ଆମ ଜିଲା ଖବର

ଢେଙ୍କାନାଳରେ ସ୍ନାନପୂର୍ଣ୍ଣିମା

ଢେଙ୍କାନାଳ ଅଫିସ,୫ା୬: ଢେଙ୍କାନାଳର ଶ୍ରୀ ବଳରାମ ମନ୍ଦିରରେ ଶୁକ୍ରବାର ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି। ମହାପ୍ରଭୁ ଶ୍ରୀ ବଳରାମ, ଜଗନ୍ନାଥ ଏବଂ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇ ସ୍ନାନମଣ୍ଡପରେ ବିଜେ କରିଛନ୍ତି। ଶ୍ରୀଜିଉମାନଙ୍କ ଚନ୍ଦନ ବେଶ ଆରମ୍ଭ ହୋଇଛି।

ସ୍ନାନ ବେଦୀରେ ଦାରୁଦିଅଁ

ପୁରୀ ଅଫିସ୍‌,୫।୬: ଶେଷ ହୋଇଛି ପ୍ରତୀକ୍ଷା। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ନିର୍ଘଣ୍ଟ ସମୟରେ ଠାକୁରଙ୍କ ରାତି ୩ଟା ୧୦ରେ ପହଣ୍ଡି ହୋଇଥିଲା। ସ୍ନାନବେଦୀରେ ବିଜେ କରିବା ପରେ ଆରମ୍ଭ ହୋଇଛି ନୀତିକାନ୍ତି। ମଙ୍ଗଳାର୍ପଣ ରାତି ୧ଟା…

ଆଜି ସ୍ନାନଯାତ୍ରା

ପୁରୀ ଅଫିସ, ୫ା୬:ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ମହାପ୍ରଭୁ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରିରହିଛି…

ଧିମେଇ ଚାଲିଛି ଧାନକିଣା

ସୋନପୁର,୫।୬(ନି.ପ୍ର.) – ସୁବର୍ଣ୍ଣପୁର ଜିଲାରେ ମେ ୧୫ ତାରିଖରୁ ଧାନ କିଣା ଆରମ୍ଭ ହୋଇଛି। ଜୁନ୍‌ ୧୫ ତାରିଖରେ ଏହି ଅବଧି ସରିବ। ହେଲେ ମୌସୁମୀ ପାଖେଇ ଆସିଥିବା ବେଳେ ସରକାରଙ୍କ ମନ୍ଥର ଗତିରେ ଧାନ ସଂଗ୍ରହ ଚାଷୀଙ୍କୁ ଚିନ୍ତାରେ ପକାଇଛି।…

ଗୋଟିଏ ଦିନରେ କାମ କଲେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମିକ

ବଲାଙ୍ଗୀର ଅଫିସ, ୫ା୬ – କରୋନା ମହାମାରୀ ଓ ଲକ୍‌ଡାଉନ୍‌ ସମୟରେ ବଲାଙ୍ଗୀର ଭଳି ଦାଦନପ୍ରବଣ ଓ ଶିଳ୍ପବିହୀନ ଜିଲାରେ ଲୋକଙ୍କୁ ରୋଜଗାର ଯୋଗାଇବା ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି ା ରାଜ୍ୟ ବାହାରେ ଥିବା ଲକ୍ଷାଧିକ ପ୍ରବାସୀ ଏବେ ଘରମୁହଁା…

ଶୋଚନୀୟ ଅବସ୍ଥାରେ ହୋଟେଲ ଶିଳ୍ପ

ଢେଙ୍କାନାଳ ଅଫିସ, ୫।୬ – କରୋନାକୁ ନେଇ ବିଶ୍ୱ ଅର୍ଥନୀତି ଛାରଖାର ହୋଇଯାଇଥିବାବେଳେ ଏଥିରୁ ବାଦ୍‌ ପଡ଼ିନି ହୋଟେଲ ଶିଳ୍ପ। ପାଖାପାଖି ୨ମାସ ଧରି ହୋଟେଲ ବନ୍ଦ ରହିବା ପରେ ବ୍ୟବସାୟୀଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ନିକଟରେ ସରକାର କଟକଣା…

