କିଆବୁଦାରୁ ନବଜାତ ଶିଶୁପୁତ୍ର ଉଦ୍ଧାର
ଛତ୍ରପୁର, ୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ୟାଙ୍କ କଲୋନୀ ପଛ ସାହି ନିକଟରେ ଥିବା କିଆବୁଦାରୁ ଶୁକ୍ରବାର ସକାଳେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। ଦୁଇ ଭଉଣୀଭାଇ ଭୋରରେ କିଆ ଫୁଲ ତୋଳିବାକୁ ଯାଉଥିବା ବେଳେ ଶିଶୁର କାନ୍ଦ ଶୁଣିବାକୁ…
ଆଜିକୁ ମିଶାଇ ଦ୍ୱିତୀୟ ଥର ଲାଗି ତୁଲାଇ ପାରିନି ସ୍ନାନଯାତ୍ରା ସେବା: ଗଜପତି
ପୁରୀ ଅଫିସ,୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶୁକ୍ରବାର ମହାପ୍ରଭୁ ସ୍ନାନମଣ୍ଡପରେ ବିଜେ କରି ହାତୀ ବେଶରେ ଦର୍ଶନ ଦେଉଛନ୍ତି। ନିର୍ଘଣ୍ଟ ସମୟରେ ମହାପ୍ରଭୁଙ୍କ ଜଳଲାଗି କରାଯିବା ପରେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ ଛେରା ପହଁରା କରିଥିଲେ। ଏହି ସ୍ନାନଯାତ୍ରା ନୀତିରେ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପୂର୍ବତନ କୃଷି କର୍ମଚାରୀଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ
ସରଣ୍ଡା/ସୁନ୍ଦରଗଡ଼,୫।୬(ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଚକୁଳି ଫାର୍ମର ପୂର୍ବତନ କୃଷି କର୍ମଚାରୀ(ଓଭରସିଅର) ଫକୀର କର୍ଣ୍ଣଙ୍କ ବାସଭବନ ଉପରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କର୍ଣ୍ଣଙ୍କ ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ…
ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ପୁରୀ ଅଫିସ, ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ସ୍ନାନବେଦୀରେ ବିଜେ କରିବା ପରେ ନୀତିକାନ୍ତି ଆରମ୍ଭ ହୋଇଛି। ବେଦୀରେ ମହାପ୍ରଭୁଙ୍କ ଜଳଲାଗି ପରେ ନିର୍ଦ୍ଧାରିତ ସମୟରେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ ଛେରାପହଁରା କରିଛନ୍ତି। ଏହା…
ଦେବ ସ୍ନାନ ପୂର୍ଣ୍ଣିମା: ଭକ୍ତ ବିରହରେ ଭଗବାନ
ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): କରୋନା କଟକଣା ପାଇଁ ଚଳିତ ବର୍ଷ ଦେବସ୍ନାନ ପୂର୍ଣ୍ଣିମା ବିଭିନ୍ନ ପୀଠରେ କଡ଼ା କଟକଣା ପୂର୍ବକ ପାଳିତ ହେଉଛି। କଟକ ଜିଲା ବ୍ରହ୍ମକ୍ଷେତ୍ର ଜିଗ୍ନିପୁର ପୀଠରେ ପାରମ୍ପରିକ ପୂଜାର୍ଚ୍ଚନା ଓ ସ୍ନାନ ଉତ୍ସବ ଚାଲିଛି। ଏହି ସମୟରେ ଭକ୍ତଙ୍କୁ ପୀଠ…
ସୁଦର୍ଶନଙ୍କ ବାଲୁକା କଳାରେ କେରଳ ଗର୍ଭିଣୀ ହାତୀ ମୃତ୍ୟୁର କରୁଣ ଚିତ୍ର
ପୁରୀ ଅଫିସ,୫।୬- କେରଳରେ ବାଣଭର୍ତ୍ତି ସପୁରି ଖୁଆଇ ଏକ ଗର୍ଭିଣୀ ହାତୀକୁ ହତ୍ୟା କରାଯିବା ଘଟଣାକୁ ନେଇ ସାରା ଦେଶରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ଘଟଣାକୁ ପଶୁପ୍ରେମୀମାନେ ନିନ୍ଦା କରୁଥିବାବେଳେ ବାଲୁକା କଳା ମାଧ୍ୟମରେ ମଧ୍ୟ ଏହି ଦୁଃଖଦ ଘଟଣାକୁ…
