ପ୍ରି-ବୋର୍ଡ ପରୀକ୍ଷା ପରେ ଶ୍ରେଣୀରେ ଜଣେ ଛାତ୍ର
ଦାରିଙ୍ଗବାଡ଼ି,୧୪।୧(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗ୍ରାମରେ ଥିବା ସୁଜାମାଜୁ ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟ ହଷ୍ଟେଲରେ ରହି ପଢ଼ୁଥିବା ଦଶମ ଶ୍ରେଣୀ ଛାତ୍ରୀମାନଙ୍କୁ ପ୍ରି-ବୋର୍ଡ ପରୀକ୍ଷା ପରେ ଘରକୁ ପଠାଇ ଦିଆଯାଇଛି। ଦଶମ ଶ୍ରେଣୀରେ ମୋଟ ୯ ଛାତ୍ରୀଛାତ୍ର।...
ପୋଲରୁ ଖସିଲା ପୋଲିସ ଗାଡ଼ି : ଥାନାଧିକାରୀ, ଡ୍ରାଇଭର ଗୁରୁତର
ରାଇକିଆ,୧୪ା୧(ଡ଼ି.ଏନ.ଏ)-କନ୍ଧମାଳ ଜିଲା ରାଇକିଆ ଥାନା ପୋଲିସ ଗାଡ଼ି ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗଞ୍ଜେଇ ଚାଲାଣ କରୁଥିବା ଏକ କାର୍ ପିଚ୍ଛା କରିବା ବେଳେ ଭାରସାମ୍ୟ ହରାଇ ପୋଲିସ ଗାଡ଼ିଟି ପୋଲ ତଳକୁ ଖସିପଡ଼ିଥିଲା। ଏଥିରେ ଥାନାଧିକାରୀ ଅଲେଖ ଗରଡ଼ିଆ, ଡ୍ରାଇଭର...
ଗୁଣି ସନ୍ଦେହରେ ଜଣଙ୍କୁ ହତ୍ୟା: ମାମୁ, ଭଣଜା ଗିରଫ
ଦାରିଙ୍ଗବାଡ଼ି,୧୪ା୧(ଡ଼ି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କ୍ରୁପାଗାଡ଼ି ଜଙ୍ଗଲରେ ଗତ ୩ ତାରିଖରେ କାଟିଙ୍ଗିଆ ପଞ୍ଚାୟତ ତଳକୁଟ୍ରୁକା ଗ୍ରାମର ସୁଦାମ ମଲ୍ଲିକ (୪୦)ଙ୍କୁ ହତ୍ୟା କରାଯାଇଥିଲା। ଗୁଣି ସନ୍ଦେହରେ ତାଙ୍କୁ ହତ୍ୟାକରି ପ୍ରମାଣ ନଷ୍ଟ କରିବାକୁ ମୃତଦେହକୁ ପୋଡ଼ି...
ବାଳାଶ୍ରମରୁ ନାବାଳିକା ଫେରାର ଘଟଣା: ୮ ଦିନ ପରେ ବି ୬ ଜଣଙ୍କ ପତ୍ତା ମିଳୁନି
ବ୍ରହ୍ମପୁର ଅଫିସ୍,୧୪ା୧-ଗୋଷାଣୀନୂଆଗଁ। ଥାନା ଉତ୍କଳ ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ ଘଟଣାକୁ ୮ ଦିନ ବିତିଛି। କିନ୍ତୁ ଅଦ୍ୟାବଧି ୬ ଜଣଙ୍କୁ ଉଦ୍ଧାର କରାଯାଇପାରିନାହିଁ। ବର୍ତ୍ତମାନ ଜିଲା ପ୍ରଶାସନ ଓ ବାଳାଶ୍ରମ ଅଧିକାରୀଙ୍କ କାର୍ଯ୍ୟ ପ୍ରତି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି...
ଛତ୍ରପୁରକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରକ୍ରିୟା ଆରମ୍ଭ : ଜିଏନ୍ପାଲମ୍, ପୁରୁଣା ଛତ୍ରପୁର ଗଁ। ମିଶିବାକୁ ରାଜି
ଛତ୍ରପୁର,୧୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନ୍ଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଛତ୍ରପୁର ବ୍ଲକ ଅଧୀନ ଅଗସ୍ତିନୂଆଗଁ। ପଞ୍ଚାୟତ ଜିଏନ୍ପାଲମ୍ ଓ କଣାମଣା ପଞ୍ଚାୟତର ପୁରୁଣା ଛତ୍ରପୁର ରାଜସ୍ବଗଁ। ମ୍ୟୁନିସିପାଲଟିରେ ମିଶିବା ପାଇଁ ସହମତି ଦେଇଛନ୍ତି।...
ଲାଞ୍ଚ ମାମଲା: ଅଭିଯୁକ୍ତଙ୍କୁ ଦେଢବର୍ଷ ଜେଲ ସହ ଜରିମାନା
ବ୍ରହ୍ମପୁର ଅଫିସ,୧୪ା୧: ଗଞ୍ଜମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ ସୁବ୍ରତ ମହାନ୍ତି ସୋମବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ବ୍ରହ୍ମପୁର ସବ୍ ରେଜିଷ୍ଟ୍ରାର ଅଫିସର ତତ୍କାଳୀନ କର୍ମଚାରୀ ରାମକୃଷ୍ଣ ବେହେରାଙ୍କୁ ଦେଢବର୍ଷ ଜେଲ...
