ସୁସ୍ଥ
ଛତ୍ରପୁର,୫ା୬(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ଶୁକ୍ରବାର ପୁଣି ୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ କୋଭିଡ୍ ହସ୍ପିଟାଲରୁ ଡିସ୍ଚାର୍ଜ କରାଯାଇଛି। ଫଳରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮୯ରେ ପହଞ୍ଚତ୍ଛି। ଅପରପକ୍ଷେ ଶୁକ୍ରବାର ଜିଲାରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ…
ଅମ୍ଫନ୍ କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍
ଚାନ୍ଦବାଲି/ଭଦ୍ରକ ଅଫିସ, ୫ା୬(ଡି.ଏନ୍.ଏ.): ୪ଜଣିଆ କେନ୍ଦ୍ରୀୟ ଟିମ୍ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ଶ୍ରୀ ପ୍ରକାଶ, ସହକାରୀ କମିଶନର ଡ. ସୋମନାଥ ଅଗସିମଣି, କେନ୍ଦ୍ରୀୟ ମତ୍ସ୍ୟ ବିଭାଗର ସହକାରୀ କମିଶନର ଏସ୍.କେ. ରଥ, କେନ୍ଦ୍ରୀୟ ପରିବହନ ଓ ରାଜପଥ ସହକାରୀ…
ଇମାମୀନଗର ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ସ୍ନାନଯାତ୍ରା
ରେମୁଣା, ୫।୬(ଡି.ଏନ.ଏ.): କରୋନା କଟକଣା ପାଇଁ ଶୁକ୍ରବାର ମହାପ୍ରଭୁଙ୍କ ପ୍ରସିଦ୍ଧ ସ୍ନାନଯାତ୍ରା ନିରାଡ଼ମ୍ବର ଭାବେ ସମ୍ପନ୍ନ ହୋଇଛି। ଇମାମୀ ନଗର ଜଗନ୍ନାଥଙ୍କ ମନ୍ଦିରରେ ଅନୁଷ୍ଠିତ ସ୍ନାନଯାତ୍ରା ଭକ୍ତଙ୍କ ବିନା ସମ୍ପନ୍ନ ହୋଇଛି। ପୂର୍ବାହ୍ନ ୬ଟାରେ ମଙ୍ଗଳାର୍ପଣ, ପୂର୍ବାହ୍ନ ୮ଟାରେ ଜୀଉମାନଙ୍କୁ ଧାଡ଼ି…
ଗଛ ଲଗାଇ ପାଳିଲେ ବିଶ୍ୱ ପରିବେଶ ଦିବସ
ବାଲେଶ୍ୱର ଅଫିସ, ୫।୬: ବାଲେଶ୍ୱର ଜିଲାରେ ବିଭିନ୍ନ ବ୍ଲକରେ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଯୁବଗୋଷ୍ଠୀମାନେ ଗଛ ଲଗାଇ ବିଶ୍ୱ ପରିବେଶ ଦିବସ ପାଳିଛନ୍ତି। ଅନ୍ୟପକ୍ଷରେ ଅନ୍ୟ ଯୁବଗୋଷ୍ଠୀଙ୍କୁ ପରିବେଶ ସୁରକ୍ଷା ଦାୟିତ୍ୱ ଗ୍ରହଣ କରିବା ପାଇଁ ନିବେଦନ କରିବା ପରମ୍ପରା ସୃଷ୍ଟି…