ଶ୍ରମିକ ଟ୍ରେନ୍ରେ ପ୍ରବାସୀ ମହିଳାଙ୍କ ପ୍ରସବ; ତେଲଙ୍ଗାନାରୁ ବଲାଙ୍ଗୀର ଫେରୁଥିଲେ
ଟିଟିଲାଗଡ଼, ୫।୬(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ଠାରେ ଲିଙ୍ଗମପାଲିରୁ ବଲାଙ୍ଗୀର ଯାଉଥିବା ଶ୍ରମିକ ଟ୍ରେନରେ ଜଣେ ପ୍ରବାସୀ ମହିଳା ଶୁକ୍ରବାର ଏକ ଶିଶୁପୁତ୍ରକୁ ଜନ୍ମ ଦେଇଛନ୍ତି। ଉଭୟ ମା’ ଓ ସନ୍ତାନ ସୁସ୍ଥ ଥିବା ଡାକ୍ତର କହିଛନ୍ତି। ସୂଚନାନୁଯାୟୀ, ଜିଲାର ବେଳପଡା ଅଞ୍ଚଳର…
ବିଶ୍ୱ ପରିବେଶ ଦିବସ: ବ୍ରହ୍ମକ୍ଷେତ୍ରରେ ବୃକ୍ଷରୋପଣ
ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନିପୁର ପଞ୍ଚାୟତ ବ୍ରହ୍ମକ୍ଷେତ୍ର ପୀଠରେ ଜୁନ୍ ୫ ତାରିଖରେ ବିଶ୍ୱପରିବେଶ ଦିବସ ପାଳିତ ହୋଇଛି। ଏହି ଅବସରରେ ବ୍ଲକର ଜିଗ୍ନିପୁର ପଞ୍ଚାୟତ ବ୍ରହ୍ମକ୍ଷେତ୍ର ପୀଠରେ ଗ୍ରୀନ ଭିଜନ ଅନୁଷ୍ଠାନ ପକ୍ଷରୁ ବୃକ୍ଷରୋପଣ କରାଯାଇଛି। ଅନୁଷ୍ଠାନର…
୪ ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨୧ଗିରଫ, ୮୫ ହଜାର ଟଙ୍କା ଜବତ
ଛତ୍ରପୁର,୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ଗତ ୨୪ ଘଣ୍ଟାରେ ୪ଟି ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇଛି । ଘଟଣାରେ ସମ୍ପୃକ୍ତ ୨୧ ଜଣଙ୍କୁ ଗିରଫ କରାଯାଇ ସେମାନଙ୍କଠାରୁ ୮୫ ହଜାର ୩୨୦ ଟଙ୍କା, ୫ଟି ବାଇକ ଓ ୭ଟି…
ଓଟିଏମ୍ର ପୁନରୁଦ୍ଧାର ଦାବିରେ ଚୌଦ୍ୱାର ସହରବାସୀଙ୍କ ନୀରବ ପ୍ରତିବାଦ
ଚୌଦ୍ୱାର,୫।୬(ଡି.ଏନ୍.ଏ): ଭଦ୍ରକ ଜିଲାର ଧାମରାଠାରେ ଟେକ୍ସଟାଇଲ ପାର୍କ ନିର୍ମାଣ ପାଇଁ କ୍ୟାବିନେଟ୍ ମୋହର ଲାଗିଥିବା ବେଳେ ଏହାକୁ ନେଇ କଟକ ଜିଲା ଚୌଦ୍ୱାର ସହରବାସୀଙ୍କ ଦୀର୍ଘଦିନର ଆଶା ମଉଳି ଯାଇଛି। ଏନେଇ ଶୁକ୍ରବାର ଚୌଦ୍ୱାର ସହରବାସୀଙ୍କ ପକ୍ଷରୁ ସ୍ଥାନୀୟ ଗାନ୍ଧୀଛକଠାରେ ରାଜ୍ୟ…
ଲୋଇସିଂହାରୁ ଆଉ ଜଣେ କରୋନା ପିଜିଟିଭ ଚିହ୍ନଟ: ସ୍ଥାନୀୟ ଅଞ୍ଚଳକୁ ୨୪ ଘଣ୍ଟା ଶଟ୍ଡାଉନ ଘୋଷଣା କଲେ ସରପଞ୍ଚ
ଲୋଇସିଂହା,୫।୬(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁଢ଼ୀପଦର ଗାଁର ଜଣେ ୨୨ ବର୍ଷୀୟ ଯୁବକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଶୁକ୍ରବାର ସକାଳେ ଜଣାପଡ଼ିଥିଲା। ଏହାପରେ ହୋମ୍ କ୍ବାରାଣ୍ଟାଇନରେ ରହୁଥିବା ସମ୍ପୃକ୍ତ ଯୁବକଙ୍କୁ ତାଙ୍କ ଘରୁ ଅଣାଯାଇ ସ୍ବାସ୍ଥ୍ୟ ବିଭାଗ…
ବେଆଇନ ମଦ କାରବାର: ୧୯୩ ଲିଟର ମଦ ଜବତ, ୮ ଗିରଫ
ଛତ୍ରପୁର, ୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଚାଲିଥିବା ବେଆଇନ ମଦ କାରବାର ହେଉଥିବା ନେଇ ଗୁରୁବାର ସନ୍ଧ୍ୟାରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୭ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୧୯୩ ଲିଟର ଦେଶୀ ମଦ ସହ ୫ଟି…