୩୦ଫୁଟ ତଳକୁ ଖସିଲା ଯାତ୍ରୀବାହୀ ବସ୍:୧୨ ଆହତ ୪ ଗୁରୁତର
ଆଠଗଡ,୧୩ା୧ (ସ୍ବ.ପ୍ର.)- ଖୁଣ୍ଟୁଣୀ-ନରସିଂହପୁର ୬୫ନଂ ରାଜ୍ୟ ରାଜପଥର ଆଠଗଡ଼ ଥାନା ଅନ୍ତର୍ଗତ ଗୁଣ୍ଡିଚାପୁର ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଘରୋଇ ବସ୍ ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସି ଧାନ ଜମିରେ ପଡ଼ିଛି। ଦୁର୍ଘଟଣାରେ ବସ୍ରେ ଥିତ୍ବା...
ଅଧିକାରୀଙ୍କ ହସ୍ତକ୍ଷେପ ପରେ ଉଠିଲା ଧାନ
କାମାକ୍ଷାନଗର, ୧୩।୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାଦୁଆ ସେବା ସମବାୟ ସମିତି ପକ୍ଷରୁ ଖୋଲାଯାଇଥିବା ମଣ୍ଡିରେ ମିଲରଙ୍କ ମନୋମୁଖୀ କାର୍ଯ୍ୟକୁ ନେଇ ସୋମବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ଏ ନେଇ ଚାଷୀମାନେ କଙ୍କଡ଼ାହାଡ଼ରେ ଅନୁଷ୍ଠିତ ଜନଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି...
କାର୍ଯ୍ୟରେ ଅବହେଳା: ବଦଳିଲେ ଫାଣ୍ଡି ଅଧିକାରୀ
ପରଜଙ୍ଗ, ୧୩।୧(ଡି.ଏନ.ଏ.)-କାର୍ଯ୍ୟରେ ଅବହେଳା ଅଭିଯୋଗରେ ବଦଳିଛନ୍ତି ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧିକାରୀ ବିନୟ କୁମାର ସାହୁ। ଏସ୍ପି ଅନୁପମା ଜେମ୍ସଙ୍କ ନିର୍ଦ୍ଦେଶରେ ତାଙ୍କୁ ପରଜଙ୍ଗ ଥାନାକୁ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ପରଜଙ୍ଗ ଥାନା ଏସ୍ଆଇ ପଦ୍ମନାଭ ଲେଙ୍କାଙ୍କୁ...
ଜି.ଉଦୟଗିରିରେ ତୁଷାରପାତ: ଘନ କୁହୁଡ଼ିରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ
ଜି.ଉଦୟଗିରି,୧୩ା୧(ଡି.ଏନ.ଏ.)-ଜି.ଉଦୟଗିରି ସହର ତଥା ଆଖପାଖ ଅଞ୍ଚଳରେ ଗତ ତିନିଦିନ ଧରି ଶୀତର ଲହରି ଜାରି ରହିଛି। ସୋମବାର ପାରଦ ୭ ଡିଗ୍ରୀ ସେଲ୍ସିୟସ୍ ରହିଥିଲେ ମଧ୍ୟ ସହରର ବିଭିନ୍ନ ସ୍ଥାନରେ ତୁଷାରପାତ ଦେଖାଦେଇଛି। ବିଶେଷକରି ୯ ନମ୍ବର ୱାର୍ଡର କିଛି...
ଆକ୍ରମଣ ମାମଲା:ସାନଭାଇଙ୍କୁ ମାଡ଼ ମାରି ବଡ଼ ଗଲେ ଜେଲ
ଦିଗପହଣ୍ଡ,୧୩ା୧(ଡି.ଏନ.ଏ.)-ସାନଭାଇଙ୍କୁ ମାଡ଼ ମାରିବା ଅଭିଯୋଗରେ ସୋମବାର ପୋଲିସ ଦିଗପହଣ୍ଡି ବ୍ଲକ କୁମରଡ଼ା ଗ୍ରାମ ବଡ ସାହିର ସନ୍ତୋଷ ପ୍ରଧାନଙ୍କୁ କୋର୍ଟ ଚାଲାଣ କରିଛି। ମାମଲା ନଂ. ୫/୨୦ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍ ଜେଲକୁ ପଠାଯାଇଛି।...
‘ବିଶ୍ୱସ୍ତ, କ୍ରିୟାଶୀଳ ହେଉ ଶାସନତନ୍ତ୍ର’
ଭୋଗରାଇ, ୧୩।୧(ପ୍ରଦୀପ ଦାସ)-ସନାତନ ଧର୍ମ ସମସ୍ତ ଧର୍ମର ଆଧାର। ଏହାର ବିକଳ୍ପ ନାହଁି କି ଶେଷ ନାହଁି। ସମଗ୍ର ବିଶ୍ୱରେ ଅଧର୍ମୀମାନଙ୍କ ଦୌରାମତ୍ୟ ବଢ଼ିଚାଲିଥିବା ବେଳେ ଧାର୍ମିକ ଓ ଆଧ୍ୟାମତ୍ିକ ବ୍ୟକ୍ତିବିଶେଷ ସୁରକ୍ଷିତ ନୁହନ୍ତି। ସମାଜରେ ଅରାଜକତା, ନୀତିହୀନ ରାଜନୀତି,...
Archives