ମୌସୁମୀ ପୂର୍ବରୁ ଜଳବନ୍ଦୀ

ଅନୁଗୋଳ ଅଫିସ,୫ା୬ – ମୌସୁମୀ ଆସିବା ପୂର୍ବରୁ ଅନୁଗୋଳ ପୌରପରିଷଦର ୯ନଂ. ଓ୍ବାର୍ଡ ବଣିଆବାହଳ ଅଞ୍ଚଳ ଜଳବନ୍ଦୀ ହୋଇପଡ଼ିଛି। ବୁଧବାର କାଳବୈଶାଖୀ ବର୍ଷା ପରେ ଏପରି ଅବସ୍ଥା ସୃଷ୍ଟି ହୋଇଥିବାରୁ ଆଗାମୀ ଦିନରେ ମୌସୁମୀ ବର୍ଷା ହେଲେ ପରିସ୍ଥିତି କିପରି ହେବ…

ସଙ୍ଗରୋଧ କେନ୍ଦ୍ରରୁ ଫେରିଲେ ୧୭୮ ପ୍ରବାସୀ

ଦାରିଙ୍ଗବାଡ଼ି,୫ା୬(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସଙ୍ଗରୋଧ କେନ୍ଦ୍ରରୁ ଅଦ୍ୟାବଧି ୧୭୮ ପ୍ରବାସୀ ଘରକୁ ଫେରିଛନ୍ତି। ଏବେ ଆହୁରୀ ୫୬୫ ଜଣ ୯ଟି ସଙ୍ଗରୋଧ କେନ୍ଦ୍ରରେ ରହିଛନ୍ତି। ସରକାରୀ ତାଲିକା ପ୍ରକାରେ ସେମାନଙ୍କୁ ଖାଦ୍ୟ ଦିଆଯାଉଛି। ନିୟମିତ ସ୍ବାସ୍ଥ୍ୟପରୀକ୍ଷା କରାଯାଉଥିବା ଭ୍ରାମ୍ୟମାଣ…

ଗଞ୍ଜାମରେ ସୁସ୍ଥ ହେଲେଣି ୩୫୪

ଛତ୍ରପୁର,୫ା୬(ଡି.ଏନ୍‌.ଏ.)- କରୋନା ଲକ୍ଷଣ ଦେଖାଗଲେ ନ ଲୁଚାଇ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅ। ଏପରି କଲେ ପ୍ରାଣଘାତୀ ଭୂତାଣୁକୁ ହରାଇ ହେବ। ଗୁରୁବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ଏହା କହିଛନ୍ତି। ଏଥିସହ ଜନଗହଳି ସ୍ଥାନକୁ ନ…

ଲକ୍‌ଡାଉନ୍‌ରେ ଫି ମାଗୁଛନ୍ତି ଘରୋଇ ସ୍କୁଲ, କଲେଜ

ବ୍ରହ୍ମପୁର ଅଫିସ,୫ା୬- କୋଭିଡ୍‌-୧୯କୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ ରହିଛି। ଏଭଳି ସ୍ଥିତିରେ କେତେକ ଘରେଇ ସ୍କୁଲ ଓ କଲେଜ ଫି ପାଇଁ ଅବିଭାବକଙ୍କ ଉପରେ ଚାପ ପ୍ରୟୋଗ କରୁଥିବା ଅଭିଯୋଗ ହୋଇଛି। ଫି ଛାଡ କରିବା ନେଇ ଘରୋଇ…

କରୋନା ବଦଳାଇ ଦେଲା ଜୀବନର ମୋଡ: ମାଛ ବିକୁଛନ୍ତି ଗୀତିକାର

ଭଦ୍ରକ ଅଫିସ, ୫ା୬- କୁମାର ଗୌତମ ଭଦ୍ରକ ସହର ତଥା ଜିଲାର ଜଣେ ସୁନାମଧନ୍ୟ କଣ୍ଠଶିଳ୍ପୀ, ଓଲିଉଡ ଜଗତରେ ତାଙ୍କର ସ୍ବତନ୍ତ୍ର ପରିଚିତ ରହିଛି। ସେ ଭଦ୍ରକରେ ମେଲୋଡି ପାର୍ଟି କରି ପରିବାର ପ୍ରତିପୋଷଣ କରୁଥିଲେ। ହେଲେ କରୋନା ଲକ୍‌ଡାଉନ ତାଙ୍କ…

ଧାନ କିଣାରେ ଅନିୟମିତତା : ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ଖୁଣ୍ଟା, ୫।୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ବାହାନଡ଼ା ଲ୍ୟାମ୍ପରେ ଚାଷୀଙ୍କ ଠାରୁ ଧାନ କିଣାରେ ଅନିୟମିତତା କରାଯାଇଥିବା ନେଇ ଚାଷୀମାନେ ଜିଲାପାଳଙ୍କ ଠାରେ ଅଭିଯୋଗ କରିଛନ୍ତି। ଏହାର ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?