ଆମ ଜିଲା ଖବର

ଢେଙ୍କାନାଳରେ ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ପୁଣି ୧୦ ନୂଆ ପଜିଟିଭ୍‌ ଚିହ୍ନଟ

ଢେଙ୍କାନାଳ ଅଫିସ,୪।୬: ଢେଙ୍କାନାଳ ଜିଲାରେ ଗୁରୁବାର ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୧ ହୋଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କଙ୍କଡ଼ାହାଡ଼ ବ୍ଲକ ଅଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୭ ଏବଂ ହିନ୍ଦୋଳ ବ୍ଲକ…

ପୁରୀରୁ ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଲା

ପୁରୀ ଅଫିସ,୪ା୬: ପୁରୀ ଜିଲାରୁ ଗୁରୁବାର ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ ଜଣ ସୁସ୍ଥ ହୋଇଥିବା ବେଳେ ୧୭ ଜଣ ଚିକିତ୍ସିତ ହେଉଛନ୍ତି।…

ପରିବାର ସଦସ୍ୟଙ୍କ ମୃତ୍ୟୁରେ ଭାଙ୍ଗିପଡ଼ି ୫ଜଣଙ୍କ ଆତ୍ମହତ୍ୟା ଘଟଣା: ମା’, ସାନ ଝିଅ ମୃତ

ଝାରସୁଗୁଡ଼ା ଅଫିସ,୪।୬: ଝାରସୁଗୁଡ଼ା ସହରରେ ମଙ୍ଗଳବାର ଗୋଟିଏ ପରିବାରର ୫ଜଣ ସଦସ୍ୟ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ଗୁରୁବାର ମା’ ଓ ସାନ ଝିଅଙ୍କ ମୃତ୍ୟୁ ଘଟିଛି। ତେବେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ବୁଧବାର ରାତିରେ ଉଭୟଙ୍କୁ…

ଖୋର୍ଦ୍ଧାରୁ ୧୯ କରୋନା ପଜିଟିଭ୍‌ ଚିହ୍ନଟ

ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଉପଖଣ୍ଡରେ ଗୁରୁବାର ପୁଣି ୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲୁଙ୍ଗାରୁ ୫, ଟାଙ୍ଗରିୁ ୮, ବେଗୁନିଆ ୨ ଓ ଖୋର୍ଦ୍ଧା ବ୍ଳକ ୪ ଜଣ ଆକ୍ରାନ୍ତ ଥିବା ସୂଚନା ମିଳିଛି। ସମସ୍ତେ ସଂଘରୋଧ…

ବିଦା ହେଉଛନ୍ତି ଓଡ଼ିଆ ଶ୍ରମିକ, କର୍ମଚାରୀ

ଯାଜପୁର ଅଫିସ,୪।୬:କଳିଙ୍ଗନଗର ଶିଳ୍ପାଞ୍ଚଳରେ ରହିଥିବା ଏକମାତ୍ର ପେଲେଟ କାରଖାନା ବିଆର୍‌ପିଏଲ୍‌ (ବ୍ରାହ୍ମଣୀ ରିଭର୍ସ ପିଲେଟ୍ସ ଲିମିଟେଡ) ରେ ଅଣଓଡିଆଙ୍କ ପ୍ରାଧାନ୍ୟ ଅଧିକ ରହୁଛି। ମନମୁଖି ଭାବେ ସ୍ଥାନୀୟ କର୍ମଚାରୀ ଓ ଶ୍ରମିକଙ୍କୁ ଚାକିରିରୁ ବାହାର କରି ଦିଆଯାଉଛି। ବିଆର୍‌ପିଏଲ୍‌କୁ ତ୍ରିବେଣୀ ଓ…

ଉଦ୍ଧାର ବନ୍ୟଜନ୍ତୁଙ୍କ ଲାଗି ସାମୟିକ ରହଣିସ୍ଥଳ

ଢେଙ୍କାନାଳ ଅଫିସ, ୪।୬ – ଉଦ୍ଧାର ହୋଇଥିବା ବନ୍ୟଜନ୍ତୁଙ୍କ ସାମୟିକ ରହଣି ଲାଗି ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟରେ ଆରମ୍ଭ ହୋଇଛି ‘ଟେମ୍ପରାରି ଟ୍ରାଞ୍ଜିଟ୍‌ ଫାସିଲିଟିଜ୍‌ ଫର୍‌ ୱାଇଲ୍ଡ ଆନିମଲ’ ଯୋଜନା। କପିଳାସ ପ୍ରାଣୀ ଉଦ୍ୟାନ ସୀମାକୁ ଲାଗି ଏହି ପ୍ରକଳ୍ପ…

ସହରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଅନୁଗୋଳ ଅଫିସ,୪ା୬ – ଅନୁଗୋଳ ପୋଲିସ ପକ୍ଷରୁ ବୁଧବାର ସହରରେ ଫ୍ଲାଗ୍‌ମାର୍ଚ୍ଚ କରାଯାଇଥିଲା। ଏହି ସମୟରେ ଅନ୍‌ଲକ୍‌-୧ ନିୟମ ଅବମାନନା କରିଥିବା କେତେଜଣ ଦୋକାନୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। କିନ୍ତୁ ପୋଲିସ କାର୍ଯ୍ୟାନୁଷ୍ଠାନ ନେବାରେ ପାତରଅନ୍ତର କରିଥିବା କେତେଜଣ ଛୋଟ…

ଜବରଦଖଲମୁକ୍ତ ହେଲା ସରକାରୀ ପୋଖରୀ: ଦଖଲକାରୀ ପରିବାର ଦେବେ ୨୬ ଲକ୍ଷ ୧ ହଜାର ୫୫୫ ଟଙ୍କା

ଅନୁଗୋଳ ଅଫିସ,୪ା୬ – ଦୀର୍ଘବର୍ଷ ଧରି ଜବରଦଖଲରେ ଥିବା ମତ୍ସ୍ୟ ବିଭାଗର କେତେକ ପୋଖରୀ ମଙ୍ଗଳବାର ଦଖଲମୁକ୍ତ ହୋଇଛି। ଏହାପରେ ବୁଧବାର ଅନୁଗୋଳ ମତ୍ସ୍ୟ ବିଭାଗ ଉକ୍ତ ପୋଖରୀରୁ ମାଛ ମାରିଥିବା ସୂଚନା ମିଳିଛି। ପ୍ରକାଶ ଯେ, ଅନୁଗୋଳ ସହର ମଦନମୋହନପଡାରେ…

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଯୁବକଙ୍କ ଜୀବନଗଲା: ଶ୍ମଶାନରୁ ମୃତଦେହ ଜବତ

ପାଟପୁର,୪ା୬- ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପାଟପୁର ଲଛବିଲ ସାହିରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣେ ଯୁବକଙ୍କ ବୁଧବାର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି। ସେ ହେଲେ ଉକ୍ତ ସାହିର ନିତ୍ୟାନନ୍ଦ ସାହୁ (୩୦)। ବୁଧବାର ସକାଳେ ଘରେ ବିଦ୍ୟୁତ୍‌ ତାର…

ନୟାଗଡ ସୀମା ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ

ଫୁଲବାଣୀ ଅଫିସ, ୪ା୬- କନ୍ଧମାଳ ଜିଲାରେ ଏସ୍‌ଓଜି ଏବଂ ଡିଭିଏଫ୍‌ ଯବାନଙ୍କ ଦ୍ୱାରା ମିଳିତ କୋମ୍ବିଂ ବେଳେ ନୟାଗଡ ଜଙ୍ଗଲ ସୀମାରେ ଏକ ମାଓବାଦୀ କ୍ୟାମ୍ପ ବୁଧବାର ଠାବ ହୋଇଛି। ଏହି ଘଟଣାରେ ଗୁଳି ବିନିମୟ ହୋଇ ନ ଥିବାବେଳେ ସେଠାରୁ…

ଗଞ୍ଜାମ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଦୁର୍ବଳ ନଦୀବନ୍ଧ, ଘାଇ ମରାମତି ନିର୍ଦ୍ଦେଶ

ଛତ୍ରପୁର,୪ା୬(ଡି.ଏନ୍‌.ଏ.)- ଛତ୍ରପୁରସ୍ଥିତ ଓସ୍ବାସ ଭିଡିଓ କନ୍‌ଫରେନ୍ସ ହଲ୍‌ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଜଙ୍ଗଲ…

ନାଚୁନି କଣ୍ଢେଇ, କାନ୍ଦୁଛି କଳାକାର

କେନ୍ଦୁଝର,୪ା୬(ସ୍ବ.ପ୍ର.)- କଳାକାରଙ୍କ ପରିଶ୍ରମର ମୂଲ କେହି ଦେଇପାରିବେ ନାହିଁ। କଳା ମାଧ୍ୟମରେ ସମସ୍ତଙ୍କ ମନୋରଞ୍ଜନ ସହ ସଚେତନ କରି ଆସୁଥିବା ଏହି କଳାକାରମାନେ ବଞ୍ଚିବା ପାଇଁ ସବୁବେଳେ ସଂଗ୍ରାମ କରି ଆସୁଛନ୍ତି। ବର୍ତ୍ତମାନ କରୋନା କାଳରେ କଳାକ୍ଷେତ୍ର ସଙ୍କଟଜନକ ପରିସ୍ଥିତିରେ ଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?