ଆମ ଜିଲା ଖବର

ରାଜ୍ୟପାଳ ପୁରସ୍କାର ପାଇବ ଜାମୁଣ୍ଡା ଏସ୍‌ଏଚ୍‌ଜି

ଜୟପୁର,୧୪।୧(ଡି.ଏନ୍‌.ଏ.) କୋରାପୁଟ ଜିଲା ଜୟପୁର ବ୍ଲକ ଅଧୀନ ଜାମୁଣ୍ଡା ପଞ୍ଚାୟତର ସଦର ମହକୁମାସ୍ଥିତ ମା’ ମୁତ୍ୟାଲୁମା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ ହେବ। ଆସନ୍ତା ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମ ଅବସରରେ ଭୁବନେଶ୍ୱରଠାରେ ରାଜ୍ୟପାଳ...

ଅଜନା ରୋଗ୍‌ରେ ପୀଡ଼ିତ ଗୟାଧର: ସରକାରୀ ଚିକିଛା ସାହାଯ୍‌ ଆଶ୍‌ରେ ମା’ବାପ୍‌

  ପର୍ଲା,୧୪।୧(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁାର ଗୟାଧର ଲୋହାର(୨୫)। ସେ ଅନେକ୍‌ ଦିନ୍‌ ହେଲା କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରି କରି ଭଗବାନ...

ଜନ୍‌ମୁ ଦିବ୍ୟାଙ୍ଗ ତିନ୍‌ ଭାଇ: ଉଚ ଚିକିଛା ଲାଗି ଟଁକା ଅଭାବ

  କୋକସରା,୧୪।୧(ଡି.ଏନ୍‌.ଏ.)- ପୁଓ ହେଉ କି ଝି’ ଜନମ୍‌ ହେଲେ ଘରେ ଖୁସିର ଲହର ଖେଲିଯାଏସି। ମା’ବାପ୍‌ର ସପନ୍‌ ବି ତାକର ସଂଗେ ଯୁଡ଼ି ହେଇଯାଏସି। ହେଲେ ବଏସ୍‌ ବଢ଼ବାର ସଂଗେ ଯଦି ଜନାପଡ଼ବା ଯେ ଝି’ପୁଓ ଦିବ୍ୟାଙ୍ଗ ଆନ୍‌।...

କଳାକାର ଭତାରୁ ବଁଚିତ୍‌ କନିଷ୍ଠ: ଅଦରକାରୀ ପାଲଟିଛେ ମାନ୍‌ପତର

  ଲାଠୋର, ୧୪ା୧ (ଡି.ଏନ୍‌.ଏ.)- ସରକାର କଳାକାରମାନକୁ ମାସିକ ୧୨ଶହ ଟଁକା ଭତା ଯୁଗେଇ ଦେବାର ବେବସ୍‌ତା କରିଛନ୍‌। ହେଲେ ଅନେକ ଗଁାଗଁଡ଼ାରେ କଳାକାରମାନେ ଭତା ପାଏବାରୁ ବଁଚିତ୍‌ ହେଉଥିବାର ଅଭିଯୋଗ ହେଉଛେ। ସେ ହିସାବେ ବଲାଙ୍ଗୀର ଜିଲା ତୁରେକେଲା...

‘ସାହିତ୍ୟରେ ନାରୀସ୍ବର ଶାଣିତ ରହିଛି’

ବଲାଙ୍ଗୀର ଅଫିସ, ୧୪ା୧ ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ୧୫ତମ ବଲାଙ୍ଗୀର ବହିହାଟର ପଞ୍ଚମ ସନ୍ଧ୍ୟା ସୋମବାର ସାହିତ୍ୟରେ ନାରୀ ସ୍ବର ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା ା ମୁଖ୍ୟଅତିଥି ଭାବେ ଲୋଇସିଂହା ବିଧାୟକ ଡ ମୁକେଶ ମହାଲିଙ୍ଗ...

ପ୍ରି-ବୋର୍ଡ ପରୀକ୍ଷା ପରେ ଶ୍ରେଣୀରେ ଜଣେ ଛାତ୍ର

ଦାରିଙ୍ଗବାଡ଼ି,୧୪।୧(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗ୍ରାମରେ ଥିବା ସୁଜାମାଜୁ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ରହି ପଢ଼ୁଥିବା ଦଶମ ଶ୍ରେଣୀ ଛାତ୍ରୀମାନଙ୍କୁ ପ୍ରି-ବୋର୍ଡ ପରୀକ୍ଷା ପରେ ଘରକୁ ପଠାଇ ଦିଆଯାଇଛି। ଦଶମ ଶ୍ରେଣୀରେ ମୋଟ ୯ ଛାତ୍ରୀଛାତ୍ର।...

