ଗଞ୍ଜାମରେ ଜମିଲାଣି ଜୁଆଖେଳ: ୨୦ ଗିରଫ
ବେଲଗୁଣ୍ଠା/ ଜଗନ୍ନାଥ ପ୍ରସାଦ,୨୧ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ/ ବିଭୂ ପ୍ରସାଦ ପଟ୍ଟନାୟକ): ପାର୍ବଣ ଋତୁର ଆଗମନରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଜୁଆଖେଳ ଆସର ଜମିଲାଣି। ଏପରି ପରିସ୍ଥିତିରେ ବେଆଇନ୍ ଜୁଆଖେଳକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ତୀକ୍ଷ୍ଣ ନଜର ରହିଛି। ଏପରି…
ମାନବ ସେବା ହିଁ ମାଧବ ସେବା: ଭଞ୍ଜନଗରରେ NSS କ୍ୟାମ୍ପ ଉଦଯାପିତ
ଭଞ୍ଜନଗର, ୨୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସପ୍ତାହବ୍ୟାପୀ ଜାତୀୟ ସେବା ଯୋଜନା (NSS) କ୍ୟାମ୍ପ ରବିବାର ଉଦଯାପିତ ହୋଇଯାଇଛି। ମୁଖ୍ୟ ଅତିଥି କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ ପୃଥିବୀ ରାଜ ପ୍ରଧାନ ପ୍ରାକୃତିକ ଦୁର୍ବିପାକରେ NSS…
ପ୍ରଦୀପ ଜେନା ଭୁବନେଶ୍ବର କ୍ଲବ ସଭାପତି
ଭୁବନେଶ୍ୱର,୨୧।୯: ଭୁବନେଶ୍ବର କ୍ଲବ ନିର୍ବାଚନ ଫଳାଫଳ ଆସିଯାଇଛି। ଅସିତ ତ୍ରିପାଠୀଙ୍କୁ ହରାଇ ପ୍ରଦୀପ ଜେନା ନୂତନ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେହିପରି ଲଳିତ ଦାସ ଭୁବନେଶ୍ବର କ୍ଲବର ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି। ନିର୍ବାଚନରେ ସଭାପତି ପଦ ଲାଗି ପୂର୍ବତନ…
କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ: ବୋହୂ ବେସାହାରା
ଦିଗପହଣ୍ଡି,୨୧ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମରେ ରବିବାର କୂଅରେ ପଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବୁଡି ଗମାଙ୍ଗ (୬୭)। ଅସାବଧାନତା କାରଣରୁ ବୁଡ଼ି କୂଅରେ ପଡ଼ିଯାଥିଲେ। ଖବରପାଇ…
ବଲାଙ୍ଗୀର-ସୋନପୁର ରାସ୍ତାରେ ଦୁର୍ଘଟଣା: ବାଇକ ଆରୋହୀଙ୍କ ମୃତ୍ୟୁ, ରାସ୍ତାରୋକ
ବଲାଙ୍ଗୀର,୨୧।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ଏନଏଚ ୫୭ର ରଣ୍ଡା ଗ୍ରାମ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ପିକଅପ ଭ୍ୟାନର ଧକ୍କାରେ କୁଲେରବାହାଲି ଗ୍ରାମର ଯୁବକ ଜଗଦୀଶ ମଟାରିଙ୍କର ଘଟଣାସ୍ଥଳରେ ମୃତ୍ୟୁ…
ବଜ୍ରପାତ ନେଲା ୨ ଜୀବନ
ଖଲ୍ଲିକୋଟ/ଦିଗପହଣ୍ଡି,୨୧ା୯(ପ୍ରଶାନ୍ତ କୁମାର ମିଶ୍ର/ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଓ ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ବ୍ରଜରାଜପୁର ଗାଁ ସଂଲଗ୍ନ ଚାଷ ଜମିରେ…
କୋର୍ଟ ହାଜତକୁ ନେବା ବେଳେ ଖସି ପଳାଇଲେ ଅଭିଯୁକ୍ତ: ଆଉ ତା’ପରେ…
ବାଲିଗୁଡ଼ା,୨୧।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା କୋର୍ଟ ସମ୍ମୁଖରେ ଏକ ଅଭାବନୀୟ ଘଟଣା ଘଟିଛି। କୋର୍ଟ ହାଜତକୁ ନେବା ବେଳେ ଜଣେ ଅଭିଯୁକ୍ତ ଖସି ପଳାଇଥିଲେ। ହେଲେ ଅବକାରୀ ପୋଲିସ ପରବର୍ତ୍ତୀ ସମୟରେ ଏକ ପରିତ୍ୟକ୍ତି ଘରୁ ଅଭିଯୁକ୍ତଙ୍କୁ କାବୁ…
ବରଗଡ଼ର ଗୌରବ: କଲିକତାରେ ସମ୍ବର୍ଦ୍ଧିତ ହେଲେ କଳାକାର
ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ)- କଳା, ସଂସ୍କୃତି ସାହିତ୍ୟ, ସଙ୍ଗୀତ ଓ ନୃତ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସର୍ବଭାରତୀୟସ୍ତରରେ ବରଗଡ଼ ଜିଲାର କଳାକାରମାନେ ସମ୍ବର୍ଦ୍ଧିତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ଜିଲାର ସଙ୍କୀର୍ତ୍ତନ ଗୁରୁ ପ୍ରମୋଦ ଦାଶ ଏବଂ ସୁଶିଲ ଦାଶଙ୍କୁ ଶ୍ରୀ…
ଦିଗପହଣ୍ଡିରେ ମାତିଛି ବାଘ ଆତଙ୍କ: ବନବିଭାଗର ତନାଘନା
ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ କେରାଣ୍ଡିମାଳ ସଂରକ୍ଷିତ ଜଙ୍ଗଲ ବି. ତୁରୁବୁଡିି ଫରେଷ୍ଟ ବିଟର ଖଜୁରୀପଲ୍ଲୀ ଗ୍ରାମରେ ବାଘ ଆତଙ୍କ ଲାଗି ରହିଛି। ରବିବାର ଗ୍ରାମ ସଂଲଗ୍ନ ଚାଷ ଜମି ହିଡରେ କିଛି ଚାଷୀ…
GST ହ୍ରାସ ଦେଶର ଅର୍ଥନୀତିକୁ କରିବ ସୁଦୃଢ଼, ଦୀପାବଳି ପୂର୍ବରୁ ଶସ୍ତା ଜିନିଷ କିଣିବେ ଲୋକେ, ବିଧାୟକ କହିଲେ…
ଭଞ୍ଜନଗର,୨୧ା୯(ବାବୁଲା ପ୍ରଧାନ): କେନ୍ଦ୍ର ସରକାର GSTରେ ସଂସ୍କାର ଆଣିଛନ୍ତି। ଯାହାକି ଏକ ଯୁଗାନ୍ତକାରୀ ପଦକ୍ଷେପ। ଜିଏସ୍ଟି ହ୍ରାସ ଦେଶର ଅର୍ଥନୀତିକୁ ସୁଦୃଢ଼ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହିଭଳି ଯୁଗାନ୍ତକାରୀ ପଦକ୍ଷେପ ଦ୍ବାରା ସାଧାରଣଜନତା ତାହାର ସୁଫଳ ପାଇବେ। ଏଣିକି ଦୁଇ…
ବୌଦ୍ଧରେ ଭୟଙ୍କର ବାଣ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି
ବୌଦ୍ଧ,୨୧।୯: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା-ଛତ୍ରପୁର ଗାଁ ମଧ୍ୟ ଭାଗରେ ଥିବାରେ ଏକ ବାଣ ଗୋଦାମରେ ରବିବାର ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ମୃତ୍ୟୁସଂଖ୍ୟା ବୃଦ୍ଧି ଘଟି ୨ରେ ପହଞ୍ଚିଛି। ଜଣେ ମହିଳା ନିଖୋଜ ଥିବା…
ପାଣି ଭିତରେ ପଶି ଯାଉଛନ୍ତି ସରକାରୀ ବାବୁ, ଲୋକେ ଗୁହାରି କରିବେ କାହାକୁ
ଧର୍ମଶାଳା,୨୧ା୯(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ କାର୍ଯ୍ୟାଳୟ ମୁଖ୍ୟ ଗେଟ୍ ସମ୍ମୁଖରେ ପାଣି ଜମି ରହିଛି। ଯାହା ଫଳରେ ଯାତାୟାତରେ ସମସ୍ୟା ଦେଖାଦେଇଛି। ଜାରକା ଅଞ୍ଚଳରେ ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ଡ୍ରେନେଜ୍ ବ୍ୟବସ୍ଥା କରାଯାଇଥିଲେ ସୁଦ୍ଧା ତାହା କେତେଦୂର…
Archives


