ଆମ ଜିଲା ଖବର

ସାକ୍ଷୀଙ୍କୁ ଘାତକ ଆକ୍ରମଣ ମାମଲା: ପ୍ରତ୍ୟେକ୍ଷଦର୍ଶୀଙ୍କୁ ପଚାରିଲେ ଏଏସ୍‌ପି

ବ୍ରହ୍ମପୁର ଅଫିସ , ୪ା୬ – ସଦରଥାନା ଅନ୍ତର୍ଗତ ରୋହିଗାଁରେ ଗତମାସ ୯ ତାରିଖରେ ଏକ ହତ୍ୟା ମାମଲାର ସାକ୍ଷୀଥିବା ପୂର୍ଣ୍ଣ ଜେନାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା। ମାମଲାର ମୁଖ୍ୟ ଅଭିଯୁକ୍ତ ବିଶିଷ୍ଟ ଜେନାଙ୍କୁ ପୋଲିସ ଗିରଫ ନ କରିବାରୁ ଆକ୍ରମଣର…

ପାପଡାହାଣ୍ଡି ଅଞ୍ଚଳରେ ପଙ୍ଗପାଳ ଭଳି କୀଟ: ଲୋକେ ଭୟଭୀତ

ପାପଡାହାଣ୍ଡି, ୪।୬ (ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଅଞ୍ଚଳରେ ପଙ୍ଗପାଳ ଭଳି କିଟ ଦେଖିବାକୁ ମିଳିଛି। ରାଣିସଲାଠାରୁ ଉମରାହାଣ୍ଡି ରାସ୍ତାର ଗୋଟିଏ ଗଛରେ ପ୍ରାୟ ହଜାରରୁ ଊର୍ଦ୍ଧ୍ୱ ସଂଖ୍ୟାରେ ଏହି କିଟ ବସି ଗଛର ପତ୍ର ଖାଉଥିବା ଦୃଶ୍ୟ ଦେଖିବାକୁ…

ପିଆଜ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଜିଲା ୫୭ ନଂ ଜାତୀୟ ରାଜପଥ ସଦର ଥାନା ଅଞ୍ଚଳରୁ ଗୁରୁବାର ଅପରାହ୍ନରେ ଏକ ପିଆଜ ଟ୍ରକ୍‌ରୁ ୭ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ…

ଖେଳ ହେଲା କାଳ: ଗାଡ଼ିଆରେ ବୁଡ଼ି ୨ ଯାଆଁଳା ଭାଇଙ୍କ ଜୀବନଗଲା

ପାଟଣା,୪।୬(ସ୍ବ.ପ୍ର.): ଦୁଇ ଯମଜ ଭାଇଙ୍କ ଲାଗି ଖେଳ କାଳ ହୋଇଛି। ଖେଳୁ ଖେଳୁ ଗୁରୁବାର ଗଡ଼ିଆରେ ବୁଡ଼ି ୮ ବର୍ଷ ଦୁଇ ଯାଆଁଳା ଭାଇଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏଭଳି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର…

ଦାରିଙ୍ଗବାଡ଼ିରେ ମୃଦୁ ଭୂମିକମ୍ପ

ଦାରିଙ୍ଗବାଡ଼ି,୪।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଗୁରୁବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଅପରାହ୍ନ ପ୍ରାୟ ୨ଟା ୫୭ ମିନିଟ୍‌ରେ ଶବ୍ଦ ହେବା ସହ ଭୂମି ଥରି ଉଠିଥିଲା। ଫଳରେ ଲୋକେ ଭୟଭୀତ ହୋଇ ଘରୁ ପଦାକୁ ବାହାରି ଆସିଥିଲେ। ଲକ୍‌ଡାଉନ ଯୋଗୁ…

ରାୟଗଡ଼ାରେ କରୋନା ପଜିଟିଭ୍‌ ଚିହ୍ନଟ ପରେ କଣ୍ଟେନ୍‌ମେଣ୍ଟ୍‌ ଅଞ୍ଚଳର ସ୍ଥିତି ପରଖିଲେ ଉପଜିଲାପାଳ

ରାୟଗଡ଼ା ଅଫିସ,୪ା୬: ରାୟଗଡ଼ାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲା ପ୍ରଶାସନ ପକ୍ଷରୁ ତୁରନ୍ତ ସହରର ଆର୍‌କେ ନଗର ଓ ଓଡ଼ଗୁଡାକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବରେ ଘୋଷଣା କରାଯାଇ ଶଟ୍‌ଡାଉନ୍‌ କରାଯାଇଛି। ଏହିସବୁ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇବା ପାଇଁ ଉପଜିଲାପାଳ…

ପଛରୁ ଧକ୍କାଦେଲା ଟ୍ରକ, ଚାଲିଗଲା ମା’ ପୁଅଙ୍କ ଜୀବନ

ଯୋଡ଼ା,୪ା୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ନିର୍ମାଣାଧୀନ ୫୨୦ ନଂ. ଜାତୀୟ ରାଜପଥର କଣ୍ଡରାଠାରେ ଗୁରୁବାର ଟ୍ରକ ଧକ୍କାରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଆଜି ସକାଳେ ଦଡୁଆଁ ଗ୍ରାମର ସୁଲକ୍ଷିଣୀ ଗିରି…

ଗଞ୍ଜାମ ପୋଲିସର ଧରପଗଡ଼: ମାସ୍କ ପିନ୍ଧି ନ ଥିବାରୁ ୨୪ ଘଣ୍ଟାରେ ୪୧ ହଜାର ଜରିମାନା

ଛତ୍ରପୁର,୪।୬(ଡି.ଏନ୍‌.ଏ.): ଲକଡାଉନ୍‌ର ନୂଆ ନିୟମକୁ କଡ଼ାକଡ଼ି ପାଳନ ନେଇ ଗଞ୍ଜାମ ପୋଲିସର ଏନ୍‌ଫୋର୍ସମେଣ୍ଟ ଜାରିରହିଛି। କୋଭିଡ ଗାଇଡଲାଇନ୍‌ ଉଲ୍ଲଂଘନ, ମାସ୍କ ନପିନ୍ଧିବା, ସାମାଜିକ ଦୂରତା ନ ଥିଲେ ଜରିମାନା ଆଦାୟ ସହ ଥାନାରେ ମାମଲା ରୁଜୁ, ଗାଡ଼ି ଜବତ ଏବଂ ସେମାନଙ୍କୁ…

ଗଞ୍ଜାମ ବ୍ଲକର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ ୩୨୧୨ ପ୍ରବାସୀ: ଘରକୁ ଫେରିଲେଣି ୨୬୦୨

ଗଞ୍ଜାମ,୪।୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ବିଭିନ୍ନ ପଞ୍ଚାୟତରେ ୧୩୦ କାରାଣ୍ଟାଇନ ସେଣ୍ଟରରୁ ୯୩ଟି କାର୍ଯ୍ୟକ୍ଷମ ହୋଇଛି l ବ୍ଲକର ୩୨୧୨ ପ୍ରବାସୀ କାରାଣ୍ଟାଇନରେ ଭର୍ତ୍ତି ହୋଇଥିଲେ l ସେଥିରୁ ୨୬୦୨ ଡିସ୍‌ଚାର୍ଜ ହୋଇ ଘରକୁ ଫେରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୬୧୦ ପ୍ରବାସୀ…

ହୋଇ ପାରିଲାନି ଭେଣ୍ଡିଂ ଜୋନ: ଖୋଲା ଆକାଶ ତଳେ ଗଞ୍ଜାମ ପରିବା ବ୍ୟବସାୟୀ

ଗଞ୍ଜାମ,୪।୬(ଡି.ଏନ୍‌.ଏ.): ଗଞ୍ଜାମ ସହର ସୌନ୍ଦର୍ଯ୍ୟକରଣ ପାଇଁ ରାସ୍ତା ସମ୍ପ୍ରସାରଣ କରାଯାଉଛି। ଏଥିଲାଗି ତ୍ରିବେଣୀ ମଠ ଛକଠାରୁ ସାନ ବଜ଼ାର ପର୍ଯ୍ୟନ୍ତ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଚାଲିଛି l ଉଚ୍ଛେଦ ପୂର୍ବରୁ ଦୀର୍ଘ ବର୍ଷ ଧରି ବଜାରରେ ବିଭିନ୍ନ ବ୍ୟବସାୟ କରି ଆସୁଥିବା…

ବାଲେଶ୍ୱର ଏସ୍‌ପି ଭାବେ ଦାୟିତ୍ୱ ଗ୍ରହଣ କଲେ ସୁଧାଂଶୁ ଶେଖର ମିଶ୍ର

ବାଲେଶର ଅଫିସ,୪।୬: ବାଲେଶ୍ୱର ଏସ୍‌ପି ଭାବେ ସୁଧାଂଶୁ ଶେଖର ମିଶ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ କଟକ କ୍ରାଇମବ୍ରାଞ୍ଚ ଏସ୍‌ପି ଭାବରେ ଦାୟିତ୍ୱ ନିର୍ବାହ କରୁଥିଲେ। ଏ ନେଇ ସେ ଖୁସିଥିବା କହିଥିବା ବେଳେ ଜିଲାର ଆଇନ…

ଠେଙ୍ଗାରେ ପିଟିପିଟି ସାଙ୍ଗକୁ ହତ୍ୟା କଲେ ସାଙ୍ଗ

କୁଆଁରମୁଣ୍ଡା,୪ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ତଲସେରା ଗ୍ରାମର ପ୍ରହ୍ଲାଦ ଲାଖୁଆ(୪୩)ଙ୍କୁ ସେହି ଗ୍ରାମର ରଞ୍ଜିତ୍‌ ପ୍ରଧାନ(୪୦) ବୁଧବାର ରାତିରେ ପିଟିପିଟି ହତ୍ୟା କରିଥିବା ନେଇ ଗୁରୁବାର ସକାଳୁ ଥାନାରେ ଅଭିଯୋଗ ହୋଇଛି। ମୃତ ପ୍ରହ୍ଲାଦଙ୍କ ପୁଅ ସନ୍ତୋଷ ଲାଖୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?