ପୋଲରୁ ଖସିଲା ପୋଲିସ ଗାଡ଼ି : ଥାନାଧିକାରୀ, ଡ୍ରାଇଭର ଗୁରୁତର

ରାଇକିଆ,୧୪ା୧(ଡ଼ି.ଏନ.ଏ)-କନ୍ଧମାଳ ଜିଲା ରାଇକିଆ ଥାନା ପୋଲିସ ଗାଡ଼ି ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗଞ୍ଜେଇ ଚାଲାଣ କରୁଥିବା ଏକ କାର୍‌ ପିଚ୍ଛା କରିବା ବେଳେ ଭାରସାମ୍ୟ ହରାଇ ପୋଲିସ ଗାଡ଼ିଟି ପୋଲ ତଳକୁ ଖସିପଡ଼ିଥିଲା। ଏଥିରେ ଥାନାଧିକାରୀ ଅଲେଖ ଗରଡ଼ିଆ, ଡ୍ରାଇଭର...

ଗୁଣି ସନ୍ଦେହରେ ଜଣଙ୍କୁ ହତ୍ୟା: ମାମୁ, ଭଣଜା ଗିରଫ

ଦାରିଙ୍ଗବାଡ଼ି,୧୪ା୧(ଡ଼ି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କ୍ରୁପାଗାଡ଼ି ଜଙ୍ଗଲରେ ଗତ ୩ ତାରିଖରେ କାଟିଙ୍ଗିଆ ପଞ୍ଚାୟତ ତଳକୁଟ୍ରୁକା ଗ୍ରାମର ସୁଦାମ ମଲ୍ଲିକ (୪୦)ଙ୍କୁ ହତ୍ୟା କରାଯାଇଥିଲା। ଗୁଣି ସନ୍ଦେହରେ ତାଙ୍କୁ ହତ୍ୟାକରି ପ୍ରମାଣ ନଷ୍ଟ କରିବାକୁ ମୃତଦେହକୁ ପୋଡ଼ି...

ବାଳାଶ୍ରମରୁ ନାବାଳିକା ଫେରାର ଘଟଣା: ୮ ଦିନ ପରେ ବି ୬ ଜଣଙ୍କ ପତ୍ତା ମିଳୁନି

ବ୍ରହ୍ମପୁର ଅଫିସ୍‌,୧୪ା୧-ଗୋଷାଣୀନୂଆଗଁ। ଥାନା ଉତ୍କଳ ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ ଘଟଣାକୁ ୮ ଦିନ ବିତିଛି। କିନ୍ତୁ ଅଦ୍ୟାବଧି ୬ ଜଣଙ୍କୁ ଉଦ୍ଧାର କରାଯାଇପାରିନାହିଁ। ବର୍ତ୍ତମାନ ଜିଲା ପ୍ରଶାସନ ଓ ବାଳାଶ୍ରମ ଅଧିକାରୀଙ୍କ କାର୍ଯ୍ୟ ପ୍ରତି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି...

ଛତ୍ରପୁରକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରକ୍ରିୟା ଆରମ୍ଭ : ଜିଏନ୍‌ପାଲମ୍‌, ପୁରୁଣା ଛତ୍ରପୁର ଗଁ। ମିଶିବାକୁ ରାଜି

ଛତ୍ରପୁର,୧୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଛତ୍ରପୁର ବ୍ଲକ ଅଧୀନ ଅଗସ୍ତିନୂଆଗଁ। ପଞ୍ଚାୟତ ଜିଏନ୍‌ପାଲମ୍‌ ଓ କଣାମଣା ପଞ୍ଚାୟତର ପୁରୁଣା ଛତ୍ରପୁର ରାଜସ୍ବଗଁ। ମ୍ୟୁନିସିପାଲଟିରେ ମିଶିବା ପାଇଁ ସହମତି ଦେଇଛନ୍ତି।...

ଲାଞ୍ଚ ମାମଲା: ଅଭିଯୁକ୍ତଙ୍କୁ ଦେଢବର୍ଷ ଜେଲ ସହ ଜରିମାନା

ବ୍ରହ୍ମପୁର ଅଫିସ,୧୪ା୧: ଗଞ୍ଜମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ ସୁବ୍ରତ ମହାନ୍ତି ସୋମବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ବ୍ରହ୍ମପୁର ସବ୍‌ ରେଜିଷ୍ଟ୍ରାର ଅଫିସର ତତ୍କାଳୀନ କର୍ମଚାରୀ ରାମକୃଷ୍ଣ ବେହେରାଙ୍କୁ ଦେଢବର୍ଷ ଜେଲ...

୩୦ଫୁଟ ତଳକୁ ଖସିଲା ଯାତ୍ରୀବାହୀ ବସ୍‌:୧୨ ଆହତ ୪ ଗୁରୁତର

ଆଠଗଡ,୧୩ା୧ (ସ୍ବ.ପ୍ର.)- ଖୁଣ୍ଟୁଣୀ-ନରସିଂହପୁର ୬୫ନଂ ରାଜ୍ୟ ରାଜପଥର ଆଠଗଡ଼ ଥାନା ଅନ୍ତର୍ଗତ ଗୁଣ୍ଡିଚାପୁର ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଘରୋଇ ବସ୍‌ ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସି ଧାନ ଜମିରେ ପଡ଼ିଛି। ଦୁର୍ଘଟଣାରେ ବସ୍‌ରେ ଥିତ୍ବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri