ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଅରୁଣ ବୋଥ୍ରାଙ୍କୁ ଲିଗାଲ ନୋଟିସ
ବଲାଙ୍ଗୀର ଅଫିସ,୧୫-୧:ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ତତ୍କାଳୀନ ତଦନ୍ତକାରୀ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କୁ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ସ୍ତ୍ରୀ ସୌଦାମିନୀ ମେହେର ଓକିଲ ଜରିଆରେ ଲିଗାଲ ନୋଟିସ୍ ପଠାଇଛନ୍ତି। ସୌଦାମିନୀଙ୍କ ଟୁଇଟର ଆକାଉଣ୍ଟରେ ଏଭଳି ତଥ୍ୟ...
ଆବର୍ଜନାର ପୁରୀ
ପୁରୀ ଅଫିସ,୧୫-୧:ପୁରୀ ହେବ ବିଶ୍ୱର ଐତିହ୍ୟ ସହର। ବଦଳିବ ଏହାର ରୂପରେଖ। ବିଭିନ୍ନ କ୍ଷେତ୍ରରେ ଭିତ୍ତିଭୂମିର ବିକାଶ କରାଯିବ। ବହୁତଳ ପାର୍କିଂ, ନୂଆ ମାର୍କେଟ କମ୍ପ୍ଲେକ୍ସ, ରାସ୍ତାଘାଟର ସମ୍ପ୍ରସାରଣ, ଏପରି କି ରାଜ୍ୟର ପ୍ରଥମ ଟ୍ରମ୍ପେଟ ସେତୁ (ଶ୍ରୀସେତୁ ନାମରେ)...
ସିଏଏ: ସୁନ୍ଦରଗଡ଼ରେ ହିଂସା; ୨ଗୋଷ୍ଠୀ ମୁହାଁମୁହିଁ, ପଥର ମାଡ଼ରେ ଆଇଆଇସିଙ୍କ ସମେତ ୧୦ ଆହତ
ସୁନ୍ଦରଗଡ଼,୧୫-୧(ଡି.ଏନ୍.ଏ.):ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ସୁନ୍ଦରଗଡ଼ରେ ସୋମବାର ଉତ୍ତେଜନା ସୃଷ୍ଟି ହୋଇଥିଲା। ମଙ୍ଗଳବାର ଏହା ହିଂସାର ରୂପ ନେଇଛି। ସ୍ଥାନୀୟ ରିଜେଣ୍ଟ ମାର୍କେଟ ଅଞ୍ଚଳରେ ମଙ୍ଗଳବାର ୨ ଗୋଷ୍ଠୀ ମୁହଁାମୁହିଁ ହେବା ସହ ପଥର ମାଡ଼ କରିଥିଲେ। ଏଥିରେ...
ସ୍ବାଧୀନତାର ୭୨ ବର୍ଷ ବିତିଗଲା, ଗ୍ରାମକୁ ନାହିଁ ରାସ୍ତା
ମାଲକାନଗିରି,୧୫।୧(ଡି.ଏନ୍.ଏ.)- ଦେଶ ସ୍ବାଧୀନ ହେବାର ଦୀର୍ଘ ୭୨ ବର୍ଷ ବିତିଗଲାଣି। ମାଲକାନଗିରି ସଦର ମହକୁମାଠାରୁ ୩୦ କିଲୋମିଟର ଦୂର ଛତିଶଗଡ଼କୁ ଲାଗି ରହିଛି ଏକ ପୁରାତନ ଗ୍ରାମ, କତାମାଟେରୁ। ଆଦିବାସୀ କୋୟା ସମ୍ପ୍ରଦାୟର ୧୫୦ ପରିବାର ବସବାସ କରୁଥିବା ଏହି...
ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ: ପାଠ୍ୟ ପୁସ୍ତକ ସହ ଅନ୍ୟ ବହି ପଢ଼ିବାକୁ ପରାର୍ମଶ
ନୟାଗଡ଼ ଅଫିସ,୧୫।୧-ନୟାଗଡ଼ ସ୍ବୟଂଶାସିତ ଓ ଯୁକ୍ତ ୨ କନିଷ୍ଠ ମହାବିଦ୍ୟାଳୟର ୫୯ତମ ବାର୍ଷିକ ଉତ୍ସବ ଅଟୋ ପେଷ୍ଟ-୨୦୨୦ ମଙ୍ଗଳବାର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଛାତ୍ର ସଙ୍ଗଠକ ମନୋରଞ୍ଜନ ଗୌଡ଼ଙ୍କ ସଭାପତିତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ...
ଶିକ୍ଷାନୁଷ୍ଠାନ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ: ରାଜ୍ୟପାଳ
ନିରାକାରପୁର,୧୫ା୧(ଡି.ଏନ୍.ଏ.): ନିଜ ଦୀପ୍ତି ଓ ପ୍ରତିଭାକୁ ଚିହ୍ନିବାର ଅବକାଶ ଦେଇଥାଏ ଶିକ୍ଷାନୁଷ୍ଠାନ ଏବଂ ଏହି ଶିକ୍ଷାନୁଷ୍ଠାନ ହିଁ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ। ଖୋର୍ଦ୍ଧା ଜିଲା ନିରାକାରପୁରସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ଉଦ୍ଘାଟନ କରି ରାଜ୍ୟପାଳ ପ୍ରଫେସର...
ସୁନ୍ଦରଗଡ଼ରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ବୈଠକ : ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନ ହେଲା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁରହିବ
ସୁନ୍ଦରଗଡ଼, ୧୫।୧ (ଡି.ଏନ୍.ଏ.)- ଆଗାମୀ ଦିନରେ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ସ୍ଥାପନ ନ ହେବା ପର୍ଯ୍ୟନ୍ତ ଓକିଲଙ୍କ ଆନ୍ଦୋଳନ ଚାଲୁ ରହିବ। ମଙ୍ଗଳବାର ସୁନ୍ଦରଗଡ଼ଠାରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟିର ସାଧାରଣ ବୈଠକରେ...
ଟାର୍ଗେଟ୍ ନାହିଁ, ଖୋଲା ଆକାଶ ତଳେ ପଡି ରହିଛି ଧାନ
ସୋନପୁର,୧୫।୧(ନି.ପ୍ର.) – ଚଳିତ ବର୍ଷ ଭଲ ବର୍ଷା ଓ ଅନୁକୂଳ ପାଗ ଯୋଗୁଁ ସୁବର୍ଣ୍ଣପୁର ଜିଲାରେ ଖରିଫ ଧାନ ଅମଳ ଭଲ ହୋଇଛି । ତେବେ ମିଲର୍ସଙ୍କ ମନମାନି ସାଙ୍ଗକୁ କେତେକ ପ୍ୟାକ୍ସର କ୍ରୟ ଟାର୍ଗେଟ୍ ବୃଦ୍ଧି ହୋଇ ନଥିବାରୁ...
ଦେଖନହାରୀ ସାଜିଛେ ପରଶାସନ: ସୀମା ଟପୁଛେ ସାମାଜିକ ବାସଁଦ୍ର ଜାତ୍ନା
ବାମରା, ୧୫।୧ (ଡି.ଏନ୍.ଏ.)-ଝାଡ଼ଖଣ୍ଡ ସୀମଡ଼େଗା ଅଂଚଲରୁ ଆସି ଗଲା ୨୫ ବଛର ହେଲା ବାମରା ବ୍ଲକ କେସାଇବାହାଲରେ ରହୁଥିବାର ପୁସୁ ମାଝିକଁର ପରିବାର ସାମାଜିକ ବାସଁଦ୍ର ଶିକାର ହେଇଛନ୍। ଉନିଅଁା ଜାତିରେ ବିହା ହେଇଥିବାର ଘଟନାକେ ନେଇ ସମାଜର ଲୋକ୍...
ଭାରତୀୟ ବହୁଭାଷୀ ନାଟକ ପ୍ରତିଯୋଗିତାର ପଞ୍ଚମ ସନ୍ଧ୍ୟା: ମଣିପୁରୀ ନାଟକ ‘ଓଁ ଶାନ୍ତି’, ଓଡିଆ ନାଟକ ‘ଗଛ’ ମଞ୍ଚସ୍ଥ
ଦେବଗଡ଼,୧୫।୧(ଡି.ଏନ.ଏ.) – ସ୍ଥାନୀୟ ଟାଉନହଲ୍ଠାରେ ଜାଗରଣ ଆର୍ଟ ଇଣ୍ଟର୍ନ୍ୟାଶନାଲ ପକ୍ଷରୁ ଗତ ୧୦ ତାରିଖଠାରୁ ୧୭ତମ ସର୍ବ ଭାରତୀୟ ବହୁଭାଷୀ କ୍ଷୁଦ୍ର ନାଟକ ଓ ନୃତ୍ୟ ପ୍ରତିଯୋଗିତା ଚାଲିଛି। ମଙ୍ଗଳବାର ପଞ୍ଚମ ସନ୍ଧ୍ୟାରେ ୨ଟି ନାଟକ ମଞ୍ଚସ୍ଥ ହୋଇଛି। ମଣିପୁର...
ସରକାରୀ ସାହାଯ୍ରୁ ବଁଚିତ୍ ଦିବ୍ୟାଙ୍ଗ ପପିତା
ପାଇକମାଲ, ୧୫।୧ (ଡି.ଏନ୍.ଏ)- ବରଗଡ଼ ଜିଲା ପାଇକମାଲ ବ୍ଲକ କେନାବୁଦା ଗଁାର ଜଗବନ୍ଧୁ ସାହୁକଁର ଝି’ ପପିତା ସାହୁ(୮)। ସେ ଚାଲିବୁଲି କି କଥା କହି ନାଇଁପାରବାର। ଶହେ ପରତିଶତ ଭିନ୍ନକ୍ଷମ ଆଏ। ହେଲେ ଡାକ୍ତରମାନକର କହେବାର ହେଲା ପପିତାକୁଁ...
ଆବାସ ଯୋଜନା ବାଟ୍ବନା: ପତରା ଜଂଗଲ ପାଲଟିଛେ ଉଜଲିକଁର ଠିକାନା
ବେଲପଡ଼ା,୧୫।୧(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ ଘାଗୁର୍ଲୀ ପଁଚେତ୍ ଅଧୀନ ଘଘରା ଗଁାର ବିଧବା ମହିଲା ଉଜଲି ମାଝି। ଗଲା ବଛର ବରଷାରେ ତାକର ପୁରନା ମାଏଟ୍ କୁରିଆଟା ଭାଂଗି ଗଲା। ଇ ବାବ୍ଦେ ସେ ବାରବାର ଥାନୀଅ ପରଶାସନକେ...
Archives


